Browsing Category

ମୁଖ୍ୟ ଖବର

ଜିଲ୍ଲାସ୍ତରୀୟ ଯୁବ ମାରାଥନ

ସମ୍ବଲପୁର, : ଦେଶ ବ୍ୟାପୀ ପାଳିତ ହେଉଥିବା ୧୭ ସେପ୍େଟମ୍ବରରୁ ୨ ଅକ୍ଟୋବର ପର୍ଯ୍ୟନ୍ତ \'ସେବା ପକ୍ଷ - ୨୦୨୫\'ପାଳନ ଅବସରରେ ସମ୍ବଲପୁର ଜିଲ୍ଲା ପ୍ରଶାସନ ଏବଂ ଜିଲ୍ଲା କ୍ରୀଡା ଓ ଯୁବସେବା ବିଭାଗ ପକ୍ଷରୁ ଜିଲ୍ଲାସ୍ତରୀୟ \'ଯୁବ ମାରାଥନ୍‌\' ଅନୁଷ୍ଠିତ ହୋଇଯାଇଅଛି । ଏହି ମାରାଥନରେ…

ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ବିଏସ୍‌ଏନ୍‌ଏଲ୍ ୪ଜି ସେବାର ହେବ ଉଦଘାଟନ

ଭୁବନେଶ୍ୱର, : ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଓଡିଶାର ଝାରସୁଗୁଡା ଠାରେ ସାରା ଭାରତବର୍ଷ ପାଇଁ ବିଏସ୍‌ଏନ୍‌ଏଲ୍ ୪ଜି ସେବା ଉଦଘାଟନ କରିବାକୁ ଯାଉଛନ୍ତି । ବିଏସ୍‌ଏନ୍‌ଏଲ୍ ଦ୍ୱାରା ସ୍ୱଦେଶୀ ଜ୍ଞାନ କୌଶଳରେ ନିର୍ମିତ ୪ଜି ମୋବାଇଲ୍ ସେବାର ଶୁଭାରମ୍ଭ ପ୍ରଧାନମନ୍ତ୍ରୀଙ୍କ…

ରାୟପୁରର ଏକ ଫ୍ୟାକ୍ଟ୍ରିରେ ଦୁର୍ଘଟଣା, ୬ ମୃତ

ଛତିଶଗଡ଼, : ରାୟପୁରର ଏକ ଫ୍ୟାକ୍ଟ୍ରିରେ ଦୁର୍ଘଟଣା । ଫ୍ୟାକ୍ଟ୍ରି ନିର୍ମାଣ ବିଭାଗର ଛାତ ଭୁଶୁଡି ୬ ଜଣ ଶ୍ରମିକଙ୍କର ମୃତ୍ୟୁ ଘଟିଛି । ଏଥିସହ ଅନ୍ୟ ୬ ଜଣ ମଧ୍ୟ ଗମ୍ଭୀର ଆହତ ହୋଇଛନ୍ତି । ସୂଚନାନୁଯାୟୀ, ନିର୍ମାଣ ବିଭାଗର ଛାତ ଭୁଶୁଡିବା ଫଳରେ ଶ୍ରମିକମାନେ ପୋତି ହୋଇଥିଲେ ବୋଲି ପୋଲିସ…

ଜିନ୍ଦଲ ଷ୍ଟିଲ ଦ୍ୱାରା ଅନୁଗୁଳରେ ଭାରତର ଅନ୍‌୍ୟତମ ବୃହତ ବ୍ଲାଷ୍ଟ ଫର୍ଣ୍ଣେସ କାର୍ଯ୍ୟକ୍ଷମ

ଅନୁଗୁଳ, : ପ୍ରସିଦ୍ଧ ଶିଳ୍ପପତି ନବୀନ ଜିନ୍ଦଲଙ୍କ ନେତୃତ୍ୱରେ ଜିନ୍ଦଲ ଷ୍ଟିଲ୍‌, ଅନୁଗୁଳ ଷ୍ଟିଲ୍ ପ୍ଲାଣ୍ଟରେ ଦେଶର ଅନ୍‌ଯତମ ସର୍ବବୃହତ ବ୍ଲାଷ୍ଟ ଫର୍ଣ୍ଣେସ କାର୍ଯ୍ୟକ୍ଷମ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆତ୍ମନିର୍ଭରଶୀଳ ଭାରତର ସ୍ୱପ୍ନକୁ ସାକାର କରିବାରେ ଏକ ମାଇଲଖୁଣ୍ଟ…

ନାଲକୋର ୪୪ତମ ବାର୍ଷିକ ସାଧାରଣ ବୈଠକ

ଭୁବନେଶ୍ୱର, : ଭାରତ ସରକାରଙ୍କ ଖଣି ମନ୍ତ୍ରଣାଳୟ ଅଧୀନସ୍ଥ ନବରତ୍ନ ଲୋକ ଉଦ୍ୟୋଗ, ନ୍ୟାସନାଲ ଆଲୁମିନିୟମ କମ୍ପାନୀ ଲିମିଟେଡ୍ (ନାଲକୋ) ପକ୍ଷରୁ ଆଜି ଭୁବନେଶ୍ୱରସ୍ଥିତ କର୍ପୋରେଟ କାର୍ଯ୍ୟାଳୟରେ ଏହାର ୪୪ତମ ବାର୍ଷିକ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ଭର୍ଚୁଆଲ୍ ମୋଡରେ…

