Browsing Category

ରାଜ୍ୟ

କରୋନାରେ ଦେଶରେ ଗତ ୨୪ ଘଂଟାରେ ୨,୪୦,୮୪୨ ନୂଆ ମାମଲା

ନୂଆଦିଲ୍ଲୀ : ଦେଶରେ ଗତ ୨୪ଘଂଟା ମଧ୍ୟରେ ୨,୪୦,୮୪୨ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୩,୭୪୧ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୬୫,୩୦,୧୩୨ ପହଂଚିଛି । ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ…

ରାଜ୍ୟରେ ଗୋଟିଏ ଦିନରେ ୧୨୮୫୨ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୭୯୫୩୦

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୧୨୮୫୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୯୨୩୮୨କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୫୭୭୯୮୩ ରୋଗୀ ସୁସ୍ଥ ହୋଇ…

ଓଡ଼ିଶାରେ କାର୍ଯ୍ୟକ୍ଷମ ରହିଛି ୩୧ଟି ୱାନ୍ ଷ୍ଟପ୍ କେନ୍ଦ୍ର

ନୂଆଦିଲ୍ଲୀ : ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ୱାନ୍ ଷ୍ଟପ୍ କେନ୍ଦ୍ର (ଓଏସସି) ଯୋଜନା କାର୍ଯ୍ୟକାରୀ କରାଯାଉଛି । ବର୍ତର୍ମାନ ସୁଦ୍ଧା ୩ ଲକ୍ଷରୁ ଉର୍ଦ୍ଧ୍ୱ ମହିଳାଙ୍କୁ ଏହା ମାଧ୍ୟମରେ ସହାୟତା ଯୋଗାଇ ଦିଆଯାଇସାରିଲାଣି । ବର୍ତର୍ମାନସୁଦ୍ଧା, ୩୫ଟି ରାଜ୍ୟ ଓ କେନ୍ଦ୍ରଶାସିତ…

୨୧ କୋଟିରୁ ଅଧିକ ଟିକା ଡୋଜ ପ୍ରଦାନ କରାଯାଇଛି

ନୂଆଦିଲ୍ଲୀ : ରାଜ୍ୟ ଓ କେନ୍ଦ୍ରଶାସିତ ଅଂଚଳଗୁଡ଼ିକୁ ମାଗଣାରେ କୋଭିଡ ଟିକା ଯୋଗାଇ ଦେଇ ଭାରତ ସରକାର ଦେଶବ୍ୟାପୀ ଟିକାକରଣ ଅଭିଯାନକୁ ସମର୍ଥନ ଯୋଗାଇ ଆସୁଛନ୍ତି । ତତସହିତ ରାଜ୍ୟ/କେନ୍ଦ୍ରଶାସିତ ଅଂଚଳଗୁଡ଼ିକ ଦ୍ୱାରା ସିଧାସଳଖ ଭାବେ ଟିକା ହାସଲକୁ ସୁବ୍ୟବସ୍ଥିତ କରୁଛନ୍ତି ଭାରତ ସରକାର ।…

ସମ୍ଭାବ୍ୟ ବାତ୍ୟା ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା : ପ୍ରତିଟି ଜୀବନ ମୂଲ୍ୟବାନ

-ଅକ୍ସିଜେନ୍ ଯୋଗାଣରେ ସ୍ୱତନ୍ତ୍ର ଦୃଷ୍ଟିଦେବାକୁ ପରାମର୍ଶ ସ୍ଥାନାନ୍ତର କାର୍ଯ୍ୟ ତଦାରଖ କରିବେ ଜିଲ୍ଲାପାଳ ଓ ଏସ୍ ପି ଲୋକଙ୍କୁ ନିରାପଦ ସ୍ଥାନାନ୍ତର ଉପରେ ଗୁରୁତ୍ୱ ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତା ୨୪ତାରିଖ ସୁଦ୍ଧା ଅଧିକ ଘନୀଭୂତ ହୋଇ ବାତ୍ୟା ୟଶ୍ ର…

