ପଶ୍ଚିମା ଝଡ: ଭିଜିବ ଉପାନ୍ତରୁ ଉପକୂଳ ୧୬ ଓ ୧୭ରେ ପ୍ରବଳ ବର୍ଷା

ଭୁବନେଶ୍ୱର : ଆସୁଛି ବଡ ବର୍ଷା । ଭିଜିବ ଉପାନ୍ତରୁ ଉପକୂଳ ।ଆଜିଠାରୁ ସକ୍ରିୟ ହେବ ଆଉ ଏକ ପଶ୍ଚିମା ଝଡ । ଏହା ପ୍ରଭାବରେ ୧୭ ତାରିଖ ପର୍ଯ୍ୟନ୍ତ ଘଡଘଡି ବିଜୁଳି ସହ ବର୍ଷା ହେବା ସମ୍ଭାବନା ରହିଛି । ଝଡ ପବନ ସହ ବର୍ଷା ନେଇ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର । ଉପକୂଳ ଏବଂ…

ଜଙ୍ଗଲ ନିଆଁ : କେନ୍ଦ୍ରମନ୍ତ୍ରୀଙ୍କ ଉଦ୍‌ବେଗ ଜୈବ ବିବିଧତା-ଆଦିବାସୀଙ୍କ ଜୀବିକା ଉପରେ ପଡ଼ୁଛି ପ୍ରଭାବ

ନୂଆଦିଲ୍ଲୀ/ଭୁବନେଶ୍ୱର : ରାଜ୍ୟରେ ହୁହୁ ହୋଇ ବଢ଼ୁଥିବା ଜଙ୍ଗଲ ନିଆଁ ନେଇ ଗଭୀର ଚିନ୍ତାବ୍ୟକ୍ତ କରି କେନ୍ଦ୍ର ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଭୂପେନ୍ଦ୍ର ଯାଦବଙ୍କୁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସାକ୍ଷାତ କରି ପତ୍ର ଦେଇଛନ୍ତି । ଶ୍ରୀ ପ୍ରଧାନ ଏହି ପତ୍ରରେ ରାଜ୍ୟରେ…

୭୧,୬୧୮ ପିଲାଙ୍କୁ ମିଳିବ ମେଧାବୃତ୍ତି

ଭୁବନେଶ୍ୱର : ୨୦୨୩-୨୪ରେ ଶିକ୍ଷା ବିଭାଗକୁ ୨୨ ହଜାର କୋଟି ଟଙ୍କା ମଞ୍ଜୁର ହୋଇଛି । ଯାହାକି ଗତବର୍ଷ ତୁଳନାରେ ୫ ପ୍ରତିଶତ ଅଧିକ ରହିଛି । ଏନେଇ ଗଣଶିକ୍ଷା ବିଭାଗ ପ୍ରେସମିଟ୍‌ କରି ସୂଚନା ଦେଇଛି । ଗଣଶିକ୍ଷା ବିଭାଗରେ ୫୧ ହଜାର ୫୩୫ଟି ପଦବୀ ସୃଷ୍ଟି ହୋଇଛି । ୫ ଜିଲ୍ଲାର ୨୨୧ ବହୁଭାଷୀ…

ଗଣମାଧ୍ୟମକୁ ରାଷ୍ଟ୍ରପତିଙ୍କ ପରାମର୍ଶ, ମହିଳାଙ୍କ ସମ୍ମାନ ଓ ସୁରକ୍ଷା ପ୍ରତି ସମ୍ବେଦନଶୀଳ ହୁଅ

ନୂଆଦିଲ୍ଲୀ : ମହିଳାଙ୍କ ସମ୍ମାନ ଓ ସୁରକ୍ଷା ପ୍ରତି ସମ୍ବେଦନଶୀଳ ହେବା ଲାଗି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦେଶର ଗଣମାଧ୍ୟମ ସଂସ୍ଥାଗୁଡିକୁ ନିବେଦନ କରିଛନ୍ତି । ନବଭାରତ ଟାଇମ୍ସ ପକ୍ଷରୁ ଦିଲ୍ଲୀରେ ଆୟୋଜିତ ଏକ ମହିଳା ବାଇକ ଶୋଭାଯାତ୍ରାକୁ ଆଭାସି ମାଧ୍ୟମରେ ଶୁଭାରମ୍ଭ କରିବା ଅବସରରେ…

ସମଲିଙ୍ଗୀ ବିବାହ ପ୍ରସଙ୍ଗ, ସାମ୍ବିଧାନିକ ବେଞ୍ଚ ନେବେ ନିଷ୍ପତ୍ତି

ନୂଆଦିଲ୍ଲୀ, ୧୩ା୩: ସମଲିଙ୍ଗୀ ବିବାହ ବିବାଦ ମାମଲାର ଶୁଣାଣି ସାମ୍ବିଧାନିକ ଖଣ୍ଡପୀଠରେ କରିବା ପାଇଁ ନିର୍ଦ୍ଦେଶ ଦେଲେ ପ୍ରଧାନ ବିଚାରପତି । ସମଲିଙ୍ଗୀ ବିବାହକୁ ଆଇନଗତ ମାନ୍ୟତା ଦେବା ପ୍ରସଙ୍ଗରେ ଚୂଡ଼ାନ୍ତ ଶୁଣାଣି ଏପ୍ରିଲ ୧୮ ତାରିଖରେ ୫ ଜଣିଆ ସାମ୍ବିଧାନିକ ଖଣ୍ଡପୀଠରେ ହେବ ବୋଲି…

