Browsing Category

ରାଜନୀତି

ସମ୍ବଲପୁରରେ ‘ଗରିବ କଲ୍ୟାଣ ସମାବେଶ’ରେ କେନ୍ଦ୍ରମନ୍ତ୍ରୀ

ସମ୍ବଲପୁର, : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆମ ସମସ୍ତଙ୍କ ପାଇଁ ପ୍ରେରଣା । ଆଜି କେବଳ ତାଙ୍କର ଜନ୍ମଦିନର ଅବସର ନୁହେଁ ବରଂ ‘ବିକଶିତ ଓଡ଼ିଶା’ - ‘ବିକଶିତ ଭାରତ’ର ସ୍ୱପ୍ନ ଦେଖିଥିବା ଏବଂ ତାହାକୁ ବାସ୍ତବର ରୂପ ଦେଉଥିବା ଜଣେ ମହାନ ଲିଡରଙ୍କ ଜନ୍ମଦିନ ବୋଲି ବୁଧବାର ପ୍ରଧାନମନ୍ତ୍ରୀ…

ନାରୀ ନିର୍ଯ୍ୟାତନା ବୃଦ୍ଧି ପ୍ରତିବାଦରେ ଆଜି ଆନ୍ଦୋଳନ ବିଜେଡ଼ି

ବ୍ରହ୍ମପୁର ନାରୀ ନିର୍ଯ୍ୟାତନା ବୃଦ୍ଧି ପ୍ରତିବାଦରେ ଆଜି ଆନ୍ଦୋଳନକୁ ଓହ୍ଲାଇଛି ବିଜେଡ଼ି । ସେହି କ୍ରମରେ ଗଞ୍ଜାମ ଜିଲ୍ଲା ମହିଳା ବିଜେଡ଼ି ପକ୍ଷରୁ ବ୍ରହ୍ମପୁର ଗଜପତି ନଗର ଛକରୁ ଏକ ବିରାଟ ବିକ୍ଷୋଭ ଶୋଭାଯାତ୍ରା ବାହାରି ଦକ୍ଷିଣାଞ୍ଚଳ ଆଇଜିଙ୍କ କାର୍ଯ୍ୟାଳୟରେ ପହଞ୍ଚିଥିଲ। ଆଇଜିଙ୍କ…

୧୫ ମାସରେ ୧ ଲକ୍ଷ ୭ ହଜାର ନିଯୁକ୍ତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, : ସରକାରୀ ଚାକିରୀ କେବଳ ସୁରକ୍ଷିତ ଜୀବନ ଜୀବିକା ପ୍ରଦାନ କରିନଥାଏ, ଏହା ହେଉଛି ଜନସେବାର ଏକ ପ୍ରକୃଷ୍ଟ ଓ ପ୍ରଭାବୀ ମାଧ୍ୟମ ବୋଲି ସୋମବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଯୁକ୍ତି ମେଳା ଅବସରରେ ନବ ନିଯୁକ୍ତ ଅଧିକାରୀମାନଙ୍କୁ ଉଦ୍‌ବୋଧନ ଦେଇ କହିଛନ୍ତି । ସୂଚନାଯୋଗ୍ୟ ଯେ,…

୧୨ଟି ଜିଲ୍ଲାରେ ୨୭ଟି ନୂତନ ଶିଳ୍ପ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ

ଭୁବନେଶ୍ୱର, : ସୋମବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓୟୁଏଟି ସ୍ଥିତ କନଭେନସନ ସେଣ୍ଟର ଠାରେ ଶିଳ୍ପ ବିଭାଗ ଦ୍ୱାରା ଆୟୋଜିତ କାର୍ଯ୍ୟକ୍ରମରେ ୧୨ଟି ଜିଲ୍ଲାରେ ସମୁଦାୟ ୨୭ଟି ଶିଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରି ଓଡ଼ିଶାର ଶିଳ୍ପ ଇତିହାସରେ ଆଉ ଏକ ସ୍ୱର୍ଣ୍ଣିମ ଇତିହାସରେ ଆଉ ଏକ ଅଧ୍ୟାୟ…

କେନ୍ଦୁଝରରେ ଲୋକଙ୍କ ସହିତ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଦିନ କେନ୍ଦୁଝର ସର୍କିଟ ହାଉସ ଠାରେ ସ୍ଥାନୀୟ ଲୋକଙ୍କୁ ଭେଟି ବିଭିନ୍ନ ବିଷୟରେ ଆଲୋଚନା କରିଛନ୍ତି । ଏକ୍ସରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି କେନ୍ଦୁଝର ସର୍କିଟ ହାଉସ ଠାରେ ସ୍ଥାନୀୟ ଲୋକଙ୍କୁ ଭେଟି ବିଭିନ୍ନ ବିଷୟରେ ଆଲୋଚନା କଲି ।…

