Browsing Category

ନ୍ୟୁଜ୍ ବୁଲେଟିନ୍

ଭୁବନେଶ୍ୱର ଏମ୍ସର ୩୦୦ରୁ ଅଧିକ କର୍ମଚାରୀ ପଜିଟିଭ

ଭୁବନେଶ୍ୱର : ଭୁବନେଶ୍ୱର ଏମ୍ସର ୩ ଶହରୁ ଅଧିକ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଅଛନ୍ତି ଡାକ୍ତର, ନର୍ସ ଓ ପାରା ମେଡିକାଲ ଷ୍ଟାଫ୍। ଜାନୁଆରୀ ୧ରୁ ଆଜି ପର୍ଯ୍ୟନ୍ତ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଥିବା ନେଇ ଏମ୍ସ ସୂତ୍ରରୁ ସୂଚନା ମିଳିଛି। ସୂଚନା ଅନୁସାରେ…

ନାବାଳିକାଙ୍କ ବାଲ୍ୟବିବାହ ବନ୍ଦ କଲା ଜିଲ୍ଲା ପ୍ରଶାସନ

ପାରଳାଖେମୁଣ୍ଡି, ୩୧ା୧୨ : ଗଜପତି ଜିଲ୍ଲା କାଶୀନଗର ବ୍ଲକର ବଡଖିଙ୍ଗା ଗ୍ରାମରେ ଆଗାମୀ ଦିନରେ ହେବାକୁ ଥିବା ଜଣେ ନାବାଳିକାଙ୍କ ବାଲ୍ୟବିବାହକୁ ବନ୍ଦ କଲା ଜିଲ୍ଲା ପ୍ରଶାସନ । ଉକ୍ତ ବାଲ୍ୟ ବିବାହ ସମ୍ପର୍କରେ ବିଶ୍ୱସ୍ଥ ସୂତ୍ରରୁ କାଶୀନଗର ବାଲ୍ୟବିବାହ ନିଷେଧ ଅଧିକାରିଣୀ କନକଲତା ପୂଜାରୀ…

ରାଜ୍ୟରେ ଆଉ ଜଣେ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଆଉ ଜଣେ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଲାଇଫ୍‌ ସାଇନ୍‌ସେସ୍‌ (ଆଇଏଲ୍‌ଏସ୍‌) ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୯କୁ ବୃଦ୍ଧି ପାଇଛି। ଏହି ନୂଆ ଓମିକ୍ରନ୍ ଆକ୍ରାନ୍ତ ଜଣଙ୍କ…

ଦିନକରେ ୧୭୦ ଆକ୍ରାନ୍ତ ଚିହ୍ନଟ

-ନୂଆପଡ଼ାରୁ ବାହାରିଲେ ସର୍ବାଧିକ ୨୯ଜଣ -ଓଡ଼ିଶାରେ ଦେଖାଦେଲା ୟୁକେ ଷ୍ଟ୍ରେନ୍ -ମାଲକାନଗିରି ପରେ ନବରଙ୍ଗପୁରରେ ନାଇଟ୍ କର୍ଫ୍ୟୁ -ଭିଡ ନିୟନ୍ତ୍ରଣ ପାଇଁ କେନ୍ଦ୍ରରୁ ଆସିଲା ଚିଠ ନବରଙ୍ଗପୁର: କରୋନାର ଦ୍ୱିତୀୟ ଲହର ଏବେ ପୁଣିଥରେ ରାଜ୍ୟବାସୀଙ୍କୁ ଚିନ୍ତାରେ ପକାଇଛି । ଦେଶରେ ଆଜି…