Browsing Category

ମୁଖ୍ୟ ଖବର

୮ ଦିନ ହେଲା ପୁରୁଷୋତ୍ତମପୁରରେ ମୋବାଇଲ ସେବା ବନ୍ଦ, ଆନ୍ଦୋଳନକୁ ଓହ୍ଲାଇବେ ଉପଭୋକ୍ତା

ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଦିନକୁ ଦିନ ବିଏସ୍‌ଏସ୍‌ଏଲ ମୋବାଇଲ ସେବା ବିପର୍ଯ୍ୟସ୍ତ ହେବାରେ ଲାଗିଛି। ବିୁଦ୍ୟତ୍‌ ଚାଲିଗଲେ ମୋବାଇଲ ନେଟ୍‌ଓ୍ବର୍କ ମଧ୍ୟ ଚାଲିଯାଉଛି। ଏ ପରିସ୍ଥିତି ଏଠାରେ ଦୀର୍ଘଦିନ ହେଲା ଲାଗି ରହିଥିବା ବେଳେ ଗତ ୪ରୁ ସମ୍ପୂର୍ଣ୍ଣ ରୂପେ ମୋବାଇଲ ସେବା ସହର ସାରା…

ଖୋର୍ଦ୍ଧା ରୋଡ୍‌-ବଲାଙ୍ଗିର ରେଳ ଲାଇନ ପ୍ରକଳ୍ପର ସୋନପୁର-ପୁରୁଣାକଟକ ରେଳ ସେକ୍ସନ ଯାଞ୍ଚ କଲେ ପୂର୍ବତଟ ରେଳପଥ…

ଭୁବନେଶ୍ୱର,: ପୂର୍ବ ତଟ ରେଳପଥର ମହାପ୍ରବନ୍ଧକ ପରମେଶ୍ୱର ଫୁଙ୍କୱାଲ ଆଜି ଓଡିଶାର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ରେଳ ଭିତ୍ତିଭୂମି ପ୍ରକଳ୍ପ ଖୋର୍ଦ୍ଧା ରୋଡ୍‌ବଲାଙ୍ଗିର ନୂତନ ଲାଇନର ନିର୍ମାଣାଧୀନ ସୋନପୁର-ପୁରୁଣାକଟକ ରେଳ ସେକ୍ସନ ନିରୀକ୍ଷଣ କରିଛନ୍ତି । ପୂର୍ବତଟ ରେଳପଥ ମୁଖ୍ୟାଳୟର ବରିଷ୍ଠ…

ନୂଆ ଫିଚର ଫୋନ ୟୁଜରଙ୍କ ପାଇଁ ଫୋନପେ ଚାଲୁ କରିବ ୟୁପିଆଇ ପେମେଣ୍ଟ

ଭୁବନେଶ୍ୱର,: ଫୋନପେ ଲିମିଟେଡ (“ଫୋନପେ”), ଫିଚର ଫୋନଗୁଡ଼ିକ ପାଇଁ ୟୁପିଆଇ ମାଧ୍ୟମରେ ପେମେଣ୍ଟ ଚାଲୁ କରିବାକୁ ବାର୍ତାଳାପଭିତିକ ଯୋଗାଯୋଗର ପ୍ଲାଟଫର୍ମ ଗପସପର ମାଲିକାନାରେ ଥିବା ‘ଜିଏସପପେ’ ଟେକ୍ନୋଲୋଜି ଷ୍ଟାକରୁ ଏକ ଆଇପି କିଣିବା ବିଷୟରେ ଘୋଷଣା କରିଛି । ଜିଏସପେ ହେଉଛି ଫିଚର ଫୋନଗୁଡ଼ିକ…

ରେକର୍ଡ ସ୍ତରରେ ରୁପା ଦର

ନୂଆଦିଲ୍ଲୀ,: ବିଗତ କିଛି ମାସ ହେବ ଦେଶରେ ହୁ ହୁ ହୋଇ ବଢ଼ିବାରେ ଲାଗିଛି ସୁନା ଓ ରୁପା ଦର । ମାତ୍ର କିଛି ଦିନର ବ୍ୟବଧାନ ପରେ ଦେଶରେ ସୁନା ଓ ରୁପାର ଚାହିଦା ପୁଣି ଥରେ ବଢ଼ିଛି । ସୁନା ଦର ୧୦ ଗ୍ରାମ ପିଛା ୧ ଲକ୍ଷ ଟଙ୍କା ନିକଟତର ହେଉଥବାବେଳେ ରୁପା ମୂଲ୍ୟ ମଧ୍ୟ ଲକ୍ଷେ ଟଙ୍କା ଉପରକୁ…

