Browsing Category

ରାଜନୀତି

ଆସିକା ଯୁବ ବିକାଶ ସମ୍ମିଳନୀରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ଆସିକା :- ବ୍ରହ୍ମପୁର ଆସିକା ନିର୍ବାଚନ ମଣ୍ଡଳୀ ର ବିଜ୍ଞାନ ମହାବିଦ୍ୟାଳୟ ଠାରେ ଅନୁଷ୍ଠିତ ଯୁବ ବିକାଶ ସମ୍ମିଳନୀରେ ଯୋଗ ଦେଲେ ଓଡିଶା ର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ l ଯୁବ ଗୋଷ୍ଠି ନିମନ୍ତେ କ୍ରୀଡାର ଭିତିଭୂମି ର ବିକାଶ ନିମନ୍ତେ ଓଡ଼ିଶାର ୩୧୪ ବ୍ଲକ ରେ ୪୧୨୪ କୋଟି ଟଙ୍କା ବ୍ୟୟ ରେ…

ସମାଜର ମୁଖ୍ୟଧାରାରେ ଯୋଗଦେବା ପାଇଁ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀଙ୍କ ଅନୁରୋଧ

ନୂଆଦିଲ୍ଲୀ,: କେନ୍ଦ୍ର ସ୍ୱରାଷ୍ଟ୍ର ତଥା ସମବାୟ ମନ୍ତ୍ରୀ ଅମିତ ଶାହ ରବିବାର ରାୟପୁରରେ ଛତିଶଗଡ଼, ଆନ୍ଧ୍ର ପ୍ରଦେଶ, ତେଲଙ୍ଗାନା, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ଝାଡ଼ଖଣ୍ଡ ଏବଂ ଓଡ଼ିଶାର ଡିଜିପି, ଏଡିଜିପି ଏବଂ ବରିଷ୍ଠ ଅଧିକାରୀଙ୍କ ସହ ନକ୍ସଲବାଦ ଉପରେ ଏକ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା…

ନବୀନ ପଟ୍ଟନାୟକଙ୍କ ଆରୋଗ୍ୟ କାମନା କରି ମା’ ତାରାତାରିଣୀଙ୍କ ପୀଠରେ ପୂଜାର୍ଚ୍ଚନା

ପୁରୁଷୋତ୍ତମପୁର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆରୋଗ୍ୟ କାମନା କରି ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀର ପୁରୁଷୋତ୍ତମପୁର ବିଜେଡ଼ି ପକ୍ଷରୁ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମାଁ ତାରାତାରିଣୀଙ୍କ ନିକଟରେ ସାମୁହିକ ଦୀପଦାନ । ଶୁକ୍ରବାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ…

ଓଡ଼ିଶା କେବଳ ଗୋଟିଏ ରାଜ୍ୟ ନୁହେଁ ଭାରତର ଉଜ୍ଜ୍ୱଳ ନକ୍ଷତ୍ର : ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର, : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭୁବନେଶ୍ୱରରେ ଓଡ଼ିଶା ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ରାଜ୍ୟସ୍ତରୀୟ ସମାରୋହରେ ଅଧ୍ୟକ୍ଷତା କରିଛନ୍ତି । ଓଡ଼ିଶାର ସାମଗ୍ରିକ ବିକାଶ ପ୍ରତି ତାଙ୍କର ପ୍ରତିବଦ୍ଧତା ଅନୁଯାୟୀ, ପ୍ରଧାନମନ୍ତ୍ରୀ ପାନୀୟ ଜଳ, ଜଳସେଚନ, କୃଷି…

ଓଡିଶାର ବିକାଶ ପାଇଁ ୨୦୩୬ର ରୋଡ୍ ମ୍ୟାପ୍‌ ଘୋଷଣା କରିବେ ପ୍ରଧାନମନ୍ତ୍ରୀ : ମନମୋହନ ସାମଲ

ଭୁବନେଶ୍ୱର, : ଭାରତୀୟ ଜନତାପାର୍ଟି ନେତୃତ୍ୱାଧୀନ ସରକାର ଓଡିଶାରେ ୧ବର୍ଷ ଓ ପ୍ରଧାନମନ୍ତ୍ରୀ ମୋଦିଜୀଙ୍କ ନେତୃତ୍ୱରେ କେନ୍ଦ୍ର ସରକାରକୁ ୧୧ବର୍ଷ ପୂରଣ ହୋଇଛି । ଏହି ପରିପ୍ରେକ୍ଷୀରେ ଆମକୁ ମାର୍ଗ ଦର୍ଶନ ଦେବାକୁ ଆସନ୍ତା ଜୁନ ୨୦ ତାରିଖ ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀ ଓଡିଶା…

