Browsing Category

ମୁଖ୍ୟ ଖବର

ଆଡ଼ପ ମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ, : ନବଦିନ ଯାତ୍ରାରେ ବାହାରିଥିବା ରଥାରୁଢ଼ ଦାରୁ ବିଗ୍ରହମାନେ ରବିବାର ଗୋଟିପହଣ୍ଡିରେ ଆଡ଼ପ ମଣ୍ଡପରେ ବିଜେ କରିଛନ୍ତି । ଦାରୁ ବିଗ୍ରହମାନଙ୍କ ଧାଡ଼ି ପହଣ୍ଡି ଦେଖିବାକୁ ଶରଧାବାଲି ଅଞ୍ଚଳ ହୋଇଥିଲା ଲୋକାରଣ୍ୟ । ସୋମବାର ଠାରୁ ଆଡ଼ପ ମଣ୍ଡପରେ ପୂଜା ପାଇବେ ଚତୁର୍ଦ୍ଧାମୂର୍ତ୍ତି । ଉପଲବ୍ଧ…

କାଦୁଅ ପଚରେ ବଇଣ୍ଡା ଛକ ବେହାଲ l ଘୋର ନିଦ୍ରା ରେ ଶାସକ ଓ ପ୍ରଶାସନିକ ବିଭାଗ

ଆଠମଲ୍ଲିକ,: ଅନୁଗୋଳ ଜିଲ୍ଲା ଆଠମଲ୍ଲିକ ଉପଖଣ୍ଡ କିଶୋର ନଗର ବ୍ଲକ ଅନ୍ତର୍ଗତ ବଇଣ୍ଡା ଛକ ଠାରେ ଜାତୀୟ ରାଜପଥ ର ଦୁଇ ପାର୍ଶ୍ୱରେ ପ୍ରାୟ ୧ କିଲୋମିଟର ବ୍ୟାପି ରାସ୍ତାର ଅବସ୍ଥା ଅତି ଶୋଚନୀୟ ଅବସ୍ଥାରେ ଦେଖିବାକୁ ମିଳିଛି ଯାହା ବର୍ଷାରେ କାଦୁଅ ପଚ ପଚ୍ ହୋଇ ଯାଇଛି। ଯା ଫଳରେ ଉକ୍ତ…

ବିକାଶ ଉଇସଡମ ପାର୍କ ପରିସରରେ ସମ୍ବର୍ଦ୍ଧନା ଉତ୍ସବ।

ଧର୍ମଗଡ : ଭବାନୀପାଟଣା ସ୍ଥିତ ବିକାଶ ଉଇସଡମ ପାର୍କ ପରିସରରେ ଚଳିତ ବର୍ଷର ସିବିଏସଇ, ସିଏଚଏସଇ, ବିବିଏ, ବିସିଏ, ଓ ଡିଗ୍ରୀ ବର୍ଗରେ ଉତ୍କର୍ଷତା ଲାଭକରିଥିବା କୃତି ବିଦ୍ୟାର୍ଥୀଙ୍କୁ ନେଇ ଏକ ସମ୍ବର୍ଦ୍ଧନା ଉତ୍ସବ “ହନର ରୋଲ ୨୦୨୫ “ ଅନୁଷ୍ଠିତ ହୋଇଯାଇଛି | ଉକ୍ତ ଉତ୍ସବରେ ଲକ୍ଷ୍ମୀ ବିକାଶ…

ମୁହଁରେ ରକ୍ତ ଓ ଆଖିରେ କ୍ରୋଧର ଜ୍ୱାଳା, ଭିନ୍ନ ଅବତାରରେ ରଶ୍ମିକା

ନୂଆଦିଲ୍ଲୀ, : \"ଛାଭା\'ର ଜବରଦସ୍ତ ସଫଳତା ପରେ ରଶ୍ମିକା ମନ୍ଦାନା ଏବେ ଧନୁଷଙ୍କ \"କୁବେରା\'ରେ ନଜର ଆସିଛନ୍ତି । ଇତି ମଧ୍ୟରେ ଅଭିନେତ୍ରୀଙ୍କ ଆଗାମୀ ଫିଲ୍ମର ପୋଷ୍ଟର ରିଲିଜ୍ ହୋଇଛି । ଶୁକ୍ରବାର ରିଲିଜ୍ ହୋଇଥିବା ଏହି ପୋଷ୍ଟରରେ ରଶ୍ମିକା ସମ୍ପୂର୍ଣ୍ଣ ଭିନ୍ନ ତଥା ଲୋମ ହର୍ଷଣକାରୀ…

