Browsing Category

ରାଜ୍ୟ

ଉଚ୍ଚସ୍ତରୀୟ କମିଟିରେ ନବୀନ

ବର୍ଷେବ୍ୟାପି ପାଳନ ହେବ ନେତାଜୀ ଜୟନ୍ତୀ ଭୁବନେଶ୍ୱର: ନେତାଜୀ ସୁବାସ ଚନ୍ଦ୍ର ବୋଷଙ୍କ ୧୨୫ ତମ ଜୟନ୍ତୀ ପାଳନ ଅବସରରେ କେନ୍ଦ୍ର ସଂସ୍କୃତି ମନ୍ତ୍ରାଳୟ ଦ୍ୱାରା ଗଠିତ ଏକ ଉଚ୍ଚସ୍ତରୀୟ କମିଟିର ସଦସ୍ୟ ଭାବରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାମିଲ୍ ହୋଇଛନ୍ତି । ପ୍ରଧାନମନ୍ତ୍ରୀ…

ପ୍ରତୀକ୍ଷାର ଅନ୍ତ: ୧୬ରୁ ଦେଶରେ ଟିକାକରଣ

-ପ୍ରଧାନମନ୍ତ୍ରୀଙ୍କ ସମୀକ୍ଷା ପରେ ନିଷ୍ପତ୍ତ -ପ୍ରଥମେ ସ୍ୱାସ୍ଥ୍ୟକର୍ମୀଙ୍କୁ ଦିଆଯିବ ଟିକା -୩ କୋଟି ଲୋକଙ୍କୁ ଦିଆଯିବା ଲକ୍ଷ୍ୟ ନୂଆଦିଲ୍ଲୀ: ଭାରତ ସରକାର ଏକ ବଡ ଘୋଷଣା କରିଛନ୍ତି । ଜାନୁଆରୀ ୧୬ରୁ କରୋନା ଟିକାକରଣ ଅଭିଯାନ ଆରମ୍ଭ ହେବ । ସର୍ବପ୍ରଥମେ ୩ କୋଟି ସ୍ୱାସ୍ଥ୍ୟକର୍ମୀଙ୍କୁ…

ବିନ୍ଦୁସାଗର ଜାତୀୟ ସଂହତିର ପ୍ରତୀକ: ମୁଖ୍ୟମନ୍ତ୍ରୀ

ଜାତୀୟ ଐତିହ୍ୟର ସୁରକ୍ଷା ପାଇଁ ପ୍ରଧାନମନ୍ତ୍ରୀ ବଦ୍ଧପରିକର: ଧର୍ମେନ୍ଦ -୭୦ଲକ୍ଷ ବ୍ୟୟରେ ପୁଷ୍କରିଣୀର ହେବ ସଫେଇ -ଗତବର୍ଷ ଜୁନ୍‌ରେ ଆଇସିଟି-ଆଇଓସିଏଲ୍ ସହ ଏମ୍‌ଓୟ ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଦିନ ଏକାମ୍ର କ୍ଷେତ୍ରର…

ଗଞ୍ଜାମ ପୋଲିସର କାର୍ଯ୍ୟାନୁଷ୍ଠାନ : ୫୫ ହଜାର ୫୦୦ ଟଙ୍କା ଜୋରିମାନା ଆଦାୟ : ୧୭୮.୪ ଲିଟର ମଦ ଜବତ : ୪ ଗିରଫ

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ପୋଲିସ ପକ୍ଷରୁ ୮ ତାରିଖ ସକାଳ ଠାରୁ ୯ ତାରିଖ ସକାଳ ପର୍ଯ୍ୟନ୍ତ ୨୪ ଘଂଟା ମଧ୍ୟରେ କୋଭିଡ଼୍ କଟକଣା ଉଲ୍ଲଙ୍ଘନକାରୀ, ବେପରୁଆ ଗାଡି ଚାଳକ, ବେଆଇନ ମଦ କାରବାର ଓ ଜୁଆ ଆଡ୍ଡା ଉପରେ ଚଢ଼ଉ କରାଯାଇଛି । ପୋଲିସର ସୂଚନା ଅନୁଯାୟୀ, ଟ୍ରାଫିକ୍ ନିୟମ ଉଲ୍ଲଙ୍ଘନ କରିଥିବା…

ଘରେ ପଶିଗଲା ସ୍କର୍ପିଓ : ସ୍ତ୍ରୀ ମୃତ, ସ୍ୱାମୀ ଓ ପୁଅ ଗୁରୁତର

ନୂଆପଡ଼ା: ରାସ୍ତାରେ ଯାଉଥିବା ଏକ ସ୍କର୍ପିଓ ଭାରସାମ୍ୟ ହରାଇ ଘରେ ପଶି ଯିବା ଫଳରେ ସ୍ତ୍ରୀର ମୃତ୍ୟୁ ଘଟିଥିବା ବେଳେ ସ୍ୱାମୀ ଓ ପୁଅ ଗୁରୁତର ଭାବେ ଆହତ ହୋଇଛନ୍ତି । ଗୁରୁତର ମାନଙ୍କୁ ଚିକିତ୍ସା ନିମନ୍ତେ ଖଡ଼ିଆଳ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତି କରାଯାଇଛି । ଆଜି ଅପରାହ୍ନ ପ୍ରାୟେ ସାଢ଼େ ୪ଟା…

