Browsing Category

ରାଜ୍ୟ

ସମ୍ବାବ୍ୟ ବାତ୍ୟା ନେଇ ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ ବୈଠକ

-ମିଥ୍ୟା ସମ୍ବାଦ ତଥା ଆକଳନ ଉପରେ ଧ୍ୟାନ ନଦେବାକୁ ପରାମର୍ଶ ଭୁବନେଶ୍ୱର : ସମ୍ଭାବ୍ୟ ବାତ୍ୟା ପରିସ୍ଥିତିକୁ ସାମନା କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରକାର ପଦକ୍ଷେପ ଗ୍ରହଣ କରାଯାଇଛି । ଏହି ସମ୍ଭାବନାକୁ ଭିତିକରି ପ୍ରାକ୍ ଆକଳନ ସ୍ୱରୂପ ସମସ୍ତ ଉପକୂଳ ଜିଲ୍ଲାର…

ଆଜିଠୁ ହାଇକୋର୍ଟ ସଟ୍ ଡାଉନ୍

ଭୁବନେଶ୍ୱର : ଆସନ୍ତାକାଲି (ଗୁରୁବାର) ଠାରୁ ମଇ ୨୭ ତାରିଖ ପର୍ଯ୍ୟନ୍ତ ଓଡିଶା ହାଇକୋର୍ଟକୁ ସମ୍ପୂର୍ଣ୍ଣ ସଟ୍ ଡାଉନ୍ ଘୋଷଣା କରାଯାଇଛି । କରୋନା ସଂକ୍ରମଣ ବୃଦ୍ଧି ଓ କିଛି କର୍ମଚାରୀ ସଂକ୍ରମିତ ହେବା ପରେ ଏହି ନିଷ୍ପତି ନିଆଯାଇଛି । ହାଇକୋର୍ଟ ରେଜିଷ୍ଟାର ଜେନେରାଲଙ୍କ ପକ୍ଷରୁ ଏହି ସୂଚନା…

ଓଡ଼ିଶାକୁ ବାତ୍ୟା ‘ୟଶ୍’ ଭୟ

-୨୫ରୁ ଓଡ଼ିଶା ଉପକୂଳରେ ବର୍ଷା -୨୬ରେ ଓଡ଼ିଶା-ପଶ୍ଚିମବଙ୍ଗ ଛୁଇଁବ -୨୩ରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ ମୁକାବିଲା ପାଇଁ ସରକାର ପ୍ରସ୍ତୁତ : ସମ୍ଭାବ୍ୟ ବାତ୍ୟା ‘ୟଶ୍’ର ମୁକାବିଲା ନେଇ ବିଭିନ୍ନ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା ।…

ଯୁକ୍ତ-୨ ଶିକ୍ଷାନୁଷ୍ଠାନ ପୃଥକୀକରଣ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଉପରେ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ଗୁରୁତ୍ୱାରୋପ

-ଉଚ୍ଚଶିକ୍ଷା ବିଭାଗର ଅଧ୍ୟାପକ ଓ ଅଣଶିକ୍ଷକ କର୍ମଚାରୀଙ୍କୁ ଫେରାଇ ନିଆଯିବ ଭୁବନେଶ୍ୱର : ଯୁକ୍ତ-୨ ଶିକ୍ଷାକୁ ଉଚ୍ଚଶିକ୍ଷା ବିଭାଗରୁ ପୃଥକ କରାଯାଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ ମିଶ୍ରଣ କରାଯାଇଥିବାବେଳେ ଯୁକ୍ତ-୨ ଶିକ୍ଷାନୁଷ୍ଠାନଗୁଡ଼ିକୁ ଡିଗ୍ରୀ କଲେଜରୁ ପୃଥକୀକରଣ କାର୍ଯ୍ୟକୁ…

କାଲିଠୁ ପୁଣି ଟିକାକରଣ ଆରମ୍ଭ

ଭୁବନେଶ୍ୱର : ଭୁବନେଶ୍ୱରରେ ଆସନ୍ତାକାଲି (ଗୁରୁବାର)ଠାରୁ ପୁଣି ଥରେ ଟିକାକରଣ ଆରମ୍ଭ ହେବ । ଏଥିପାଇଁ ଆଜି (ବୁଧବାର) ସଂଧ୍ୟା ୬ଟାରୁ ସ୍ଲଟ୍ ବୁକିଂ ଆରମ୍ଭ ହେବ । ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଟୁଇଟ୍ ଜରିଆରେ ଏହି ସୂଚନା ଦିଆଯାଇଛି । ସୂଚନା ଅନୁଯାୟୀ ୧୮ରୁ ୪୪ ବର୍ଷ…

