Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ତାଳଚେର କୋଇଲା ଖଣି ମଜଦୂର ସଂଘ ପକ୍ଷରୁ ଗଣ ଧାରଣା
ଅନୁଗୁଳ,: ଜିଲ୍ଲାର ତାଳଚେର ଅଞ୍ଚଳରେ ମହାନଦୀ କୋଲ ଫିଲ୍ଡ ଲିମିଟେଡର ଅନେକ କୋଇଲା ଖଣି ଅବସ୍ଥିତ । ଓଡ଼ିଶାରୁ ପର୍ଯ୍ୟାପ୍ତ ପରିମାଣର କୋଇଲା ଏଠାରୁ ଉତ୍ପାଦନ ଓ ପରିବହନ ହୋଇ ସରକାରଙ୍କୁ ସିଂହଭାଗ ରାଜସ୍ୱ ମିଳେ । ଏହା କେବଳ କୋଇଲା ଖଣିରେ କାର୍ଯ୍ୟରତ ଶ୍ରମିକ ମାନଙ୍କ ଯୋଗୁଁ ସମ୍ଭବ ହୋଇଥାଏ ।…
ଅଖି ମୁଠି ଅନୁକୂଳ କଲେ ରାଜ୍ୟପାଳ
ଭୁବନେଶ୍ୱର,: ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଅଖି ମୁଠି ଅନୁକୂଳ କରିଛନ୍ତି ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି । ବୁଧବାର ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ କୃଷି ବିଜ୍ଞାନ କେନ୍ଦ୍ର (ଗଞ୍ଜାମ-୨), ଗୋଳନ୍ଥରା ଠାରେ ଏହି ଉପଲକ୍ଷେ ଆୟୋଜିତ ଉତ୍ସବରେ ଯୋଗଦେଇ ରାଜ୍ୟପାଳ ଅଖି ମୁଠି ଅନୁକୂଳ…
ଅକ୍ଷୟ ତୃତୀୟା: ସୁନାର ଦରରେ ସାମାନ୍ୟ ହ୍ରାସ
ଭୁବନେଶ୍ୱର,: ଅକ୍ଷୟ ତୃତୀୟା ଅବସରରେ ଭାରତରେ ସୁନାର ଦରରେ ସାମାନ୍ୟ ହ୍ରାସ ଦେଖାଯାଇଛି । ମଲ୍ଟି କମୋଡିଟି ଏକ୍ସଚେଞ୍ଜରେ ସୁନାର ମୂଲ୍ୟ ପ୍ରାୟ ୦.୫% ହ୍ରାସ ପାଇଛି । ଯେତେବେଳେ ରୂପାର ଦର ପ୍ରାୟ ୧% କମିଛି । ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୮୭,୫୧୪ ରହିଥିବା…
ପାକିସ୍ତାନ ମହିଳାଙ୍କୁ ପୋଲିସ ପକ୍ଷରୁ ନୋଟିସ
ବ୍ରହ୍ମପୁର, : ବ୍ରହ୍ମପୁରରେ ରହୁଥିବା ପାକିସ୍ତାନ ମହିଳାଙ୍କୁ ପୋଲିସ ପକ୍ଷରୁ ନୋଟିସ୍ । ଟାଉନ ଥାନା ମିଲିଟାରୀ ଲାଇନ ସ୍ଥିତ ରହୁଥିବା ପାକିସ୍ତାନ ମହିଳାଙ୍କୁ ନୋଟିସ୍ । ପାକିସ୍ତାନ ମହିଳା ଜଣକ ହେଲେ ମିଲିଟାରୀ ଲାଇନ ବଡ ମସଜିଦ ସାହିର ରାହିମା ଆରା । ରାହିମା ଦୀର୍ଘ ୨୫ ବର୍ଷ ହେଲା…
ମଶାରୀ ବ୍ୟବହାର ହିଁ ସୁସ୍ଥ ଜୀବନର ମୂଳମନ୍ତ୍ର
ଧର୍ମଗଡ଼, : ମେଲେରିଆ ହେଉ କି ଡେଙ୍ଗୁ ଆମେ ଯଦି ଶୋଇବା ବେଳେ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦିଆ ଯାଉଥିବା ଔଷଧ ବୋଲା ମଶାରୀ ବ୍ୟବହାର କରିବା ତାହେଲେ ସବୁ ରୋଗ ରୁ ନିଜକୁ ସୁରକ୍ଷିତ ରଖିବା ସହ ସୁସ୍ଥ ଜୀବନ ଯାପନ କରିବା ବୋଳି ସୋମବାର କୋକସରା ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ର ପକ୍ଷରୁ…
