Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ସବୁଜ ଶକ୍ତି କ୍ଷେତ୍ରରେ ଯୁବପିଢିଙ୍କୁ ସଶକ୍ତ କରୁଛି ଟିପିଏସ୍ଓଡିଏଲ୍
ବ୍ରହ୍ମପୁର, ଫେବୃଆରୀ: ସବୁଜ ଶକ୍ତି ଏବଂ ପରିବେଶ ଅନୁକୂଳ ଜୀବନଶୈଳୀକୁ ପ୍ରୋତ୍ସାହିତ କରି ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ ଟିପିଏସ୍ଓଡିଏଲ୍) ପକ୍ଷରୁ "ହାଉସହୋଲ୍ଡ ସୋଲାର ଚାମ୍ପିଅନ" ଶୀର୍ଷକ ସାର୍ଟିଫିକେଟ କୋର୍ସ ଆରମ୍ଭ କରିଛି। ଏଥିରେ ଯୁବପିଢିଙ୍କୁ ସୌର ଶକ୍ତି…
ଆନନ୍ଦପୁରକୁ ରେଳ ସଂଯୋଗ କରାଯିବାକୁ ଲୋକସଭାରେ ଦାବି ଉଠାଇଲେ ସାଂସଦ
କେନ୍ଦୁଝର,: କେନ୍ଦୁଝର ସାଂସଦ ଅନନ୍ତ ନାୟକ ଆଜି ଲୋକସଭାରେ କେନ୍ଦୁଝର ଜିଲ୍ଲାର ଆନନ୍ଦପୁର ସବଡିଭିଜନରେ ରେଳ ସଂଯୋଗୀକରଣ ନ ଥିବା ପ୍ରସଙ୍ଗ ଉଠାଇ ଆନନ୍ଦପୁରକୁ ରେଳ ଲାଇନ ସହ ଯୋଡିବାକୁ ଦାବି କରିଛନ୍ତି । ସେ ନିୟମ ୩୭୭ ଅନୁସାରେ ଏହି ପ୍ରସଙ୍ଗ ଉଠାଇ ଏହି ଦାବି କରିଛନ୍ତି । ଆନନ୍ଦପୁରକୁ ରେଳ…
ଷ୍ଟୋନ କ୍ୱାରୀ ଲିଜ୍ ବାତିଲ କଲେ ଶ୍ରୀମନ୍ଦିର ପ୍ରଶାସନ
ଖୋର୍ଦ୍ଧା,: ଖୋର୍ଦ୍ଧାରେ ଥିବା ମହାପ୍ରଭୁଙ୍କ ଖଣିରୁ ବେଆଇନ ଭାବେ ଖଣିଜ ସମ୍ପଦ ଉତ୍ତୋଳନ ମାମଲାରେ ଆଇନ ଉଲ୍ଲଙ୍ଘନ କରିଥିବା ୧୯ ଜଣ ଲିଜଧାରୀଙ୍କୁ ମନ୍ଦିର ପ୍ରଶାସନ, ପୁରୀ, କାରଣ ଦର୍ଶାଅ ନୋଟିସ୍ ଜାରି କରିଥିଲେ । ସମଯÿ ସୀମା ମଧ୍ୟରେ ରୟାଲିଟି ଏବଂ ଅନ୍ୟାନ୍ୟ ଶୁଳ୍କ ଏବଂ ଜରିମାନା ପ୍ରଦାନ…
ବେଳାଭୂମିରେ କଇଁଛ ମଡ଼କ ଉଦବେଗଜନକ!
ପାରାଦୀପ, : ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା, ସେମାନଙ୍କ ସୁରକ୍ଷିତ ପ୍ରଜନନ ଓ ଅଣ୍ଡା ଦେବା ପାଇଁ ସରକାର ବ୍ୟାପକ ପଦକ୍ଷେପ ଓ ନିୟମ ପ୍ରବର୍ତ୍ତନ କରିଥିବା ସତ୍ତ୍ୱେ ପାରାଦୀପ ବେଳାଭୂମିରେ ବ୍ୟାପକ କଇଁଚଙ୍କ ମୃତ ଦେହ ଦେଖିବାକୁ ମିଳିଛି । ପରିବେଶ ପ୍ରଦୂଷଣ ପ୍ରତିହତ କରିବା ଏବଂ ପ୍ରକୃତ…
୨୧ରୁ ମାଟ୍ରିକ୍ ପରୀକ୍ଷା: ୩୧୩୩ କେନ୍ଦ୍ରରେ ପରୀକ୍ଷା
କଟକ, : ଚଳିବ ବର୍ଷ ଫେବ୍ରୁଆରୀ ୨୧ରୁ ଆରମ୍ଭ ହେବ ମାଟ୍ରିକ୍ ପରୀକ୍ଷା । ମାର୍ଚ୍ଚ ୬ ତାରିଖ ଯାଏ ଚାଲିବ । ୭ଟା ୩୦ରୁ ସାଢ଼େ ୮ଟା ମଧ୍ୟରେ ଛାତ୍ରୀଛାତ୍ରୀମାନେ ପରୀକ୍ଷା କେନ୍ଦ୍ରରେ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ପରୀକ୍ଷା ସକାଳ ୯ଟାରୁ ୧୧ଟା ୩୦ ମିନିଟ୍ ପର୍ଯ୍ୟନ୍ତ ଚାଲିବ ।…
