Sign in
Sign in
Recover your password.
A password will be e-mailed to you.
Browsing Category
ନ୍ୟୁଜ୍ ବୁଲେଟିନ୍
ମାଛ, କ୍ଷୀର, ଅଣ୍ଡା ଉତ୍ପାଦନରେ ରାଜ୍ୟକୁ ଆତ୍ମନିର୍ଭରଶୀଳ କରିବା ଆମର ଲକ୍ଷ୍ୟ : ମନ୍ତ୍ରୀ
ଭୁବନେଶ୍ୱର, 30/7: ଜିଲ୍ଲା ମୁଖ୍ୟ ପ୍ରାଣିଚିକିତ୍ସା ଅଧିକାରୀଙ୍କ ସମୀକ୍ଷା ବୈଠକ ସ୍ଥାନୀୟ କୃଷି ଭବନ ଅଡିଟୋରିୟମଠାରେ ଅନୁଷ୍ଠିତ ହୋଇଯାଇଛି । ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ତଥା ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଏହି ବୈଠକରେ ଅଧ୍ୟକ୍ଷତା କରି…
ଆଶା କର୍ମୀ ସଂଘ ପକ୍ଷରୁ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ
ରାୟଗଡ଼ା, 30/7: ଭାରତୀୟ ମଜଦୂର ସଂଘ ଦ୍ୱାରା ପରିଚାଳିତ ଓଡିଶା ରାଜ୍ୟ ଆଶା କର୍ମୀ ସଂଘ ପକ୍ଷରୁ ରାୟଗଡ଼ା ଜିଲ୍ଲା ଜେମାଦେଇପେଣ୍ଠ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଏବଂ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କୁ ବିଭିନ୍ନ ସମସ୍ୟା ନେଇ ବାରମ୍ବାର ଲିଖିତ ଅଭିଯୋଗ କରିଆସୁଥିଲେ ସୁଧା ଆଜି…
ନୂତନ ଜାତୀୟ ରାଜପଥ ଦାବି କଲେ ବରଗଡ଼ ସାଂସଦ
ବରଗଡ, 30/7: ଓଡ଼ିଶାରେ ନୂତନ ଜାତୀୟ ରାଜପଥର ଚୂଡ଼ାନ୍ତ ଅନୁମୋଦନ ଏବଂ ଘୋଷଣା ପାଇଁ ଅନୁରୋଧ କଲେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ । ବଲାଙ୍ଗୀର-ପାଟଣାଗଡ଼-ହରିଶଙ୍କର-ପାଇକମାଳ-ନୂଆପଡ଼ା ନୂଆ ଜାତୀୟ ରାଜପଥ ପାଇଁ କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀଙ୍କ ପାଖରେ ସେ ଏହି ବଡ଼ ଦାବି କରିଛନ୍ତି । ଏ…
ତାଏକ୍ସୋଣ୍ଡୋ ଚମ୍ପିଆନସିପରେ ଦିଭ୍ୟନ୍ସି କୃତିତ୍ୱ
ବ୍ରହ୍ମପୁର: ୨୦୨୫ ବର୍ଷ ପାଇଁ ସିବିଏସ୍ଇର ଆଞ୍ଚଳିକ ତାଏକ୍ସୋଣ୍ଡୋ ଚମ୍ପିଆନସିପ୍ ୨୪ ରୁ ୨୬ ତାରିଖ ଯାଏ ମେଘାଳୟର ର ଶିଙ୍ଗ °ସ୍ଥିତ ସ୍ଥିତ ବିଡିଡ଼ବ୍ଲୁ ଆନ୍ତର୍ଜାତୀୟ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଅଛି । ଏହି ପ୍ରତିଯୋଗିତାରେ ଓଡ଼ିଶା, ଆସାମ, Iମ, ଛତିଶଗଡ, ମେଘାଳୟ ଓ ପଶ୍ଚିମବଙ୍ଗ ଆଦି…
ଆକାଂକ୍ଷା ହାଟ ଅଭିଯାନର ଶୁଭାରମ୍ଭ: ଦୁର୍ଗମ ଜିଲ୍ଲାକୁ ଯୋଗାଯୋଗ ଏବଂ ପରିବହନକୁ ପ୍ରାଥମିକତାକୁ ମୁଖ୍ୟମନ୍ତ୍ରୀଙ୍କ…
ଭୁବନେଶ୍ୱର, ୨୯ା୭ : ରାଜ୍ୟ କନଭେନସନ କେନ୍ଦ୍ର ଠାରେ ଯୋଜନା ଏବଂ ସଂଯୋଜନ ବିଭାଗ ପକ୍ଷରୁ ଆୟୋଜିତ ସମ୍ପୂର୍ଣ୍ଣତା ଅଭିଯାନ ସମ୍ମାନ ସମାରୋହରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଠାରୁ ଏକ ସପ୍ତାହ ବ୍ୟାପି ଆକାଂକ୍ଷା ହାଟ ଅଭିଯାନ ଆରମ୍ଭ କରିବା ପାଇଁ ଘୋଷଣା କରିଛନ୍ତି ।…
ଗଣିତ ଓ ପ୍ରୟୋଗ ପ୍ରତିଷ୍ଠାନର ଭିତ୍ତିଭୂମି ବିକାଶ ନେଇ ବୁଝାମଣା ପତ୍ର ସ୍ୱାକ୍ଷରିତ