ଓଡ଼ିଆ ସାମାଜିକ ପରମ୍ପରାରେ ଅକ୍ଷୟ ତୃତୀୟା ଓ କୃଷକ ଦିବସୟ ଏକ ବିଶ୍ଲେଷଣ
ଓଡ଼ିଆ ପରମ୍ପରାରେ ବାର ମାସରେ ତେର ପର୍ବ ଏହି ପର୍ବମାନଙ୍କ ଭିତରେ ଅକ୍ଷୟ ତୃତୀୟା, କୃଷି ଓ କୃଷକ ମାନଙ୍କ ପାଇଁ ଏକ ସ୍ୱତନ୍ତ୍ର ଦିନ । ଆଜି ଅକ୍ଷୟ ତୃତୀୟା ଅର୍ଥାତ କୃଷକ ଦିବସ । ଏହି ଦିବସ କୃଷି ପ୍ରଧାନ ରାଜ୍ୟ ଓ କୃଷକ ମାନଙ୍କ ପାଇଁ ବିଶେଷ ଗୁରୁତ୍ୱ ବହନ କରିଥାଏ । ବୈଶାଖ ଶୁକ୍ଳ ତୃତୀୟା…
ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ପ୍ରାକ୍ ବାତ୍ୟା ପ୍ରସ୍ତୁତି ବୈଠକ
ଭୁବନେଶ୍ୱର, : ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ପ୍ରାକ୍ ବାତ୍ୟା ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ୨୦୧୯ ମସିହା ମଇ ମାସରେ ଗ୍ରୀଷ୍ମକାଳୀନ ବାତ୍ୟା ‘ଫନୀ’ର ଅଭିଜ୍ଞତାକୁ ଭିତି କରି ରାଜ୍ୟରେ ଗ୍ରୀଷ୍ମକାଳୀନ ବାତ୍ୟା ପରିଚାଳନା ନେଇ ବୈଠକରେ ବିଭିନ୍ନ ବିଭାଗର…
ପିଲାଙ୍କ ‘ଯାଦୁପେଡି’ ଦେଖିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, : ମୁଖ୍ୟମନ୍ତ୍ରୀମୋହନ ଚରଣ ମାଝୀ ମଙ୍ଗଳବାର ଦିନ ଲୋକସେବା ଭବନ ଠାରେ ଶିଶୁ ବାଟିକା ପିଲା ମାନଙ୍କ ପାଇଁ ଉଦ୍ଦିଷ୍ଟ ଯାଦୁପେଡି ଦେଖିବା ସହିତ, ପିଲାମାନଙ୍କ ପାଇଁ ଏହାର ଉପଯୋଗୀତା ବିଷୟରେ ବୁଝିଥିଲେ । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀମତୀ ଶାଳିନୀ…
ବ୍ୟବସାୟୀ ମହାସଂଘର ନିଷ୍ପତ୍ତି: ପାକିସ୍ତାନ ସହ ବାଣିଜ୍ୟ ବର୍ଜନ
ଭୁବନେଶ୍ୱର, : ସର୍ବ ଭାରତୀୟ ବ୍ୟବସାୟୀ ମହାସଂଘ (ସିଏଆଇଟି) ପରିଚାଳନା ପରିଷଦର ଦୁଇଦିନିଆ ବେଠକ ଭୁବନେଶ୍ୱରଠାରେ ଗତ ୨୫ ଓ ୨୬ ତାରିଖରେ ଅନୁଷ୍ଠିତ ହୋଇଯାଇଛିୟ ପହଲଗାମରେ ଆତଙ୍କବାଦୀ ଆକ୍ରମଣ ଘଟଣାକୁ ବେଠକରେ ଦୃ ନିନ୍ଦା କରାଯାଇଛିୟ ଏହି ପରିପ୍ରେକ୍ଷୀରେ ପାକିସ୍ତାନ ସହ ବାଣିଜ୍ୟ…
ବଦଳିଲା ତତଲା ପାଗ : ପହିଲା ପର୍ଯ୍ୟନ୍ତ ବର୍ଷା
ଭୁବନେଶ୍ୱର, : କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ଏବଂ ପବନ ବହିବା ଦ୍ୱାରା ଦିନ ତାପମାତ୍ରା ୪୦ଡିଗ୍ରୀ ତଳକୁ ଖସି ଆସିଛି । ତତଲା ପାଗରେ ପରିବର୍ତ୍ତନ ଆସିଛି । ବିଶେଷ କରି ପଶ୍ଚିମ ଓଡ଼ିଶାରେ ସର୍ବାଧିକ ତାପମାତ୍ରା ୪୦ଡିଗ୍ରୀ ଉପରେ ରହୁଥିବା ବେଳେ…