Browsing Category

ମୁଖ୍ୟ ଖବର

ମାଟ୍ରିକ୍ ପରୀକ୍ଷା ଫଳ ପ୍ରକାଶିତ

ଭୁବନେଶ୍ୱର, : ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି । ସମଗ୍ର ଓଡ଼ିଶାରେ ପାସ୍ ହାର ୯୪.୯୩% ରହିଥିବା ବେଳେ କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ସୋସିଆଲ୍ ସାଇନ୍‌ସେସ୍‌ (କିସ୍‌)ର ଫଳାଫଳ ଶତ ପ୍ରତିଶତ ହୋଇଛି । କିସ୍‌ ଆରମ୍ଭରୁ ଲଗାତାର…

ଓୟୁଏଟିରେ ନିର୍ମାଣଧୀନ କାର୍ଯ୍ୟର ଉଚ୍ଚସ୍ତରୀୟ ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, : କୃଷି ଭବନ ସମ୍ମିଳନୀ କକ୍ଷରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟରେ ଚାଲିଥିବା ନିର୍ମାଣ କାର୍ଯ୍ୟର ଉଚ୍ଚସ୍ତରୀୟ ସମୀକ୍ଷା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ । ଆଇନ ଓ ପୂର୍ତ୍ତମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ…

ଭାରତର କାର୍ଯ୍ୟାନୁଷ୍ଠାନ ଭୟରେ ଲୋକଙ୍କୁ ନିର୍ଦ୍ଦେଶ ଦେଲା ପାକିସ୍ତାନ

ନୂଆଦିଲ୍ଲୀ, : ଜମ୍ମୁ-କାଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ସାରା ଦେଶରେ କ୍ରୋଧର ବାତାବରଣ ରହିଛି । ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ରାଜନେତାଙ୍କ ପର୍ଯ୍ୟନ୍ତ, ସମସ୍ତେ ପାକିସ୍ତାନ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଦାବି କରୁଛନ୍ତି । ସମଗ୍ର ଦେଶ ଏକମତ ଭାବରେ ଭାରତ ସରକାରଙ୍କୁ…

ସୁଲେଖକ ସ୍ତମ୍ଭକାର ମୋହନ ଚରଣ ବିଷି ଙ୍କୁ ପ୍ରଗତିବାଦୀ ଜନ୍ମ ଦିବସ ଅବସରରେ ସମ୍ବର୍ଦ୍ଧିତ

ଧର୍ମଗଡ଼ : ମଇ ପହିଲାରେ ପ୍ରଗତିବାଦୀର ଜନ୍ମ ଦିବସ ପାଳିତ ହୋଇଯାଇଛି। ପ୍ରତିଷ୍ଠାତା ପ୍ରଦ୍ୟୁମ୍ନ ବଳଙ୍କ ଆଦର୍ଶରେ ଅନୁପ୍ରାଣୀତ ହୋଇ ପ୍ରତିଷ୍ଠା ଦିବସ ଅବସରରେ  ପ୍ରଗତିବାଦୀର ନିୟମିତ ଲେଖକ ମାନଙ୍କୁ ସମ୍ବର୍ଦ୍ଧିତ କରିଥାଏ। ପ୍ରଗତିବାଦୀର ଜଣେ ନିୟମିତ ଲେଖକ ଭାବରେ କଳାହାଣ୍ଡି ଜିଲ୍ଲା…

ଘରୁ ଡାକି ନେଇ ଯୁବକଙ୍କୁ ହତ୍ୟା

ପାରାଦ୍ଵୀପ , :- କୁଜଙ୍ଗ ମଙ୍ଗରାଜ ପୁର ଗ୍ରାମରେ ବିଭତ୍ସ ହତ୍ୟା, ଘରୁ ଡାକିନେଇ ଗାଁ ପଡିଆରେ ମାରଣାସ୍ତ୍ର ରେ ବିଭତ୍ସ ହତ୍ୟା। ସୂଚନାନୁଯାୟୀ କୁଜଙ୍ଗ ଥାନା ମଙ୍ଗରାଜ ପୁର ଗ୍ରାମର ରମାକାନ୍ତ ବେହେରା ଜଣେ ଦିନ ମଜୁରିଆ ସେ ରୋଷେଇ କରି ପରିବାର ପ୍ରତିପୋଷଣ କରନ୍ତି। ଗତକାଲି ସଂନ୍ଧ୍ଯା ରେ…

