ବଲାଙ୍ଗିର: ଟିଟିଲାଗଡ଼ ରାସ୍ତାର ସାଗରପାଲି ଠାରେ ଏକ କାର୍ ଭାରସାମ୍ୟ ହରାଇ ଗଛରେ ଧକ୍କା ଦେବା ଫଳରେ ବାପ, ପୁଅଙ୍କ ସହିତ ଜଣେ ବ୍ୟାଙ୍କ ମ୍ୟାନେଜରଙ୍କ ମୃତ୍ୟୁ ଘଟିଛି । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଂଚି ମୃତକଙ୍କ ଶବ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଇଛି । ଏନେଇ ଅଧିକ ତଦନ୍ତ ଜାରୀ ରଖିଛି ।
Sign in
Sign in
Recover your password.
A password will be e-mailed to you.