Browsing Category

ନ୍ୟୁଜ୍ ବୁଲେଟିନ୍

ରାଜ୍ୟରେ ୮୬୮ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର ୧୯।୧୧: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୮୬୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧୧୭୮୮ରେ ପହଞ୍ଚିଛି । ଏନେଇ…

ରାଜ୍ୟରେ ଆଉ ୧୭ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର ୧୯।୧୧: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିଛି । ୨୪ ଘଣ୍ଟାରେ ୮୬୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୭ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୫୯୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

ରାଜ୍ୟରେ ୮୬୮ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ ଏବେ ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟାରେ ୮୬୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧୦୯୨୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ…

୨୦୨୧ ଜାନୁଆରି ୧୫ରେ ପ୍ରକାଶ ପାଇବ ସଂଶୋଧିତ ଭୋଟର ତାଲିକା

ଭୁବନେଶ୍ବର: ଜାନୁଆରି ପହିଲା ସୁଦ୍ଧା ଯେଉଁମାନଙ୍କୁ ୧୮ ବର୍ଷ ବୟସ ହୋଇଥିବ ସେମାନେ ଭୋଟର ତାଲିକାରେ ନାମ ପଞ୍ଜୀକରଣ କରିପାରିବେ। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ ସ୍ବତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ କାର୍ଯ୍ୟ ପାଇଁ ଆଜି ଭିଡିଓ କନଫରେନ୍‌ସିଂ ଜରିଆରେ…

ରାଜ୍ୟରେ ଆଉ ୧୫ ଜଣଙ୍କ ମୃତ୍ୟୁ

ଭୁବନେଶ୍ବର : ରାଜ୍ୟରେ ବୁଧବାର କରୋନା ଆଉ ୧୫ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧,୫୭୫କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି। ସୂଚନା ଅନୁଯାୟୀ, ଆଜି କରୋନାରେ ୧୫ଜଣ ମୃତକଙ୍କ ମଧ୍ୟରୁ ସର୍ବାଧିକ…

ଗ୍ଲେଜ୍ ଇଣ୍ଡିଆ ଠକେଇ ଘଟଣାରେ ଗିରଫ ୪ କୋର୍ଟ ଚାଲାଣ : ଜାମିନ ନାମଞ୍ଜୁର

ଢେଙ୍କାନାଳ,୧୭.୧୧: ଢେଙ୍କାନାଳ ସହର ଉପକଣ୍ଠରେ ଗଢି ଉଠିଥିବା ଗ୍ଲେଜ୍ ଇଣ୍ଡିଆ କମ୍ପାନୀ କୃଷି ବିଭାଗରେ ଚାକିରୀ ଦେବା ଆଳରେ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିଥିବା ଅଭିଯୋଗରେ କମ୍ପାନୀର ଅଟକ ୪ଜଣଙ୍କୁ ଆଜି ପୋଲିସ୍ ଗିରଫ କରି କୋର୍ଟ ଚାଲାଣ କରିଥିବାର ଜଣାପଡିଛି । ତେବେ ଉକ୍ତ ୪ ଜଣଙ୍କର ଜାମିନ…

ଦୁଷ୍କର୍ମ ପୀଡ଼ିତାଙ୍କ ଆତ୍ମହତ୍ୟା

ସୁଇସାଇଡ୍‌ ନୋଟ୍‌ରେ ତଥ୍ୟ ବୁଲନ୍ଦଶହର: ଉତ୍ତରପ୍ରଦେଶ ବୁଲନ୍ଦଶହରରେ ଜଣେ ୧୯ ବର୍ଷୀୟ ଯୁବତୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ସୋମବାର ଅନୁପଶହର ଅଞ୍ଚଳରେ ଯୁବତୀ ଜଣକ ଆତ୍ମହତ୍ୟା କରିଥିବା ପୋଲିସ୍‌ ସୂଚନା ଦେଇଛି। ଆତ୍ମହତ୍ୟା ପାଇଁ ଯୁବତୀ ଜଣକ ୩ଜଣ ବ୍ୟକ୍ତିଙ୍କୁ ଦାୟୀ…

୨୧ଲିଟର ବିଦେଶୀ ମଦ ଜବତ,ଜଣେ ଗିରଫ 

ପାରଳାଖେମୁଣ୍ଡି: ଗଜପତି ଜିଲ୍ଲା କାଶୀନଗର ପୋଲିସ ଦ୍ୱାରା ୨୧ଲିଟର ଚୋରା ବିଦେଶୀ ମଦ ଜବତ କରାଯାଇଥିବାର ଜଣାପଡିଛି । କାଶୀନଗର ଥାନା ସୂତ୍ରରୁ ପ୍ରକାଶ ଯେ,ଚୋରାରେ ବିକ୍ରି ଉଦ୍ଦେଶ୍ୟରେ ନିଆଯାଉଥିବାବେଳେ ୨୧ଲିଟର ବିଦେଶୀ ମଦ ଜବତ କରାଯାଇଛି । ଏହି କାରବାରରେ ପି.ଦିମେଶ୍ୱର ରାଓ ନାମକ ଜଣେ…

ମହେନ୍ଦ୍ରତନୟା ନଦୀ ତଟରୁ ଗଳିତ ଶବ ଉଦ୍ଧାର, ହତ୍ୟା ସନ୍ଦେହ

ପାରଳାଖେମୁଣ୍ଡି: ଗଜପତି ଜିଲ୍ଲାର ଗୁରାଣ୍ଡି ଥାନା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଥିବା ମହନ୍ଦ୍ରେତନୟା ନଦୀ ତଟରୁ ଗଳିତ ଶବକୁ ଗତକାଲି ପୋଲିସ,ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ସାଇଣ୍ଟିଫିକ୍ ଟିମ୍ ଦ୍ୱାରା ଉଦ୍ଧାର କରାଯାଇଛି । ଚୋରା ବାଲି ଚାଲାଣର ଚରାଭୁମି ଥିବା ଏହି ଅଞ୍ଚଳରେ ଜଣେ ଆନ୍ଧ୍ର…