Browsing Category

ରାଜ୍ୟ

୨୨ ଓ ୨୩ରେ ସୁଭଦ୍ରା ଟଙ୍କା

ଭୁବନେଶ୍ୱର, : ଆସନ୍ତା ୨୨ ଏବଂ ୨୩ ତାରିଖରେ ଏହି ୧ ଲକ୍ଷ ୭୦ ହଜାର ହିତାଧିକାରୀଙ୍କ ଭିତରୁ ଯେଉଁମାନେ ଯୋଗ୍ୟ ସେମାନେ ସୁଭଦ୍ରା ଟଙ୍କା ପାଇବେ । ତୃତୀୟ କିସ୍ତି ପରେ ଯେଉଁମାନଙ୍କୁ ୨୧ ବର୍ଷ ହେଇ ଯାଇଥିବ ତାଙ୍କ ପାଇଁ ପୁଣି ସୁଭଦ୍ରା ଓପନ ହେବ । ସୁଭଦ୍ରାକୁ ସହଜ ଲବ୍ଧ କରିବା ପାଇଁ ସର୍ଭେ…

ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟ ପ୍ରେସ୍ ନୋଟ

୦୭.୦୪.୨୦୨୫: ଆଜି ଭୁବନେଶ୍ବରର ସପ୍ତମ ବାଟାଲିୟନ ପଡିଆରେ ୭୩ତମ ସର୍ବଭାରତୀୟ ପୁଲିସ ହକି ଚାମ୍ପିଅନସିପ୍ - ୨୦୨୫ ଆନୁଷ୍ଠାନିକ ଭାବେ ଉଦଘାଟିତ ହୋଇଯାଇଛି। ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ଯୋଗ ଦେଇ ଭବ୍ୟ ପ୍ୟାରେଡରେ ଅଭିବାଦନ…

ଅପରାଧକୁ ନିୟନ୍ତ୍ରଣ କରିବାରେ ସହାୟକ ହେବ : ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର,: ପବିତ୍ର \"ରାମ ନବମୀ\' ଅବସରରେ ସମ୍ବଲପୁର ଠାରେ ଗୃହ ବିଭାଗ ଉଦ୍ୟମରେ ସମ୍ବଲପୁର ଜିଲ୍ଲା ପୋଲିସ ପ୍ରଶାସନର ପିସିଆର୍ ଯାନ ସହ ୧୧୨ ଡାଏଲ୍ ସୁବିଧାର ଲୋକାର୍ପଣ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହି ଅବସରରେ ଶ୍ରୀ ପ୍ରଧାନ କହିଛନ୍ତି ଯେ ଆଜି ଶୁଭାରମ୍ଭ…

ଆଜିଠାରୁ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ହେବ ବିଶାଳ ଯୋଗ ମହୋତ୍ସବ

ଭୁବନେଶ୍ୱର,: ଆସନ୍ତାକାଲି ଅର୍ଥାତ୍ ୭ ଏପ୍ରିଲ, ବିଶ୍ୱ ସ୍ୱାସ୍ଥ୍ୟ ଦିବସ ଉପଲକ୍ଷେ ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଏକ ବିଶାଳ ‘ଯୋଗ ମହୋତ୍ସବ’ ଆୟୋଜନ କରାଯିବ । ଏହି ସମାରୋହ ସହିତ ଦଶମ ଅନ୍ତର୍ଜାତୀୟ ଯୋଗ ଦିବସର ୭୫ ଦିନିଆ ଅବଗଣନା ଆରମ୍ଭ ହେବାକୁ ଯାଉଛି । କେନ୍ଦ୍ର ଆୟୁଷ,…

୪୮ ଘଣ୍ଟାରେ ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପ

ଭୁବନେଶ୍ୱର, : ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ଥ କରିଦେଉଥିଲା ବେଳେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଆସିବାକୁ ଯାଉଛି ଲଘୁଚାପ । ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଦକ୍ଷିଣପୂର୍ବ ବଙ୍ଗୋପସାଗର ଓ ପାଶ୍ୱର୍ବର୍ତ୍ତୀ…

ମା\’ବୁଢ଼ୀ ସାଆନ୍ତାଣୀ ଠାକୁରାଣୀ ଦ୍ୱିବାର୍ଷିକ ଯାତ୍ରାର ଘଟ ପରିକ୍ରମା

ବ୍ରହ୍ମପୁର,: ମା\' ବୁଢ଼ୀ ସାଆନ୍ତାଣୀ ଠାକୁରାଣୀଙ୍କ ଦ୍ୱିବାର୍ଷିକ ଯାତ୍ରାର ଚତୁର୍ଥ ଦିନରେ ରବିବାର ଘଟ ପରିକ୍ରମା ଦ୍ୱତୀୟ ରାତ୍ର ୮ ଟାରେ ଆରମ୍ଭ ହୋଇଛି । ମା\'ଙ୍କ ପ୍ରତୀକ ଧର୍ମଝଣ୍ଢାକୁ ନିମନ୍ତ୍ରଣ କରାଯିବା ବିଧି ଅନୁସାରେ ଯାତ୍ରାର ଚତୁର୍ଥ ଦିନରେ ଧର୍ମଝଣ୍ଠା ନିମନ୍ତ୍ରଣ କରିବା ପରେ…