ଦ ଗ୍ରେଟ୍ ଇଣ୍ଡିଆନ କପିଲ ଶୋ’କୁ ଫେରିଲେ ସିଦ୍ଧୁ

ମୁମ୍ବାଇ, : ବଲିଉଡର ଜଣାଶୁଣା କମେଡିଆନ୍ କପିଲ ଶର୍ମାଙ୍କ ଲୋକପ୍ରିୟ ଶୋ' ଦି ଗ୍ରେଟ୍ ଇଣ୍ଡିଆନ୍ କପିଲ୍ ଶୋ' ଏହାର ତୃତୀୟ ସିଜିନ୍ ସହିତ ଦର୍ଶକଙ୍କ ମନୋରଞ୍ଜନ କରିବାକୁ ଆସୁଛି । ଏହି ସମୟରେ, ଶୋ'ର ନିର୍ମାତାମାନେ ଏକ ବଡ଼ ଘୋଷଣା କରିଛନ୍ତି । ପ୍ରକୃତରେ, ନବଜୋତ ସିଂହ ସିଦ୍ଧୁ ଏହି ନୂତନ…

ଅନ୍ତର୍ଜାତୀୟ କ୍ରିକେଟରୁ ନିକୋଲସ ପୂରନଙ୍କ ଅବସର

ନୂଆଦିଲ୍ଲୀ, : ଟି-୨୦ କ୍ରିକେଟରେ ଅନ୍ୟତମ ବିସ୍ଫୋରକ ବ୍ୟାଟର ତଥା ୱେଷ୍ଟଇଣ୍ଡିଜର ଷ୍ଟାର କ୍ରିକେଟର ନିକୋଲସ ପୂରନ ସମସ୍ତଙ୍କୁ ଚକିତ କରିବା ଭଳି ପଦକ୍ଷେପ ନେଇଛନ୍ତି । ମାତ୍ର ୨୯ ବର୍ଷ ବୟସରେ ସେ ଅନ୍ତର୍ଜାତୀୟ କ୍ରିକେଟକୁ ଅଲବିଦା କହିଛନ୍ତି । ଏହାର ଅର୍ଥ ୱେଷ୍ଟଇଣ୍ଡିଜ ପାଇଁ ପୂରନଙ୍କୁ…

ଆଇସିସି ହଲ୍ ଅଫ୍ ଫେମରେ ମହେନ୍ଦ୍ର ସିଂହ ଧୋନୀ

ନୂଆଦିଲ୍ଲୀ, ୧୦ା୬: କ୍ରିକେଟର ସର୍ବୋଚ୍ଚ ସଂସ୍ଥା ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀଙ୍କୁ ଆଇସିସି ହଲ୍ ଅଫ୍ ଫେମରେ ସାମିଲ କରିଛି । ମହେନ୍ଦ୍ର ସିଂହ ଧୋନୀ ଆଇସିସି ହଲ୍ ଅଫ୍ ଫେମରେ ସାମିଲ ହେବାରେ ୧୧ତମ ଭାରତୀୟ କ୍ରିକେଟର ।…

ପ୍ରକାଶ ପାଇଲା ଓଜେଇଇ-୨୦୨୫ ପରୀକ୍ଷା ଫଳାଫଳ

ଭୁବନେଶ୍ୱର, ୧୦ା୬: ଓଜେଇଇ-୨୦୨୫ ଫରୀକ୍ଷା ଫଳ ପ୍ରକାଶ ପାଇଛି । ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ମନ୍ତ୍ରୀ ତଥା ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ୱାଇଁ ଏହି ପରୀକ୍ଷା ଫଳ ପୁସ୍ତିକା ଉନ୍ମୋଚନ କରିଛନ୍ତି । ପରୀକ୍ଷା ଫଳାଫଳ ପୁସ୍ତିକା ଉନ୍ମୋଚନ ବେଳେ ମନ୍ତ୍ରୀଙ୍କ ସମେତ ବିଭାଗର ଶାସନ…

କମିଶନରେଟ ପୋଲିସ ପାଇଁ ୪୨୫ଟି ଦୁଇ ଚକିଆ ଯାନ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୦ା୬ : ମଙ୍ଗଳବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ଅର୍ବାନ ପୋଲିସ ଆରକ୍ଷୀ ଉପଆୟୁକ୍ତଙ୍କ ନବନିର୍ମିତ କାର୍ଯ୍ୟାଳୟର ଉଦ୍ଘାଟନ କରିଛନ୍ତି । ସୂଚନାଯୋଗ୍ୟ ଯେ, ୨୨୭୨ ବର୍ଗମିଟର ଅଞ୍ଚଳରେ ୭ କୋଟି ୮୦ ଲକ୍ଷ ଟଙ୍କା ବ୍ୟୟରେ ଚାରିମହଲା ବିଶିଷ୍ଟ ଏହି ନୂତନ କାର୍ଯ୍ୟାଳୟ…

ଏକ ବର୍ଷର ରିପୋର୍ଟ କାର୍ଡ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୦ା୬ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ, ଜୁନ ୯, ୨୦୨୪ ସ୍ୱାଧୀନ ଭାରତର ରାଜନୈତିକ ଇତିହାସରେ ଏକ ମହତ୍ତ୍ୱପୂର୍ଣ୍ଣ ଦିନ । ଏହି ଦିନ, ଦେଶର ସବୁଠାରୁ ଲୋକପ୍ରିୟ ଜନନାୟକ ନରେନ୍ଦ୍ର ମୋଦିଜୀ ଲଗାତାର ତୃତୀୟ ଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ…