Browsing Category

ସ୍ପେସିଆଲ

ଆଜି ବିଶ୍ବ ପରିବେଶ ଦିବସ, ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ବିଶ୍ବ ପରିବେଶ ଦିବସ। ପ୍ରତିବର୍ଷ ଜୁନ ମାସ ୫ ତାରିଖ ଦିନ ଏହି ଦିବସ ପାଳନ ହୁଏ। ଏହି ଦିବସ ପାଳନ କରିବାର ମୁଖ୍ୟ କାରଣ ହେଉଛି ଲୋକଙ୍କୁ ପରିବେଶ ବିଷୟରେ ଅବଗତ କରାଇବା। ବିଶ୍ବର ପ୍ରାୟ ୧୪୩ଟି ରାଷ୍ଟ୍ରରେ ପରିବେଶ ଦିବସ ପାଳନ କରାଯାଇଥାଏ । ବିଶ୍ବ ପରିବେଶ ଦିବସରେ…

କିଣିବା ପୂର୍ବରୁ ନଜର ପକାନ୍ତୁ ଭାରତର ପ୍ରମୁଖ ସହର ଓ ଓଡିଶାରେ କେତେ ରହିଛି ସୁନା ଦର

ସୁନା କିଣିବାକୁ ଯଦି ମନବଳାଇଛନ୍ତି ତେବେ କିଣିବା ପୂର୍ବରୁ ନଜର ପକାନ୍ତୁ ଭାରତର ପ୍ରମୁଖ ସହର ଓ ଓଡିଶାରେ କେତେ ରହିଛି ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୫,୨୪୦ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି…

କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣା ସ୍ଥଳରେ ପ୍ରଧାନମନ୍ତ୍ରୀ ମୋଦି

ବାହାନଗା: ବାଲେଶ୍ବର ବାହାନଗାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । M-17 ଡେଲିକପ୍ଟରରେ ବାହାନଗାରେ ପହଞ୍ଚିବା ପରେ କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣା ସ୍ଥଳକୁ ଗଲେ । ଦୁର୍ଘଟଣା ସ୍ଥଳରେ ପହଞ୍ଚିବା ପରେ ସ୍ଥିତି ସମୀକ୍ଷା କରିବା ସହ ଉପସ୍ଥିତ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି ।…

ଉଦ୍‌ଯାପିତ ହେଲା ଉତ୍ସବ ନବରସ-୨୦୨୩ ‘ଓଡ଼ିଶା ଯାତ୍ରା ଜଗତର କିମ୍ବଦନ୍ତୀ ପୁରୁଷ ଆର୍ତ୍ତବନ୍ଧୁ’

ଜଗତସିଂହପୁର : ଓଡ଼ିଶା ଯାତ୍ରା ଜଗତର କିମ୍ବଦନ୍ତୀ ତଥା ଅପ୍ରତିଦ୍ୱନ୍ଦ୍ୱୀ ଅଭିନେତା ତଥା ନିର୍ଦ୍ଦେଶକ ନାଟ୍ୟଶ୍ରୀ ଆର୍ତ୍ତବନ୍ଧୁ ରାଉତରାୟଙ୍କ ୯୫ତମ ଜନ୍ମ ଜୟନ୍ତୀ ଉପଲକ୍ଷେ ଦୁଇଦିନ ଧରି ପାଳିତ ହେଉଥିବା ଜିଲ୍ଲାସ୍ତରୀୟ ଉତ୍ସବ ନବରସ -୨୦୨୩ ଉଦ୍‌ଯାପିତ ହୋଇଯାଇଛି । ଏହି ଉଦ୍‌ଯାପନୀ ସଭାରେ…

ରାଷ୍ଟ୍ରପତିଙ୍କ ବାର୍ତ୍ତା, ସ୍ୱର୍ଣ୍ଣାକ୍ଷରରେ ଲିପିବଦ୍ଧ ହୋଇ ରହିବ

ନୂଆଦିଲ୍ଲୀ: ଦେଶକୁ ମିଳିଛି ନୂଆ ସଂସଦ ଭବନ । ନୂଆ ସଂସଦ ଭବନ ଉଦଘାଟନକୁ ନେଇ ରାଷ୍ଟ୍ରପତି ଦ୍ରୌପଦି ମୁର୍ମୁ ଖୁସିବ୍ୟକ୍ତ କରିଛନ୍ତି । ଭାରତର ଗଣତନ୍ତ୍ରର ଯାତ୍ରାରେ ଏଷହା ଏକ ଗୁରୁତ୍ୱପୂର୍ଣ୍ଣ ପର୍ଯ୍ୟାୟ । ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଭବନ ଉଦଘାଟନକୁ ରାଷ୍ଟପତି ସ୍ୱାଗତ…