ଷ୍ଟକ୍ ବଜାରରେ ବଡ଼ ଧରଣର ହ୍ରାସ, ୧୬ ଲକ୍ଷ କୋଟି ହରାଇଲେ ନିବେଶକ

ମୁମ୍ବାଇ, : ଭାରତ ବିରୋଧରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଟାରିଫ ଯୁଦ୍ଧ ଯୋଗୁଁ ଭାରତୀୟ ଶିଳ୍ପ ଜଗତରେ ଆତଙ୍କ ଖେଳିଯାଇଛି । ଏହାର ପ୍ରଭାବ ଷ୍ଟକ ବଜାର ଉପରେ ମଧ୍ୟ ପଡ଼ିଛି । ଗତକାଲି ଆମେରିକା ସରକାର ବିଦେଶୀ ଔଷଧ ଉପରେ ୧୦୦% ଟାରିଫ ଲଗାଇବା ପରେ ଆଜି ତାହାର ପ୍ରଭାବରେ…

ମୋତେ ଦେଶ ବିରୋଧୀ କହି ଫିଲ୍ମ ରିଲିଜ୍ ବନ୍ଦ କରିଦେଲେ, ଏବେ ପାକିସ୍ତାନ ସହ ମ୍ୟାଚ୍ କେମିତି ଖେଳୁଛି ଭାରତ

ନୂଆଦିଲ୍ଲୀ, : ପହଲଗାମ ଆତଙ୍କବାଦୀ ଆକ୍ରମଣ, ପାକିସ୍ତାନୀ ଅଭିନେତା ହାନିଆ ଆମିରଙ୍କ ସହ ତାଙ୍କ ଫିଲ୍ମ ସରଦାରଜୀ ୩କୁ ନେଇ ବିବାଦ ଏବଂ ଭାରତ ଓ ପାକିସ୍ତାନ ମ୍ୟାଚ୍‌କୁ ନେଇ ଗାୟକ-ଅଭିନେତା ଦିଲଜିତ୍‌ ଦୋସାଞ୍ଜ ତାଙ୍କର ନୀରବତା ଭାଙ୍ଗିଛନ୍ତି । ମାଲେସିଆରେ ତାଙ୍କ କନସର୍ଟରେ ଭାଷଣ ଦେଇ…

ସୁକନ୍ୟା ସମୃଦ୍ଧି ଯୋଜନା ନେଇ ସଚେତନ କଲେ ସାଂସଦ

ମାଲକାନଗିରି, : ଗୁରୁବାର ସୁକନ୍ୟା ସମୃଦ୍ଧି ଯୋଜନା ନେଇ ଏକ ସଚେତନତା କାର୍ଯ୍ୟକ୍ରମ କରିଛନ୍ତି ସାଂସଦ ଇଂ.ବଳଭଦ୍ର ମାଝୀ । ଗୁରୁବାର ପୂର୍ବାହ୍ନରେ ମାଲକାନଗିରି ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ମୁଖ୍ୟ ଶାଖା ଠାରେ ମୁଖ୍ୟଅତିଥି ଭାବେ ସାଂସଦ ଇଂ ମାଝୀ ଯୋଗ ଦେଇ ୧୦ ବର୍ଷରୁ କମ୍‌ ବାଳିକାମାନଙ୍କର…

ଆଜିଠୁ କିଟ୍ ବିଶ୍ୱବିଦ୍ୟାଳୟର ୨୧ତମ ସମାବର୍ତ୍ତନ ଉତ୍ସବ

ଭୁବନେଶ୍ୱର, : କିଟ୍‌ ବିଶ୍ୱବିଦ୍ୟାଳୟର ୨୧ତମ ସମାବର୍ତ୍ତନ ୨୬ତାରିଖରୁ ଆରମ୍ଭ ହେଉଛି । ପ୍ରଥମ ଥର କିଟ୍ ବିଶ୍ୱବିଦ୍ୟାଳୟ ପକ୍ଷରୁ ୩ ଦିନିଆ ସମାବର୍ତ୍ତନ ହେଉଛି । ଏହି ସମାବର୍ତ୍ତନ ଉତ୍ସବ ତିନି ଦିନ ଧରି ଆୟୋଜିତ ହେବା ଫଳରେ ବହୁ ସଂଖ୍ୟାରେ ସ୍ନାତକ ଛାତ୍ରଛାତ୍ରୀ ସେମାନଙ୍କ ପିତାମାତା ତଥା…

ନବରାତ୍ରିରେ ଆଳତୀ ନେବାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ମାରପିଟ

ନୂଆଦିଲ୍ଲୀ, : ନବରାତ୍ରି ଅବସରରେ ଦିଲ୍ଲୀର କାଲକାଜି ମନ୍ଦିରରେ ଆଳତୀ ନେଇ ଯାଉଥିବା ଶ୍ରଦ୍ଧାଳୁଙ୍କ ଦୁଇ ଗୋଷ୍ଠୀ ମଧ୍ୟରେ ଝଗଡା ହୋଇଛି । ଦୁଇ ଗୋଷ୍ଠୀ ମଧ୍ୟରେ ପରସ୍ପର ଆଗକୁ ଯିବାକୁ ଚେଷ୍ଟା କରି ବିବାଦ ଦେଖାଦେଇଛି । ଆଉ ଏହାରି ଭିତରେ ଡିଜେ ସାଉଣ୍ଡକୁ ନେଇ ବିବାଦ ଆହୁରି ବଢିଯାଇଥିଲା,…