Browsing Category

ରାଜ୍ୟ

ପୋଲିସର ବର୍ବରତା

ଗଂଜାମ : ଗଂଜାମ ଜିଲ୍ଲା ସୋରଡ଼ା ଥାନା ଅନ୍ତର୍ଗତ କଉଠପଲ୍ଲୀ ସାହିର ଲୋକନାଥ ମୁନିଙ୍କ ପୁଅ ଅନିଲ ମୁନିଙ୍କ ସନ୍ଦେହ ଜନକ ମୃତ୍ୟୁ ଘଟିଛି । ପରିବାର ଲୋକଙ୍କ କହିବା କଥା ପୋଲିସର ମାଡ଼ରେ ସେ ଗଭୀର ଆଘାତ ପାଇ ମୃତ୍ୟୁବରଣ କରିଛି । ମୃତ ଶରୀରକୁ ଧରି ପରିବାର ଓ ସାହି ବାସିନ୍ଦାମାନେ ସୋରଡ଼ା…

କରୋନାରେ ଦେଶରେ ଗତ ୨୪ ଘଂଟାରେ ୩,୯୨,୪୮୮ ନୂଆ ମାମଲା

ନୂଆଦିଲ୍ଲୀ : ଦେଶରେ ଗତ ୨୪ଘଂଟା ମଧ୍ୟରେ ୩,୯୨,୪୮୮ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୩୬୮୯ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୯୫,୫୭,୪୫୭ ପହଂଚିଛି । ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ…

ମୁଖ୍ୟମନ୍ତ୍ରୀ ସାମ୍ବାଦିକଙ୍କୁ ଆଗଧାଡ଼ିର କରୋନା ଯୋଦ୍ଧା ବୋଲି ଘୋଷଣା କଲେ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାମ୍ବାଦିକଙ୍କୁ ଆଗଧାଡ଼ିର କରୋନା ଯୋଦ୍ଧା ବୋଲି ଘୋଷଣା କରିଛନ୍ତି । କରୋନାରେ କୌଣସି ସାମ୍ବାଦିକଙ୍କ ମୃତ୍ୟୁ ହେଲେ ୧୫ଲକ୍ଷ ଟଙ୍କାର ଅନୁକମ୍ପା ରାଶି ମିଳିବ । ମୁଖ୍ୟମନ୍ତ୍ରୀଙ୍କ ଏହି ଘୋଷଣା କାରଣରୁ ରାଜ୍ୟର ୬୯୪୪ଜଣ କାର୍ଯ୍ୟରତ ସାମ୍ବାଦିକ…

ରାଜ୍ୟରେ ଗୋଟିଏ ଦିନରେ ୮୦୧୫ କରୋନା ଆକ୍ରାନ୍ତ ଚିହ୍ନଟ. ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୬୨୬୨୨

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୮୦୧୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୬୨୬୨୨ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୩୯୧୦୪୮ରୋଗୀ ସୁସ୍ଥ ହୋଇ…

ପୁରୀ ସହରରେ ସପ୍ତାହନ୍ତ ସଟ୍ ଡାଉନ୍ ର ପ୍ରଭାବ, ବଡ଼ଦାଣ୍ଡ ଶୂନଶାନ୍

ପୁରୀ : ସପ୍ତାହନ୍ତ ସଟ୍ ଡାଉନ୍ ର ଆଜି ଦ୍ୱିତୀୟ ଦିନରେ ପୁରୀ ରେଳ ଷ୍ଟେସନ, ବସଷ୍ଟାଣ୍ଡ ବଡ଼ଦାଣ୍ଡ, ସମୁଦ୍ରକୂଳରେ ନିର୍ଜନତାର ପରିବେଶ ଦେଖିବାକୁ ମିଳିଛି । ସ୍ୱର୍ଗଦ୍ୱାରରେ କାଁ ଭାଁ ଶବ ସତ୍କାର ହେଉଛି । ଶ୍ରୀମନ୍ଦିରରେ ଶ୍ରଦ୍ଧାଳୁଙ୍କ ନିମନ୍ତେ ଦର୍ଶନ ବନ୍ଦ ରହିଥିବାରୁ ସାମାଜିକ ଦୂରତ୍ୱ…

