Browsing Category

ରାଜ୍ୟ

ଡିଏଲ ଓ ଲର୍ଣ୍ଣିିଂ ଟେଷ୍ଟ ଆଜିଠୁ ବନ୍ଦ ରହିବ

ଭୁବନେଶ୍ୱର : ଆଜିଠୁ ଡ୍ରାଇଭିଂ ଲାଇସେନ୍ସ ଓ ଲର୍ଣ୍ଣିଂ ଲାଇସେନ୍ସ ଟେଷ୍ଟକୁ ବାତିଲ ରହିବ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ପରିବହନ ବିଭାଗ ଏହି ନିଷ୍ପତି ନେଇଛି । ପରବର୍ତୀ ନିର୍ଦ୍ଦେଶ ଯାଏଁ ବିଭିନ୍ନ ଆରଟିଓରେ ହେବାକୁ ଥିବା ଡ୍ରାଇଭିଂ ଲାଇସେନ୍ସ ଓ ଲର୍ଣ୍ଣିଂ ଲାଇସେନ୍ସ…

ଜଳବାୟୁ ପରିବର୍ତନ ଓ ସବୁଜ ଇନ୍ଧନ ଉପରେ ବିଶ୍ୱର ଉର୍ଜା ନେତୃତ୍ୱଙ୍କ ସହ କେନ୍ଦ୍ରମନ୍ତ୍ରୀଙ୍କ ଆଲୋଚନା

-ବିଶ୍ୱର ସ୍ୱଚ୍ଛ ଇନ୍ଧନ ଯୋଗାଣରେ ଗୁରୁତ୍ୱପୂର୍ଣ୍ଣ -ଭୂମିକା ଗ୍ରହଣ କରିବ ଭାରତ - ଧର୍ମେନ୍ଦ୍ର ପ୍ରଧାନ ନୂଆଦିଲ୍ଲୀ/ଭୁବନେଶ୍ୱର : ଜଳବାୟୁ ପ୍ରସଙ୍ଗ ଉପରେ ଆୟୋଜିତ ହେବାକୁ ଥିବା ନେତୃବର୍ଗଙ୍କ ଶିଖର ସମ୍ମିଳନୀର ଅବ୍ୟବହିତ ପୂର୍ବରୁ ଆଜି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

ଯଶୋବନ୍ତପୁର – ହାଓଡ଼ା ବିଶେଷ ଟ୍ରେନ ଆଜିଠୁ ଚାଲିବ

ଭୁବନେଶ୍ୱର : ଯଶୋବନ୍ତପୁର ଓ ହାଓଡ଼ା ମଧ୍ୟରେ ଆଜିଠୁ (ଗୁରୁବାର) ଠାରୁ ୨୯ ଜୁନ୍ ପର୍ଯ୍ୟନ୍ତ ଏକ ସ୍ୱତନ୍ତ୍ର ଟ୍ରେନ ଚଳାଚଳ କରିବ । ୦୬୫୯୭ ଯଶୋବନ୍ତପୁର-ହାଓଡ଼ା ବିଶେଷ ଟ୍ରେନ ଯଶୋବନ୍ତପୁର ଠାରୁ ଏପ୍ରିଲ୍ ୨୨ ରୁ ୨୪ ଜୁନ୍‌, ୨୦୨୧ ମଧ୍ୟରେ ପ୍ରତ୍ୟେକ ଗୁରୁବାର ପୂର୍ବାହ୍ନ ୯ଟା୫୫ମି.ରେ ଛାଡି…

ବିଶ୍ୱର ବୃହତ ଟିକାକରଣ ଅଭିଯାନ କ୍ର୍ରମରେ ଭାରତରେ କୋଭିଡ ଟିକାକରଣ ୧୩ କୋଟିକୁ ଅତିକ୍ରମ

ନୂଆଦିଲ୍ଲୀ : ବିଶ୍ୱର ବୃହତ ଟିକାକରଣ ଅଭିଯାନ କ୍ର୍ରମରେ ଭାରତରେ କୋଭିଡ ଟିକାକରଣ ୧୩ କୋଟିକୁ ଅତିକ୍ରମ କରିପାରିଛି । ଆଜି ସକାଳ ୭ଟା ସୁଦ୍ଧା ୧୯,୦୧,୪୧୩ ସେସନରେ ମୋଟ ୧୩,୦୧,୧୯,୩୧୦ ଡୋଜ୍ ଟିକା ଦିଆଯାଇଛି । ଏହା ମଧ୍ୟରେ ୯୧,୦୧,୭୨୮ ଏଚସିଡବ୍ଲୁଙ୍କୁ ପ୍ରଥମ ଡୋଜ୍‌, ୫୮,୧୭,୨୬୨ ଜଣ…

