Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ଏନଏମଏ ଦ୍ୱାରା ପ୍ରକାଶିତ ଚିଠା ଉପନିୟମ ନେଇ କେନ୍ଦ୍ରମନ୍ତ୍ରୀଙ୍କ ଟ୍ୱିଟ୍
-ଏନଏମଏ ଦ୍ୱାରା ପ୍ରକାଶିତ ଚିଠା ଉପନିୟମ ଗୁଡ଼ିକର ସଠିକ୍ ଭାବରେ ଅଧ୍ୟୟନ
-କରିବାକୁ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦିଅନ୍ତୁ ମୁଖ୍ୟମନ୍ତ୍ରୀ - ଧର୍ମେନ୍ଦ୍ର ପ୍ରଧାନ
ନୂଆଦିଲ୍ଲୀ/ଭୁବନେଶ୍ୱର: ଭୁବନେଶ୍ୱରର ଅନନ୍ତ ବାସୁଦେବ ଏବଂ ବ୍ରହ୍ମେଶ୍ୱର ମନ୍ଦିରରେ ଜାତୀୟ ଐତିହ୍ୟ…
ଫ୍ୟାମିଲି ପେନସନ୍ ସୀମା ମାସିକ ୪୫,୦୦୦ ଟଙ୍କାରୁ ୧,୨୫,୦୦୦ ଟଙ୍କାକୁ ବୃଦ୍ଧି : ଡ. ଜିତେନ୍ଦ୍ର ସିଂ
ନୂଆଦିଲ୍ଲୀ: କେନ୍ଦ୍ର ସରକାର ଫ୍ୟାମିଲି ପେନସନ୍ କ୍ଷେତ୍ରରେ ଏକ ସୁଦୂରପ୍ରସାରୀ ସଂସ୍କାର ଆଣିଛନ୍ତି। ଏହାର ସର୍ବାଧିକ ସୀମାକୁ ମାସିକ ୪୫,୦୦୦ ଟଙ୍କାରୁ ୧,୨୫,୦୦୦ ଟଙ୍କାକୁ ବୃଦ୍ଧି କରାଯାଇଛି। ଏ ସମ୍ପର୍କରେ ସୂଚନା ଦେଇଛନ୍ତି ଉତ୍ତର ପୂର୍ବାଞ୍ଚଳ କ୍ଷେତ୍ର (ଡୋନିଅର) ରାଷ୍ଟ୍ରମନ୍ତ୍ରୀ…
ଡିଜିଲକର ମାଧ୍ୟମରେ ଡିଜିଟାଲ ଇନସ୍ୟୁରାନ୍ସ ପଲିସି ପ୍ରଦାନ କରିବାକୁ ସବୁ ବୀମା କଂପାନୀକୁ ଆଇଆରଡିଏଆଇର ପରାମର୍ଶ
-ଏହାଦ୍ୱାରା ଗ୍ରାହକ ଅଧିକ ସୁବିଧା ପାଇବେ ଏବଂ ସେମାନଙ୍କର କ୍ଲେମ ପରିଶୋଧ କାର୍ଯ୍ୟ ସହଜ ଓ ଶୀଘ୍ର ହୋଇପାରିବ
-ଡିଜିଟାଲ ପଲିସି ଦ୍ୱାରା ବିବାଦ ଏବଂ ଠକେଇ କମିବ
ନୂଆଦିଲ୍ଲୀ: ଭାରତୀୟ ବୀମା ନିୟନ୍ତ୍ରକ ପ୍ରାଧିକରଣ ବା ଆଇଆରଡିଏଆଇ ଚଳିତମାସ ୯ ତାରିଖରେ ଏକ ନିର୍ଦେଶାବଳୀ ଜାରି କରି…
ପ୍ରତିରକ୍ଷା ମନ୍ତ୍ରଣାଳୟର ବିବୃତି
ନୂଆଦିଲ୍ଲୀ: ପାନଗଙ୍ଗ ସୋ ସୀମାନ୍ତରୁ ସୈନ୍ୟ ପ୍ରତ୍ୟାହାର ନେଇ କେତେକ ବିଭ୍ରାନ୍ତିକର ଓ ଅତିରଞ୍ଜିତ ଖବର ଗଣମାଧ୍ୟମ ଏବଂ ସାମାଜିକ ଗଣମାଧ୍ୟମରେ ପ୍ରକାଶ ପାଇଥିବା ପ୍ରତିରକ୍ଷା ମନ୍ତ୍ରଣାଳୟର ଦୃଷ୍ଟିକୁ ଆସିଛି ।
ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ ବାସ୍ତବରେ ସେଠାକାର ସ୍ଥିତି ସଂପର୍କରେ…
ଅଭିଯୁକ୍ତଙ୍କୁ ୫ ଦିନିଆ ରିମାଣ୍ଡରେ ନେବାକୁ ଆବେଦନ କଲା ପୋଲିସ୍
-ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣା
ଭୁବନେଶ୍ୱର: ଭୁବନେଶ୍ୱରରେ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ମୁଖ୍ୟ ଅଭିଯୁକ୍ତ ସଞ୍ଜୟ ଓ ଚନ୍ଦୁଙ୍କୁ ଶୁକ୍ରବାର କୋର୍ଟରେ ହାଜର କରାଇଛି କମିଶନରେଟ୍ ପୋଲିସ୍ । ଏଥିସହ ସେମାନଙ୍କୁ ୫ ଦିନିଆ ରିମାଣ୍ଡରେ ନେବାକୁ ଆବେଦନ କରିଛି ପୋଲିସ୍ ।…