କାହିଁକି ଜଙ୍ଗଲରେ ଲାଗୁଛି ନିଆଁ ? ଏମିତି କହିଲେ ପିସିସିଏଫ ଦେବୀଦତ୍ତ ବିଶ୍ୱାଳ

ଭୁବନେଶ୍ୱର: ଜଙ୍ଗଲି ଜନ୍ତୁ ଶିକାର ଲୋଭରେ ଜଙ୍ଗଲରେ ନିଆଁ ଲଗାଉଛନ୍ତି ଶିକାରୀ। ଗତକାଲି ନିଆଁ ଲଗାଇବା ବେଳେ କନ୍ଧମାଳ ଜିଲ୍ଲାରୁ ଜଣେ ଶିକାରୀ ଧରାପଡିଛି। ପ୍ରାୟ ସବୁ ନିଆଁ ମନୁଷ୍ୟକୃତ ହୋଇଥିବାରୁ ସଚେତନତା କରାଯାଉଛି ବୋଲି କହିଛନ୍ତି ପିସିସିଏଫ ଦେବୀଦତ୍ତ ବିଶ୍ୱାଳ। ନିଆଁ ଲାଗିଲେ ବନ…

ଆକ୍ସନ ମୋଡରେ ବଲାଙ୍ଗୀର ପୋଲିସ, ୧୨ ହଜାରରୁ ଅଧିକ କଫ ସିରପ୍ ବୋତଲ ଜବତ

ବଲାଙ୍ଗୀର: ବର୍ତ୍ତିବେନି କଫ ସିରପ ମାଫିଆ ଓ ବ୍ୟବସାୟୀ। ଆକ୍ସନ ମୋଡରେ ବଲାଙ୍ଗୀର ପୋଲିସI ୧୨ ହଜାରରୁ ଅଧିକ କଫ ସିରପ୍ ବୋତଲ ସହ ଦାମୀ ଗାଡ଼ି ଜବତ କରିଛି ପୋଲିସ I ଘଟଣାରେ ରାଜ୍ୟ ତଥା ରାଜ୍ୟ ବାହାରୁ ୪ ମହିଳାଙ୍କ ସମେତ ୩୭ ବ୍ୟବସାୟୀ ଓ ମାଫିଆଙ୍କୁ ଗିରଫ କରିଛି ପୋଲିସ। ୪୦ ଲକ୍ଷ ଟଙ୍କାର…

ଗତ ୯ ବର୍ଷ ଭିତରେ ଥାନା ପୁଲିସ ହେପାଜତରେ ୫୧ଜଣ ଅଭିଯୁକ୍ତଙ୍କ ମୃତ୍ୟୁ ହୋଇଛି: ମନ୍ତ୍ରୀ

ଭୁବ‌ନେଶ୍ବର: ଗତ ୯ ବର୍ଷ ଭିତରେ ଥାନା ପୁଲିସ ହେପାଜତରେ ୫୧ଜଣ ଅଭିଯୁକ୍ତ ଓ  ୫୪୬ଜଣ କଏଦୀ/ବିଚାରାଧୀନ କଏଦୀଙ୍କ ମୃତ୍ୟୁ ହୋଇଛି। ଖଣ୍ଡପଡ଼ା ବିଧାୟକ ସୌମ୍ୟରଂଜନ ପଟ୍ଟନାୟକଙ୍କ ଏକ ପ୍ରଶ୍ନର ଉତ୍ତରରେ ଏହି ସୂଚନା ଦେଇଛନ୍ତି ସ୍ଵରାଷ୍ଟ୍ର ରାଷ୍ଟ୍ର ମନ୍ତ୍ରୀ ତୁଷାରକାନ୍ତି ବେହେରା। ରାଷ୍ଟ୍ର…

ଭାରତୀୟ ସିନେମାକୁ ଓସ୍କାର; ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ନାଟୁ ନାଟୁ ଗୀତକୁ ଓସ୍କାର ମିଳିବା ପରେ ଟ୍ବିଟ୍ କରି ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମ୍ୟୁଜିକ କମ୍ପୋଜର, ଲିରିସିଷ୍ଟ, ନିର୍ଦ୍ଦେଶକ ଓ ପୁରା ଟିମ୍‌କୁ ଶୁଭକାମନା ଜମାଇଛନ୍ତି। ଭାରତୀୟ ଫିଲ୍ମର ପ୍ରଥମ ଓରିଜିନାଲ ଗୀତ ଭାବେ RRR ଫିଲ୍ମର ନାଟୁ ନାଟୁ…