ବିଶ୍ୱନାଥ ପଣ୍ଡିତଙ୍କ ସ୍ମୃତିରେ କଟକରେ ହେବ ଅତ୍ୟାଧୁନିକ ଲାଇବ୍ରେରୀ

ଭୁବନେଶ୍ୱର:ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ସମାଜବାଦୀ ନେତା ସ୍ୱର୍ଗତ ବିଶ୍ୱନାଥପଣ୍ଡିତଙ୍କ ସ୍ମୃତିରେ କଟକର ପୁରୀ-ଅନୁଗୁଳ ବସଷ୍ଟାଣ୍ଡ ବାଦାମବାଡିଠାରେ ଏକ ଅତ୍ୟାଧୁନିକ ଲାଇବ୍ରେରୀ ପ୍ରତିଷ୍ଠା କଟକରେ ସ୍ୱର୍ଗତ ବିଶ୍ୱନାଥ ପଣ୍ଡିତଙ୍କ ସ୍ମୃତିରେ ଏକ ଅତ୍ୟାଧୁନିକ ଲାଇବ୍ରେରୀପ୍ରତିଷ୍ଠା…

ଅଷ୍ଟ୍ରେଲିଆ ଅଫରକୁ ପ୍ରତ୍ୟାଖାନ କଲେ ଅଶ୍ବିନୀଙ୍କ ଡୁପ୍ଲିକେଟ୍

ନୂଆଦିଲ୍ଲୀ: ବିଶ୍ବକପ୍ ପୂର୍ବରୁ ଅଷ୍ଟ୍ରେଲିଆ ଟିମ ଭୟରେ । ଟିମ୍ ଅଷ୍ଟ୍ରେଲିଆର ଚିନ୍ତା ବଢ଼ାଇଛନ୍ତି ରବିଚନ୍ଦ୍ରନ ଅଶ୍ବିନୀ । ବିଶ୍ବକପ୍ ଦଳରେ ଅଶ୍ବିନୀଙ୍କ ଏଣ୍ଟ୍ରି ପରେ କଙ୍ଗାରୁ ଟିମର ହଜି ଯାଇଛି ନିଦ । ଅଶ୍ବିନୀଙ୍କ ବୋଲିଂଙ୍କୁ ଫେସ କରିବାକୁ ଅଷ୍ଟ୍ରେଲିଆ କରିଥିଲା ଯୋଜନା । ହେଲେ…

ଶ୍ରୀଲଙ୍କାକୁ ହରାଇ ଏସିଆ କପ ଫାଇନାଲରେ ଭାରତ

କଲମ୍ବୋ: ଟିମ ଇଣ୍ଡିଆର ଦମଦାର ପ୍ରଦର୍ଶନ । ଶ୍ରୀଲଙ୍କାକୁ ହରାଇ ଏସିଆ କପ ଫାଇନାଲରେ ରୋହିତ ବାହିନୀ । କୁଲଦୀପ ଯାଜବଙ୍କ ଦମଦାର ବୋଲିଂ ଏବଂ ୪ ଓ୍ବିକେଟ ଦଳକୁ ବିଜୟରେ ସହାୟକ ହୋଇଛି । ୪୧ ରନରେ ଭାରଜ ଜିତିଥିବାବେଳେ ପ୍ରଥମ ଦଳ ଭାବେ ଫାଇନାଲରେ ପ୍ରବେଶ କରିଛି । ଭାରତ ପକ୍ଷରୁ…

’ଯବାନ’ରେ ଏତେ ଝିଅ କାହିଁକି? ଫ୍ୟାନ୍ସଙ୍କ ଏହି ପ୍ରଶ୍ନର ଉତ୍ତର ଦେବାକୁ ଯାଇ ଏମିତି କହିଲେ କିଙ୍ଗ ଖାନ୍

ମୁମ୍ବାଇ: ବକ୍ସ ଅଫିସରେ ଭଲ ରୋଜଗାର କରିବା ସହ ଗୋଟିଏ ପରେ ଗୋଟିଏ ରେକର୍ଡ ଭାଙ୍ଗିବାରେ ଲାଗିଛି ବଲିଉଡର କିଙ୍ଗ ଖାନଙ୍କ ଅଭିନୀତ ଫିଲ୍ମ ’ଯବାନ’ । ଦର୍ଶକଙ୍କ ମହଲରେ ଏହା ଆଦୃତ ହୋଇଥିବାବେଳେ ସାରା ବିଶ୍ବରୁ ଛୁଟୁଛି ପ୍ରଂଶସାର ସୁଅ । ଫ୍ୟାନ୍ସମାନେ ଶହାରୁଖଙ୍କୁ ଅେନକ ପ୍ରଶ୍ନମାନ…

’ଭାରତ ମଣ୍ଡପମ’ରେ ବିଶ୍ବନେତାଙ୍କୁ ସ୍ବାଗତ କରୁଛନ୍ତି ପ୍ରଧାନମନ୍ତ୍ରୀ, ପୃଷ୍ଠଭୂମିରେ ଶୋଭା ପାଉଛି କୋଣାର୍କ ଚକ୍ର

ନୂଆଦିଲ୍ଲୀ: ଶନିବାରଠାରୁ ରାଜଧାନୀ ଦିଲ୍ଲୀରେ ଆରମ୍ଭ ହୋଇଛି ଜି-୨୦ ଶିଖର ସମ୍ମିଳନୀ । ଭାରତ ମଣ୍ହପମରେ ପ୍ରଧାନମନ୍ତ୍ରୀ ପହଞ୍ଚିଥିବାବେଳେ ବିଶ୍ବନେତାଙ୍କୁ ସ୍ବାଗତ କରୁଛନ୍ତି । ପ୍ରଧାନମନ୍ତ୍ରୀଙ୍କ ସହିତ ଉପସ୍ଥିତ ଅଛନ୍ତି କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ଏବଂ…

