Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ଅର୍ଥ ଅଭାବରୁ ଡାକ୍ତରୀ ଚିକିତ୍ସା ବଦଳରେ ଗୁଣିଗାରେଡି ଭରସା
ମାଲକାନଗିରି: ଅର୍ଥ ଅଭାବରୁ ଚିକିତ୍ସାରୁ ବଞ୍ଚିତ ରହିଛନ୍ତି ଜଣେ ଦିନ ମଜୁରିଆ । ଏଭଳି ଦୁଃଖଦ ଘଟଣା ମାଲକାନଗିରି ଜିଲ୍ଲା ବାଲିମେଳା ସଦରରେ ଦେଖିବାକୁ ମିଳିଛି । ବାଲିମେଳା ଏନଏସିର ୧ ନଂ ୱାର୍ଡର ମାଉସୀ ମନ୍ଦିର ନିକଟସ୍ଥ ଉପର ସାହିର ପୁରୁସୂତି ଖରା(୩୫) ଯେ କି ପୂର୍ବେ ଅନ୍ୟ ଗାଡି ଚଳାଇ…
କପା ବଝେଇ ଟ୍ରାକ୍ଟର ଓଲଟି ୨ ମୃତ୍ୟୁ, ଜଣେ ଗୁରୁତର
କଲ୍ୟାଣ ସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣ ସିଂହପୁର ବ୍ଳକ ଅନ୍ତର୍ଗତ ଶିକରପାଇ ଗ୍ରାମ ପଞ୍ଚାୟତର କ୍ରିକେଲପାଡୁ ନିକଟସ୍ଥ ବୁଲାଣି ରାସ୍ତାରେ କପା ବଝେଇ ଟ୍ରାକ୍ଟର ଭାରସାମ୍ୟ ହରାଇ ଓଲଟି ୨ ଜଣ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଅବସ୍ଥାରେ ରହିଥିବା ଜଣାପଡିଛି । ସୂଚନା ଅନୁଯାୟୀ ଗତ…
ବେକରେ ଶାଢ଼ୀ ଲଗାଇ ଯୁବତୀଙ୍କ ଆତ୍ମହତ୍ୟା, କାରଣ ଅସ୍ପଷ୍ଟ, ପୋଲିସ ତଦନ୍ତ ଜାରି
ହରିଚନ୍ଦନପୁର: କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ବ୍ଲକ ଦୈତାରୀ ଥାନା ଅନ୍ତର୍ଗତ ରେବଣାପଳାଶପାଳ ଗ୍ରାମ ବାଲିସାହି ଗାଁର ଜୟରାମ ମହାକୁଡଙ୍କ ଝିଅ ସମବାରୀ ମହାକୁଡ ମଙ୍ଗଳବାର ରାତିରେ କୌଣସି କାରଣରୁ ଘର ପଛ ପାଖରେ ଥିବା ପିଜୁଳି ଗଛରେ ବେକରେ ଶାଢ଼ୀ ଲଗାଇ ଆତ୍ମହତ୍ଯା କରିଛନ୍ତି । ମୃତଙ୍କ…
କରୋନାରେ ଦେଶରେ ଗତ ୨୪ ଘଂଟାରେ ୧୫,୯୬୮ ନୂଆ ମାମଲା
ନୂଆଦିଲ୍ଲୀ: ଦେଶରେ ଗତ ୨୪ଘଂଟା ମଧ୍ୟରେ ୧୫,୯୬୮ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୨୦୨ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୦୪,୯୫,୧୪୭ ପହଂଚିଛି । ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା…
ଟିକାକରଣ ପାଇଁ ଓଡ଼ିଶା ପ୍ରସ୍ତୁତ
ଭୁବନେଶ୍ୱର: ଓଡ଼ିଶାରେ ଟିକା ପହଞ୍ଚିବା ନେଇ ଆନନ୍ଦ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ୱିଟ୍ ଜରିଆରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି,ଓଡ଼ିଶା ଟିକାକରଣ ପାଇଁ ସଂପୂର୍ଣ୍ଣ ପ୍ରସ୍ତୁତ । ମୂଲ୍ୟବାନ ଜୀବନ ବଞ୍ଚାଇବାକୁ ନିରନ୍ତର ଟିକାକରଣ ଚାଲିବ । ଟିକାକରଣରେ ସ୍ୱାସ୍ଥ୍ୟକର୍ମୀ ଓ…
ଓଡ଼ିଶାକୁ ମିଳିଲା ଦୁଇ ଜାତୀୟ ପୁରସ୍କାର
