Browsing Category

ନ୍ୟୁଜ୍ ବୁଲେଟିନ୍

ଇଣ୍ଡିଆ ବୁକ ରେକର୍ଡରେ ସ୍ଥାନ ପାଇଲେ କନ୍ତିଆର ବାଳକ

ଯାଜପୁର, : ଦୁଇ ବର୍ଷର ବାଳକ ଉତ୍ତମ ଚମତ୍କାରୀ ପାଠ, ଅନର୍ଗଳ ଭାବେ କହି ନିଜ ନାମକୁ ଇଣ୍ଡିଆ ବୁକ୍ ଅଫ୍‌ ରେକର୍ଡସ୍‌ରେ କଲେ ଲିପିବଦ୍ଧ । ବରୀ ବ୍ଲକ ଅନ୍ତର୍ଗତ ବୋଦୁଅ ପଞ୍ଚାୟତ କନ୍ତିଆ ଗ୍ରାମର ବିକାଶ ରଞ୍ଜନ ପ୍ରଧାନ ଓ ରାଜଲକ୍ଷ୍ମୀ ଧଳଙ୍କ ପୁଅ । କସିତ ନିଜର ବିସ୍ମୟ କର ସ୍ମରଣ ଶକ୍ତିର…

ଓଡିଶାର ବିକାଶ ପାଇଁ ୨୦୩୬ର ରୋଡ୍ ମ୍ୟାପ୍‌ ଘୋଷଣା କରିବେ ପ୍ରଧାନମନ୍ତ୍ରୀ : ମନମୋହନ ସାମଲ

ଭୁବନେଶ୍ୱର, : ଭାରତୀୟ ଜନତାପାର୍ଟି ନେତୃତ୍ୱାଧୀନ ସରକାର ଓଡିଶାରେ ୧ବର୍ଷ ଓ ପ୍ରଧାନମନ୍ତ୍ରୀ ମୋଦିଜୀଙ୍କ ନେତୃତ୍ୱରେ କେନ୍ଦ୍ର ସରକାରକୁ ୧୧ବର୍ଷ ପୂରଣ ହୋଇଛି । ଏହି ପରିପ୍ରେକ୍ଷୀରେ ଆମକୁ ମାର୍ଗ ଦର୍ଶନ ଦେବାକୁ ଆସନ୍ତା ଜୁନ ୨୦ ତାରିଖ ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀ ଓଡିଶା…

ବିଷାକ୍ତ ପାଣିରୁ ବ୍ୟାପୁଛି ଡାଇରିଆ: ରିପୋର୍ଟ ଦେଲା କେନ୍ଦ୍ରୀୟ ଟିମ

ଭୁବନେଶ୍ୱର, : ବିଷାକ୍ତ ପାଣିରୁ ବ୍ୟାପୁଛି ଡାଇରିଆ । ରିପୋର୍ଟ ଦେଲା କେନ୍ଦ୍ରୀୟ ଟିମ୍ । ଫିଲ୍ଡ ଭିଜିଟ୍‌ ବେଳେ ପାଣିରୁ ଡାଇରିଆ ବ୍ୟାପୁଥିବା ନେଇ କେନ୍ଦ୍ରୀୟ ଟିମ୍ ଜାଣିବାକୁ ପାଇଛି । ବର୍ତ୍ତମାନ ସ୍ଥିତି ନିୟନ୍ତ୍ରଣରେ ରହିଛି । ଯାଜପୁର ଜିଲ୍ଲାରେ ଡାଇରିଆ ସ୍ଥିତିକୁ ନେଇ ଲୋକସେବା…

କେଦାରନାଥ ଯାତ୍ରା କରୁଥିବା ତୀର୍ଥଯାତ୍ରୀ ଖାଇରେ ଖସି, ୨ ମୃତ

ନୂଆଦିଲ୍ଲୀ, : ଉତ୍ତରାଖଣ୍ଡର କେଦାରନାଥରେ ବଡ ଅଘଟଣ । କେଦାରନାଥ ଯାତ୍ରା କରୁଥିବା କିଛି ତୀର୍ଥଯାତ୍ରୀଙ୍କୁ ଦୁର୍ଘଟଣାର ସାମ୍ନା କରିବାକୁ ପଡ଼ିଛି । ଗୌରୀକୁଣ୍ଡ ଏବଂ ରାମବାଡ଼ା ମଧ୍ୟରେ ପଡ଼ୁଥିବା ଜଙ୍ଗଲ ଚଟ୍ଟିଠାରେ ପୋଲ୍ ନମ୍ବର ୧୫୩ ନିକଟରେ କିଛି ତୀର୍ଥଯାତ୍ରୀ ପାହାଡ଼ରୁ ଘାଇ ତଳକୁ ଖସି…

ମୋଦି-କାର୍ନିଙ୍କ ମଧ୍ୟରେ ଐତିହାସିକ ଡିଲ

ନୂଆଦିଲ୍ଲୀ, : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ନୂତନ କାନାଡା ପ୍ରଧାନମନ୍ତ୍ରୀ ମାର୍କ କାର୍ନିଙ୍କ ମଧ୍ୟରେ ପ୍ରଥମ ଆନୁଷ୍ଠାନିକ ବୈଠକ କାନାଡାର କାନାନାସ୍କିସରେ ଅନୁଷ୍ଠିତ ଜି୭ ଶିଖର ସମ୍ମିଳନୀରେ ହୋଇଥିଲା । ଏହି ସମୟରେ ଉଭୟ ନେତା ରାଜଧାନୀରେ ଉଚ୍ଚାୟୁକ୍ତଙ୍କ ପୁନରୁଦ୍ଧାର ଉପରେ ସହମତ…

ବର୍ଷାଜଳ ନିଷ୍କାସନ ସୁପରିଚାଳନା ପାଇଁ ନିର୍ଦ୍ଦେଶ କମିଶନରଙ୍କ ବାହାନା, ସାପୁଆ ନାଳ ପରିଦର୍ଶନ

ବ୍ରହ୍ମପୁର, : ବ୍ରହ୍ମପୁର ମହାନଗର ନିଗମର କମିଶନର ପି ପ୍ରଥମେଶ ଅରବିନ୍ଦ ରାଜେଶିର୍କେ ବିଭିନ୍ନ ୱାର୍ଡର ଡ୍ରେନେଜ୍ ସମସ୍ୟା ଅନୁଧ୍ୟାନ କରିବା ସହ ବର୍ଷାଜଳ ନିଷ୍କାସନର ସୁପରିଚାଳନା ପାଇଁ ବାହାନା ଓ ସାପୁଆନାଳ ପରିଦର୍ଶନ କରିଛନ୍ତି । ବର୍ଷା ହେଲେ ବିଭିନ୍ନ ୱାର୍ଡର ଓ ମୁଖ୍ୟରାସ୍ତା ଜଳ…

କୋରାପୁଟରେ ପେନସନ ଅଦାଲତ,ଦୁଇ ଜିଲ୍ଲାରୁ ୮୧ ଜଣ ପେନସନଧାରୀ ପଞ୍ଜୀକୃତ ମିଳିତ ଜନ ଶୁଣାଣୀ ଆପତ୍ତି ଅଭିଯୋଗକୁ ନେଇ…

କୋରାପୁଟ....କୋରାପୁଟ ଓ ମାଲକାନଗିରି ଜିଲ୍ଲା ପାଇଁ କୋରାପୁଟ ସଦଭାବନା ସଭାଗୃହ ଠାରେ ପେନସନ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ପେନସନ ଅଭିଯୋଗ ନିର୍ଦ୍ଦେଶକ ତଥା ସାଧାରଣ ପ୍ରଶାସନର ସ୍ବତନ୍ତ୍ର ସଚିବ ନିହାର ରଞ୍ଜନ ଦାଶଙ୍କ ଅଧ୍ୟକ୍ଷତାରେ ପ୍ରାରମ୍ଭରେ ପେନସନ ମଞ୍ଜୁରୀ ଅଧିକାରୀ ମାନଙ୍କୁ ନେଇ…

ଜିଲ୍ଲା ସ୍ତରୀୟ ଟେବୁଲ ଟପ୍ ଓ ବିପର୍ଯ୍ୟୟ ପରିଚାଳନା ଅଭ୍ୟାସ ବୈଠକ

ଛତ୍ରପୁର : ଗଞ୍ଜାମ ଜିଲ୍ଲା ସ୍ତରୀୟ ଟେବୁଲ ଟପ୍ ଓ ବିପର୍ଯ୍ୟୟ ପରିଚାଳନା ଅଭ୍ୟାସ ବୈଠକ ବୁଧବାର ଦିନ ଅତିରିକ୍ତ ଜିଲ୍ଲାପାଳ ଦେବଦତ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଗ୍ରାମ୍ଯ ଉନ୍ନୟନ ସଂସ୍ଥାର ଜଉଗଡ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି । ପ୍ରାରମ୍ଭରେ ଜିଲ୍ଲା ଜରୁରୀକାଳିନ ବିଭାଗର…

କେନ୍ଦ୍ରମନ୍ତ୍ରୀଙ୍କ ବଡ ଘୋଷଣା: ମାତ୍ର ୩୦୦୦ରେ ମିଳିବ ଫାଷ୍ଟାଗର ବାର୍ଷିକ ରିଚାର୍ଜ, ଏହି ଦିନରୁ ଆରମ୍ଭ

କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡକରୀ ବୁଧବାର ଏକ ଐତିହାସିକ ଘୋଷଣା କରିଛନ୍ତି । ଏଣିକି ବର୍ଷକୁ ମାତ୍ର ୩୦୦୦ ହଜାର ଟଙ୍କା ରିଚାର୍ଜରେ ପାଇବେ ଅସୀମିତ ଯାତ୍ରା । ଅଗଷ୍ଟ ୧୫, ୨୦୨୫ ଠାରୁ, ଘରୋଇ ଯାନବାହନ, ଯେପରିକି କାର, ଜିପ୍, ଭ୍ୟାନ ଇତ୍ୟାଦିଙ୍କ ପାଇଁ ୩,୦୦୦ ଟଙ୍କା…

ଗୋପାଳପୁର ବେଳାଭୂମି ଗଣଦୁଷ୍କର୍ମ ଅଞ୍ଚଳ ବୁଲି ଦେଖିଲେ ଖଣିମନ୍ତ୍ରୀ

ବ୍ରହ୍ମପୁର ଗୋପାଳପୁର ସମୁଦ୍ର ବେଳାଭୂମିରେ ଯୁବତୀଙ୍କୁ ହୋଇଥିବା ଗଣଦୁଷ୍କର୍ମ ଘଟଣାସ୍ଥଳ ବୁଲି ଦେଖିଛନ୍ତି ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା । ମନ୍ତ୍ରୀଙ୍କ ସହିତ ବ୍ରହ୍ମପୁର ଏସପି ଡ଼ା ସ୍ରବଣା ବିବେକ ଏମ ଓ ବ୍ରହ୍ମପୁର ଉପ ଜିଲ୍ଲାପାଳ ଦୀନା ଦସ୍ତାଗୀର, କନିଷି…