Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ବ୍ରହ୍ମପୁର ପୋଲିସକୁ ମିଳିଛି ସଫଳତା
ବ୍ରହ୍ମପୁର ପୋଲିସକୁ ମିଳିଛି ସଫଳତା । ଦୀର୍ଘ ଦିନ ଧରି ବ୍ରହ୍ମପୁର ପୋଲିସ ଜିଲ୍ଲାର ଚିକିଟି ଅଞ୍ଚଳରେ ଚୋରି ବୃଦ୍ଦି ପାଇଥିଲା । ଚୋରଙ୍କ ଟାର୍ଗେଟରେ ବିଭିନ୍ନ ଘରୁ ଚୋରି ହେଉଥିଲା ସୁନା ଅଳଙ୍କାର ଓ ଟଙ୍କା । ଏନେଇ କେ. ନୂଆଗାଁ ଓ ଦିଗପହଣ୍ଡି ଥାନାରେ ବିଭିନ୍ନ ଚୋରି ମାମଲା ରୁଜ୍ଜୁ…
ବିଜେପିର ବନ୍ଧୁ ମିଳନ ଉତ୍ସବ : ସ୍ୱତନ୍ତ୍ର ବ୍ଲକ ଗଠନ ଦାବ
ଯାଜପୁର, : ଯାଜପୁର ଜିଲା ବରୀ ନିର୍ବାଚନ ମଣ୍ଡଳୀର ତିନି ଗୋଟି ଜୋନକୁ ନେଇ ବିଜେପିର ଏକ ବନ୍ଧୁ ମିଳନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ ରତିକାନ୍ତ ରାଜବଂଶୀଙ୍କ ତତ୍ୱାବଧାନରେ ରସୁଲପୁର ବ୍ଲକ ସାମନ୍ତରାପୁର ପଂଚାୟତ ଶିଖଚିଲାବାଗ୍ ମଠ ପରିସରରେ ଏହି ବନ୍ଧୁ…
କେନ୍ଦ୍ର କୃଷି ମନ୍ତ୍ରୀଙ୍କ ପ୍ରଧାନମନ୍ତ୍ରୀ କୃଷି ସିଞ୍ଚାୟୀ ଯୋଜନାର ସମୀକ୍ଷା
ଭୁବନେଶ୍ୱର, : ପ୍ରଧାନମନ୍ତ୍ରୀ କୃଷି ସିଂଚାୟୀ ଯୋଜନା ୨.୦ର ଜଳବିଭାଜିକା ଅଧୀନରେ ପାଣ୍ଠି ବ୍ୟବହାରରେ ଓଡ଼ିଶା ସର୍ବେତମ ପ୍ରଦର୍ଶନକାରୀ ରାଜ୍ୟ ହୋଇଛି । ଗୁରୁବାର କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ, ଗ୍ରାମୀଣ ବିକାଶ ମନ୍ତ୍ରୀ ଶିବରାଜ ସିଂହ ଚୌହାନ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଦେଶର ସମସ୍ତ…
ରାଜନାଥ ସିଂହଙ୍କୁ ଭେଟିଲେ ମହାକାଶଯାତ୍ରୀ ଶୁଭାଂଶୁ ଶୁକ୍ଲା, ଗଗନଯାନ ମିଶନ ଉପରେ ଆଲୋଚନା
ନୂଆଦିଲ୍ଲୀ,: ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହ ବୁଧବାର ମହାକାଶ ଷ୍ଟେସନ୍ରେ ପହଞ୍ଚିଥିବା ପ୍ରଥମ ଭାରତୀୟ ମହାକାଶ ଯାତ୍ରୀ, ଗ୍ରୁପ୍ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳାଙ୍କୁ ସାକ୍ଷାତ କରିଛନ୍ତି ଏବଂ ଏହି ଉପଲବ୍ଧିକୁ ଭାରତର ମାନବ ଅନ୍ତରିକ୍ଷ ଯାତ୍ରାରେ ଏକ ଐତିହାସିକ ମାଇଲ୍ଷ୍ଟୋନ୍ ବୋଲି…
ନାମାଙ୍କନ ଭରିଲେ \”ଇଣ୍ଡି\’ ମେଣ୍ଟ ପ୍ରାର୍ଥୀ
ନୂଆଦିଲ୍ଲୀ, : ନାମାଙ୍କନ ଭରିଲେ \"ଇଣ୍ଡିଆ\' ବ୍ଲକର ଉପରାଷ୍ଟ୍ରପତି ପ୍ରାର୍ଥୀ । ଜଷ୍ଟିସ୍ ବି. ସୁଦର୍ଶନ ରେଡ୍ଡୀ ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି । ସଂସଦ ଭବନରେ ପହଞ୍ଚି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକା ଅର୍ଜୁନ ଖଗଡେ,ସୋନିଆ ଗାନ୍ଧି, ଶରଦ ପାୱାରଙ୍କ ସହ ଅନେକ…
ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ସହଯୋଗ ଲୋଡିଲେ ମୁଖ୍ୟମନ୍ତ୍ରୀ
କେନ୍ଦୁଝର, : କେନ୍ଦୁଝର ଜିଲ୍ଲାର ପାଟଣା ଠାରେ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ନେଇ ମୁଖ୍ୟମନ୍ତ୍ରୀ ଘୋଷଣା କରିବା ପରେ ଆଜି କେନ୍ଦୁଝର ଜିଲ୍ଲାର ବିଭିନ୍ନ ସଂଗଠନ ପକ୍ଷରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ନାଗରିକ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । ଏହି ଅବସରରେ ଏହି ମେଗା ଷ୍ଟିଲ…
ମହାପ୍ରଭୁଙ୍କ କୃଷ୍ଣ ବଳରାମ ବେଶ, ଅନ୍ନ ପ୍ରଥା ପ୍ରସ୍ତାବ
ପୁରୀ,: ଭାଦ୍ରବ କୃଷ୍ଣପକ୍ଷ ତ୍ରୟୋଦଶୀ ତିଥିରେ ଶ୍ରୀମନ୍ଦିରରେ କୃଷ୍ଣ-ବଳରାମ ବେଶ ଅନୁଷ୍ଠିତ ହୋଇଯାଇଛି । ଶ୍ରୀକୃଷ୍ଣଙ୍କ ଲ୍ୟଲୀଳାର ଏହି ଅନ୍ତିମ ବେଶ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତି ଅନୁଷ୍ଠିତ ହୋଇଥିଲା । ବିଳମ୍ବିତ ରାତି ପର୍ଯ୍ୟନ୍ତ ବହୁ ଭକ୍ତ ମହାପ୍ରଭୁଙ୍କ ଏହି ଦିବ୍ୟବେଶ…
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଟେଲିଫୋନରେ କଥା ହେଲେ ଫ୍ରାନ୍ସ ରାଷ୍ଟ୍ରପତି ମାକ୍ରୋଁ
ନୂଆଦିଲ୍ଲୀ, : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଫ୍ରାନ୍ସ ରାଷ୍ଟ୍ରପତି ମହାମହିମ ଇମାନୁଏଲ ମାକ୍ରୋଁଙ୍କ ଠାରୁ ଏକ ଫୋନ୍ କଲ୍ ପାଇ ତାଙ୍କ ସହିତ କଥା ହୋଇଛନ୍ତି । ଦୁଇ ନେତା ୟୁକ୍ରେନ ଏବଂ ପଶ୍ଚିମ ଏସିଆ କ୍ଷେତ୍ରରେ ଦେଖା ଦେଇଥିବା ବିବାଦର ଶାନ୍ତିପୂର୍ଣ୍ଣ ସମାଧାନ ପାଇଁ ଚାଲିଥିବା…
ରିଙ୍ଗ ରୋଡ୍ ପାଇଁ ମୋଦିଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, : ରାଜ୍ୟକୁ ରିଙ୍ଗ ରୋଡ୍ ପାଇଁ ଅନୁମୋଦନ ମିଳିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଓ ରାଜ୍ୟ ପ୍ରଭାରୀ ବିଜୟ ପାଲ୍ ସିଂ ତୋମାର ମଧ୍ୟ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜ୍ଞାପନ…
ଓଡ଼ିଶାର ଚାନ୍ଦିପୁରରେ ଅଗ୍ନୀ-୫ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ
ବାଲେଶ୍ୱର, : ଓଡ଼ିଶାର ଚାନ୍ଦିପୁରରେ ବୁଧବାର ମଧ୍ୟମ ଦୂରଗାମୀ ବାଲିଷ୍ଟିକ୍ କ୍ଷେପଣାସ୍ତ୍ର ଅଗ୍ନି-୫ର ସଫଳ ପରୀକ୍ଷଣ କରାଯାଇଥିଲା । ପ୍ରତିରକ୍ଷା ମନ୍ତ୍ରଣାଳୟ ଅନୁଯାୟୀ, ଏହି ପରୀକ୍ଷଣରେ ସମସ୍ତ କାର୍ଯ୍ୟକ୍ଷମ ଏବଂ ବୈଷୟିକ ପାରାମିଟର ନିଶ୍ଚିତ କରାଯାଇଥିଲା ।
ଏହା ଦେଶର ପ୍ରଥମ ଏବଂ…