Browsing Category

ରାଜ୍ୟ

ଶ୍ରୀମନ୍ଦିର ସେବାୟତଙ୍କୁ କରୋନା ହୋମେଓପ୍ୟାଥିକ ମେଡ଼ିସିନ ପ୍ରଦାନ

ପୁରୀ : ସେବାୟତମାନଙ୍କ ପାଇଁ କରୋନା ରୋଗ ପ୍ରତିରୋଧକ ଶକ୍ତି ବର୍ଦ୍ଧକ ହୋମିଓପ୍ୟାଥି ଔଷଧ ବଣ୍ଟନର ପଞ୍ଚମ ପର୍ଯ୍ୟାୟରେ ମୋଟ ୩୫୦ ସେବାୟତ ଓ ତାଙ୍କ ପରିବାର ତଥା ଶ୍ରୀମନ୍ଦିର କର୍ମଚାରୀଙ୍କୁ ଆୟୁଷ ମନ୍ତ୍ରଣାଳୟ, ଭାରତ ସରକାରଙ୍କ ମାର୍ଗଦର୍ଶୀକା ଅନୁସାରେ ଏହି ଔଷଧ ନିଶୁଳ୍କ ଯୋଗାଇ ଦିଆଯାଇଛି…

ରାଜ୍ୟରେ ଗୋଟିଏ ଦିନରେ ୩୧୦୮ କରୋନା ଆକ୍ରାନ୍ତ ଚିହ୍ନଟ

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୫୮୩୪୨ ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ୩୧୦୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୬୧୪୫୦ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ…

ବ୍ରହ୍ମପୁର ସହରରେ କୋଭିଡ୍ ଚିକିତ୍ସା ସକାଶେ ଟେଲି ମେଡିସିନ୍ ସେବା ଆରମ୍ଭ କରାଯିବ – ଜିଲ୍ଲାପାଳ : ଗାଁ ଲୋକଙ୍କ…

ଗଞ୍ଜାମ: ଜିଲ୍ଲାବାସୀ ସତର୍କ ନ ରହିଲେ ସଂକ୍ରମିତ ସଂଖ୍ୟା ବୃଦ୍ଧି ହେବାର ଯଥେଷ୍ଟ ସମ୍ଭାବନା ରହିଛି । ଆସନ୍ତା ୩୦ ଦିନ ପର୍ଯ୍ୟନ୍ତ ଆମକୁ ସତର୍କ ରହିବା ଜରୁରୀ । ପ୍ରତ୍ୟେକ ଜିଲ୍ଲାବାସୀ ନିଜକୁ କୋଭିଡ୍ ଯୋଦ୍ଧା ଭାବେ କାର୍ଯ୍ୟ କରନ୍ତୁ । ଲକ୍ ଜଡାଉନ୍ କିମ୍ବା ସଟ୍ ଡାଉନ୍ କରିବା ସପକ୍ଷରେ…

ତେଲେଙ୍ଗାନାରୁ ହାଇଦର ଗିରଫ

ଭୁବନେଶ୍ୱର: ପୁଣି ଥରେ ଗିରଫ ହୋଇଛି କୁଖ୍ୟାତ ଗ୍ୟାଙ୍ଗଷ୍ଟର ହାଇଦର । କଟକ ବଡ଼ମେଡିକାଲରୁ ଫେରାରହୋଇଯାଇଥିବା ସେକ୍ ହାଇଦରକୁ ତେଲେଙ୍ଗାନା ରାଜ୍ୟର ରଙ୍ଗାରେଡି ଜିଲ୍ଲାରୁ ଗିରଫ କରାଯାଇଛି । ତେଲେଙ୍ଗାନା ପୋଲିସ ସହାୟତାରେ ହାଇଦରକୁ ଧରିବାରେ ସଫଳ ହୋଇଥିବା ନେଇ ପୋଲିସ କମିଶନର ସୌମେନ୍ଦ୍ର…

ସାରା ରାଜ୍ୟରେ ନାଇଟ୍ କର୍ଫ୍ୟୁ : ୧୦ ସୀମାନ୍ତ ଜିଲ୍ଲାରେ ସପ୍ତାହନ୍ତ ସଟ୍ଡାଉନ

ମହାମାରୀ କରୋନାର ଦ୍ୱିତୀୟ ଲହର ଭୟଙ୍କର ରୂପ ନେବାରେ ଲାଗିଛି । ଦେଶରେ ଦୈନିକ ସଂକ୍ରମଣ ଦୁଇଲକ୍ଷ ଟପିଥିବା ବେଳେ ଓଡ଼ିଶାରେ ୩ହଜାର ମୁହାଁ ହୋଇଛି । ଏହି ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟ ସରକାର ପୁଣି କଟକଣାକୁ କଡ଼ାକଡ଼ି ଭାବେ ଲାଗୁ କରିଛନ୍ତି । ଶୁକ୍ରବାରଠାରୁ ସାରା ରାଜ୍ୟରେ ନାଇଟ୍…

