Sign in
Sign in
Recover your password.
A password will be e-mailed to you.
Browsing Category
ନ୍ୟୁଜ୍ ବୁଲେଟିନ୍
ରୁଷ ରାଷ୍ଟ୍ରପତିଙ୍କୁ ସାକ୍ଷାତ କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ, : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଚୀନର ତିଆନଜିନ୍ ଠାରେ ସାଂଘାଇ ସହଯୋଗ ସଂଗଠନ ଶିଖର ସମ୍ମିଳନୀ ଅବସରରେ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ସାକ୍ଷାତ କରିଛନ୍ତି । ଦୁଇ ନେତା ଆର୍ଥିକ, ବିତ୍ତୀୟ ଏବଂ ଶକ୍ତି କ୍ଷେତ୍ର ସମେତ ଦ୍ୱିପାକ୍ଷିକ ସହଯୋଗର ବିଭିନ୍ନ…
ୟୁରୋପୀୟ ରାଷ୍ଟ୍ର ଗୁଡିକ ସହିତ ସ୍ଥାୟୀ ସମ୍ପର୍କ ବୃଦ୍ଧି ଦିଗରେ ଓଡିଶା ସର୍ବଦା ପ୍ରସ୍ତୁତ
ଭୁବନେଶ୍ୱର, : ୨୦୦୦ ଏବଂ ୨୦୦୧ ବ୍ୟାଚର ଭାରତୀୟ ବୈଦେଶିକ ସେବା (ଆଇଏଫଏସ) ଅଧିକାରୀମାନେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଲୋକସେବା ଭବନରେ ଭେଟିଥିଲେ । ପ୍ରତିନିଧି ଦଳରେ ରୋମାନିଆରେ ଭାରତର ରାଷ୍ଟ୍ରଦୂତ ଡକ୍ଟର ମନୋଜ କୁମାର ମହାପାତ୍ର, ସ୍ଲୋଭେନିଆ ଗଣରାଜ୍ୟରେ ଭାରତର ରାଷ୍ଟ୍ରଦୂତ…
ପଞ୍ଚବିଂଶତମ ଏସସିଓ ଶିଖର ସମ୍ମିଳନୀରେ ଯୋଗଦେଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ, : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୩୧ ଅଗଷ୍ଟରୁ ୧ ସେପ୍ଟେମ୍ବର ୨୦୨୫ ପର୍ଯ୍ୟନ୍ତ ଚୀନର ତିଆନଜିନରେ ଅନୁଷ୍ଠିତ ସାଂଘାଇ ସହଯୋଗ ସଂଗଠନ (ଏସସିଓ)ର ରାଷ୍ଟ୍ର ମୁଖ୍ୟମାନଙ୍କ ପରିଷଦର ପଞ୍ଚବିଂଶତମ ବୈଠକରେ ଅଂଶଗ୍ରହଣ କରିଛନ୍ତି । ଏହି ଶିଖର ସମ୍ମିଳନୀରେ ଏସସିଓ ବିକାଶ ରଣନୀତି,…
ଧୁମ ଧାମ ରେ ଚାଲିଛି ଗଣେଶ ଙ୍କ ପୂଜାର୍ଚନା, ଆକର୍ଷଣ ସାଜିଛି 18ଫୁଟ ଗଣେଶ ମୂର୍ତ୍ତି
ବିଘ୍ନବିନାଶକ ଅଗ୍ରପୂଜ୍ୟ ଗଜାନନ ଙ୍କ ପୂଜା ପୁରପଲ୍ଲୀ ରେ ଧୁମ ଧାମ ରେ ପାଳିତ ହୋଇଛି| ବିଭିନ୍ନ ସ୍କୁଲ କଲେଜ ଆଦି ଶିକ୍ଷାନୁଷ୍ଠାନ ସମେତ କ୍ଲବ, ଯୁବକ ସଂଘ ପକ୍ଷରୁ ପାଳନ କରାଯାଉଛି |ଶରତ ଋତୁ ରେ ପାର୍ବଣ ର ଆଦ୍ୟ ପର୍ବ ରେ ଉତ୍ସବ ମୁଖରିତ ଗ୍ରାମାଞ୍ଚଳ ରୁ ସହରାଞ୍ଚଳ ପର୍ଯ୍ୟନ୍ତ ଗଣନାଥ…
ବିଜେପି ରାଜ୍ୟସଭାପତି ମନମୋହନ ସାମଲଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା
କେସିଙ୍ଗା,: ବିଜେପି ରାଜ୍ୟ ସଭାପତିଙ୍କ ନାମ ଘୋଷଣା ପରେ ପ୍ରଥମ ଥର କଳାହାଣ୍ଡି ଜିଲ୍ଲା ଗ୍ରସ୍ତରେ ମନମୋହନ ସାମଲ । କଳାହାଣ୍ଡିର ଦ୍ୱାର କୁହାଯାଉଥିବା କେସିଙ୍ଗା ଅମାଠ ଛକରୁ କେସିଙ୍ଗା ନଗର ଦେଇ କଳାହାଣ୍ଡି ଜିଲ୍ଲାରେ ପାଦ ଦେଇଛନ୍ତି ସଭାପତି । ସଭାପତି ଆସିବେ ବୋଲି ଚାରିଦିନ ଆଗରୁ…
