Browsing Category

ରାଜନୀତି

ହିନ୍ଦୁ ନେତାଙ୍କୁ ହତ୍ୟାରୁ ବଢ଼ୁଛି ଅଶାନ୍ତ

ଢାକା, : ବାଂଲାଦେଶର ପ୍ରମୁଖ ହିନ୍ଦୁ ନେତା ଭବେଶ ଚନ୍ଦ୍ର ରୟଙ୍କୁ ହତ୍ୟା ଘଟଣାରେ ଭାରତ ଶନିବାର ମହମ୍ମଦ ୟୁନୁସ୍ ସରକାରଙ୍କୁ ନିନ୍ଦା କରିଛି । ଅନ୍ତରୀଣ ସରକାରଙ୍କ ଶାସନରେ ପଡ଼ୋଶୀ ଦେଶର ସଂଖ୍ୟାଲଘୁଙ୍କ ପ୍ରତି ବ୍ୟବସ୍ଥିତ ଉତ୍ପୀଡ଼ନ ଢାକାର ଏକା ଏକ ଅଂଶବିଶେଷ ବୋଲି ନୂଆଦିଲ୍ଲୀ କହିଛି ।…

ବିଧାନସଭା ଗୃହ ଭିତରେ, ବାହାରେ ବିରୋଧୀ ଦଳର ଗୁଣ୍ଡାଗର୍ଦ୍ଦିକୁ ନିନ୍ଦା

ଭୁବନେଶ୍ୱର, ତା.୨୭/୦୩: ରାଜ୍ୟରେ ବିଧାନସଭାକୁ ନେଇ କିଛି ଅଭାବନୀୟ ରିସ୍ଥିତି ସୃଷ୍ଟି ହୋଇଛି । କୌଣସି ପ୍ରସଙ୍ଗ ନ ଥାଇ ଅପ୍ରସଙ୍ଗକୁ ପ୍ରସଙ୍ଗ କରିବାକୁ ଅପଚେଷ୍ଟା କରୁଛି କଂଗ୍ରେସ । ପବିତ୍ର ବିଧାନସଭାରେ ମର୍ଯ୍ୟାଦାର ଉଲ୍ଲଂଘନ କରାଯାଇଛି । ବାଚସ୍ପତିଙ୍କୁ ଯେଉଁଭଳି ବ୍ୟବହାର ପ୍ରଦର୍ଶନ…

ଦିଲ୍ଲୀ ବିଧାନସଭାରେ ସିଏଜି ଝଡ଼

ନୂଆଦିଲ୍ଲୀ,: ଦିଲ୍ଲୀ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନର ଦ୍ୱିତୀୟ ଦିନ ଅର୍ଥାତ ମଙ୍ଗଳବାର ବିଧାନସଭାରେ ପ୍ରବଳ ହଟ୍ଟଗୋଳ ହୋଇଥିଲା । ଉପରାଜ୍ୟପାଳଙ୍କ ଅଭିଭାଷଣ ସମୟରେ ଆମ ଆଦମୀ ପାର୍ଟି ବିଧାୟକମାନେ ଗୃହରେ ନାରାବାଜୀ ଦେଇଥିଲେ । ଏହା ପରେ ବାଚସ୍ପତି ବିଜେନ୍ଦ୍ର ଗୁପ୍ତା ଅମାନତୁଲ୍ଲା…

ଟିଟିଲାଗଡ କଂଗ୍ରେସ ପକ୍ଷରୁ ପ୍ରସ୍ତୁତି ବୈଠକ

ଟିଟିଲାଗଡ଼ ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ଠାରେ କଂଗ୍ରେସ ବିଧାୟକ ପ୍ରାର୍ଥୀ ଶ୍ରୀ ବିରେନ୍ଦ୍ର ବାଗଙ୍କ ଆବାହକତ୍ୱରେ ତଥା ଦେବାନନ୍ଦ ସାହୁଙ୍କ ସଭାପତିତ୍ବରେ କଂଗ୍ରେସ କର୍ମୀ ମାନଙ୍କୁ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ୧୮ ତାରିଖ ଦିନ ନୂତନ ପିସିସି ସଭାପତି ଶ୍ରୀ…

ଦିଲ୍ଲୀକୁ ମିଳିପାରେ ମହିଳା ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,: ଦୀର୍ଘ ୨୭ ବର୍ଷର ବ୍ୟବଧାନ ପରେ ରାଜଧାନୀ ଦିଲ୍ଲୀକୁ ଦଖଲ କରିଛି ବିଜେପି । ଆମ୍ ଆଦମ୍ ପାର୍ଟି (ଆପ୍‌)ର ଦଶନ୍ଧି କାଳର ଶାସନରେ ଲାଗିଛି ବ୍ରେକ । ଦିଲ୍ଲୀ ବିଧାନସଭା ନିର୍ବାଚନରେ ଆସନ ସଂଖ୍ୟା ୭୦ ଥିବା ବେଳେ ସେଥିରୁ ୪୮ ଆସନକୁ ଅକ୍ତିଆର କରିଛି ବିଜେପି । ବଜେପିର ଦିଲ୍ଲୀ ଦଖଲ…