ଶ୍ଵେତ ବିପ୍ଳବ କର୍ମଶାଳାରେ ଓମଫେଡ

କୋଲକାତା : ନ୍ୟାସନାଲ ଡାଏରୀ ଡେଭଲପମେଣ୍ଟ ବୋର୍ଡ ଆନୂକୁଲ୍ୟରେ କୋଲକାତାଠାରେ ଅନୁଷ୍ଠିତ ଶ୍ଵେତ ବିପ୍ଳବ ଆଞ୍ଚଳିକ କର୍ମଶାଳାରେ ଓମଫେଡ୍ ପରିଚାଳନା ନିର୍ଦେଶକ ଶ୍ରୀ ବିଜୟ ଅମୃତା କୁଲାଙ୍ଗେ ଅଭିଭାଷଣ ଦେଇ ଦୁଗ୍ଧ ଚାଷ ଓ ଚାଷୀଙ୍କର ବିକାଶ ସମ୍ପର୍କରେ ଆଲୋକପାତ କରିଛନ୍ତି । ଅତ୍ୟାଧୁନିକ…

ବିକଶିତ ଭାରତର ଦାୟିତ୍ୱ ନେବେ ନିର୍ଭୟ ଯୁବ ପୁରସ୍କାର ବିଜେତାମାନେ’ ଭୁବନେଶ୍ୱର

ଆସନ୍ତା ୧୧ବର୍ଷ ପରେ ୨୦୩୬ ମସିହାରେ ଓଡ଼ିଶା ସ୍ୱତନ୍ତ୍ର ପ୍ରଦେଶ ଗଠନର ଶତବାର୍ଷିକୀ ପାଳନ କରିବ । ସେ ଉପଲକ୍ଷେ କାର୍ଯ୍ୟକ୍ରମ ଓ ଲକ୍ଷ୍ୟ ସ୍ଥିର କରାଯାଇସାରିଛି । ୨୦୪୭ ମସିହାରେ ଦେଶ ସ୍ୱାଧୀନତାର ଶତବାର୍ଷିକୀ ପାଳନ କରିବାକୁ ଯାଉଥିଲାବେଳେ ବିକଶିତ ଭାରତର ସ୍ୱପ୍ନ ସାକାର ହୋଇଥିôବ । ଆଉ…

ସ୍ଥାନୀୟ ଗାନ୍ଧୀ ସ୍ମୃତି ଭବନ ଠାରେ ନଟରାଜ ନୃତ୍ୟ ସଙ୍ଗୀତ ଉତ୍ସବ 2025 ଆୟୋଜନ କରାଯାଇଥିଲା

ବିଶ୍ଵ ନୃତ୍ୟ ଦିବସ ଅବସରରେ ଫୁଲବାଣୀ ର ଅଗ୍ରଣୀ ନୃତ୍ୟ ଅନୁଷ୍ଠାନ ନଟରାଜ କଳା ମନ୍ଦିର ଦ୍ୱାରା ସ୍ଥାନୀୟ ଗାନ୍ଧୀ ସ୍ମୃତି ଭବନ ଠାରେ ନଟରାଜ ନୃତ୍ୟ ସଙ୍ଗୀତ ଉତ୍ସବ 2025 ଆୟୋଜନ କରାଯାଇଥିଲା। ଏହି କାର୍ଯ୍ୟକ୍ରମ କୁ ସମନ୍ଵିତ ଆଦିବାସୀ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ପ୍ରଶାସକ ଶ୍ରୀ ଗଦାଧର…

କାଳବୈଶାଖୀର ମୁକାବିଲା ପାଇଁ ଟିପିଏସ୍ଓଡିଏଲର ବ୍ୟାପକ ପ୍ରସ୍ତୁତି

ବ୍ରହ୍ମପୁର : ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ଏବଂ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍ (ଟିପିଏସ୍ଓଡିଏଲ୍) ଭରସାଯୋଗ୍ୟ ବିଜୁଳି ଯୋଗାଣ ସୁନିଶ୍ଚିତ କରିବା ତଥା ଝଡ଼ଜନିତ ବ୍ୟାଘାତକୁ ହ୍ରାସ କରିବା ପାଇଁ ଜୋରଦାର ପ୍ରସ୍ତୁତି କରିଛି।…

ବାଲେଶ୍ୱର ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୫ ପାଳିତ

ବାଲେଶ୍ୱର : ବାଲେଶ୍ୱର ଜିଲ୍ଲା ଗାନ୍ଧୀ ସ୍ମୃତି ଭବନଠାରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ ହୋଇଯାଇଛି । ଏହି ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସରେ ମୁଖ୍ୟ ଅତିଥି ଭାବେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ବାଲେଶ୍ୱରର ମାନ୍ୟବର ସାଂସଦ ଶ୍ରୀଯୁକ୍ତ ପ୍ରତାପ ଚନ୍ଦ୍ର…