Sign in
Sign in
Recover your password.
A password will be e-mailed to you.
Browsing Category
ରାଜନୀତି
ମିଲେଟ ମିଶନରେ ଭଲ ପ୍ରଦର୍ଶନ ପାଇଁ ରାୟଗଡ ପୁରସ୍କୃତ
ରାୟଗଡ,: ରାୟଗଡା ଜିଲ୍ଲାରେ ମିଲେଟ ମିଶନ ଅଧୀନରେ ମାଣ୍ଡିଆ ଚାଷ କ୍ଷେତ୍ରରେ ଭଲ ପ୍ରଦର୍ଶନ ପାଇଁ ଆଜି ରାୟଗଡା ଜିଲ୍ଲା ପୁରସ୍କୃତ ହୋଇଛି । ଜିଲ୍ଲାରେ ମାଣ୍ଡିଆ ଚାଷ ପାଇଁ କୃଷି ବିଭାଗ ତରଫରୁ ଚାଷୀ ମାନଙ୍କୁ ପ୍ରତ୍ସାହିତ କରିବା, ଯନ୍ତ୍ରପାତି ଯୋଗାଇବା ସହିତ ଉତ୍ପଦାନ ବଢ଼ାଇବାରେ ସହାୟକ…
ମୁଖ୍ୟମନ୍ତ୍ରୀଙ୍କ ହାତମୁଠାକୁ ଟାଣ କରିବା ପାଇଁ ଶପଥ
ମାହାଙ୍ଗା,: ମାହାଙ୍ଗା ନିର୍ବାଚନ ମଣ୍ଡଳୀର ଜନ ସାଧାରଣଙ୍କ ଘରେଘରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିକାଶମୂଳକ ବାତ୍ତା ପହଞ୍ଚେଇବା ପାଇଁ ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ପ୍ରତାପ ଜେନାଙ୍କ ନିର୍ଦେଶ କ୍ରମେ ଦ୍ୱିତୀୟ ଦିନରେ ଏକ ବିଶାଳ ଜୋନ ସ୍ତରୀୟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ…
ସମ୍ବଲପୁରରେ ୫-ଟି ଅଧ୍ୟକ୍ଷ ସମଲେଇ ମନ୍ଦିର ପ୍ରକଳ୍ପର ସମୀକ୍ଷା
ଭୁବନେଶ୍ୱର,୯ା୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି. କେ ପାଣ୍ଡିଆନ ଆଜି ସକାଳେ ସମ୍ବଲପୁରରେ ସମଲେଇ ପ୍ରକଳ୍ପର ସମୀକ୍ଷା କରି ଅଧିକ ମେସିନ ଓ ଲୋକ ବ୍ୟବହାର କରି କାମ ଆଗେଇ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି । ପ୍ରଥମେ ସେ ମା' ସମଲେଇଙ୍କ…
ବିଶ୍ୱସ୍ତରରେ ପହଞ୍ଚିବ ମିଲେଟ ମିଶନ : ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୯ା୧୧: ଭୁବନେଶ୍ୱରରେ ଆଜିଠାରୁ ଆରମ୍ଭ ହୋଇଛି ଦୁଇ ଦିନିଆ ଅନ୍ତର୍ଜାତୀୟ ମିଲେଟ୍ ସମ୍ମିଳନୀ । ଜନତା ମଇଦାନରେ ଏହାକୁ ଉଦ୍ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଯୁଗଯୁଗରୁ ପୁଷ୍ଟିଶସ୍ୟ ବା ମିଲେଟ୍ ଆମ ଖାଦ୍ୟପେୟର ଏକ ବିଶେଷ ଅଂଶ ହୋଇ ରହିଆସିଛି । ଓଡ଼ିଶାରେ…
ମାହାଙ୍ଗା ବିଜେଡି ପକ୍ଷରୁ ଜୋନସ୍ତରୀୟ ପ୍ରଶିକ୍ଷଣ ଶିବିର
ମାହାଙ୍ଗା,: ରାଜ୍ୟ ନବୀନ ସରକାରଙ୍କ ପ୍ରତିଟି ଜନକଲ୍ୟାଣ ଯୋଜନାକୁ ସମଗ୍ର ମାହାଙ୍ଗା ନିର୍ବାଚନ ମଣ୍ଡଳୀର ଜନସାଧାରଣଙ୍କ ଘରେ ଘରେ ପହଞ୍ଚାଇବା ଦିଗରେ ସଦା ସର୍ବଦା ଅହରହ କାର୍ଯ୍ୟକରିବା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତଥା ବିଜୁ ଜନତା ଦଳର ବହୁ ବିକାଶମୂଳକ ଯୋଜନାକୁ ସୁଚାରୁ ରୁପେ ଦୀର୍ଘ…