ଅପରେସନ ମହାଦେବର ବୀର ଯବାନଙ୍କୁ ସମ୍ମାନିତ କଲେ ଗୃହମନ୍ତ୍ରୀ
ନୂଆଦିଲ୍ଲୀ,: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ବୁଧବାର ଦିନ ଭାରତୀୟ ସେନା, ଜମ୍ମୁ-କଶ୍ମୀର ପୋଲିସ ଓ ସିଆରପିଏଫର ସେହି ବୀର ଯବାନମାନଙ୍କୁ ସାକ୍ଷାତ କରିଛନ୍ତି ଓ ତାଙ୍କୁ ସମ୍ମାନିତ କରିଛନ୍ତି , ଯେଉଁମାନେ ସମ୍ପ୍ରତି ସଫଳଭାବେ ଅପରେସନ୍ ମହାଦେବ’ ଚାଳନା କରି ପହେଲଗାମ ଆକ୍ରମଣର…
ଆଜିଠୁ ଟ୍ରମ୍ପଙ୍କ ୫୦% ଟାରିଫ୍ ଶୁଳ୍କ ଲାଗୁ
ନୂଆଦିଲ୍ଲୀ, : ଭାରତ ଉପରେ ପଡ଼ିଲା ଟ୍ରମ୍ପ ଟାରିଫ୍ ବୋମା । ଭାରତୀୟ ସାମଗ୍ରୀ ଉପରେ ୨୫ ପ୍ରତିଶତ ଅତିରିକ୍ତ ଶୁଳ୍କ ଲାଗୁ ହୋଇଛି । ପୂର୍ବରୁ ଅର୍ଥାତ ଅଗଷ୍ଟ ୭ରେ ବ୍ୟାପାର ଘାଟା ଦର୍ଶାଇ ୨୫% ଟାରିଫ୍ ଲାଗୁ କରିଥିଲେ । ଏହାକୁ ମିଶାଇ ବୁଧବାରଠୁ ଭାରତ ଉପରେ ମୋଟ୍ ୫୦ ପ୍ରତିଶତ ଟାରିଫ ଲଗାଇଛି…
ରାଜ୍ୟପାଳ ନବୀନ ପଟ୍ଟନାୟକଙ୍କୁ ଭେଟି ତାଙ୍କ ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିଲେ
ଭୁବନେଶ୍ୱର, : ସୋମବାର ଓଡ଼ିଶାର ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍ପାଟି ନବୀନ ନିବାସ ଯାଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧି ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟି ତାଙ୍କ ସ୍ୱାସ୍ଥବସ୍ଥା ପଚାରି ବୁଝିଥିଲେ । ସାକ୍ଷାତ ସମୟରେ ଦୁଇ ନେତା ପ୍ରାୟ ୧୫- ୨୦ ମିନିଟ୍ ପର୍ଯ୍ୟନ୍ତ…
ରପ୍ତାନିକାରୀଙ୍କ ଲାଗି ଆସିବ ୨୫ ହଜାର କୋଟିର ବୁଷ୍ଟର ପ୍ୟାକେଜ
ନୂଆଦିଲ୍ଲୀ, : କରୋନା ମହାମାରୀ ପରେ ବିଶ୍ୱ ବଜାର ସ୍ଥିତାବସ୍ଥାକୁ ଫେରୁଥିଲା । ଏହା ପରେ ରୁଷ ୟୁକ୍ରେନ ଯୁଦ୍ଧ, ମଧ୍ୟପ୍ରାଚ୍ୟ ସଙ୍କଟ ଏବଂ ଆମେରିକାର ଟାରିଫ ଯୋଗୁ ଏବେ ବଜାର ପୁଣି ଥରେ ପ୍ରଭାବିତ ରହିଛି । ଏଭଳି ସ୍ଥିତିରେ ଭାରତୀୟ ରପ୍ତାନିକାରୀ ମାନେ ବର୍ତ୍ତମାନ ବିଭିନ୍ନ ସମସ୍ୟା ଦେଇ…
ଟାଟା ପାୱାରର ନୂତନ ଅଭିଯାନ
ଭୁବନେଶ୍ୱର, : ଟାଟା ପାୱାରର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ତଥା ନୂତନ ଅଭିଯାନର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି । ଏପରିକି ଟାଟା ପାୱାର ନେତୃତ୍ୱାଧୀନ ଓଡ଼ିଶାର ଡିସ୍କମ୍ଗୁଡ଼ିକ ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍ (ଟିପିସିଓଡିଏଲ୍), ଟିପି ସଦର୍ନ ଓଡ଼ିଶା…