ଖୁବଶୀଘ୍ର ପ୍ରତି ଜିଲ୍ଲାରେ ଖୋଲିବ ଅଡିଟୋରିୟମ ଓ କଲ୍ୟାଣ ମଣ୍ଡପ

ଭୁବନେଶ୍ବର: ପ୍ରତି ଜିଲ୍ଲାରେ ହେବ ଅଡିଟୋରିୟମ୍ ଏବଂ କଲ୍ୟାଣ ମଣ୍ଡପ । ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ବିଭାଗର କାର୍ଯ୍ୟ ସମୀକ୍ଷା ପରେ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ଯୋଜନା ଓ ସଂଯୋଜନ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ । ଏହାସହ ବିଭାଗୀୟ କାର୍ଯ୍ୟର ମଧ୍ୟ ହିସାବ ଦେଇଛନ୍ତି ।…

ଆହୁରି ୪ ଦିନ କାଳବୈଶାଖୀ, ୨୪ ହଜାରରୁ ଅଧିକ ଥର ମାରିଛି ବିଜୁଳି

ଭୁବନେଶ୍ବର: ରାଜଧାନୀରେ କାଳବୈଶାଖୀ ତାଣ୍ଡବ । ଭୁବନେଶ୍ବର ସହିତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷା ହୋଇଛି । ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପବନରେ ଭିଜିଛି ଭୁବନେଶ୍ବର । ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ଦ୍ବାରା କେତେକ ସ୍ଥାନରେ ଗଛ ମଧ୍ୟ ଭାଙ୍ଗିପଡ଼ିଛି ।…

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପ୍ରଦାନ କରାଗଲା ଫିଜିର ସର୍ବୋଚ୍ଚ ବେସାମରିକ ସମ୍ମାନ

ନୂଆଦିଲ୍ଲୀ: ବୈଶ୍ବିକ ନେତୃତ୍ବ ଲାଗି ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମ‌ୋଦୀଙ୍କୁ ଫିଜିର ସର୍ବୋଚ୍ଚ ବେସାମରିକ ସମ୍ମାନ 'ଦି କମ୍ପାନିଅନ୍‌ ଅଫ୍‌ ଦି ଅର୍ଡର୍‌ ଅଫ୍‌ ଫିଜି' ପ୍ରଦାନ କରାଯାଇଛି। କୌଣସି ଅଣ-ଫିଜି ନାଗରିକଙ୍କ କ୍ଷେତ୍ରରେ ଏହା ହେଉଛି ଗୋଟାଏ ଦୁର୍ଲଭ ସମ୍ମାନ।…

ଆଜି ଦିନ ୧୧ଟା ୪୩ ମିନିଟ୍‌ରେ ହଜି ଯିବ ନିଜ ଛାଇ

ଭୁବନେଶ୍ୱର: ଆଜି ଭୁବନେଶ୍ୱରରେ ଦୃଶ୍ୟମାନ ହେବ ନାହିଁ ଛାଇ । ଦିନ ୧୧ଟା ୪୩ ମିନିଟରେ ହଜିଯିବ ନିଜ ଛାଇ । ବର୍ଷରେ ଦୁଇ ଥର ସୂର୍ଯ୍ୟ ଆମ ମୁଣ୍ଡ ଉପରେ ରହେ ଏବଂ ଆମର ଛାଇ ଦୃଶ୍ୟମାନ ହୋଇନଥାଏ । ଯାହାକୁ ଜ୍ୟୋର୍ତିବିଜ୍ଞାନୀମାନେ ଶୂନ୍ୟ ଛାୟା ଦିବସ ବା ଜିରୋ ସ୍ୟାଡୋ ଦିବସ ବୋଲି…

ରାଜଧାନୀରେ ଅପରାଧ ଓ ଅପରାଧୀଙ୍କ ଉପରେ ନଜର ରଖିବ ଡ୍ରୋନ୍

ଭୁବନେଶ୍ୱର: ରାଜଧାନୀରେ ଅପରାଧ ଓ ଅପରାଧୀଙ୍କ ଉପରେ ନଜର ରଖିବ ଡ୍ରୋନ୍ । ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି ଡ୍ରୋନ୍ ପାଟ୍ରୋଲିଂ । ଆକାଶ ମାର୍ଗରୁ ଅପରାଧ ଉପରେ ନଜର ରଖିବ କମିଶନରେଟ ପୋଲିସ । ସହରର ପ୍ରତିଟି ଘଟଣା ଓ ଦୁର୍ଘଟଣା ଉପରେ ଏହି ସିଧାସଳଖ ରହିବ ନଜର । ଏନେଇ ପ୍ରାଥମିକ ଭାବେ…