ଓଡିଶାବାସୀଙ୍କୁ ଆନ୍ଧ୍ର ପ୍ରଶାସନ ଅଧିକାରୀ ଭୋଟ ଦେବାପାଇଁ ପ୍ରବର୍ତ୍ତାଉଥିବା ବେଳେ ବିଜେପି ଟିମ୍ ର ପ୍ରଶ୍ନବାଣରେ…
ପାରଳାଖେମୁଣ୍ଡି : ଓଡିଶାର ଗଜପତି ଜିଲ୍ଲା ଗଙ୍ଗାବାଡ ପଞ୍ଚାୟତରେ ଆନ୍ଧ୍ର ଜବରଦସ୍ତ ଅନାଧିକାର ପ୍ରବେଶ କରି ପଞ୍ଚାୟତ ନିର୍ବାଚନ କରିବା ପାଇଁ ଷଡଯନ୍ତ୍ର ଚଳାଇଛନ୍ତି । ଠିକ୍ ସମୟରେ ଗଜପତି ପ୍ରଶାସନ ଏହାର ଦୃଢ ପ୍ରତିବାଦ କରିବା ସହ ଓଡିଶାର ଗ୍ରାମ ଗୁଡିକରେ ଗଜପତି ଅଧିକାରୀମାନେ ସଜାଗ ହେବା…
ଅନୁଗୁଳ ଷ୍ଟେସନରେ ୧୩ ଯୋଡ଼ା ସ୍ୱତନ୍ତ୍ର ଟ୍ରେନ୍ ର ସମୟ ବଦଳିଲା
ଭୁବନେଶ୍ୱର: ଅନୁଗୁଳ ଓ କେରେଜଙ୍ଗ ଷ୍ଟେସନ ମଧ୍ୟରେ ଦୋହରୀକରଣ କାର୍ଯ୍ୟ ପାଇଁ ଅନୁଗୁଳ ଷ୍ଟେସନରେ ସ୍ପେଶାଲ ଟ୍ରେନର ସମୟ ସଂଶୋଧନ କରାଯାଇଛି । ଏହି କ୍ରମରେ ୧୩ ଯୋଡ଼ା ସ୍ୱତନ୍ତ୍ର ଟ୍ରେନର ସମୟ ଅନୁଗୁଳ ଷ୍ଟେସନରେ ପରିବର୍ତନ କରାଯାଇଛି ।
ଏହି ଟ୍ରେନ୍ ଗୁଡିକ ହେଉଛି –୦୮୪୦୫/୦୮୪୦୬…
କୋଟିଆ ମାମଲାରେ ଆନ୍ଧ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ୍
ନୂଆଦିଲ୍ଲୀ /ଭୁବନେଶ୍ୱର: କୋଟିଆ ପ୍ରସଙ୍ଗରେ ଆନ୍ଧ୍ରକୁ ନୋଟିସ୍ ଜାରି କରିଛନ୍ତି ସୁପ୍ରିମ୍ କୋର୍ଟ । ‘କୋଟିଆ’ରେ ଅନୁପ୍ରବେଶ ସଂକ୍ରାନ୍ତରେ ଆନ୍ଧ୍ର ସରକାରଙ୍କ ବିରୋଧରେ ଦାଖଲ କରାଯାଇଥିବା ଅଦାଲତ ଅବମାନନା ମାମଲାର ଶୁଣାଣି କରି ସୁପ୍ରିମକୋର୍ଟ ପ୍ରତିପକ୍ଷ ଆନ୍ଧ୍ର ପ୍ରଦେଶକୁ ନୋଟିସ୍ ଜାରି…
ଏକାମ୍ରକ୍ଷେତ୍ରର ୨ଟି ମନ୍ଦିର ଉପରୁ ବାଇ ଲ’ ପ୍ରତ୍ୟାହାର କରାଯାଉ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଏକାମ୍ରକ୍ଷେତ୍ରର ୨ ଟି ମନ୍ଦିର ଉପରୁ ତୁରନ୍ତ ଜାତୀୟ ସ୍ମାରକୀ ପ୍ରାଧିକରଣ (ଏନଏମଏ)ର ଡ୍ରାଫ୍ଟ ବାଇ ଲ’ ପ୍ରତ୍ୟାହାର କରିବାକୁ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିସହ ଏହି ପ୍ରସଙ୍ଗକୁ ଓଡିଶାର ସାଂସଦମାନେ କେନ୍ଦ୍ର ସରକାରଙ୍କ ଆଗରେ ଉତଥାପନ କରିବାକୁ…
ପାଠକ ବାପାପୁଅ ଦିନିକିଆ ପୋଲିସ ରିମାଣ୍ଡରେ: ଅର୍ଥ ଠକେଇ ନେଇ ପଚରା ଉଚୁରା ଜାରୀ
ଗଞ୍ଜାମ: ବରିଷ୍ଠ ଆଇଏଫଏସ ଅଧିକାରୀ ବାପା ଅଭୟକାନ୍ତ ପାଠକ ଓ ପୁଅ ଆକାଶ ପାଠକଙ୍କୁ ଦିନିକିଆ ରିମାଣ୍ଡରେ ନେଇ ଗୋଳନ୍ଥରା ଥାନା ପୋଲିସ ଆଜି ପଚରା ଉଚୁରା ଜାରୀ ରଖିଛି । ଅର୍ଥ ଠକେଇ ଉପରେ ଅଧିକ ତଥ୍ୟ ଆଦାୟ ପାଇଁ ବାପ ପୋଲିସ ଉଦ୍ୟମ ଚଳାଇଛି । ଥାନା ପକ୍ଷରୁ ପୂର୍ବରୁ ବାପ ପୁଅଙ୍କ ନାମରେ…