ବଙ୍ଗୋପସାଗରରେ ଆସୁଛି ବାତ୍ୟା, ଓଡିଶା ଉପରେ ପଡିପାରେ ପ୍ରଭାବ

ଭୁବନେଶ୍ୱର : ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା । ଆସନ୍ତା ୨୨ରେ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ବାତ୍ୟାର ରୂପ ନେଇ ଉପକୂଳ ମୁହାଁ ହୋଇପାରେ । ଏନେଇ ସୂଚନା ଦେଇଛନ୍ତି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ୨୨ ତାରିଖରେ ଉତର ଆଣ୍ଡାମାନ ସାଗର ଓ ପୂର୍ବମଧ୍ୟ…

ପରବର୍ତୀ ନୋଟିସ୍ ପର୍ଯ୍ୟନ୍ତ ବନ୍ଦ ରହିବ ମୋ ବସ୍ ସେବା

ଭୁବନେଶ୍ୱର : ରାଜ୍ୟରେ ଲକ୍‌ଡାଉନ୍ ଅବଧି ଜୁନ୍ ୧ ତାରିଖ ପର୍ଯ୍ୟନ୍ତ ବୃଦ୍ଧି ପାଇବା ଫଳରେ ଏହି ସମୟ ମଧ୍ୟରେ ବସ୍ ଚଳାଚଳ ବନ୍ଦ ରହିବ ବୋଲି ରାଜ୍ୟ ସରକାର ନିଷ୍ପତି ନେଇଛନ୍ତି । ଏହି କ୍ରମରେ ମୋ ବସ୍‌ର ନିୟମିତ ସେବା ମଧ୍ୟ ବନ୍ଦ ରହିବ । କ୍ୟାପିଟାଲ୍ ରିଜିଅନ ଅର୍ବାନ ଟ୍ରାନ୍ସପୋର୍ଟ…

ଏମକେସିଜି ମେଡିକାଲ ପରିସରରେ ନିର୍ମାଣାଧିନ ଅକ୍ସିଜେନ ପ୍ଲାଂଟ କାର୍ଯ୍ୟର ଅଗ୍ରଗତି ଅନୁଧ୍ୟାନ କଲେ ଜିଲ୍ଲାପାଳ ଓ…

ଗଞ୍ଜାମ : ବ୍ରହ୍ମପୁର ଏମକେସିଜି ମେଡିକାଲ ପରିସରରେ ଖୁବ୍ ଶୀଘ୍ର କାର୍ଯ୍ୟକ୍ଷମ ହେବାକୁ ଯାଉଛି ଅକ୍ସିଜେନ ପ୍ଲାଂଟ । ୬ ଦିନ ହେଲା ପଶ୍ଚିମବଙ୍ଗର ଏକ ୧୦ ଜଣିଆ ବୈଷୟିକ ଟିମ୍ ଦ୍ୱାରା ପ୍ଲାଂଟର ନିର୍ମାଣ କାର୍ଯ୍ୟ ଚାଲୁ ରହିଛି । ୨୦ ହଜାର ଟନ୍ କ୍ଷମତା ବିଶିଷ୍ଟ ଏହି ଅକ୍ସିଜେନ ପ୍ଲାଂଟର…

ଅସହାୟ, ଗରିବ ଓ ବୁଲା ଗୋରୁ-ଗାଈଙ୍କୁ ଖାଦ୍ୟ ବାଣ୍ଟୁଛନ୍ତି ଯୁବ ସମାଜସେବୀ ସୂର୍ଯ୍ୟବଂଶୀ ସୂରଜ

ଭଦ୍ରକ : ସାରା ବିଶ୍ବରେ କରୋନା ମହାମାରୀର ଦ୍ବିତୀୟ ଲହରୀ ଅତି ଭୟଙ୍କର ରୂପ ଧାରଣ କରିଛି । ଏହି ଦ୍ବିତୀୟ ଲହରୀର ଆମ ରାଜ୍ୟରେ ଦୈନିକ ସଂକ୍ରମଣ ୧୦ ହଜାରରୁ ଉଦ୍ଧ୍ର୍ବ ହେଉଥିବାବେଳେ ଭଦ୍ରକ ଜିଲାରେ ପ୍ରାୟ ୪ ଶହ ରହୁଛି । ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୫ ତାରିଖରୁ ଆସନ୍ତା ୧୯…

କରୋନାରେ ଦେଶରେ ଗତ ୨୪ ଘଂଟାରେ ୨,୬୭,୩୩୪ ନୂଆ ମାମଲା

ନୂଆଦିଲ୍ଲୀ : ଦେଶରେ ଗତ ୨୪ଘଂଟା ମଧ୍ୟରେ ୨,୬୭,୩୩୪ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୪୫୨୯ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୫୪,୯୬,୩୩୦ ପହଂଚିଛି । ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ…