Browsing Category

ରାଜ୍ୟ

ନାବାଳିକା ପିଡିତା ପରିବାର କୁ ଭେଟିଲେ ଭାଜପା ପ୍ରତିନିଧି ଦଳ

ଧର୍ମଗଡ, : କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଆମପାଣି ପଞ୍ଚାୟତ ଅନ୍ତର୍ଗତ ବଣ ପାହାଡ଼ ଘେରା ଦୁର୍ଗମ କୁଟ୍ରୁ ଗ୍ରାମ ର ଜଣେ ଆଦିବାସୀ ନାବାଳିକା କୁ ଦୁଷ୍କର୍ମ ହୋଇଥିବା ନେଇ ଆମପାଣି ଥାନା ରେ ପିଡିତା ପକ୍ଷରୁ ଅଭିଯୋଗ ପରେ ପୋଲିସ ଅଭିଯୁକ୍ତ ଯୁବକ ନକୁଳ ବେହେରା କୁ ଗିରଫ କରି ଏହି ଘଟଣା ରେ…

ଆଧାର ନାହିଁ, କୌଣସି ସରକାରୀ ସୁବିଧା ମିଳିବ ନାହିଁ

ଉମରକୋଟ,: ଆଧାର କାର୍ଡ ନ ଥିଲେ ସମସ୍ତ ସରକାରୀ ଯୋଜନାରୁ ବଞ୍ଚିତ ରହିବେ । ସରକାରଙ୍କ ଅଜୀବ ନିୟମ! ଜଣେ ଦିବ୍ୟାଙ୍ଗ ବାଳକର ଆଧାର କାର୍ଡ ବନି ପାରୁନଥିବାରୁ ତାକୁ ଭତ୍ତାରୁ\ ବଞ୍ଚିତ କରାଯାଇଛି । ଏପରିକି ଦିବ୍ୟାଙ୍ଗ ବାଳକର ପିତାଙ୍କ ଆଧାର କାର୍ଡରେ ବୟସ କମ ଥିବାରୁ ସେ ବୃଦ୍ଧ ଭତ୍ତାରୁ…

ଇପିଏଫ୍‌ଓରେ ଆସିଲା ନୂଆ ନିୟମ, ଆକାଉଣ୍ଟ ଥିଲେ ପରିବାରକୁ ମିଳିବ ୫୦ ହଜାର ଟଙ୍କା

ନୂଆଦିଲ୍ଲୀ, :\ ଇପିଏଫ୍‌ ଆକାଉଣ୍ଟଧାରୀଙ୍କ ପାଇଁ ଏକ ଖୁସି ଖବର ଆସିଛି । ଇପିଏଫଓ ନିୟମରେ ଏକ ବଡ଼ ପରିବର୍ତ୍ତନ ହୋଇଛି । ଇପିଏଫ୍ ଆକାଉଣ୍ଟ ଥିବା ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହେଲେ ପରିବାରକୁ ୫୦ ହଜାର ଟଙ୍କା ମିଳିବ । ଇପିଏଫଓର ଏମ୍ପେ୍ଲାଇସ୍ ଡିପୋଜିଟ୍ ଲିଙ୍କଡ୍ ଇନ୍‌ସ୍ୟୁରାନ୍ସ୍ ଯୋଜନାର…

ଫକୀରମୋହନ କଲେଜ ଛାତ୍ରୀ ଓ ଗୋପାଳପୁର ଗଣଦୁଷ୍କର୍ମଦକ୍ଷିଣାଞ୍ଚଳ ଆରଡିସିଙ୍କ କାର୍ଯ୍ୟାଳୟ ଘେରାଉ କରିଛି ବିଜେଡ଼ି

ବ୍ରହ୍ମପୁର ବାଲେଶ୍ଵର ଫକୀରମୋହନ କଲେଜ ଛାତ୍ରୀ ଓ ଗୋପାଳପୁର ଗଣଦୁଷ୍କର୍ମ ପୀଡିତାଙ୍କୁ ନ୍ୟାଦ ଦେବା ସହ ଘଟଣାର ବିଚାର ବିଭାଗୀୟ ତଦନ୍ତ ଦାବିରେ ଆଜି ଦକ୍ଷିଣାଞ୍ଚଳ ଆରଡିସିଙ୍କ କାର୍ଯ୍ୟାଳୟ ଘେରାଉ କରିଛି ବିଜେଡ଼ି । ବ୍ରହ୍ମପୁର ଖଲ୍ଲିକୋଟ କଲେଜ ଖେଳ ପଡ଼ିଆରେ ଦକ୍ଷିଣାଞ୍ଚଳର ୮ଟି ଜିଲ୍ଲାର…

ରାଜ୍ୟରେ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକ୍ରୟ ସମ୍ପୂର୍ଣ୍ଣ ନିଷେଧ: ମନ୍ତ୍ରୀ

ଭୁବନେଶ୍ୱର, ୨୧ା୭ : ରାଜ୍ୟରେ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକ୍ରୟକୁ ସମ୍ପୂର୍ଣ୍ଣ ନିଷେଧ କରାଯାଇଛି । କୌଣସି ପେଟ୍ରୋଲ ପମ୍ପରୁ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ କ୍ରୟକୁ ପ୍ରୋତ୍ସାହିତ ନ କରିବାକୁ ବିଭିନ୍ନ ସଂଘ ସହ ଆଲୋଚନା କରାଯାଇଛି । ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣ…

ମୌସୁମୀ ଅଧିବେଶନ ଦେଶ ପାଇଁ ଏକ ଗୌରବର ମୁହୂର୍ତ୍ତ, ଆମ ସାମୂହିକ ସଫଳତାର ଏକ ପ୍ରକୃତ ଉତ୍ସବ: ମୋଦି