କଟକ ବାଲିଯାତ୍ରାକୁ ମିଳିଲା ଜାତୀୟ ମାନ୍ୟତା
ଭୁବନେଶ୍ୱର, : କଟକ ଐତିହାସିକ ବାଲିଯାତ୍ରାକୁ ଜାତୀୟ ମାନ୍ୟତା ମିଳିଛି । ଏ ନେଇ ପୂର୍ବରୁ ବିଭିନ୍ନ ମହଲରୁ ଦାବି କରାଯାଇଥିଲା । କଟକ ଐତିହାସିକ ବାଲିଯାତ୍ରାକୁ ଜାତୀୟ ମାନ୍ୟତା ମିଳିବା ପରେ କଟକ ସହର ସମେତ ସାରା ରାଜ୍ୟରେ ଖୁସିର ଲହରୀ ଖେଳିଯାଇଛି । କେନ୍ଦ୍ର ସରକାରଙ୍କ ସଂସ୍କୃତି…
୧୩ରୁ ବଜେଟ୍ ଅଧିବେଶନ ୧୨ରେ ସର୍ବଦଳୀୟ ବୈଠକ
ଭୁବନେଶ୍ୱର, : ଆସନ୍ତା ୧୩ ତାରିଖରୁ ଆରମ୍ଭ ହେଉଛି ବିଧାନସଭାର ବଜେଟ୍ ଅଧିବେଶନ । ୧୭ରେ ଉପସ୍ଥାପନ ହେବ ୨୦୨୫-୨୬ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ । ସୁରୁଖୁରୁରେ ଗୃହ ପରିଚାଳନା ପାଇଁ ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି । ଆସନ୍ତା ୧୨ ତାରିଖରେ ବିଧାନସଭାର ସର୍ବଦଳୀୟ ବୈଠକ ବସିବ ।…
ମିଟ୍ ରେକର୍ଡ ସହ ସ୍ୱସ୍ତିଙ୍କୁ ସ୍ୱର୍ଣ୍ଣ: ରେଜିଆଙ୍କୁ କାଂସ୍ୟ
ଭୁବନେଶ୍ୱର, : ଓଡ଼ିଶା ସାଇକ୍ଲିଷ୍ଟ୍ ସ୍ୱସ୍ତି ସିଂହ ମିଟ୍ ରେକର୍ଡ ସହ ଚଳିତ ୩୮ତମ ଜାତୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ କରାୟତ୍ତ କରିଛନ୍ତି । ତାଙ୍କ ସାଥୀ ରେଜିଆ ଦେବୀ କାଂସ୍ୟ ଜିତି ୩୦୦୦ ମିଟର ମହିଳା ବ୍ୟକ୍ତିଗତ ପର୍ସ୍ୟୁଟ୍ (ଟ୍ରକ୍ ସାଇକ୍ଲିଂ)ରେ ରାଜ୍ୟକୁ ଦୁଇଟି ପଦକ ଭେଟି ଦେଇଛନ୍ତି …
ପୁରୀ-କୋଣାର୍କ ବୁଲିଲେ ଷୋଡ଼ଶ ଅର୍ଥ କମିଶନ
ପୁରୀ,: ଓଡିଶାକୁ ଚାରିଦିନିଆ ଗସ୍ତରେ ଆସିଥିବା ଷୋଡ଼ଶ ଅର୍ଥ କମିଶନ ଅଧ୍ୟକ୍ଷ ଡ଼ଃ ଅରବିନ୍ଦ ପାନାଗାରିଆଙ୍କ ନେତୃତ୍ୱରେ ଆସିଥିବା ଟିମ୍ ଆଜି ପୁରୀ ଗସ୍ତରେ ଆସି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିଛନ୍ତି । ମହାପ୍ରଭୁଙ୍କ ଦର୍ଶନ ପରେ କମିଶନର ସଦସ୍ୟମାନେ ପୁରୀ ରାଜଭବନରେ ସ୍ଥାନୀୟ ପୌର…
ସମ୍ବଲପୁରରେ ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ନିମନ୍ତେ ପ୍ରସ୍ତୁତ
ସମ୍ବଲପୁର,: ସମ୍ବଲପୁରରେ ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଯୋଜନା ନିମନ୍ତେ ପ୍ରସ୍ତୁତି ବୈଠକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକ ସମ୍ବଲପୁର ମହାନଗର ନିଗମର ଆୟୁକ୍ତ ବେଦଭୂଷଣ (ଆଇ.ଏ.ଏସ)ଙ୍କ ଅଧକ୍ଷତାରେ ଅନୁଷ୍ଠିତ ହୋଇଥିଲା । ବରିଷ୍ଠ ନାଗରିକ ତୀର୍ଥ…