କରୋନା ସଂକ୍ରମଣ ରୋକିବାକୁ ବଡ଼ ନିଷ୍ପତ୍ତି : କାଲିଠୁ ରାଜ୍ୟର ସବୁ ସହରାଞ୍ଚଳରେ ରାତ୍ରୀକାଳୀନ କର୍ଫ୍ୟୁ, ୧୦ ଜିଲ୍ଲାରେ…

ଭୁବନେଶ୍ୱର: ରାଜ୍ୟରେ ବଢ଼ୁଥିବା କୋଭିଡ୍ ସଂକ୍ରମଣ ମାମଲାକୁ ନେଇ ସରକାର କଡ଼ା ପଦକ୍ଷେପ ନେଇଛନ୍ତି । ପୂର୍ବରୁ ପଶ୍ଚିମ ଓଡ଼ିଶାର ୧୦ଟି ଜିଲ୍ଲାରେ ସରକାର ରାତ୍ରୀକାଳୀନ କର୍ଫ୍ୟୁ ଲଗାଇଥିଲେ । ଏଥିରେ ପରିବର୍ତ୍ତନ କରାଯାଇଛି । ଆସନ୍ତାକାଲି ଠାରୁ ପଶ୍ଚିମ ଓଡ଼ିଶାର ୧୦ଟି ଜିଲ୍ଲାରେ ସନ୍ଧ୍ୟା…

ରାଜ୍ୟରେ ଗୋଟିଏ ଦିନରେ ୨୯୮୯ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୫୮୩୪୨

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ୨୯୮୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୫୮୩୪୨ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୩୪୧୭୩୩ ରୋଗୀ ସୁସ୍ଥ ହୋଇ…

କରୋନାରେ ଦେଶରେ ଗତ ୨୪ ଘଂଟାରେ ୨,୦୦,୭୩୯ ନୂଆ ମାମଲା

ନୂଆଦିଲ୍ଲୀ: ଦେଶରେ ଗତ ୨୪ଘଂଟା ମଧ୍ୟରେ ୨,୦୦,୭୩୯ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୧,୦୩୮ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୪୦,୭୪,୫୬୪ ପହଂଚିଛି । ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ…

ମାଟ୍ରିକ୍ ଓ ଯୁକ୍ତ ୨ ପରୀକ୍ଷା ସ୍ଥଗିତ

ରାଜ୍ୟର ସମସ୍ତ ବୋର୍ଡ ପରୀକ୍ଷାକୁ ସ୍ଥଗିତ ରଖିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ - ୧୯ରୁ ସବୁ ସ୍କୁଲ ଓ ହଷ୍ଟେଲ ବନ୍ଦ - ମହାମାରୀ ସ୍ଥିତିରେ ଉନ୍ନତି ଆସିଲେ ପରୀକ୍ଷା ନିଷ୍ପତି -ପରୀକ୍ଷା ନଦେଇ ଉତୀର୍ଣ୍ଣ ହେବେ ନବମ ଓ ଏକାଦଶ ଛାତ୍ରଛାତ୍ରୀ ଭୁବନେଶ୍ୱର: ରାଜ୍ୟର ସମସ୍ତ ଦଶମ ଓ…

ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ବନକଲାଗି ନୀତି : ୪ ଘଂଟା ବନ୍ଦ ରହିବ ଦର୍ଶନ

ପୁରୀ: ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉ ମାନଙ୍କ ଶ୍ରୀମୁଖ ଶୃଙ୍ଗାର ଅର୍ଥାତ୍ ବନକଲାଗି ନୀତି ଅନୁଷ୍ଠିତ ହେବ । ମଧ୍ୟାହ୍ନ ଧୂପ ପରେ ଅପରାହ୍ନ ୪ଟା ଠାରୁ ଏହି ଗୁପ୍ତ ସେବା ଆରମ୍ଭ ହେବ । ଏଥିପାଇଁ ଅପରାହ୍ନ ୪ଟା ଠାରୁ ରାତି ୮ଟା ପର୍ଯ୍ୟନ୍ତ ୪ ଘଂଟା ଧରି ଦର୍ଶନ ବନ୍ଦ ରହିବ । ଦତ ମହାପାତ୍ର…