Browsing Category

ରାଜ୍ୟ

ଖରିଫ ଫସଲ ୨୦୨୫-୨୬ ପାଇଁ ଆନ୍ତଃମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ

ଭୁବନେଶ୍ୱର, : ସୋମବାର ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଖରିଫ ୨୦୨୫-୨୬ ଋତୁରେ ଫସଲ କ୍ରୟ ନିମନ୍ତେ ଆନ୍ତଃମନ୍ତ୍ରୀସ୍ତରୀୟ କମିଟିର ପ୍ରଥମ ବୈଠକ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି ।…

ସୋଶାଲ ମିଡିଆ ବ୍ୟାନରୁ ଲଙ୍କାକାଣ୍ଡ

କାଠମାଣ୍ଡୁ, : ସୋଶାଲ ମିଡିଆ ବ୍ୟାନ ବିରୋଧରେ ନେପାଳ ସରକାର ବିରୋଧୀ ସ୍ୱରକୁ ଜେନ ଜେଡ ପକ୍ଷରୁ ଶାଣିତ କରାଯାଇଛି । ହଜାର ହଜାର ଜେନ ଜେଡ ସୋମବାର କାଠମାଣ୍ଡୁରେ ବିକ୍ଷୋଭ ପ୍ରଦର୍ଶନ କରିବାରୁ ପୂରା ଦେଶ ଅଶାନ୍ତ ହୋଇ ଉଠିଛି । ପୋଡ଼ାଜଳା ସାଙ୍ଗାକୁ ଭଙ୍ଗା ରୁଜା ସ୍ଥିତିକୁ ଅସ୍ଥିର କରିଛି ।…

ନୂଆଦିଲ୍ଲୀରେ ଭାରତ ଓ ଇସ୍ରାଏଲ ସରକାରଙ୍କ ମଧ୍ୟରେ ଦ୍ୱିପାକ୍ଷିକ ନିବେଶ ଚୁକ୍ତିନାମା ସ୍ୱାକ୍ଷରିତ

ନୂଆଦିଲ୍ଲୀ, : ଭାରତ ସରକାର ଏବଂ ଇସ୍ରାଏଲ ସରକାର ସୋମବାର ନୂଆଦିଲ୍ଲୀରେ ଏକ ଦ୍ୱିପାକ୍ଷିକ ନିବେଶ ଚୁକ୍ତିନାମା ସ୍ୱାକ୍ଷର କରିଛନ୍ତି । ଏହି ଚୁକ୍ତିନାମାରେ କେନ୍ଦ୍ର ଅର୍ଥ ଏବଂ କର୍ପୋରେଟ୍‌ ବ୍ୟାପାର ମନ୍ତ୍ରୀ ନିର୍ମଳା ସୀତାରମଣ ଏବଂ ଇସ୍ରାଏଲର ଅର୍ଥମନ୍ତ୍ରୀ ବେଜାଲେଲ୍ ସ୍ମୋଟ୍ରିଚ୍‌…

ଆଜି ଉପରାଷ୍ଟ୍ରପତି ନିର୍ବାଚନ

ନୂଆଦିଲ୍ଲୀ, : ମଙ୍ଗଳବାର ଦେଶରେ ହେବ ଉପ ରାଷ୍ଟ୍ରପତି ନିର୍ବାଚନ । ଏଥିପାଇଁ ସବୁ ପ୍ରକାରର ପ୍ରସ୍ତୁତି ଶେଷ ହୋଇଛି । ଉଭୟ ଶାସକ ଓ ବିରୋଧୀ ନିଜର ରଣନୀତି ପ୍ରସ୍ତୁତ କରି ସାରିଛନ୍ତି । ମଙ୍ଗଳବାର ହେବାକୁଥିବା ଉପ ରାଷ୍ଟ୍ରପତି ନିର୍ବାଚନରେ ବିଜେପି ନେତୃତ୍ୱାଧୀନ ଏନଡିଏ ପ୍ରାର୍ଥୀ ବିଜୟୀ…

ପୂର୍ବତନ ରାଜ୍ୟ କ୍ୟାବିନେଟ ମନ୍ତ୍ରୀ ତଥା ବର୍ତ୍ତମାନର ନୂଆପଡା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ

ନୂଆପଡା ୮/୯ ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ତଥା ବର୍ତ୍ତମାନ ର ବିଧାୟକ ରାଜେନ୍ଦ୍ର ଢୋଲକିଆ ପରଲୋକରେ। ତାଙ୍କର ମୃତ୍ୟୁରେ ସାରା ଜିଲ୍ଲାରେ ଶୋକର ବାତାବରଣ ଖେଳିଯାଇଛି। ନୂଆପଡା ନିର୍ବାଚନ ମଣ୍ଡଳୀରୁ ଚାରିଥର ବିଧାୟକ ହୋଇଥିବା ଶ୍ରୀ ଢୋଲକିଆ ଜଣେ ନିଷ୍କପଟ ତଥା ନିଷ୍ଠା ବାନ ସମାଜସେବୀ ଥିଲେ।…

