Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ମନ୍ଦିରର ଟ୍ରଷ୍ଟ ବୋର୍ଡର ଏକ ବୈଠକ ପରେ ସୂଚନା ଦେଲେ ଜିଲ୍ଲାପାଳ
ଭୁବନେଶ୍ୱର,: ଦୀର୍ଘ ଦୁଇ ଦିନରୁ ଉର୍ଦ୍ଧ ସମୟ ଧରି ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିରର ସେବକମାନଙ୍କ ମଧ୍ୟରେ ଚାଲିଥିବା ବିବାଦର ଶେଷରେ ସମାଧାନ ହୋଇଛି ବୋଲି ସୂଚନା ଦେଇଛନ୍ତି ଖୋର୍ଦ୍ଧା ଜିଲ୍ଲାପାଳ ଚଞ୍ଚଚଲ ରାଣା । ଆଜି ମନ୍ଦିରର ଟ୍ରଷ୍ଟ ବୋର୍ଡର ଏକ ବେଠକରେ ଯୋଗଦେବା ପରେ ସେ ଏହି ସୂଚନା…
୮୦,୦୦୦ ଉପରେ ସୁନା ଦର
ଭୁବନେଶ୍ୱର,: ଦିନ କେଇଟା ପରେ ବିବାହ ଋତୁ ଆରମ୍ଭ ହେବାକୁ ଯାଉଛି । ଏପରିକି ବିବାହ କାର୍ଯ୍ୟକ୍ରମରେ ସବୁବର୍ଗର ଲୋକ ଅଳ୍ପବହୁତ ସୁନା କିଣିଥାନ୍ତି । ହେଲେ ବିବାହ ଋତୁ ଆରମ୍ଭ ପୂର୍ବରୁ ଓଡ଼ିଶା ବଜାରରେ ପୁଣି ଥରେ ସୁନା ଦର ୮୦,୦୦୦ ଟପିଯାଇଛି । ଅପରପକ୍ଷରେ ରୁପା ଦର ମଧ୍ୟ ୧,୦୦,୦୦୦ ଟଙ୍କାର…
ଚିନ୍ତା ବଢାଇଲାଣି ଏଚ୍ଏମ୍ପିଭି ସଂକ୍ରମଣ
ଭୁବନେଶ୍ୱର, : ହ୍ୟୁମାନ ମେଟାନ୍ୟୁମୋ ଭାଇରସ୍ (ଏଚ୍ଏମ୍ପିଭି) ସଂପର୍କିତ ଏକ ସମୀକ୍ଷା ବୈଠକ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ କମିଶନର ତଥା ଶାସନ ସଚିବ ଅଶ୍ୱତୀ ଏସ୍ଙ୍କ ଅଧ୍ୟକ୍ଷତାରେ ଆଜି ବିଭାଗୀୟ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି । ଓଡ଼ିଶାର ଜନସାଧାରଣ ଏଚ୍ଏମ୍ପିଭି…
କେନ୍ଦ୍ର ସରକାରଙ୍କ କ୍ୟାଲେଣ୍ଡରରେ ସ୍ଥାନ ପାଇଲା ତୁଳା ବେହେରାଙ୍କ ଫଟୋ
ଭୁବନେଶ୍ୱର, : ଚର୍ଚ୍ଚାରେ କନ୍ଧମାଳ ଜିଲ୍ଲା ଫୁଲବାଣୀର ଦାନି ଭିକ୍ଷୁକ ତୁଳା ମାଉସୀ । ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହିତ ତାଙ୍କର ଫୋଟ ଚିତ୍ରକୁ ସ୍ଥାନୀୟ ଅଞ୍ଚଳରେ ଢେର୍ ଚର୍ଚ୍ଚା ହେଉଛି । କ୍ୟାଲେଣ୍ଡରର ପ୍ରଥମ ପୃଷ୍ଠା ଅର୍ଥାତ ଜାନୁଆରୀ ମାସ…
ବର୍ଦ୍ଧିତ ଭତ୍ତା ବାଣ୍ଟିଲେ ମୁଖ୍ୟମନ୍ତ୍ରୀ
କେନ୍ଦୁଝର, : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କର ୩ ଦିନିଆଁ କେନ୍ଦୁଝର ଜିଲ୍ଲା ଗସ୍ତର ଦ୍ୱିତୀୟ ଦିନରେ ଆଜି ଦିନ ୧୨ ଟା ସମୟରେ ମୁଖ୍ୟମନ୍ତ୍ରୀ ଧରଣୀଧର ବିଶ୍ୱବିଦ୍ୟାଳୟ ଖେଳପଡ଼ିଆଠାରେ ରାଜ୍ୟସ୍ତରୀୟ ବର୍ଦ୍ଧିତ ଭତ୍ତା ବିତରଣ ସମାରୋହର ଆରମ୍ଭ କରିଥିଲେ । ଏଥିରେ ୮୦ ବର୍ଷରୁ ଊର୍ଦ୍ଧ୍ୱ…