ଭୁବନେଶ୍ୱର: ଜାଗାମିଶନ ଓ ପାଇପ୍ ଯୋଗେ ପାନୀୟ ଜଳ ଯୋଗାଣ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ଲାଗି ଓଡିଶା ସରକାର ଦୁଇଟି ଜାତୀୟ ପୁରସ୍କାର ପାଇଛନ୍ତି । ଜନାଗ୍ରହ ସହର ପ୍ରଶାସନର ଦ୍ୱିତୀୟ ସଂସ୍କରଣରେ ଓଡିଶା ସ୍ଥାନ ପାଇଛି । ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ କେନ୍ଦ୍ର ଗୃହ ନିର୍ମାଣ ବ୍ୟାପାର…
୮ ଲେନ୍ ହେବ ଜୟଦେବ ବିହାର-କିଟ୍ ଛକ ରାସ୍ତା
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଟ୍ରାଫିକ୍ ସମସ୍ୟା ଏଡ଼ାଇବା ପାଇଁ ଜୟଦେବ ବିହାର ଛକରୁ କିଟ୍ ଛକ ପର୍ଯ୍ୟନ୍ତ ରାସ୍ତାକୁ ୮ଲେନ୍ ବିଶିଷ୍ଟ କରିବା ନିମନ୍ତେ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଏଥିପାଇଁ ୨୦୨୧-୨୨ ଆର୍ଥିକ ବର୍ଷରେ ବଜେଟ୍ ବରାଦ ମଧ୍ୟ ହେବ ବୋଲି ଜଣାପଡ଼ିଛି । ପୂର୍ତ୍ତ…
ପୁଣି ବାଜିବ ବ୍ୟାଣ୍ଡ୍ ବାଜା: ଏଣିକି ବିବାହ ଉତ୍ସବରେ ପ୍ରୋସେସନ୍ କୁ ଅନୁମତି
ଭୁବନେଶ୍ୱର: କରୋନା କଟକଣା ମଧ୍ୟରେ ବିବାହ ଉତ୍ସବ ପାଇଁ ବରଯାତ୍ରୀଙ୍କ ପ୍ରୋସେସନ୍ ନିମନ୍ତେ ରାଜ୍ୟ ସରକାର ଅନୁମତି ଦେଇଛନ୍ତି । ଏଣିକି ବର ଯିବାବେଳେ ବାଜା-ବାଣ ଓ ରୋଷଣୀ କରି ବରଯାତ୍ରୀମାନେ ଯାଇପାରିବେ । ତେବେ ଏହି ଲୋକଙ୍କ ସଂଖ୍ୟା ସର୍ବାଧିକ ୨୦୦ ହେବ ଓ ସମସ୍ତ ପ୍ରକାରର କୋଭିଡ୍…
ମ୍ୟାଟ୍ରିକ୍ ପରୀକ୍ଷା ଫି’ ଛାଡ
ଭୁବନେଶ୍ୱର: ମ୍ୟାଟ୍ରିକ ପରୀକ୍ଷା ନିମନ୍ତେ ପିଲାମାନଙ୍କ ପରୀକ୍ଷା ଫିସ୍ ଛାଡ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନପଟ୍ଟନାୟକ ମଙ୍ଗଳବାର ଦିନ ନିର୍ଦ୍ଦେଶ ଦେଇଛନ୍ତି । ଛାତ୍ର ସମାଜର ବୃହତର ସ୍ୱାଥକୁ ଦୃଷ୍ଟିରେ ରଖି ସେ ଏଭଳି ନିଷ୍ପତ୍ତି ନେଇଥିବା ଜଣାପଡିଛି । ମୁଖ୍ୟମନ୍ତ୍ରୀଙ୍କ ଏହି…
ରାଜନୀତିରେ ନିଃସ୍ୱାର୍ଥପର ଏବଂ ଗଠନମୂଳକ ଅବଦାନ ରଖିବାକୁ ଯୁବ ସମାଜକୁ ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ
ପାରିବାରିକ ରାଜନୀତି ସାମାଜିକ ଦୁର୍ନୀତିର ପ୍ରଧାନ କାରଣ: ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ, ୧୩ ଜାନୁୟାରୀ, ରାଜନୀତିରେ ଗଠନମୂଳକ ଓ ନିଃସ୍ୱାର୍ଥପର ଅବଦାନ ରଖିବାକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଯୁବ ସମାଜକୁ ଆହ୍ୱାନ ଜଣାଇଛନ୍ତି । ଆଜି ଦ୍ୱିତୀୟ ଯୁବ ପାର୍ଲାମେଣ୍ଟ ଉତ୍ସବର…