ଗ୍ରାସି ଚାଲିଛି ମହାମାରୀ : ୨୦ ଲକ୍ଷ ଟପିଲା ସକ୍ରିୟ ମାମଲା, ଦୈନିକ ମୃତ୍ୟୁ ୧୭୦୦ରୁ ଅଧିକ

-ଦୈନିକ ସଂକ୍ରମଣ ୩ ଲକ୍ଷ ମୁହାଁ ନୂଆଦିଲ୍ଲୀ : ଲଗାତାର ୪୧ ଦିନ ଧରି ଦେଶରେ କରୋନା ସଂକ୍ରମଣ ବି ଚାଲିଛି । ଦେଶରେ ପୁଣିଥରେ ଅଢ଼େଇ ଲକ୍ଷରୁ ଅଧିକ ସଂକ୍ରମଣ ମାମଲା ଚିହ୍ନଟ ହୋଇଛି । ବିଗତ ୨୪ଘଣ୍ଟା ମଧ୍ୟରେ ଦେଶରେ ୨,୫୯,୧୭୦ ମାମଲା ଚିହ୍ନଟ ହୋଇଛି ଏବଂ ୧୭୬୧ ଜଣଙ୍କ କରୋନାରେ ମୃତ୍ୟୁ…

ମୁଖ୍ୟମନ୍ତ୍ରୀ କର୍ମ ତତ୍ପର ଅଭିଯାନ ପ୍ରଶିକ୍ଷଣ ଶିବିର

କେନ୍ଦ୍ରାପଡା : ମୁକ୍ତା ସହରାଂଚଳ ମୁଖ୍ୟମନ୍ତ୍ରୀ କର୍ମ ତତ୍ପର ଅଭିଯାନ ପ୍ରଶିକ୍ଷଣ ଶିବିର ଭରର୍ଚୁଆଲ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି । ପ୍ରଶିକ୍ଷଣ ମାଧ୍ୟମରେ ଜିଲ୍ଲାର ଦୁଇଟି ପୈାରାଂଚଳରେ ଯୋଗ ଦେଇଥିବା କର୍ମଚାରୀ ମାନଙ୍କୁ ମୁଖ୍ୟମନ୍ତ୍ରୀ କର୍ମ ତତ୍ପର ଅଭିଯାନ ସଂପର୍କରେ ପ୍ରଶିକ୍ଷଣ…

ବଳଦେବ ହାଇସ୍କୁଲ ସାଂସଦଙ୍କ ପୋଷ୍ୟ ସ୍କୁଲ ଭାବେ ଗୃହୀତ

କେନ୍ଦ୍ରାପଡା : କେନ୍ଦ୍ରାପଡାର ବଳଦେବ ହାଇସ୍କୁଲକୁ ପୋଷ୍ୟ ସ୍କୁଲ ଭାବେ ଗ୍ରହଣ କରିଛନ୍ତି କେନ୍ଦ୍ରାପଡା ସାଂସଦ ଅନୁଭବ ମହାନ୍ତି । ୧୯୫୬ ମସିହାରେ ସ୍ଥାପିତ ତଥା ରାଜ୍ୟର ପୁରାତନ ହାଇସ୍କୁଲ ମଧ୍ୟରେ ଅନ୍ୟତମ ବଳଦେବ ହାଇସ୍କୁଲକୁ ପୋଷ୍ୟ ସ୍କୁଲ ଭାବରେ ଗ୍ରହଣ କରି ସ୍କୁଲର ସମସ୍ତ ଆନୁସଂଗିକ…

ମାଟ୍ରିକ ପରୀକ୍ଷା ବାତିଲ ହେଲା, ସୂଚନା ଦେଲେ ଗଣ ଶିକ୍ଷା ମନ୍ତ୍ରୀ

-ମୁଖ୍ୟମନ୍ତ୍ରୀ ମାଟ୍ରିକ ପରୀକ୍ଷା ବାତିଲ କରିବାକୁ ଦେଲେ ନିର୍ଦେଶ ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ଲଗାତାର ଭାବେ ବଢୁଥିବା କାରଣରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମାଟ୍ରିକ ବୋର୍ଡ ପରୀକ୍ଷାକୁ ବାତିଲ କରିବାକୁ ନିର୍ଦେଶ ଦେଇନ୍ତି । ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।…

କରୋନାରେ ଦେଶରେ ଗତ ୨୪ ଘଂଟାରେ ୨,୯୫,୦୪୧ ନୂଆ ମାମଲା

ନୂଆଦିଲ୍ଲୀ : ଦେଶରେ ଗତ ୨୪ଘଂଟା ମଧ୍ୟରେ ୨,୯୫,୦୪୧ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୨,୦୨୩ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା : ୧,୫୬,୧୬,୧୩୦ ପହଂଚିଛି । ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ…

ରାଜ୍ୟରେ ଗୋଟିଏ ଦିନରେ ୪୮୫୧ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୮୨୩୧୫

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୪୮୫୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୮୨୩୧୫କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୩୪୯୩୭୭ ରୋଗୀ ସୁସ୍ଥ ହୋଇ…