ଦ୍ୱିତୀୟ ଦିନରେ ୧୪ ହାଜାରରୁ ଉର୍ଦ୍ଧ୍ୱ ଜନସାଧାରଣ ପରିଦର୍ଶନ କଲେ ରାଜଭବନ ଉଦ୍ୟାନ
ଭୁବନେଶ୍ୱର,: ଭୁବନେଶ୍ୱର ରାଜଭବନ ଉଦ୍ୟାନ ଖୋଲା ହେବାର ଦ୍ୱିତୀୟ ଦିନ ଅପରାହ୍ନରେ ଆପ୍ ମାଧ୍ୟମରେ ପଂଜିକରଣ କରିଥିବା ୧୪ ହଜାରରୁ ଉଦ୍ଧ୍ୱର୍ ଜନସାଧାରଣ ରାଜଭବନ ଉଦ୍ୟାନ ପରିଦର୍ଶନ କରିଛନ୍ତି । ମଙ୍ଗଳବାର ମକର ସଂକ୍ରାନ୍ତି ଥିବାରୁ ଅପରାହ୍ନ ଘ.୨.୩୦ମି. ବେଳକୁ ରାଜଭବନ ପରିସରରେ ଉଦ୍ୟାନ…
ବ୍ୟାଙ୍କ ଅଫ୍ ଇଣ୍ଡିଆ ପକ୍ଷରୁ ପ୍ରବାସୀ ଭାରତୀୟ ଗ୍ରାହକ ସମ୍ମିଳନୀ
ଭୁବନେଶ୍ୱର,: ପ୍ରବାସୀ ଭାରତୀୟ ଦିବସ ଅବସରରେ ବ୍ୟାଙ୍କ ଅଫ୍ ଇଣ୍ଡିଆ ଭୁବନେଶ୍ୱର ଅଞ୍ଚଳ ପକ୍ଷରୁ ଏକ ପ୍ରବାସୀ ଭାରତୀୟ ଗ୍ରାହକ ସମ୍ମିଳନୀ ଆୟୋଜିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ଭୁବନେଶ୍ୱର କ୍ଷେତ୍ର ମହାପ୍ରବନ୍ଧକ କାର୍ଯ୍ୟାଳୟର ମହାପ୍ରବନ୍ଧକ ବିକାଶ କ୍ରୀ୩?୪ା ଉଦ୍ଘାଟନ କରିଥିଲେ ।…
ସ୍ଥାନୀୟ ଶିଳ୍ପକୁ ବକ୍ସାଇଟ୍ ଆବଣ୍ଟନ ଦାବି କଲେ ଆଦିବାସୀ ଓ ଦଳିତ ସଂଗଠନ
ଭୁବନେଶ୍ୱର,: ଓଡ଼ିଶାକୁ ବଡ଼ ବଡ଼ ଶିଳ୍ପକୁ ଆକୃଷ୍ଟ କରିବା ପାଇଁ ରାଜ୍ୟ ସରକାର ଉତ୍କର୍ଷ ଓଡ଼ିଶା କନକ୍ଲେଭ୍ ଆୟୋଜନ ପାଇଁ ପ୍ରସ୍ତୁତ ହେଉଥିବା ବେଳେ ଓଡ଼ିଶା ବାହାରେ ଥିବା ଶିଳ୍ପ ପାଇଁ କଞ୍ଚାମାଲ ଆବଣ୍ଟନକୁ ନେଇ ବିଭିନ୍ନ ଆଦିବାସୀ ଓ ଦଳିତ ସଂଗଠନର ହଜାର ହଜାର ଲୋକ ତୀବ୍ର ଅସନ୍ତୋଷ ପ୍ରକାଶ…
ବ୍ୟାଙ୍କ ଅଫ୍ ଇଣ୍ଡିଆ ବାରିପଦା ଅଞ୍ଚଳ ପକ୍ଷରୁ ବିଶ୍ୱ ହିନ୍ଦୀ ଦିବସ ପାଳିତ
ବାରିପଦା,: ୧୦ ଜାନୁଆରୀକୁ ଆନ୍ତର୍ଜାତୀୟ ସ୍ତରରେ ବିଶ୍ୱ ହିନ୍ଦୀ ଦିବସ ରୂପେ ପାଳନ କରାଯାଉଛି । ଏହି ଉପଲକ୍ଷେ ବ୍ୟାଙ୍କ ଅଫ୍ ଇଣ୍ଡିଆ, ବାରିପଦା ଅଞ୍ଚଳ ପକ୍ଷରୁ ବିଶ୍ୱ ହିନ୍ଦୀ ଦିବସ ଅତ୍ୟନ୍ତ ଉତ୍ସାହର ସହିତ ପାଳିତ ହୋଇଯାଇଛି । ଉପ-ଆଞ୍ଚଳିକ ପ୍ରବନ୍ଧକ ପ୍ରଦୀପ୍ତ ରଞ୍ଜନ ରାୟଙ୍କ ସମେତ…
୨୦ରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡ଼ି ଦର୍ଶନ
ଭୁବନେଶ୍ୱର/ପୁରୀ, : ଜାନୁଆରୀ ୨୦ରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡ଼ି ଦର୍ଶନ । ବଡ଼ଦେଉଳର ନାଟମଣ୍ଡପରେ ଜଗା ଦର୍ଶନ ହେବ ସହଜ । ଧାଡ଼ି ଦର୍ଶନ ପାଇଁ ର୍ୟାମ୍ପ ଓ ବ୍ୟାରିକେଡ୍ ଲଗାଇବା ପ୍ରକିୟା ଆରମ୍ଭ ହୋଇଛି । ଏନେଇ ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ସେହିପରି…