Sign in
Sign in
Recover your password.
A password will be e-mailed to you.
Browsing Category
ମୁଖ୍ୟ ଖବର
ଫାଇନାନ୍ସ କମ୍ପାନୀ କର୍ମଚାରୀ ନିଖୋଜ,, ପୁଅ ନିଖୋଜ ନେଇ ଥାନାରେ ଏତଲା ଦେଲେ ବାପା
ଧର୍ମଗଡ : କଳାହାଣ୍ଡି ଜିଲ୍ଲା ଧର୍ମଗଡ ସ୍ଥିତ ଏକ ଫାଇନାନ୍ସ କମ୍ପାନୀ ରେ କାର୍ଯ୍ୟରତ କର୍ମଚାରୀ ଘନଶ୍ୟାମ ମାଝୀ (୨୮) ନିଖୋଜ ହୋଇଯାଇଥିବା ପୁଅର ବାପା ପ୍ରସାଦ ମାଝୀ ଧର୍ମଗଡ ଥାନା ରେ ଏତଲା ଦେଇଛନ୍ତି। ଉଲ୍ଲେଖ ଥାଉ କି କଳମପୁର ଥାନା ବଲାଗାଁ ର ପ୍ରସାଦ ମାଝୀ ଙ୍କ ପୁଅ ଘନଶ୍ୟାମ ମାଝୀ…
ବାରବଖରା ପ୍ରାଥମିକ ବିଦ୍ୟାଳୟ ପୁନଃ ଖୋଲିବାକୁ ବିଆରସିସି ଙ୍କୁ ଦାବିପତ୍ର
ଧର୍ମଗଡ : କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ୍, ଖୁଣ୍ଟିଆ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାରବଖରା ପ୍ରାଥମିକ ବିଦ୍ୟାଳୟକୁ ୨୦ ରୁ କମ୍ ଛାତ୍ରଛାତ୍ରୀ ଥିବା ଦର୍ଶାଇ ବ୍ଲକ ଶିକ୍ଷା ବିଭାଗ ପକ୍ଷରୁ ୨୦୨୧ ମସିହାରେ ସ୍କୁଲ ବନ୍ଦ କରାଯାଇଛି। ଏହି ବିଦ୍ୟାଳୟର ଛାତ୍ର ଛାତ୍ରୀଙ୍କୁ ନିକଟସ୍ଥ ଧରୁଆପଡ଼ା…
ବେହେରା ସ୍ଥିତ ଲଖିରାମ ଅଗ୍ରୱାଲ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ
ଧର୍ମଗଡ : ଧର୍ମଗଡ ବ୍ଲକ ବେହେରା ସ୍ଥିତ ଲଖିରାମ ଅଗ୍ରୱାଲ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବୃକ୍ଷ ଆମ ଜୀବନ ହୋଇଥିବାରୁ ବୃକ୍ଷର ଉପକାରିତା ଓ ତାର ଯତ୍ନ ନେବାରେ ସମସ୍ତଙ୍କ ଦାୟିତ୍ୱ ରହିଥିବାରୁ ବୃକ୍ଷ ରୋପଣ କରିବାର ଆବଶ୍ୟକତା ରହିଛି। ଏଣୁ…
ଆନ୍ତର୍ଜାତିକ ନିଶା ନିବାରଣ ଓ ଅବୈଧ କାରବାର ନିଷେଧ ଦିବସ ଉପରେ ସଚେତନତା କାର୍ଯ୍ୟକ୍ରମ
ଧର୍ମଗଡ : ତାଲୁକ ଆଇନ ସେବା ସମିତି ଧର୍ମଗଡ ଦ୍ୱାରା ସ୍ଥାନୀୟ ସିଭିଲ କୋର୍ଟ ପରିସରରେ ତାଲୁକ ଆଇନ ସେବା ସମିତିର ଭାରପ୍ରାପ୍ତ ଅଧ୍ୟକ୍ଷା ଇପ୍ସିତା ମହାନ୍ତି ଙ୍କ ଅଧ୍ୟକ୍ଷତା ରେ ଆନ୍ତର୍ଜାତିକ ନିଶା ନିବାରଣ ଓ ଅବୈଧ କାରବାର ନିଷେଧ ଦିବସ ଅବସରରେ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…
୨୦୨୪-୨୫ରେ ରେକର୍ଡ ଜିଏସ୍ଟି ସଂଗ୍ରହ
ନୂଆଦିଲ୍ଲୀ,: ୨୦୨୪-୨୫ ଆର୍ଥିକ ବର୍ଷରେ ମୋଟ ଦ୍ରବ୍ୟ ଏବଂ ସେବା ଟିକସ (ଜିଏସଟି) ସଂଗ୍ରହ ଦୁଇ ଗୁଣ ହୋଇ ୨୨.୦୮ ଲକ୍ଷ କୋଟି ଟଙ୍କାର ସର୍ବୋଚ୍ଚ ସ୍ତରରେ ପହଞ୍ଚିଛି । ପୂର୍ବରୁ ୨୦୨୦-୨୧ ଆର୍ଥିକବର୍ଷରେ ଜିଏସଟି ସଂଗ୍ରହ ୧୧.୩୭ ଲକ୍ଷ କୋଟି ଟଙ୍କା ଥିଲା । ବିଶେଷ କଥା ହେଉଛି ଯେ ଏହି ଜିଏସଟି…