ପବିତ୍ର ରାମନବମୀରେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ/ଭୁବନେଶ୍ୱର, : ପବିତ୍ର ଶ୍ରୀରାମ ନବମୀ ଅବସରରେ ଉତ୍ସବ ମୁଖର ଦିଲ୍ଲୀରୁ ପଲ୍ଲୀ । ମର୍ଯ୍ୟାଦା ପୁରୁଷ ଶ୍ରୀରାମଙ୍କୁ ଦର୍ଶନ କରି ସାନିଧ୍ୟ୍ୟ ସାଉଁଟିଛନ୍ତି ଶ୍ରଦ୍ଧାଳୁ । ରାମଧ୍ୱନୀରେ କମ୍ପୁଛି ଗଗନ ପବନ । ରାମଜନ୍ମ ଭୂମି ଅଯୋଧ୍ୟାରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ ହୋଇଛି ।…

ଶ୍ରୀମନ୍ଦିରରେ ଶ୍ରୀରାମ ଜନ୍ମନୀତି ସମ୍ପନ

ପୁରୀ,: ପବିତ୍ର ଶ୍ରୀରାମ ନବମୀ ତିଥିରେ ଶ୍ରୀମନ୍ଦିରରେ ସମ୍ପନ୍ନ ହୋଇଛି ଶ୍ରୀରାମଙ୍କ ଜନ୍ମନୀତି । ମାତୃ ଗର୍ଭରୁ ଜନ୍ମଗ୍ରହଣ କରିଛନ୍ତି ମହାପ୍ରଭୁ ଶୀଜଗନ୍ନାଥ । ପ୍ରସବ ବେଦନାକୁ ଲାଘବ କରିବା ନିମନ୍ତେ ଅଷ୍ଟମୀ ଦିନ ସନ୍ଧ୍ୟାଧୂପ ପରେ ମହାପ୍ରଭୁଙ୍କୁ ଯେଉଡ଼ ଭୋଗ କରାଯିବା ସଙ୍ଗେ ସଙ୍ଗେ…

ବନ ବିଭାଗ ତରଫରୁ ଚାଲିଛି ସଚେତନତା, ତଥାପି ଜଳୁଛି ଜଙ୍ଗଲ

ପାରଳାଖେମୁଣ୍ଡି, : ଗଜପତି ଜିଲ୍ଲାର ଆର.ଉଦୟଗିରି ବନାଞ୍ଚଳରେ ଗତ କିଛିଦିନ ହେଲାଣି ବିଭିନ୍ନ ଜଙ୍ଗଲ ଅଞ୍ଚଳରେ ନିଆଁ ଲାଗିଥିବା ଦେଖିବାକୁ ମିଳୁଛି । ଖଜୁରୀପଦା ଠାରୁ ଆରା.ଉଦୟଗିରି ଏବଂ ଆରା.ଉଦୟଗିରି ଠାରୁ ଛେଳିଗଡ ମଧ୍ୟବର୍ତ୍ତୀ ଅଞ୍ଚଳର ବିଭିନ୍ନ ସ୍ଥାନରେ ନିଆଁ ଲଗାଉଛନ୍ତି ସ୍ଥାନୀୟ…

ଆରମ୍ଭ ହେଲା ବ୍ରହ୍ମପୁରର ଅଧିଷ୍ଠାତ୍ରୀ ଦେବୀ ମା\’ବୁଢ଼ୀ ଠାକୁରାଣୀଙ୍କ ପାରମ୍ପରିକ ଯାତ୍ରା

ବ୍ରହ୍ମପୁର, : ଶୁକ୍ରବାରଠୁ ଆରମ୍ଭ ହେବ ବ୍ରହ୍ମପୁରର ପ୍ରସିଦ୍ଧ ମାଆ ବୁଢ଼ୀ ଠାକୁରାଣୀ ଯାତ୍ରା । ବ୍ରହ୍ମପୁରର ଅଧିଷ୍ଠାତ୍ରୀ ଦେବୀ ମା\' ସାଆନ୍ତାଣୀ ବୁଢ଼ୀ ଠାକୁରାଣୀଙ୍କ ଘଟ ବିଳମ୍ବିତ ରାତିରେ ଆସିବ । ଶାଶୂଘରୁ ବାପଘରକୁ ଆସିବେ ମା\' । ପ୍ରାୟ ମାସେ ଧରି ବାପଘରେ ରହିବା ପରେ ବାପଘରୁ ବିଦାୟ…