ପ୍ରଶାସନର ଧମକକୁ ଚାଷୀ ମାନିବାକୁ ବାଧ୍ୟ

ଧର୍ମଗଡ଼: କଳାହାଣ୍ଡି ଜିଲ୍ଲାର ବିଭିନ୍ନ ମଣ୍ଡି ମାନଙ୍କରେ ହଜାର ହଜାର କୁଇଣ୍ଟାଲ ଧାନ ପଡ଼ି ରହିଛି । ଧାନ ଉଠାଣରେ ମନ୍ଥରତା ନେଇ ଗତ କିଛିଦିନ ତଳେ ଜିଲ୍ଲା ପ୍ରଶାସନ କିଛି ମର୍ସଲଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଥିଲା । ଏହାପରେ ଧାନ ଉଠାଣରେ ସୁଧାର ଆସିବ ବୋଲି ଚାଷୀ ଆଶା କରୁଥିଲେ ।…

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଫ୍ରାନ୍ସ ରାଷ୍ଟ୍ରପତିଙ୍କ କୂଟନୈତିକ ପରାମର୍ଶଦାତା ମିଃ. ଇମାନୁଏଲ ବୋନ

ନୂଆଦିଲ୍ଲୀ: ଫ୍ରାନ୍ସ ରାଷ୍ଟ୍ରପତିଙ୍କ କୂଟନୈତିକ ପରାମର୍ଶଦାତା ମିଃ. ଇମାନୁଏଲ୍ ବୋନ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି । ଆତଙ୍କବାଦ ମୁକାବିଲା, ସାଇବର ସୁରକ୍ଷା, ପ୍ରତିରକ୍ଷା ଏବଂ ରଣନୈତିକ ସହଯୋଗ ଇତ୍ୟାଦି ସମେତ ବିଭିନ୍ନ ପ୍ରମୁଖ ପ୍ରସଙ୍ଗ ଉପରେ…

ଜାତୀୟ ଐତିହ୍ୟର ସୁରକ୍ଷା ଓ ସଂରକ୍ଷଣ ପାଇଁ ବଦ୍ଧପରିକର ପ୍ରଧାନମନ୍ତ୍ରୀ -ଧର୍ମେନ୍ଦ୍ର ପ୍ରଧାନ

“ସ୍ୱଚ୍ଛ ବିନ୍ଦୁ ସାଗର ପ୍ରକଳ୍ପ”ର ଶୁଭ ଉଦଘାଟନ କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀଙ୍କ ଉଦବୋଧନ -ସ୍ୱଚ୍ଛ ବିନ୍ଦୁ ସାଗର ପ୍ରକଳ୍ପର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ -ଖୁବ ଶୀଘ୍ର ବିନ୍ଦୁ ସାଗରର ପବିତ୍ର ଜଳ ହେବ ସ୍ୱଚ୍ଛ ଓ ନିର୍ମଳ -ପବିତ୍ର ଜଳ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ପୁଷ୍କରିଣୀର…

ପାଟଣା ବ୍ଲକର ୪ ହାଇସ୍କୁଲର ସମସ୍ତ କର୍ମଚାରୀଙ୍କ ଦରମା ବନ୍ଦ

କେନ୍ଦୁଝର: କାର୍ଯ୍ୟରେ ଅବହେଳା ପ୍ରଦର୍ଶନ କରିଥିବା ଦର୍ଶାଇ ପାଟଣା ବ୍ଲକର ୪ଟି ହାଇସ୍କୁଲର ସମସ୍ତ କର୍ମଚାରୀଙ୍କ ଦରମା ବନ୍ଦ କରିଛନ୍ତି ଜିଲ୍ଲା ଶିକ୍ଷା ଅଧିକାରୀ । ସରକାରଙ୍କ ଗାଇଡ୍ ଲାଇନ୍ ଉଲ୍ଲଙ୍ଘନ ଯୋଗୁଁ ଏ ପ୍ରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିବା ଜଣାପଡିଛି । ଅନ୍ୟପକ୍ଷରେ…

ଭଣ୍ଡାରା ଘଟଣାକୁ ନେଇ ପ୍ରଧାନମନ୍ତ୍ରୀଙ୍କ ଦୁଃଖ ପ୍ରକାଶ

ନୂଆଦିଲ୍ଲୀ: ମହାରାଷ୍ଟ୍ରର ଭଣ୍ଡାରାରେ ଅଗ୍ନିକାଣ୍ଡରେ ଦଶ ଜଣ ଶିଶୁ ପ୍ରାଣ ହରାଇବା ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀ ମୋଦି ଟ୍ୱିଟ କରି କହିଛନ୍ତି ଯେ ଭଣ୍ଡାରାରେ ଶିଶୁ ମାନଙ୍କର ଜୀବନ ଚାଲି ଯିବା ଘଟଣାରେ ସେ ଦୁଃଖିତ । ପୀଡିତ…