Sign in
Sign in
Recover your password.
A password will be e-mailed to you.
Browsing Category
ନ୍ୟୁଜ୍ ବୁଲେଟିନ୍
ଶେଫାଳିଙ୍କ ଅସମୟ ମୃତ୍ୟୁକୁ ସହଜରେ ଗ୍ରହଣ କରିପାରୁ ନାହାଁନ୍ତି ସ୍ୱାମୀ ପରାଗ
ମୁମ୍ବାଇ, : ବଲିଉଡରେ \"କାଣ୍ଟା ଲଗା ଗାର୍ଲ\' ଭାବରେ ପ୍ରସିଦ୍ଧ ଶେଫାଳି ଜରିୱାଲାଙ୍କ ୪୨ ବର୍ଷ ବୟସରେ ମୃତ୍ୟୁ ଘଟିଛି । ଅଭିନେତ୍ରୀଙ୍କ ଶେଷକୃତ୍ୟ ମୁମ୍ବାଇରେ କରାଯାଇଥିଲା । ଯେଉଁଠାରେ ତାଙ୍କ ପରିବାର ବ୍ୟତୀତ ଅନେକ ଟିଭି ଷ୍ଟାର ଯୋଗ ଦେଇଥିଲେ । ଅଭିନେତ୍ରୀଙ୍କୁ ଶେଷ ବିଦାୟ ଦେବା ପରେ…
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଗୌତମ ଆଦାନୀ: ଓଡ଼ିଶାରେ ବନ୍ଦର ଭତ୍ତିକ ଶିଳ୍ପ ବିକାଶ ଉପରେ ଗୁରୁତ
ଭୁବନେଶ୍ୱର, : ବିଶିଷ୍ଟ ଶିଳ୍ପପତି ତଥା ଆଦାନୀ ଗ୍ରୁପର ଅଧ୍ୟକ୍ଷ ଗୌତମ ଆଦାନୀ ରାଜ୍ୟ ଅତିଥି ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଏହି ଅବସରରେ ଉଭୟଙ୍କ ମଧ୍ୟରେ ରାଜ୍ୟର ଶିଳ୍ପ ବିକାଶ ସମ୍ପର୍କରେ ଆଲୋଚନା ହୋଇଥିଲା । ବିଶେଷକରି ଶିଳ୍ପ…
ୟୁପିଆଇ କାରବାର ଫେଲ୍ ହେଲେ ତୁରନ୍ତ ଅର୍ଥ ଫେରସ୍ତ ପାଇବେ ଉପଭୋକ୍ତା
ନୂଆଦିଲ୍ଲୀ,: ଏଣିକି ୟୁପିଆଇ କାରବାର ଫେଲ ହେଲେ ଉପଭୋକ୍ତା ତୁରନ୍ତ ଟଙ୍କା ଫେରସ୍ତ ପାଇବେ । ନ୍ୟାସନାଲ ପେମେଣ୍ଟ କର୍ପୋରେସନ ଅଫ୍ ଇଣ୍ଡିଆ (ଏନ୍ପିସିଆଇ) ଜୁଲାଇ ୧୫ରୁ ଏକ ନୂତନ ନିୟମ ଲାଗୁ କରିବାକୁ ଯାଉଛି । ଏଡି ଅନୁଯାୟୀ, ଯଦି ଗ୍ରାହକଙ୍କ ଆକାଉଣ୍ଟରୁ ଟଙ୍କା କଟିଯାଏ କିନ୍ତୁ ପେମେଣ୍ଟ…
ରାଜ୍ୟରେ ହେବ ୮ ମଲ୍ଟି ମୋଡାଲ୍ ଲଜିଷ୍ଟିକ୍ସ ପାର୍କ, ୨୦ଟି ସ୍ଥାନରେ ହେବ ଟ୍ରକ ଟର୍ମିନାଲ
ଭୁବନେଶ୍ୱର, : ଏବେ ଉଭୟ ଅନ୍ତଃ ରାଜ୍ୟ ଏବଂ ଆନ୍ତଃ ରାଜ୍ୟ ପରିବହନରେ ଓଡ଼ିଶାର ଅଂଶ ୧୦% । ୨୦୪୭ ବେଳକୁ ଏହାକୁ ୫୦%କୁ ବୃଦ୍ଧି କରିବା ଲକ୍ଷ୍ୟ ରଖାଯାଇଛି । ମାଲ୍ ପରିବହନକୁ ତ୍ୱରାନ୍ୱିତ କରିବାକୁ ବିକଶିତ ହେବ ୮ ମଲ୍ଟି ମୋଡାଲ ଲଜିଷ୍ଟିକ୍ସ ପାର୍କ । ଭିଜନ ଡକ୍ୟୁମେଣ୍ଟ ୨୦୩୬ ଏବଂ ୨୦୪୭ରେ…
ଆଡ଼ପ ମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି
ପୁରୀ, : ନବଦିନ ଯାତ୍ରାରେ ବାହାରିଥିବା ରଥାରୁଢ଼ ଦାରୁ ବିଗ୍ରହମାନେ ରବିବାର ଗୋଟିପହଣ୍ଡିରେ ଆଡ଼ପ ମଣ୍ଡପରେ ବିଜେ କରିଛନ୍ତି । ଦାରୁ ବିଗ୍ରହମାନଙ୍କ ଧାଡ଼ି ପହଣ୍ଡି ଦେଖିବାକୁ ଶରଧାବାଲି ଅଞ୍ଚଳ ହୋଇଥିଲା ଲୋକାରଣ୍ୟ । ସୋମବାର ଠାରୁ ଆଡ଼ପ