କୋକସରା ମଣ୍ଡଳ ସ୍ତରୀୟ ବିକଶିତ ଭାରତ, ବିକଶିତ ଓଡିଶା ସଂକଳ୍ପ ସଭା କାର୍ଯ୍ୟକ୍ରମ।

ଧର୍ମଗଡ଼ : କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଭାରତୀୟ ଜନତା ଦଳ ପକ୍ଷରୁ କୋକସରା ମଣ୍ଡଳ ସ୍ତରୀୟ ବିକଶିତ ଓଡିଶା ସଂକଳ୍ପ ସଭା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଗମ୍ଭାରୀଗୁଡା ଧାନ ମଣ୍ଡି ଠାରେ ଆୟୋଜିତ କାର୍ଯ୍ୟକ୍ରମ ରେ କୋକସରା ମଣ୍ଡଳ ସଭାପତି ବସନ୍ତ ନାଗ ଙ୍କ ସଭାପତିତ୍ୱ ରେ ମୁଖ୍ୟ…

ପିଏମ୍ ମୋଦିଙ୍କୁ ମିଳିଲା ସାଇପ୍ରସର ସର୍ବୋଚ୍ଚ ନାଗରିକ ସମ୍ମାନ

ନୂଆଦିଲ୍ଲୀ, : ତିନି ଦେଶର ଯାତ୍ରାର ପ୍ରଥମ ପର୍ଯ୍ୟାୟରେ ସାଇପ୍ରସରେ ପହଁଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ତାଙ୍କୁ ସାଇପ୍ରସ୍ ସରକାର ସର୍ବୋଚ୍ଚ ନାଗରିକ ସମ୍ମାନ ପ୍ରଦାନ କରିଛନ୍ତି । ସାଇପ୍ରସର ରାଷ୍ଟ୍ରପତି ନିକୋସ୍‌ ଫ୍ରିଷ୍ଟୋଡୋଲିଡେସ୍ ମୋଦିଙ୍କୁ \"ଗ୍ରାଣ୍ଡ କ୍ରସ୍ ଅଫ୍‌ ଦ…

ରାଜ୍ୟ ସରକାରଙ୍କ ଲୋକାଭିମୁଖୀ ଯୋଜନା ର ବାର୍ତ୍ତା ନେଇ ରେଙ୍ଗାଳପାଲି ପଞ୍ଚାୟତ ରେ ପହଞ୍ଚିଲା ବିକାଶ ବାହାନ ରଥ

ଧର୍ମଗଡ଼ : କେନ୍ଦ୍ର ବିଜେପି ସରକାର ଙ୍କ ୧୧ ବର୍ଷ ଓ ରାଜ୍ୟ ସରକାରଙ୍କ କୁ ୧ ବର୍ଷ ଶାସନ ପୂରଣ ହୋଇଥିବା ବେଳେ ଏହି ବର୍ଷେ ମଧ୍ୟରେ ରାଜ୍ୟ ସରକାର ଙ୍କ ଲୋକାଭିମୁଖୀ ଯୋଜନା କୁ ପ୍ରତି ବ୍ଲକ ଓ ଗ୍ରାମ ପଞ୍ଚାୟତ ସ୍ତରରେ ପ୍ରଶାସନ ପକ୍ଷରୁ ୧ ବର୍ଷ ର ଉପଲବ୍ଧି ଓ ଲୋକାଭିମୁଖୀ ଯୋଜନା କୁ ଗାଁ…

ରାଜ୍ୟସ୍ତରୀୟ ନାରୀ ଶକ୍ତି ସମାବେଶର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, : ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ପାଳନ ଅବସରରେ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ଦ୍ୱାରା କଟକର ବାଲିଯାତ୍ରା ପଡ଼ିଆ ଠାରେ ଶୁକ୍ରବାର ରାଜ୍ୟସ୍ତରୀୟ ନାରୀ ଶକ୍ତି ସମାବେଶ ଆୟୋଜିତ ହୋଇଯାଇଛି । ଏହି ରାଜ୍ୟସ୍ତରୀୟ ସମାବେଶରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ…

କୋରାପୁଟ ଜିଲ୍ଲା ଛାତ୍ର କଂଗ୍ରେସ,ଓଡ଼ିଶା ଛାତ୍ର କଂଗ୍ରେସ ତରଫରୁ ଦାବି ପତ୍ର ପ୍ରଦାନ।

କୋରାପୁଟ : କୋରାପୁଟ ଜିଲ୍ଲା ଛାତ୍ର କଂଗ୍ରେସ,ଓଡ଼ିଶା ଛାତ୍ର କଂଗ୍ରେସ ତରଫରୁ ରାଜ୍ୟପାଳ ଙ୍କ ଉଦ୍ୟସରେ ଦାବି ପତ୍ର ପ୍ରଦାନ। କୋରାପୁଟ ଜିଲ୍ଲା ଛାତ୍ର କଂଗ୍ରେସ,ଓଡ଼ିଶା ଛାତ୍ର କଂଗ୍ରେସ ତରଫରୁ ଏକ ରାଲି ରେ ଆସି କୋରାପୁଟ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ଠାରେ ପହଁଞ୍ଚ ବିକ୍ଷୋଭ ପ୍ରଦର୍ଶନ…