Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ଇତିହାସ ରଚିଲା ଇସ୍ରୋ : ଶ୍ରୀହରିକୋଟାରୁ ଲଞ୍ଚ ହେଲା ନାବିକ
ନୂଆଦିଲ୍ଲୀ, : ନୂଆ ଇତିହାସ ରଚିଛି ଭାରତୀୟ ମହାକାଶ ଗବେଷଣା ସଂସ୍ଥା ଇସ୍ରୋ । ଶ୍ରୀହରିକୋଟାରୁ ୧୦୦ତମ ଉତ୍କ୍ଷେପଣ ସହ ଶତକ ହାସଲ କରିଛି । ଅପଗ୍ରେଡ୍ ହେବ ଭାରତର ନାବିକ ସାଟେଲାଇଟ୍ । ଆଜି ସକାଳ ୬ଟା ୨୩ରେ ନାବିକ୍ଟୁ ମିଶନ ଲଞ୍ଚ ହୋଇଛି । ଶ୍ରୀହରିକୋଟାରୁ ଜିଏସଏଲଭି ରକେଟ ମାଧ୍ୟମରେ…
ମହିଳା ଉଦ୍ୟୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ସେଲ ପ୍ରତିଷ୍ଠା ହେବ
ଭୁବନେଶ୍ୱର,: ଜୀବନର ଯେକୌଣସି କ୍ଷେତ୍ରରେ ସଫଳ ମହିଳାମାନଙ୍କୁ ସେମାନଙ୍କ ପୁରୁଷ ପ୍ରତିପକ୍ଷଙ୍କ ସହିତ ସମକକ୍ଷ ହେବା ଆନନ୍ଦର ବିଷୟ ବୋଲି ଉଲ୍ଲେଖ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ କୃଷି କ୍ଷେତ୍ରରେ କାମ କରିବା ଠାରୁ ଆରମ୍ଭ କରି କେବଳ ଯାତ୍ରୀବାହୀ ବିମାନ ନୁହେଁ ବରଂ…
ଉତ୍କର୍ଷ ଓଡିଶା କନକ୍ଲେଭ୍ ଆଣିଲା ଅପାର ସଫଳତା
ଭୁବନେଶ୍ୱର,: ଦୁଇ ଦିନିଆ ଉତ୍କର୍ଷ ଓଡିଶା ମେକ୍ ଇନ୍ ଓଡିଶା କନକ୍ଲେଭ୍ ୨୦୨୫ ଆଣିଛି ଅପାର ସଫଳତା । ବୁଧବାର ସନ୍ଧ୍ୟାରେ ଜନତା ମଇଦାନରେ ସାମ୍ବାଦିକଙ୍କୁ ସମ୍ବୋଧନ କରି ଏପରି କହିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ କହିଥିଲେ, ଉଦଘାଟନୀ କାର୍ଯ୍ୟକ୍ରମରେ ଯୋଗ ଦେଇ ପ୍ରଧାନମନ୍ତ୍ରୀ…
ପ୍ରାଣନାଥ ସ୍ୱୟଂଶାସିତ ମହାବିଦ୍ୟାଳୟର ସାମ୍ବତ୍ସରିକ ଉତ୍ସବ
ଖୋର୍ଦ୍ଧା,: ଖୋର୍ଦ୍ଧା ପ୍ରାଣନାଥ ସ୍ୱୟଂଶାସିତ ମହାବିଦ୍ୟାଳୟର ୬୬ତମ ସାମ୍ବତ୍ସରିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟ ଅଧ୍ୟକ୍ଷା ଡ଼ଃ ବିନୋଦିନୀ ମିଶ୍ର ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟଅତିଥି ଭାବେ ଓଡିଶା ବିଧାନସଭା ବାଚସ୍ପତି ସୁରମା ପାଢ଼ୀ, ସମ୍ମାନିତ ଅତିଥି ଭାବେ…
ବ୍ରହ୍ମପୁର ରେଳ ଷ୍ଟେସନରେ ବରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ ଟ୍ରେନର ଶୁଭାରମ୍ଭ
ବ୍ରହ୍ମପୁର,: ବ୍ରହ୍ମପୁରରୁ ଶିରିଡ଼ି ଦେଇ ନାସିକକୁ ଗଡ଼ିଲା ବରିଷ୍ଠ ନାଗରିକ ତୀର୍ଥଯାତ୍ରୀ ଟ୍ରେନ । ବ୍ରହ୍ମପୁର ରେଳ ଷ୍ଟେସନରେ ବରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ ଟ୍ରେନର ଶୁଭାରମ୍ଭ ଅବସରରେ ଏକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଏଥିରେ ମୁଖ୍ୟ ଅତିଥି ଭାବେ ବ୍ରହ୍ମପୁର ବିଧାୟକ କେ.ଅନୀଲ…