କରୋନାରେ ଦେଶରେ ଗତ ୨୪ ଘଂଟାରେ ୨,୫୭,୨୯୯ ନୂଆ ମାମଲା

ନୂଆଦିଲ୍ଲୀ : ଦେଶରେ ଗତ ୨୪ଘଂଟା ମଧ୍ୟରେ ୨,୫୭,୨୯୯ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୪,୧୯୪ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୬୨,୮୯,୨୯୦ ପହଂଚିଛି । ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ…

ଅତି ଭୀଷଣ ବାତ୍ୟାର ରୂପ ନେବ ୟସ୍

ଭୁବନେଶ୍ୱର : ଅତି ଭୀଷଣ ବାତ୍ୟାରେ ପରିଣତ ହୋଇ ଉପକୂଳ ମୁହାଁ ହେବ ସମ୍ଭାବ୍ୟ ବାତ୍ୟା ‘ୟସ୍’ । ଶନିବାର ସକାଳେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା କ୍ରମେ ଘନୀଭୂତ ହୋଇ ୨୪ ତାରିଖରେ ବାତ୍ୟାରେ ପରିଣତ ହେବ । ଏହା ଉତର-ଉତର ପଶ୍ଚିମ ଦିଗକୁ ଗତି କରି…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ଅତି ଭୀଷଣ ସାମୁଦ୍ରିକ ବାତ୍ୟାରେ ପରିଣତ ହେବ ୟସ୍

ଭୁବନେଶ୍ୱର : ଗତକାଲି ଉତ୍ତର ଆଣ୍ଡାମାନ ସାଗର ଓ ନିକଟବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାଇକ୍ଲୋନିକ ସର୍କୁଲେସନ ଆଜି ଏକ ଲଘୁଚାପରେ ପରିଣତ ହୋଇଛି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯ଼ାଇଛି । ୨୪ ତାରିଖ ସୁଦ୍ଧା ଏହା ସାମୁଦ୍ରିକ ଝଡ଼ ବା ବାତ୍ୟାର ରୂପ ନେବ…

ପୁଣି ଦୁଇ ସେବାୟତ କରୋନା ପଜିଟିଭ୍ ଚିହ୍ନଟ

ପୁରୀ : ଆଜି ଆଉ ଦୁଇ ଜଣ ସେବାୟତ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ଜଣେ ମହାରଣା ଓ ଜଣେ ଭୋଇ ସେବାୟତ ରହିଛନ୍ତି । ତେବେ ପଜିଟିଭ୍ ଚିହ୍ନଟ ହୋଇଥିବା ମହାରଣା ଓ ଭୋଇ ସେବକ ରଥ କାମ କରୁନଥିଲେ ବୋଲି ସୂଚନା ଦେଇଛନ୍ତି ଜିଲ୍ଲାପାଳ ସମର୍ଥ ବର୍ମା । ଏଠାରେ…

କୋଭିଡ କଟକଣା ଯୋଗୁଁ ସ୍ଥଗିତ ହେଲା ଜନାର୍ଦନପୁର ପ୍ରସିଧ୍ୟ ଶନିଶ୍ଚର ମହାଯଜ୍ଞ ଓ ଯାତ୍ର।

ସାଲେପୁର: ଓଡିଶାର ପ୍ରସିଧ୍ୟ ଶନିଶ୍ଚର ପୀଠ ଜନାର୍ଦନପୁରରେ ଶନିଶ୍ଚର ମହାଯଜ୍ଞ ଓ ଯାତ୍ରାକୁ କରୋନା ମହାମାରୀର କଟକଣା ଯୋଗୁ ଚଳିତ ବର୍ଷ ପାଇଁ ବାତିଲ କରାଯାଇଛି । ପ୍ରତିବର୍ଷ ଏହି ଦିନ ଏହି ସ୍ଥାନରେ ଓଡିଶାର ବିଭିନ୍ନ ପ୍ରାନ୍ତରୁ ହଜାର ହଜାର ଶ୍ରଦ୍ଧାଳୁଙ୍କର ସମାଗମ ହୋଇଥାଏ । ଭକ୍ତମାନେ…