ଭୁବନେଶ୍ୱର, 29/7: ଭୁବନେଶ୍ୱର ଉପକଣ୍ଠସ୍ଥ ଅନ୍ଧାରୁଆଠାରେ ଥିବା ଗଣିତ ଓ ପ୍ରୟୋଗ ପ୍ରତିଷ୍ଠାନରେ ଭିତ୍ତିଭୂମି ବିକାଶ ନିମନ୍ତେ ପଦକ୍ଷେପ ଗ୍ରହଣ କରାଯାଇଛି । ପ୍ରତିଷ୍ଠାନ ପରିସର ମଧ୍ୟରେ ପାଠାଗାର କୋଠା, ଶିକ୍ଷକଶିକ୍ଷୟିତ୍ରୀମାନଙ୍କ ନିମନ୍ତେ ବାସଗୃହ, ହଷ୍ଟେଲ ଓ ଏକାଡେମିକ୍ ବ୍ଲକ୍ ର…
ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ କମିଟି ଅଧ୍ୟକ୍ଷ ସମ୍ମିଳନୀ
ଭୁବନେଶ୍ୱର, 29/7: ଆସନ୍ତା ଅଗଷ୍ଟ ମାସ ୨୯ ଓ ୩୦ ତାରିଖରେ ଭୁବନେଶ୍ୱରଠାରେ ପାର୍ଲାମେଣ୍ଟ/ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ କମିଟିର ଅଧ୍ୟକ୍ଷଙ୍କ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି ।ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ବାଚସ୍ପତି ଶ୍ରୀମତୀ ସୁରମା…
କେନ୍ଦ୍ର ଶକ୍ତିମନ୍ତ୍ରୀ ମନୋହର ଲାଲଙ୍କୁ ସାକ୍ଷାତ କଲେ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ
ଭୁବନେଶ୍ୱର, 29/7: ଉପମୁଖ୍ୟମନ୍ତ୍ରୀ କେ ଭି ସିଂହଦେଓ ମଙ୍ଗଳବାର ଦିଲ୍ଲୀରେ କେନ୍ଦ୍ର ଶକ୍ତି, ଗୃହ ଏବଂ ସହରୀ ବ୍ୟାପାର ମନ୍ତ୍ରୀ ଶ୍ରୀ ମନୋହର ଲାଲଙ୍କୁ ସାକ୍ଷାତ କରିଛନ୍ତି । ଏହି ଅବସରରେ ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ରର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗକୁ ନେଇ ଆଲୋଚନା କରିଛନ୍ତି ଏବଂ…
ଓଡ଼ିଶାର ବୟନ ପରମ୍ପରାକୁ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଆଗକୁ ନେଉଛନ୍ତି : ଉପମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 29/7: ଓଡ଼ିଶାର ବୟନ ପରମ୍ପରାକୁ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟାମାନେ ଆଗକୁ ନେଉଛନ୍ତି ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା ମତବ୍ୟକ୍ତ କରିଛନ୍ତି । ମଙ୍ଗଳବାର ମିଶନ ଶକ୍ତି ଭବନର ଅଡିଟରିୟମ ହଲରେ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡାଙ୍କ ଉପସ୍ଥିତିରେ ବୁଣାକାର ମା’ ଓ…
“ସିନ୍ଦୂରରୁ ନେଇ ସିନ୍ଧୁ ପର୍ଯ୍ୟନ୍ତ ପାକିସ୍ତାନକୁ ପରିଣାମ ଭୋଗିବାକୁ ପଡିଛି, କଂଗ୍ରେସ କେବଳ ହୀନ ରାଜନୀତି…
ନୂଆଦିଲ୍ଲୀ, ୨୯ା୭ : ସଂସଦର ମୌସୁମୀ ଅଧିବେଶନରେ "ଅପରେସନ୍ ସିନ୍ଦୂର'କୁ ନେଇ ଜାରି ରହିଛି ଚର୍ଚ୍ଚା । ବିରୋଧି ଦଳ ନେତା ରାହୁଲଙ୍କ ଗାନ୍ଧି କେନ୍ଦ୍ର ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି । ସେ କହିଛନ୍ତି କେନ୍ଦ୍ର ସରକାର ସଶସ୍ତ୍ରବଳଙ୍କୁ ସମ୍ପୂର୍ଣ୍ଣ ସ୍ୱାଧୀନତା ଦେଇ ଦେଇନାହାନ୍ତି ।…