ନିହାର ରଞ୍ଜନ ମୋଦୀ ମୟୂରଭଞ୍ଜ ଜିଲ୍ଲା ବିଜେପି ସଭାପତି ରୂପେ ନିର୍ବାଚିତ
ବାରିପଦା,: ବାରିପଦା ଷ୍ଟାଡିୟମ ସମ୍ମିଳନୀ କକ୍ଷରେ ଶନିବାର ଦିନ ବିଜେପି ମୟୂରଭଞ୍ଜ ପୂର୍ବ ଜିଲ୍ଲା ପାଇଁ ନିର୍ବାଚନ ଅଧିକାରୀ ଭାବେ ଜୀବନ ପ୍ରଦୀପ ଦାସ ଏବଂ ପର୍ଯ୍ୟବେକ୍ଷକ ମନସ୍ମିତା ଖୁଣ୍ଟିଆ, ଗୃହ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ଉପସ୍ଥିତିରେ ଜିଲ୍ଲା ସଭାପତି ଭାବେ…
କାର୍ଲିଗାଁରେ ଡବଲ ମର୍ଡର ଘଟଣା: ମୁଖ୍ୟ ଅଭିଯୁକ୍ତ ଗିରଫ
ଧର୍ମଗଡ଼,: କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ଥାନା ଅନ୍ତର୍ଗତ ଦଶପୁର ଫାଣ୍ଡି କାର୍ଲିଗାଁ ରେ ଜମି ବାଡି ବିବାଦକୁ ନେଇ ନିଜ କାକା ଓ ଖୁଡିକୁ ନୃଶଂସ ପୁତୁରା ହତ୍ୟା କରିବା ଘଟଣାର ପର୍ଦ୍ଦାଫାସ କରିଛି ପୁଲିସ । ସୂଚନାମତେ ଦୀର୍ଘ ଦିନ ଧରି ମୃତକଙ୍କ ପରିବାର ଓ ଅଭିଯୁକ୍ତଙ୍କ ମଧ୍ୟରେ ଜମିବାଡ଼ିକୁ…
ପାଟଣାଗଡରେ ଆଦିବାସୀଙ୍କ ମହାମେଳ
ବଲାଙ୍ଗୀର,: ଆଦିବାସୀ ନିଜର ଅଧିକାରକୁ ଦାବି କରି ଆଜି ପାଟଣାଗଡ଼ରେ ଆଦିବାସୀ ମାନଙ୍କର ଏକ ମହାମେଳୀ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ବ୍ରହ୍ମପୁରା ସ୍ଥିତ ଆଦିବାସୀ ଭବନ ଠାରେ ସଶସ୍ତ୍ର ଆଦିବାସୀ ଏକତ୍ରିତ ହୋଇ ଏକ ଶୋଭାଯାତ୍ରାରେ ବାହାରି ସହରର ମୁଖ୍ୟ ରାସ୍ତା ଉପରେ ବିଭିନ୍ନ ଶ୍ଳାଗାନ ମାନ…
ପାଞ୍ଚ ଦିନିଆ ସାଞ୍ଝା କାର୍ଯ୍ୟକ୍ରମ ଉଦ୍ଘାଟିତ
ପୁରୀ,: ଶରଧାବାଲି ଠାରେ ଆରମ୍ଭ ହୋଇଛି ୫ ଦିନିଆ ସାଞ୍ଝା କାର୍ଯ୍ୟକ୍ରମ । ଭାରତ ସରକାରଙ୍କ ଗୃହ ଓ ନଗ ଉନ୍ନୟନ ବ୍ୟାପାର ମନ୍ତ୍ରଣାଳୟ ଏବଂ ପୁରୀ ପୌର ପରିଷଦର ମିଳିତ ଆନୁକୂଲ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମକୁ ସୋମବାର
ସନ୍ଧ୍ର୍ୟାରେ ଉଦ୍ଘାଟନ କରି ଗୃହ ନିର୍ମାଣ, ନଗର ଉନ୍ନୟନ ଏବଂ…
ବେଦାନ୍ତ ଓଡ଼ିଶା ସରକାରଙ୍କ ସହ ୧ ଲକ୍ଷ କୋଟି ଟଙ୍କା ଏମ୍ଓୟୁ ସ୍ୱାକ୍ଷରିତ
ଭୁବନେଶ୍ୱର,: ପ୍ରାକୃତିକ ସମ୍ପଦ ଓ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ବିଶ୍ୱସ୍ତରରେ ଅଗ୍ରଣୀ ତଥା ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି
ଓଡ଼ିଶାର ପ୍ରଗତିରେ ଅଂଶୀଦାର ଥିବା ବେଦାନ୍ତ ଲିମିଟେଡ୍ ଭୁବନେଶ୍ୱରରେ ଆୟୋଜିତ ରାଜ୍ୟ ବିଶ୍ୱସ୍ତରୀୟ ନିବେଶ କନକ୍ଲେଭ ଉତ୍କର୍ଷ ଓଡ଼ିଶାର ପ୍ରଥମ ଦିନରେ ଆଜି ଓଡିଶା…