ଜାପାନର ମୁନ୍ ମିଶନ, ଚନ୍ଦ୍ରକୁ ପଠାଇଲା ଯାନ

ଜାପାନର ମୁନ୍ ମିଶନ । ଚନ୍ଦ୍ରକୁ ଯାନ ପଠାଇଲା ଜାପାନ । ଗୁରୁବାର ସକାଳୁ ଜାପାନର ଜାତୀୟ ମହାକାଶ ଗବେଷଣା ସଂସ୍ଥା ମୁନ୍ ଲ୍ୟାଣ୍ଡର ଯାନର ଉତକ୍ଷେପଣ କରିଛି । ଗତ ମାସରେ ଏହି ଉତକ୍ଷେପଣ କରାଯିବାର ଥିଲା । ହେଲେ ଖରାପ ପାଗ ଯୋଗୁଁ ଏହା ସମ୍ଭବ ହୋଇପାରିନଥିଲା । ଜାପାନ ଜାତୀୟ ମହାକାଶ…

ଚନ୍ଦ୍ରରେ ଭାରତର ଅବତରଣ ସହ ୧୩ କମ୍ପାନୀଙ୍କର ହୋଇଛି ୨୦ ହଜାର କୋଟିର ଆୟ, ଜାଣନ୍ତୁ କିପରି?

ମୁମ୍ବାଇ : ଭାରତ ଚନ୍ଦ୍ରରେ ପାଦ ଥାପି ଇତିହାସ ରଚିଛି। ଏହି ସଫଳତା କେବଳ ଭାରତୀୟ ମହାକାଶ ଗବେଷଣା ସଙ୍ଗଠନ (ଇସ୍ରୋ)ଙ୍କର ନୁହେଁ ବରଂ ସେହି କମ୍ପାନୀମାନଙ୍କର ଯେଉଁମାନେ ଚନ୍ଦ୍ରଯାନ-୩ର ନିର୍ମାଣରେ ସେମାନଙ୍କର ଯୋଗଦାନ ଦେଇଥିଲେ। ତେବେ ସବୁଠୁ ଯାହା ଖାସ କଥା ତାହା ହେଉଛି…

ପୁଣି ଆଦାନିଙ୍କ ଅଡ଼ୁଆ ବଢ଼ିବ; ଅଡିଟର ଭୂମିକାରୁ ଓହରିବ ଡେଲଏଟ୍‌

ନୂଆଦିଲ୍ଲୀ: ଚଳିତ ବର୍ଷ ଜାନୁଆରି ୨୪ରେ ହ‌ିଣ୍ଡେନ୍‌ବର୍ଗ ରିପୋର୍ଟ ପ୍ରକାଶ ପାଇବା ପରଠାରୁ ଶିଳ୍ପପତି ଗୌତମ ଆଦାନି ନିୟମିତ ବ୍ୟବଧାନରେ ସମସ୍ୟା ସାମ୍ନା କରୁଛନ୍ତି। ହିଣ୍ଡେନ୍‌ବର୍ଗ ରିପୋର୍ଟର ପ୍ରଭାବ କମ୍ ହୋଇଆସୁଥିବା ବେଳେ ଆଦାନିଙ୍କ ପ୍ରତି ଆଉ ଏକ ବିପଦ ମାଡ଼ି ଆସୁଛି।…

ଓଡ଼ିଶାରେ ହେବ ୨ଟି ପାୱାର ପ୍ଲାଣ୍ଟ୍‌: ତଲାବିରା ପ୍ଲାଣ୍ଟ୍‌ର ବିଜୁଳି ଯିବ ତାମିଲନାଡୁ, କେରଳ

ନୂଆଦିଲ୍ଲୀ: ଓଡ଼ିଶାରେ ସ୍ଥାପନ ହେବାକୁ ଯାଉଛି ଦୁଇଟି ନୂଆ ଥର୍ମାଲ୍‌ ପାୱାର ପ୍ଲାଣ୍ଟ୍‌। ଏନ୍‌ଏଲ୍‌ସି ଇଣ୍ଡିଆ ଓ ମହାନଦୀ କୋଲ୍‌ଫିଲ୍ଡ ଲିମିଟେଡ୍‌ ପକ୍ଷରୁୁ ଏହି ଦୁଇ କାରଖାନା ସ୍ଥାପନ କରାଯିବ। ଏନ୍‌ଏଲ୍‌ସି ଇଣ୍ଡିଆ ଓଡ଼ିଶାର ତଲାବିରାରେ ଏକ ୨୪୦୦ ମେଗାୱାଟ୍‌ର ପାୱାର ପ୍ଲାଣ୍ଟ୍‌…

ଆଇନଜୀବି ଅରୁଣ ଶଙ୍କର ମିଶ୍ରଙ୍କ ଦେହାନ୍ତରେ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଅନୁଗୁଳ : ତାଳଚେର ଓକିଲ ସଂଘର ପୂର୍ବତନ ସଭାପତି ବରିଷ୍ଠ ଆଇନଜୀବୀ ଅରୁଣ ଶଙ୍କର ମିଶ୍ରଙ୍କ ବିୟୋଗ ଖବର ଶୁଣି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଜଣେ ଆଇନଜୀବୀ ଭାବରେ ସେ ସମାଜ କାର୍ଯ୍ୟରେ ଜଡ଼ିତ ଥିଲେ । ତାଳଚେରର ବିଭିନ୍ନ ସମସ୍ୟା ନେଇ ନିର୍ଭିକ ଭାବେ…