ମଣ୍ଡପରେ ପୂଜା ପାଇବେ ଚତୁର୍ଦ୍ଧାମୂର୍ତ୍ତି । ଉପଲବ୍ଧ…
କାଦୁଅ ପଚରେ ବଇଣ୍ଡା ଛକ ବେହାଲ l ଘୋର ନିଦ୍ରା ରେ ଶାସକ ଓ ପ୍ରଶାସନିକ ବିଭାଗ
ଆଠମଲ୍ଲିକ,: ଅନୁଗୋଳ ଜିଲ୍ଲା ଆଠମଲ୍ଲିକ ଉପଖଣ୍ଡ କିଶୋର ନଗର ବ୍ଲକ ଅନ୍ତର୍ଗତ ବଇଣ୍ଡା ଛକ ଠାରେ ଜାତୀୟ ରାଜପଥ ର ଦୁଇ ପାର୍ଶ୍ୱରେ ପ୍ରାୟ ୧ କିଲୋମିଟର ବ୍ୟାପି ରାସ୍ତାର ଅବସ୍ଥା ଅତି ଶୋଚନୀୟ ଅବସ୍ଥାରେ ଦେଖିବାକୁ ମିଳିଛି ଯାହା ବର୍ଷାରେ କାଦୁଅ ପଚ ପଚ୍ ହୋଇ ଯାଇଛି। ଯା ଫଳରେ ଉକ୍ତ…
ବିକାଶ ଉଇସଡମ ପାର୍କ ପରିସରରେ ସମ୍ବର୍ଦ୍ଧନା ଉତ୍ସବ।
ଧର୍ମଗଡ : ଭବାନୀପାଟଣା ସ୍ଥିତ ବିକାଶ ଉଇସଡମ ପାର୍କ ପରିସରରେ ଚଳିତ ବର୍ଷର ସିବିଏସଇ, ସିଏଚଏସଇ, ବିବିଏ, ବିସିଏ, ଓ ଡିଗ୍ରୀ ବର୍ଗରେ ଉତ୍କର୍ଷତା ଲାଭକରିଥିବା କୃତି ବିଦ୍ୟାର୍ଥୀଙ୍କୁ ନେଇ ଏକ ସମ୍ବର୍ଦ୍ଧନା ଉତ୍ସବ “ହନର ରୋଲ ୨୦୨୫ “ ଅନୁଷ୍ଠିତ ହୋଇଯାଇଛି | ଉକ୍ତ ଉତ୍ସବରେ ଲକ୍ଷ୍ମୀ ବିକାଶ…
ମୁହଁରେ ରକ୍ତ ଓ ଆଖିରେ କ୍ରୋଧର ଜ୍ୱାଳା, ଭିନ୍ନ ଅବତାରରେ ରଶ୍ମିକା
ନୂଆଦିଲ୍ଲୀ, : \"ଛାଭା\'ର ଜବରଦସ୍ତ ସଫଳତା ପରେ ରଶ୍ମିକା ମନ୍ଦାନା ଏବେ ଧନୁଷଙ୍କ \"କୁବେରା\'ରେ ନଜର ଆସିଛନ୍ତି । ଇତି ମଧ୍ୟରେ ଅଭିନେତ୍ରୀଙ୍କ ଆଗାମୀ ଫିଲ୍ମର ପୋଷ୍ଟର ରିଲିଜ୍ ହୋଇଛି । ଶୁକ୍ରବାର ରିଲିଜ୍ ହୋଇଥିବା ଏହି ପୋଷ୍ଟରରେ ରଶ୍ମିକା ସମ୍ପୂର୍ଣ୍ଣ ଭିନ୍ନ ତଥା ଲୋମ ହର୍ଷଣକାରୀ…
ଶ୍ରୀଗୁଣ୍ଡିଚାରେ ବ୍ରହ୍ମ ତାଳଧ୍ୱଜରେ ଶ୍ରୀବଳଦେବଜୀଉ
କେନ୍ଦ୍ରାପଡ଼ା, : ହଜାର ହଜାର ସଂଖ୍ୟାରେ ଭକ୍ତଙ୍କ ସମାଗମରେ ସତେ ଯେମିତି ଫାଟି ପଡୁଥିଲା ତୁଳସୀକ୍ଷେତ୍ରାଧିପତି ବଳଦେବଜୀଊଙ୍କ ରଥଦାଣ୍ଡ । ଘଣ୍ଟ, ଘଣ୍ଟା, ମୃଦଙ୍ଗ, କାହାଳୀ ଶବ୍ଦରେ ପ୍ରକମ୍ପିତ ହୋଇ ଉଠିଥିଲା ତୁଳସୀକ୍ଷେତ୍ର ରଥଦାଣ୍ଡର ଗଗନ ପବନ । ବ୍ରହ୍ମ ତାଳଧ୍ୱଜ ରଥକୁ ଛୁଇଁବା ପାଇଁ…
ରଥଯାତ୍ରାରେ ଆଇଜି ଡ୍ରୋନର ଆଡଭାନ୍ସଡ ଡ୍ରୋନ ସର୍ଭିଲାନ୍ସ ବ୍ୟବସ୍ଥାକୁ କେନ୍ଦ୍ରମନ୍ତ୍ରୀଙ୍କ ପ୍ରଶଂସା
ଭୁବନେଶ୍ୱର, : ଚଳିତ ବର୍ଷ ରଥଯାତ୍ରା ପୂର୍ବରୁ ପୁରୀରେ ସୁରକ୍ଷା ବ୍ୟସ୍ଥା ଓ ନୀରିକ୍ଷଣ ପ୍ରସ୍ତୁତିକୁ ସମୀକ୍ଷା କରିବା ପାଇଁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ ଏବଂ ଓଡିଶାର ଉଚ୍ଚଶିକ୍ଷା ଓ ସଂସ୍କୃତି…