ଶ୍ରୀଗୁଣ୍ଡିଚାରେ ବ୍ରହ୍ମ ତାଳଧ୍ୱଜରେ ଶ୍ରୀବଳଦେବଜୀଉ

କେନ୍ଦ୍ରାପଡ଼ା, : ହଜାର ହଜାର ସଂଖ୍ୟାରେ ଭକ୍ତଙ୍କ ସମାଗମରେ ସତେ ଯେମିତି ଫାଟି ପଡୁଥିଲା ତୁଳସୀକ୍ଷେତ୍ରାଧିପତି ବଳଦେବଜୀଊଙ୍କ ରଥଦାଣ୍ଡ । ଘଣ୍ଟ, ଘଣ୍ଟା, ମୃଦଙ୍ଗ, କାହାଳୀ ଶବ୍ଦରେ ପ୍ରକମ୍ପିତ ହୋଇ ଉଠିଥିଲା ତୁଳସୀକ୍ଷେତ୍ର ରଥଦାଣ୍ଡର ଗଗନ ପବନ । ବ୍ରହ୍ମ ତାଳଧ୍ୱଜ ରଥକୁ ଛୁଇଁବା ପାଇଁ…

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ

ଭୁବନେଶ୍ୱର, : ଆଗାମୀ ୭ ଦିନ ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ, କେତେକ ସ୍ଥାନରେ ଭୀଷଣ ବର୍ଷା ଓ କେତେକ ସ୍ଥାନରେ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଅତି ଭୀଷଣ ବର୍ଷା ନେଇ ୬ ଜିଲ୍ଲା…

ରଥଯାତ୍ରାରେ ଆଇଜି ଡ୍ରୋନର ଆଡଭାନ୍ସଡ ଡ୍ରୋନ ସର୍ଭିଲାନ୍ସ ବ୍ୟବସ୍ଥାକୁ କେନ୍ଦ୍ରମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ୱର, : ଚଳିତ ବର୍ଷ ରଥଯାତ୍ରା ପୂର୍ବରୁ ପୁରୀରେ ସୁରକ୍ଷା ବ୍ୟସ୍ଥା ଓ ନୀରିକ୍ଷଣ ପ୍ରସ୍ତୁତିକୁ ସମୀକ୍ଷା କରିବା ପାଇଁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ ଏବଂ ଓଡିଶାର ଉଚ୍ଚଶିକ୍ଷା ଓ ସଂସ୍କୃତି…

ସୋମବାରରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର, : ମୁଖ୍ୟମନ୍ତ୍ରୀଶ୍ରୀ ମୋହନ ଚରଣ ମାଝୀ ଆଗାମୀ ଜୁନ୍ ୩୦ ତାରିଖ ସୋମବାର ଦିନ ସକାଳ ୧୦.୩୦ ଘଟିକାରୁ ୟୁନିଟ-୨, ଅଶୋକ ନଗର, ଭୁବନେଶ୍ୱରସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ ନିକଟସ୍ଥ) ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ । ଏହି…

ଜିନ୍ଦଲନଗରରେ ଭବ୍ୟ ରଥଯାତ୍ରା ପାଳିତ: ସାମିଲ ହେଲେ ହଜାର ହଜାର ଉତ୍ସାହୀ ଶ୍ରଦ୍ଧାଳ

ଅନୁଗୁଳ, : ଦେବଭୂମି ଜିନ୍ଦଲନଗରରେ ପବିତ୍ର ଘୋଷଯାତ୍ରା ଉତ୍ସାହ ଓ ଆବେଗପୂର୍ଣ୍ଣ ବାତାବରଣ ମଧ୍ୟରେ ଆରମ୍ଭ ହୋଇଛି । ଏହି ଘୋଷଯାତ୍ରା ଦେଖିବାକୁ ଆଖପାଖ ଗ୍ରାମାଂଚଳ ଏବଂ ଅନୁଗୁଳରୁ ସହସ୍ରାଧିକ ଶ୍ରଦ୍ଧାଳୁଙ୍କ ସମାବେଶ ହୋଇଥିଲା । ତାଳଧ୍ୱଜ, ଦର୍ପଦଳନ ଏବଂ ନନ୍ଧିଘୋଷର ଭବ୍ୟ ସୁସଜ୍ଜିତ ରଥରେ…

ଖୁବଶୀଘ୍ର ହୋଇପାରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନିର୍ବାଚନ

ନୂଆଦିଲ୍ଲୀ, : ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନିର୍ବାଚନ ପାଇଁ ଆଉ ଏକ ପଦକ୍ଷେପ ନେଇଛି । ଶୁକ୍ରବାର (୨୭ ଜୁନ ୨୦୨୫) ତିନୋଟି ରାଜ୍ୟରେ ରାଜ୍ୟ ସଭାପତି ନିର୍ବାଚନ ପାଇଁ ଦଳ ରାଜ୍ୟ ନିର୍ବାଚନ ଅଧିକାରୀ ଘୋଷଣା କରିଛି । ଏପର୍ଯ୍ୟନ୍ତ, ଭାଜପା ୧୪ଟି ରାଜ୍ୟରେ ଏହାର ରାଜ୍ୟ ସଭାପତିଙ୍କ ନାମ ଘୋଷଣା…