ଭୁବନେଶ୍ୱରରେ ଅନ୍ତର୍ଜାତୀୟ ସ୍ୱଚ୍ଛ ବାୟୁ ଦିବସ ପାଳିତ

ଭୁବନେଶ୍ୱର,: ନୀଳ ଆକାଶ ପାଇଁ ଆନ୍ତର୍ଜାତୀୟ ସ୍ୱଚ୍ଛ ବାୟୁ ଦିବସ ଅବସରରେ, ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ବିଭାଗ ଅଧୀନରେ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଓ ପରିବେଶ ଅଧ୍ୟୟନ କେନ୍ଦ୍ରର ଯୁଗ୍ମ ସହଯୋଗରେ ରବିବାର ସ୍ଥାନୀୟ ଫରେଷ୍ଟ ପାର୍କରେ ନୀଳ ଆକାଶ ପାଇଁ ଆନ୍ତର୍ଜାତୀୟ…

ସାର ସ୍ଥିତିର ସମୀକ୍ଷା କଲେ ସମବାୟ ମନ୍ତ୍ରୀ

ଭୁବନେଶ୍ୱର, : ଶନିବାର ଲୋକସେବା ଭବନଠାରେ ସମବାୟ ମନ୍ତ୍ରୀ ପ୍ରଦିପ ବଳ ସାମନ୍ତଙ୍କ ଅଧ୍ୟକ୍ଷତାରେ ରାଜ୍ୟରେ ଶୃଙ୍ଖଳିତ ସାର ଯୋଗାଣର ସ୍ଥିତି ଉପରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରୁ ମିଳିଥିବା ସୂଚନା ଅନୁସାରେ, ଚଳିତ ସେପ୍ଟେମ୍ବର ମାସରେ ମୋଟ୍‌ ୮୦,୦୧୪ ମେଟ୍ରିକ ଟନ୍…

ଦୀପାବଳିରେ ୩% ଡିଏ ବୃଦ୍ଧି ଘୋଷଣା କରିବେ ସରକାର

ନୂଆଦିଲ୍ଲୀ,:ପାର୍ବଣ ଋତୁରେ କେନ୍ଦ୍ର ସରକାର ନିଜର କର୍ମଚାରୀ ଏବଂ ପେନସନଭୋଗୀଙ୍କୁ ଏକ ବଡ଼ ଉପହାର ଦେବାକୁ ଯାଉଛନ୍ତି । ଜିଏସଟି ହାର ହ୍ରାସ ପରେ, ଏବେ ସରକାର ମହଙ୍ଗା ଭତ୍ତା (ଡିଏ) ଏବଂ ମହଙ୍ଗା ରିଲିଫ୍ (ଡିଆର) ରେ ୩ ପ୍ରତିଶତ ବୃଦ୍ଧି ଘୋଷଣା କରିବାକୁ ଯାଉଛନ୍ତି । କେନ୍ଦ୍ର ସରକାରଙ୍କ…

ଦିଲ୍ଲୀ ଗସ୍ତରେ ନବୀନ-ମନମୋହନ: ରାଜ୍ୟ ରାଜନୀତିରେ ବଡ଼ ହଲଚଲ!

ଭୁବନେଶ୍ୱର, : ଓଡ଼ିଶାର ରାଜନୈତିକ ମହଲରେ ପୁଣି ଥରେ ଚର୍ଚ୍ଚା ଜୋର ଧରିଛି । କାରଣ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏକା ସାଥିରେ ଦିଲ୍ଲୀ ଗସ୍ତରେ ଅଛନ୍ତି । ଏହି ଗସ୍ତ ଉପରାଷ୍ଟ୍ରପତି ନିର୍ବାଚକୁ ନେଇ ସଙ୍କେତ ଦେଉଛି ବୋଲି ଅନୁମାନ କରାଯାଉଛି ।…

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ପାଇଁ “ସେବା ପକ୍ଷ” ଭାବେ ପାଳନ କରିବ ଗଞ୍ଜାମ ଜିଲ୍ଲା ବିଜେପି

ବ୍ରହ୍ମପୁର. ୭/୯ : ସେବା ହିଁ ପରମ ଧର୍ମକୁ ଚରିତାର୍ଥ କରିବାକୁ ଯାଇ ସମାଜର ଗରିବ, ଶୋଷିତ ବର୍ଗର ଉତ୍‌ଥାନ ନିମନ୍ତେ ବିଶ୍ୱର ସବୁଠୁ ଲୋକପ୍ରିୟ ନେତା ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅନେକ ଉଲ୍ଲେଖନୀୟ କାର୍ଯ୍ୟ କରିଛନ୍ତି । ନିରନ୍ତର ସେବା ଓ ଅକ୍ଲାନ୍ତ ପରିଶ୍ରମ ବଳରେ ଯଶସ୍ୱୀ…