ବୃଦ୍ଧି ପାଇଲା ବିଜେଡିର ଶକ୍ତି : ରାଇସେନ୍ ମୁର୍ମୁ ଧରିଲେ ଶଙ୍ଖ
ଭୁବନେଶ୍ୱର,: ବିଜେଡିରେ ଯୋଗ ଦେଲେ ରାଇସେନ ମୁର୍ମୁ । ୧୪ ବର୍ଷ •କିରି ଥିଲେ ମଧ୍ୟ ପୋଲିସ ଡିଏସପି ପାହ୍ୟାରୁ ସ୍ୱେଚ୍ଛାକୃତ ଭାବେ ଅବସର ନେଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିକାଶ ଧାରାରେ ଅନୁପ୍ରାଣିତ ହୋଇ ବିଜେଡିରେ ସାମିଲ ହୋଇଛନ୍ତି । ରାଜ୍ୟସଭା ସାଂସଦ ତଥା ବିଜେଡି…
ଉପବାଚସ୍ପତି ପଦରୁ ଇସ୍ତଫା ଦେଲେ ରଜନୀକାନ୍ତ
ଭୁବନେଶ୍ୱର,: ଓଡ଼ିଶା ବିଧାନସଭାର ଉପବାଚସ୍ପତି ପଦରୁ ଇସ୍ତଫା ଦେଲେ ରଜନୀକାନ୍ତ ସିଂହ । ବାରସ୍ପତି ପ୍ରମିଳା ମଲ୍ଲିକଙ୍କୁ ପଠାଇଲେ ନିଜର ଇସ୍ତଫା ପତ୍ର । ଲଗାତାର ୪ ଥର ବିଧାୟକ ଥିଲେ ରଜନୀକାନ୍ତ । ଅନୁଗୁଳ ବିଧାନସଭା ଆସନରୁ ୪ ଥର ବିଧାୟକ ହୋଇଥିବା ଶ୍ରୀ ସିଂହ ୨୦୧୯ ଜୁନ୍ ମାସରୁ…
ଦଳୀୟ ନେତାଙ୍କ ଦୃଢେ଼ାକ୍ତି : ଷଷ୍ଠ ଥର ମୁଖ୍ୟମନ୍ତ୍ରୀ ହେବେ ନବୀନ ୨୦୨୪ରେ ସବୁ ପୁରୁଣା ରେକର୍ଡ ଭାଙ୍ଗିବ ବିଜେଡି
ଭୁବନେଶ୍ୱର,: ୨୦୨୪ ନିର୍ବାଚନରେ ସବୁ ପୁରୁଣା ରେକର୍ଡ ଭାଙ୍ଗିବ ବିଜେଡି । ସିଟ୍ ସଂଖ୍ୟା ବୃଦ୍ଧି ପାଇବା ସହ ଷଷ୍ଠଥର ପାଇଁ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ହେବେ । ବିକାଶ କାମରେ ଲୋକେ ଖୁସି ଓ ନବୀନଙ୍କ ପ୍ରତି ଲୋକଙ୍କ ଆସ୍ଥା ଅତୁଟ ରହିଛି ବୋଲି କହିଛନ୍ତି ବରିଷ୍ଠ ବିଜେଡି ନେତା ଅନଙ୍ଗ…
ଆମ ଓଡ଼ିଶାରେ ଯୋଡ଼ି ହେଲା ଆଉ ୩ ଜିଲ୍ଲା ଗାଁ ଗାଁରେ ହେବ ଆଧୁନିକ ଓଡ଼ିଶାର ଭିତ୍ତି ସ୍ଥାପନ
ଭୁବନେଶ୍ୱର,: ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ୱକାଂକ୍ଷୀ ଯୋଜନା "ଆମ ଓଡିଶା ନବୀନ ଓଡିଶା' ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ । ଏହି କାର୍ଯ୍ୟକ୍ରମର ଫୋକସ୍ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ । ଆଜି ଭୁବନେଶ୍ୱରରୁ…
ଷଷ୍ଠ ଥର ନବୀନଙ୍କୁ ମୁଖ୍ୟମନ୍ତ୍ରୀ କରିବା ପାଇଁ ସଂକଳ୍ପ
ବନ୍ଧୁଗାଁ,: କୋରାପୁଟ ଜିଲ୍ଲା ବିଜୁ ଜନତା ଦଳ ମହିଳା ସଭାପତି ପାର୍ବତୀ ମସ୍ତିଙ୍କ ଅଧକ୍ଷତରେ ଆଜି କୋଟପାଡ଼ ନିର୍ବାଚନ ମଣ୍ଡଳୀର ବୋରିଗୁମା ବ୍ଲକର ଦୋରା କମ୍ପେ୍ଲକ୍ସଠାରେ ବୋରିଗୁମ୍ମା ବ୍ଲକର ୧୨ ଟି ଗ୍ରାମ ପଞ୍ଚାୟତର ସମସ୍ତ ମହିଳାମାନଙ୍କୁ ନେଇ ଏକ ବିରାଟ ମହିଳା ସମାବେଶ କରାଯାଇଛି । ଏହି…