Sign in
Sign in
Recover your password.
A password will be e-mailed to you.
Browsing Category
ରାଜନୀତି
ମୁଖ୍ୟମନ୍ତ୍ରୀଙ୍କ ସହ କେନ୍ଦ୍ର ସମବାୟ ରାଷ୍ଟ୍ରମନ୍ତ୍ରୀଙ୍କ ଆଲୋଚନା
ଭୁବନେଶ୍ୱର, : ଲୋକସେବା ଭବନରେ କେନ୍ଦ୍ର ସମବାୟ ରାଷ୍ଟ୍ରମନ୍ତ୍ରୀ ମୁରଲୀଧର ମୋହୋଲ୍ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋମବାର ଭେଟିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କେନ୍ଦ୍ର ସମବାୟ ରାଷ୍ଟ୍ରମନ୍ତ୍ରୀଙ୍କ ସହିତ ଓଡିଶାରେ ସମବାୟ କ୍ଷେତ୍ରର ଅଭିବୃଦ୍ଧି ବିଷୟରେ ଆଲୋଚନା କରିଛନ୍ତି ।…
ଆମେ କେବଳ କ୍ରମିକ ପରିବର୍ତ୍ତନ ନୁହେଁ, ଏକ ବିରାଟ ଲମ୍ଫ ଲକ୍ଷ୍ୟ ନେଇ ଆଗକୁ ବଢ଼ୁଛୁ: ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ, : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନୂଆଦିଲ୍ଲୀଠାରେ ଅନୁଷ୍ଠିତ ଇକୋନୋମିକ ଟାଇମ୍ସ ୱାର୍ଲ୍ଡ ଲିଡର୍ସ ଫୋରମରେ ଉଦବୋଧନ ଦେଇଥିଲେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ୱାର୍ଲ୍ଡ ଲିଡର୍ସ ଫୋରମରେ ଯୋଗ ଦେଇଥିବା ସମ୍ମାନିତ ଅତିଥିମାନଙ୍କୁ ସ୍ୱାଗତ କରିଥିଲେ । ଏକ ପ୍ରକୃଷ୍ଟ ସମୟରେ ଏହି…
ବିଜେପିର ବନ୍ଧୁ ମିଳନ ଉତ୍ସବ : ସ୍ୱତନ୍ତ୍ର ବ୍ଲକ ଗଠନ ଦାବ
ଯାଜପୁର, : ଯାଜପୁର ଜିଲା ବରୀ ନିର୍ବାଚନ ମଣ୍ଡଳୀର ତିନି ଗୋଟି ଜୋନକୁ ନେଇ ବିଜେପିର ଏକ ବନ୍ଧୁ ମିଳନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ ରତିକାନ୍ତ ରାଜବଂଶୀଙ୍କ ତତ୍ୱାବଧାନରେ ରସୁଲପୁର ବ୍ଲକ ସାମନ୍ତରାପୁର ପଂଚାୟତ ଶିଖଚିଲାବାଗ୍ ମଠ ପରିସରରେ ଏହି ବନ୍ଧୁ…
ନାମାଙ୍କନ ଭରିଲେ \”ଇଣ୍ଡି\’ ମେଣ୍ଟ ପ୍ରାର୍ଥୀ
ନୂଆଦିଲ୍ଲୀ, : ନାମାଙ୍କନ ଭରିଲେ \"ଇଣ୍ଡିଆ\' ବ୍ଲକର ଉପରାଷ୍ଟ୍ରପତି ପ୍ରାର୍ଥୀ । ଜଷ୍ଟିସ୍ ବି. ସୁଦର୍ଶନ ରେଡ୍ଡୀ ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି । ସଂସଦ ଭବନରେ ପହଞ୍ଚି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକା ଅର୍ଜୁନ ଖଗଡେ,ସୋନିଆ ଗାନ୍ଧି, ଶରଦ ପାୱାରଙ୍କ ସହ ଅନେକ…
ରିଙ୍ଗ ରୋଡ୍ ପାଇଁ ମୋଦିଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, : ରାଜ୍ୟକୁ ରିଙ୍ଗ ରୋଡ୍ ପାଇଁ ଅନୁମୋଦନ ମିଳିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଓ ରାଜ୍ୟ ପ୍ରଭାରୀ ବିଜୟ ପାଲ୍ ସିଂ ତୋମାର ମଧ୍ୟ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜ୍ଞାପନ…
ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଚୀନ୍ ବିଦେଶ ମନ୍ତ୍ରୀ ୱାଙ୍ଗ ୟି
ନୂଆଦିଲ୍ଲୀ, : ଚୀନ କମ୍ୟୁନିଷ୍ଟ ପାର୍ଟିର ପଲିଟବ୍ୟୁରୋ ସଦସ୍ୟ ଏବଂ ବିଦେଶ ମନ୍ତ୍ରୀ ୱାଙ୍ଗ ୟି ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ କରିଛନ୍ତି । ୱାଙ୍ଗ ୟି ତିଆନଜିନରେ ଅନୁଷ୍ଠିତ ହେବାକୁଥିବା ଏସସିଓ ଶିଖର ସମ୍ମିଳନୀ ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଚୀନ ରାଷ୍ଟ୍ରପତି ସି…
ଏସପିଙ୍କ ନିକଟରେ ଦାବି କରିଛନ୍ତି ବିଜେଡ଼ି ଟିମ୍
ଗଞ୍ଜାମ ପୋଲିସ ଜିଲ୍ଲାରେ ଆଇନଶୃଙ୍ଖଳା ପରିସ୍ଥିତି ବିଗିଡ଼ିବା ଓ ଜିଲ୍ଲାରେ ଉନ୍ନୟନମୂଳକ କାର୍ଯ୍ୟ ବନ୍ଦ ହେବାକୁ ବିରୋଧ କରି ଆଜି ଗଞ୍ଜାମ ଏସପି ଓ ଜିଲ୍ଲାପାଳଙ୍କୁ ସାକ୍ଷାତ କରିଛନ୍ତି ବିଜେଡ଼ିର ଏକ ପ୍ରତିନିଧି ଦଳ । ଗଞ୍ଜାମ ଜିଲ୍ଲା ବିଜେଡ଼ି ସଭାପତି ବିକ୍ରମ ପଣ୍ଡାଙ୍କ ନେତୃତ୍ଵରେ…
ଏମ୍ଏଲଏ ଲ୍ୟାଡ ୱେବ୍ ପୋର୍ଟାଲର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,: \"ଏମଏଲଏ ଲ୍ୟାଡ୍\' ୱେବ ପୋର୍ଟାଲର ଶୁଭ ଉନ୍ମୋଚନ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଲୋକସେବା ଭବନରେ ଏହାର ଶୁଭାରମ୍ଭ କରିଛନ୍ତି । ଏହା ସହିତ ସିଏମଏସଏର ସରଳୀକୃତ ଗାଇଡଲାଇନ ମଧ୍ୟ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ବୁଧବାର କ୍ୟାନେଟ୍ ବୈଠକ ଆରମ୍ଭ ହେବା ପୂର୍ବରୁ…
୭ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ
ଭୁବନେଶ୍ୱର, : ରାଜ୍ୟରେ ଧାନ ମଣ୍ଡିଗୁଡ଼ିକରେ ଚାଷୀମାନଙ୍କୁ ସମସ୍ତ ସୁବିଧା ପ୍ରଦାନ କରିବା ସହ ଗୋଟିଏ ଛାତ ତଳେ ଚାଷୀ, ବ୍ୟବସାୟୀ ଓ ଅନ୍ୟାନ୍ୟ ଭାଗିଦାରୀମାନଙ୍କୁ କାରବାର ସୁବିଧା ଦେବା ନିମନ୍ତେ ରାଜ୍ୟ ସରକାର \"ମଡେଲ୍ ମଣ୍ଡି\' ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି । ପ୍ରଥମ ପର୍ଯ୍ୟାୟରେ…
କ୍ରପ୍ ୱେଦର୍ ୱାଚ୍ ବୈଠକ ଅନୁଷ୍ଠିତ
ଭୁବନେଶ୍ୱର, : କୃଷି ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ପ୍ରମୁଖ ଶାସନ ସଚିବ ଡ଼. ଅରବିନ୍ଦ କୁମାର ପାଢ଼ୀଙ୍କ ଅଧ୍ୟକ୍ଷତାରେ କ୍ରପ୍ ୱେଦର୍ ୱାଚ୍ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ରାଜ୍ୟରେ ଫସଲର ସ୍ଥିତି, ପାଣିପାଗ, ସାର ଯୋଗାଣ ସ୍ଥିତି ଇତ୍ୟାଦି ବିଷୟରେ ଆଲୋଚନା କରାଯାଇଥିଲା । ଭାରତର…