ବିଜେଡି ଛାଡ଼ି ବିଜେପିରେ ଯୋଗଦେଲେ ଉଦଳା ବ୍ଲକ ଅଧ୍ୟକ୍ଷା ମଞ୍ଜୁଲତା ବିଶ୍ୱାଳ

ଭୁବନେଶ୍ୱର, : ଓଡ଼ିଶାକୁ ବିକଶିତ ରାଜ୍ୟ ଭାବେ ଗଢି ତୋଳିବାକୁ ବିଜେପି ସରକାର ବଦ୍ଧ ପରିକର । ବିଜେପି ସରକାର ଉପରେ ଓଡ଼ିଶାବାସୀଙ୍କ ଆସ୍ଥା ଓ ବିଶ୍ୱାସ ବୃଦ୍ଧି ପାଇବାରେ ଲାଗିଛି । ବିଜେଡି ଉପରୁ ଆସ୍ଥା ହରାଇ ଶୁକ୍ରବରେ ଉଦଳା ବ୍ଲକ ଅଧ୍ୟକ୍ଷା ମଞ୍ଜୁଲତା ବିଶ୍ୱାଳ ଆନୁଷ୍ଠାନିକ ଭାବେ…

ପ୍ରବାସୀ ଓଡ଼ିଆ ଦିବସ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତ

ଭୁବନେଶ୍ୱର,: ୱାର୍ଲଡ ଓଡ଼ିଶା ସୋସାଇଟି (ୱାଓସୋ ) ପ୍ରବାସୀ ଓଡ଼ିଆ ମାନଙ୍କର ସର୍ବୋଚ୍ଚ ସଙ୍ଗଠନ ଅଟେ । ବିଶ୍ୱର ବିଭିନ୍ନ ରାଷ୍ଟ୍ରର ଓଡ଼ିଆ ସମାଜର ପ୍ରତିନିଧି, ପ୍ରମୁଖ ପ୍ରବାସୀ ଓଡ଼ିଆ, ଓଡ଼ିଶା କୈନ୍ଦ୍ରିକ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନମାନଙ୍କର ତୁଙ୍ଗ ନେତୃବର୍ଗ ଏବଂ ଓଡ଼ିଶା…

ଭୁବନେଶ୍ୱରରେ ନୂଆ ରାଜ୍ୟପାଳ ଡ. ହରିବାବୁ କମ୍ଭମପତି

ଭୁବନେଶ୍ୱର/ପୁରୀ,୩/୧/୨୦୨୫: ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତି ବିମାନ ବନ୍ଦର ପହଞ୍ଚିଲେ ନୂଆ ରାଜ୍ୟପାଳ ଡ. ହରିବାବୁ କମ୍ଭମପତି । ବିମାନ ବନ୍ଦରର ନୂଆ ରାଜ୍ୟପାଳଙ୍କୁ ଭବ୍ୟ ସ୍ୱାଗତ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଦୁଇ ଉପ-ମୁଖମନ୍ତ୍ରୀ ପ୍ରଭାତୀ ପରିଡ଼ା, କନକ ବର୍ଦ୍ଧନ…

ସମୀକ୍ଷା କଲେ ଅଦିନିଆ ବର୍ଷା ଜନିତ ଫସଲ କ୍ଷୟକ୍ଷତି

ଭୁବନେଶ୍ୱର-ତା. ୨୯.୧୨.୨୦୨୪- ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ବର୍ଷା ଜନିତ ଫସଲ କ୍ଷୟକ୍ଷତିର ସମୀକ୍ଷା କରିବା ପାଇଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ ବୈଷୟିକ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଆଜି କେନ୍ଦ୍ରାପଡ଼ା ଓ ଯାଜପୁର ଜିଲ୍ଲା ଗସ୍ତ କରିଛନ୍ତି ।…

ଏକାମ୍ର ନିର୍ବାଚନ ମଣ୍ଡଳୀରେ ବିକାଶ ର ସ୍ୱର୍ଣ୍ଣିମ ଅଧ୍ୟାୟ ସୃଷ୍ଟି ହେବାକୁ ଯାଉଛି: ବାବୁ ସିଂ

ଭୁବନେଶ୍ୱର,ତା.୨୯/୧୨: ରାଜ୍ୟରେ ପ୍ରଥମ ଥର ପାଇଁ ବିଜେପି ସରକାର ଗଠନ ହେବା ପରେ ଓ ଏକାମ୍ର ନିର୍ବାଚନ ମଣ୍ଡଳୀରେ ବିଜେପି ବିଧାୟକ ବିଜୟୀ ହେବା ପରେ ଏକାମ୍ର ନିର୍ବାଚନ ମଣ୍ଡଳୀର ସାମଗ୍ରିକ ବିକାଶକୁ ସର୍ବଦା ପ୍ରାଧାନ୍ୟ ଦିଆଯାଉଛି । ବିଜେପି ସରକାରରେ ଏକାମ୍ର ର ଭିତିଭୁମିକୁ ସୁଦୃଢ କରିବା…