ନୂଆଦିଲ୍ଲୀ, ୨୧ା୭ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ମୌସୁମୀ ଅଧିବେଶନ ୨୦୨୫ ଆରମ୍ଭ ହେବା ପୂର୍ବରୁ ସଂସଦ ପରିସରରେ ଗଣମାଧ୍ୟମକୁ ସମ୍ବୋଧିତ କରିଥିଲେ । ମୌସୁମୀ ଅଧିବେଶନକୁ ସମସ୍ତଙ୍କୁ ସ୍ୱାଗତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ମୌସୁମୀ ନବସୃଜନ ଏବଂ ନବୀକରଣର ପ୍ରତୀକ । ସେ ଏହା…

ଓଡ଼ିଶାର ୬,୭୯୪ଟି ଗ୍ରାମ ପଞ୍ଚାୟତରେ ପହଞ୍ଚିବ, ତିନି ମାସ ବ୍ୟାପୀ ଆର୍ଥିକ ଅନ୍ତର୍ଭୂକ୍ତିକରଣ ଅଭିଯାନ

ଭୁବନେଶ୍ୱର, 21/7: ଭାରତ ସରକାରଙ୍କ ଆର୍ଥିକ ସେବା ବିଭାଗ ଦ୍ୱାରା ଦେଶବ୍ୟାପୀ ଆର୍ଥିକ ଅନ୍ତର୍ଭୁକ୍ତିକରଣ ଅଭିଯାନ ମାଧ୍ୟମରେ ନାଗରିକଙ୍କୁ ସୁଲଭ ବ୍ୟାଙ୍କ ଏବଂ ଆର୍ଥିକ ସେବା ଯୋଗାଇ ଦିଆଯାଉଛି । ଜୁଲାଇ ପହିଲାରୁ ଆରମ୍ଭ ହୋଇଥିବା ଏହି ଅଭିଯାନ ସେପ୍ଟେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ଚାଲିବ ।…

ରାଜ୍ୟରେ ଖରିଫ ଫସଲ ପାଇଁ ସାର ଯୋଗାଣ ସ୍ଥିତିର ସମୀକ୍ଷା କଲେ କୃଷି ସଚିବ

ଭୁବନେଶ୍ୱର, 21/7: ଖରିଫ ଋତୁ ଆରମ୍ଭ ହୋଇସାରିଛି । ଏହି କ୍ରମରେ ରାଜ୍ୟରେ ପ୍ରାୟ ୫୮.୫୦ ଲକ୍ଷ ହେକ୍ଟର ଜମିରେ ଖରିଫ ଫସଲ ଯୋଜନା ରହିଛି । କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପ୍ରମୁଖ ଶାସନ ସଚିବ ଡ଼ ଅରବିନ୍ଦ କୁମାର ପାଢ଼ୀଙ୍କ ଅଧ୍ୟକ୍ଷତାରେ ଆଜି ରାଜ୍ୟରେ ଖରିଫ ଫସଲ ପାଇଁ ସାର ଯୋଗାଣ ସ୍ଥିତିର…

ଫସଲ-ପାଣିପାଗ ପର୍ଯ୍ୟବେକ୍ଷଣ ଗୋଷ୍ଠୀ କମିଟିର ସମୀକ୍ଷା ବୈଠକ ଅନୁଷ୍ଠିତ

ଭୁବନେଶ୍ୱର, ୨୧ା୭: ଆଜି କୃଷି ଭବନରେ ଫସଲ ପାଣିପାଗ ପର୍ଯ୍ୟବେକ୍ଷଣ ଗୋଷ୍ଠୀ କମିଟିର ସମୀକ୍ଷା ବୈଠକ ପ୍ରମୁଖ ଶାସନ ସଚିବ ଡ଼ ଅରବିନ୍ଦ କୁମାର ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ବୈଠକରେ ପାଣିପାଗ ନିର୍ଦ୍ଦେଶକ ଡ଼ ମନୋରମା ମହାପାତ୍ର ମଧ୍ୟ ଯୋଗଦେଇଥିଲେ । ଚଳିତ ବର୍ଷ ଓଡ଼ିଶାରେ…

ଦୁଷ୍କର୍ମ ମାମଲାରେ ରାଜ୍ୟ ଛାତ୍ର କଂଗ୍ରେସ ସଭାପତି ଗିରଫ ପ୍ରସଙ୍ଗ: କଂଗ୍ରେସ ଦଳର ଦୋମୁହାଁ ନୀତି ସ୍ପଷ୍ଟ ହୋଇଛି:…

ଭୁବନେଶ୍ୱର, 21/7: ଜଣେ ଛାତ୍ରୀଙ୍କୁ ଦୁଷ୍କର୍ମ କରିବା ଅଭିଯୋଗରେ ଗତକାଲି ଭୁବନେଶ୍ୱରର ମଂଚେଶ୍ୱର ଥାନାରେ ମାମଲା ରୁଜୁ ହୋଇଥିଲା । ଅଭିଯୋଗ ଆଧାରରେ ମୁଖ୍ୟ ଅଭିଯୁକ୍ତଙ୍କୁ ମଧ୍ୟ ତୁରନ୍ତ ଗିରଫ କରାଯାଇଛି । ସେ ହେଲେ କଂଗ୍ରେସ ଦଳର ରାଜ୍ୟ ଛାତ୍ର କଂଗ୍ରେସ ସଭାପତି ଉଦିତ୍ ପ୍ରଧାନ । ଗତ…