କମିଲା ଗ୍ୟାସ୍ ଦର
ନୂଆଦିଲ୍ଲୀ, : ଜୁଲାଇ ମାସର ପ୍ରଥମ ଦିନରେ ଏଲ୍ପିଜି ସିଲିଣ୍ଡର ସମ୍ପର୍କରେ ଏକ ବଡ଼ ଘୋଷଣା କରାଯାଇଛି । ଏହା ଏଲ୍ପିଜି ବ୍ୟବହାରକାରୀଙ୍କ ପାଇଁ ଏକ ଖୁସି ଖବର ନେଇ ଆସିଛ । ମଙ୍ଗଳବାର ୧ ଜୁଲାଇ ଠାରୁ ଏଲ୍ପିଜି ସିଲିଣ୍ଡରର ମୂଲ୍ୟରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି । ପ୍ରତି ମାସର…
ବାହୁଡ଼ାଯାତ୍ରା ଓ ସୁନାବେଶ ସହ ନୀଳାଦ୍ରି ବିଜେରେ ତ୍ରୁଟି ନହେବାକୁ ଗୁରୁତ୍ୱ ଦିଆଯାଉଛି’
ପୁରୀ, ୧ା୭: ମହାପ୍ରଭୁଙ୍କ ଶୃଙ୍ଖଳିତ ଯାତ୍ରା ଓ ଦର୍ଶନ ବ୍ୟବସ୍ଥା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ସନ୍ଧ୍ୟାରେ ପୁରୀରେ ପ୍ରଶାସନିକ ଅଧିକାରୀ, ସେବାୟତ ଓ ବିଭିନ୍ନ ନିଯୋଗ ସହିତ ସମୀକ୍ଷା ବୈଠକ କରିଛନ୍ତି । ସମୀକ୍ଷା ପରେ ଗଣମାଧ୍ୟମର ପ୍ରତିନିଧିଙ୍କୁ ମୁଖ୍ୟମନ୍ତ୍ରୀ…
ଡିଜିଟାଲ୍ ଭାରତର ଏକ ଦଶନ୍ଧି
ଦଶ ବର୍ଷ ପୂର୍ବେ, ଆମେ ପୂର୍ଣ୍ଣ ବିଶ୍ୱାସ ସହିତ ଏପରି ଏକ କ୍ଷେତ୍ରକୁ ଯାତ୍ରା ଆରମ୍ଭ କରିଥିଲୁ ଯେଉଁଠାକୁ ପୂର୍ବରୁ କେହି ଯାଇ ନଥିଲେ । ଭାରତୀୟମାନେ ପ୍ରଯୁକ୍ତିବିଦ୍ୟା ବ୍ୟବହାର କରିପାରିବେ କି ନାହିଁ ତାହାକୁ ନେଇ ଅନେକ ଦଶନ୍ଧି ଧରି ଶଙ୍କା ବ୍ୟକ୍ତ କରାଯାଉଥିଲା । ଆମେ ସେହି ମାନସିକତାକୁ…
ଆଇସିଆଇସିଆଇ, ଆକ୍ସିସ୍ ଓ ଏଚଡିଏଫସି ବ୍ୟାଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା
ଭୁବନେଶ୍ୱର, : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନରେ ଆଇସିଆଇସିଆଇ, ଆକ୍ସିସ୍ ଓ ଏଚଡିଏଫସି ବ୍ୟାଙ୍କର ପ୍ରତିନିଧିମାନଙ୍କ ସହିତ ଆଲୋଚନା କରିଛନ୍ତି । ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାରେ ଗରିବ ଲୋକମାନଙ୍କୁ ଅଧିକ ଋଣ ଦେବାପାଇଁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।…
ବ୍ରହ୍ମପୁର ପ୍ରେମିକାକୁ ଛୁରି ଭୂଷି ହତ୍ୟା କଲା ପ୍ରେମିକ
ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ନୁଆଁ ବସଷ୍ଟାଣ୍ଡ ନିକଟରେ ଥିବା ପୁଷ୍ପାଞ୍ଜଳି ଗେଷ୍ଟ ହାଉସ ଜଣେ ଯୁବତୀଙ୍କୁ ହତ୍ୟା ହୋଇଛି । ଖବର ପାଇ ଘଟଣା ସ୍ଥଳରେ ବ୍ରହ୍ମପୁର ଏସପି ପହଞ୍ଚି ଘଟଣା ତଦନ୍ତ କରୁଥିବା ଜଣାପଡିଛି । ଅନ୍ୟପକ୍ଷରେ ପୁଲିସ କବଜାରେ ଅଭିଯୁକ୍ତ ରହିଥିବା ଜଣାପଡିଛି ।…