ରାଜ୍ୟରେ ଆସନ୍ତା ୫ ତାରିଖରୁ ୧୪ ଦିନିଆ ଲକଡାଉନ୍ ଘୋଷଣା

ଭୁବନେଶ୍ୱର : ରାଜ୍ୟରେ କୋଭିଡ ସ୍ଥିତିକୁ ଦେଖି ବଡ଼ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର। ପୂର୍ବରୁ ନାଇଟ କର୍ଫ୍ୟୁ ଓ ସଟଡାଉନ ଭଳି ପଦକ୍ଷେପ ନିଆଯାଇଥିବା ବେଳେ ଏବେ ରାଜ୍ୟକୁ ୧୪ଦିନ ପାଇଁ ଲକଡାଉନ କରାଯିବ ବୋଲି ଘୋଷଣା କରିଛନ୍ତି ରାଜ୍ୟ ସରକାର। ମେ’୫ରୁ ୧୯ପର୍ଯ୍ୟନ୍ତ ରାଜ୍ୟର ସବୁ…

ଭରୁଚ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପ୍ରତି ପ୍ରଧାନମନ୍ତ୍ରୀଙ୍କ ଶୋକ

ନୂଆଦିଲ୍ଲୀ : ଭରୁଚ ହସ୍ପିଟାଲ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକ ବ୍ୟକ୍ତ କରିଛନ୍ତି । ଏକ ଟ୍ଵିଟ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି: “ଭରୁଚ ହସ୍ପିଟାଲ ଅଗ୍ନିକାଣ୍ଡ ଜନିତ ମୃତ୍ୟୁ ଘଟଣା ଅତ୍ୟନ୍ତ କଷ୍ଟଦାୟକ…

କରୋନା ନେଇ ସାମାଜିକ ଗଣମାଧ୍ୟମରେ ମିଥ୍ୟା ପ୍ରଚାର କଲେ କାର୍ଯ୍ୟାନୁଷ୍ଠାନ ହେବ – ଜିଲ୍ଲାପାଳ

ଗଞ୍ଜାମ : କରୋନା ନେଇ ସାମାଜିକ ଗଣମାଧ୍ୟମରେ ମିଥ୍ୟା ପ୍ରଚାର କଲେ କାର୍ଯ୍ୟାନୁଷ୍ଠାନ ହେବ ବୋଲି ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ତାଗିଦ୍ କରିଛନ୍ତି । ଗଞ୍ଜାମ ଜିଲ୍ଲାରେ କରୋନା ମହାମାରୀକୁ ନେଇ କୌଣସି ମିଥ୍ୟା ଭିଡ଼ିଓ କିମ୍ବା ମେସେଜ୍ ସୋସିଆଲ୍ ମିଡ଼ିଆରେ ଭାଇରାଲ୍ କଲେ…

ଆଗକୁ ସ୍ଥିତି କଣ ହେବ, ଆକଳନ କରିହେଉନାହିଁ

-ପଜିଟିଭ ହେଲେ ତରବର ହୋଇ ହସ୍ପିଟାଲ ଆସନ୍ତୁ ନାହିଁ ଭୁବନେଶ୍ୱର : କୋଭିଡ଼ ପଜିଟିଭ ହେଲେ ତରବର ହୋଇ ହସ୍ପିଟାଲ ଆସନ୍ତୁ ନାହିଁ । ହୋମ୍ ଆଇସୋଲେସନରେ ରହନ୍ତୁ, ଯାହାକୁ ଜରୁରୀ ସେ ହସ୍ପିଟାଲ ଆସନ୍ତୁ । ପଜିଟିଭ୍ ଚିହ୍ନଟ ହେଲେ ଘରେ ରହନ୍ତୁ । ଘରେ ରହି ପ୍ରଶାସନ ସହ ଯୋଗାଯୋଗ କରି…

କାଲିଠୁ ବନ୍ଦ ରହିବ ନନ୍ଦନକାନନ

ଭୁବନେଶ୍ୱର : ମେ’ ୧ରୁ ଅର୍ଥାତ୍ ଆସନ୍ତା କାଲିଠୁ ବନ୍ଦ ରହିବ ନନ୍ଦନକାନନ । ସେହିପରି ବଟାନିକାଲ ଗାର୍ଡେନ୍ ମଧ୍ୟ ଆସନ୍ତାକାଲିଠାରୁ ବନ୍ଦ ରହିବ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ମେ’ ୧ରୁ ୧୫ ତାରିଖ ଯାଏଁ ଉଭୟ ନନ୍ଦନକାନନ ଓ ବଟାନିକାଲ ଗାର୍ଡେନ୍ ବନ୍ଦ ରଖିବାକୁ କର୍ତୃପକ୍ଷ ନିଷ୍ପତି…