ବିହାର ନିର୍ବାଚନ ପାଇଁ ପ୍ରସ୍ତୁତ ହୋଇଛି ବିଜେପି

ବିହାର : ବିହାର ବିଧାନସଭା ନିର୍ବାଚନ ପାଇଁ ପ୍ରସ୍ତୁତ ହୋଇଛି ବିଜେପି । ଗତ ସପ୍ତାହରେ ଗୃହମନ୍ତ୍ରୀ ଅମିତ ଶାହ ରାଜ୍ୟ ଦଳର ନେତାମାନଙ୍କ ସହ ଏକ ଲମ୍ବା ବୈଠକ କରିଥିଲେ । ବିଧାନସଭାଭିତ୍ତିକ ରଣନୀତି ଏବଂ ପ୍ରସଙ୍ଗଗୁଡ଼ିକ ସ୍ଥିର କରାଯାଇଛି । ସହଯୋଗୀ ଦଳଗୁଡ଼ିକ ସହିତ ଭୂମି ସ୍ତରରେ ସମନ୍ୱୟ…

ଦିଲ୍ଲୀରେ ବିଜେପି ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ/ଭୁବନେଶ୍ୱର, : ଆଜି ଦିଲ୍ଲୀରେ ବିଜେପି ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଭେଟିଛନ୍ତି ଓଡିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିଲ୍ଲୀରେ କେନ୍ଦ୍ରମନ୍ତ୍ରୀ ନଡ୍ଡାଙ୍କୁ ଭେଟିଥିବା ଏକ୍ସରେ ପୋଷ୍ଟ କରି ଜଣାଇଛନ୍ତି । ଏକ୍ସ ପୋଷ୍ଟରେ ମୁଖ୍ୟମନ୍ତ୍ରୀ…

ମୋଦିଙ୍କ ଜନ୍ମଦିନ ୧୭ରୁ ଅକ୍ଟୋବର ୨ ବିଜେପି ପାଳନ କରିବ ସେବା ପକ୍ଷ

ନୂଆଦିଲ୍ଲୀ, - ଭାରତୀୟ ଜନତା ପାର୍ଟି (ବିଜେପି) ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନ ସେପ୍ଟେମ୍ବର ୧୭ ରୁ ଅକ୍ଟୋବର ୨ ପର୍ଯ୍ୟନ୍ତ ସେବା ପକ୍ଷ ପାଳନ କରିବ । ଏହି ସମୟରେ, ରକ୍ତଦାନ ଶିବିର, ସ୍ୱାସ୍ଥ୍ୟ ଶିବିର, ସ୍ୱଚ୍ଛତା ଅଭିଯାନ, ମାରାଥନ ଆୟୋଜନ କରାଯିବ । ଗୁରୁବାର ବିଜେପି ମୁଖ୍ୟାଳୟରେ…

କ୍ୟାବିନେଟ୍ ନିଷ୍ପତ୍ତି ସଂକଳନ ଜାରି

ଭୁବନେଶ୍ୱର, : ରାଜ୍ୟରେ ବିଜେପି ସରକାର ନିଜର ୨୫ଟି କ୍ୟାବିନେଟ୍ ବୈଠକରେ ନିଆଯାଇଥିବା ୧୪୯ଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିର ସଂକଳନ ଜାରି କରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ସନ୍ଧ୍ୟାରେ ଲୋକସେବା ଭବନରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍ ବୈଠକରେ ଏହି…

ଯୌତୁକ ନିଷେଧ ଆଇନ ଓ ଘରୋଇ ହିଂସା ଆଇନ ମହିଳାମାନଙ୍କୁ ସୁରକ୍ଷା ଦେବା ସହ ସଶକ୍ତ କରୁଛି : ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, : ଯୌତୁକ ନିଷେଧ ଆଇନ ୧୯୬୧ ଓ ଘରୋଇ ହିଂସା ଆଇନ ୨୦୦୫ ଦେଶର ମହିଳାମାନଙ୍କୁ ସୁରକ୍ଷା ଦେବା ସହ ସଶକ୍ତ କରୁଛି ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ମତପ୍ରକାଶ କରିଛନ୍ତି । ମଙ୍ଗଳବାର ଲୋକସେବା ଭବନ ସମ୍ମେଳନ କକ୍ଷରେ ମହିଳା ଓ ଶିଶୁ ବିକାଶ ବିଭାଗ ଆନୁକୂଲ୍ୟରେ ଘରୋଇ ହିଂସାରୁ…