Browsing Category

ରାଜନୀତି

୨ୟ ଉଚ୍ଚସ୍ତରୀୟ ପରିଚାଳନା କମିଟି ବୈଠକ ଅନୁଷ୍ଠିତ

ଭୁବନେଶ୍ୱର-ତା-୨୭.୧୨.୨୦୨୪ ଓଡ଼ିଶା ରାଜ୍ୟ ଦକ୍ଷତା ଓ ସହାୟକ ଅଭିବୃଦ୍ଧି ନୀତି (ଓଏସସିଆରଜିପି) କାର୍ଯ୍ୟକ୍ରମର ଅଗ୍ରଗତି ସଂପର୍କରେ ଉଚ୍ଚସ୍ତରୀୟ ପରିଚାଳନା କମିଟିର ଦ୍ୱିତୀୟ ବୈଠକ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ…

ଡିସେମ୍ବର ୨୫ ଦିବା ୧୧ଟା ଠାରୁ ଆରମ୍ଭ ହେବ ପଞ୍ଜୀକରଣ

ଭୁବନେଶ୍ୱର ତା-୨୪.୧୨.୨୦୨୪ ଆଗାମୀ ଡିସେମ୍ବର ୩୦ ତାରିଖ ସୋମବାରରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝି ପୁର୍ବଥର ଭଳି ଏହି ଦିନ ୟୁନିଟ୍-୫, ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ…

ଅଦିନିଆ ବର୍ଷା ଜନିତ ଫସଲ ହାନିକୁ ନେଇ ମୁଖ୍ୟ ଶାସନ ସଚିବଙ୍କ ଉଚ୍ଚସ୍ତରୀୟ ବୈଠକ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା ଆଜି ଅଦିନିଆ ବର୍ଷା ଜନିତ ଫସଲ ହାନିକୁ ନେଇ ଏକ ଉଚ୍ଚସ୍ତରୀୟ ବୈଠକ ଡକାଇଥିଲେ । ଏହି ବୈଠକରେ ରାଜ୍ୟର ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନେ ଆଭାସି ମାଧ୍ୟମରେ ଯୋଗଦେଇଥିଲେ । ବୈଠକରେ ଶ୍ରୀ…

୨୮ତ୍ତମ ବିଜୁ ଜନତା ଦଳ ର ପ୍ରତିଷ୍ଠା ଦିବସ ପାଳନ

ନୂଆପଡା ୨୭/୧୨ ସ୍ଥାନୀୟ ପୋଲିସ ପଡ଼ିଆରେ ୨୮ତ୍ତମ ବିଜୁ ଜନତା ଦଳର ପ୍ରତିଷ୍ଠା ଦିବସ ପାଳନ ହୋଇଯାଇଛି। ଦଳର ଜିଲ୍ଲା ସଭାପତି ମନୋଜମିଶ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଦିବସ ପାଳନ ଅବସରରେ ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ତଥା ବର୍ତ୍ତମାନ ର ନୂଆପଡା ବିଧାୟକ ରାଜେନ୍ଦ୍ର ଢୋଲକିଆ ମୁଖ୍ୟ…

ଧର୍ମରକ୍ଷା ପାଇଁ ଜୋରାବର ଓ ଫତେ ସିଂଙ୍କ ବଳିଦାନ ଅବିସ୍ମରଣୀୟ: ମନମୋହନ ସାମଲ

ଭୁବନେଶ୍ୱର, ତା.୨୬/୧୨ : ବୀର ସାହେବଜାଦେଙ୍କ ବୀରତ୍ୱର କାହାଣୀ ସମଗ୍ର ବିଶ୍ୱକୁ ଆଶ୍ଚର୍ଯ୍ୟନ୍ୱିତ କରିଦେଇଥିଲା । ଗୁରୁ ଗୋବିନ୍ଦ ସିଂହ ଜୀ ଏବଂ ତାଙ୍କ ଚାରି ବୀର ସାହେବଜାଦେଙ୍କ ସାହସ ଏବଂ ଆଦର୍ଶ ଆଜି ପ୍ରତ୍ୟେକ ଭାରତୀୟଙ୍କୁ ଅନୁପ୍ରାଣିତ କରିଛି । ଦେଶର ସମ୍ମାନ ରକ୍ଷା କରିବା ପାଇଁ ଦଶମ…

ବିଜେଡି ର ୨୮ ତମ ପ୍ରତିଷ୍ଠା ଦିବସ ଉତ୍ସବ

ଭୁବନେଶ୍ୱର ୨୬/୧୨/ ୨୪ ଆଜି ଡ଼ିସେମ୍ବର ୨୬ ତାରିଖ. ବିଜୁ ଜନତା ଦଳ ର ୨୮ ତମ ପ୍ରତିଷ୍ଠା ଦିବସ ଆଜି ଦଳ ର ମୁଖ୍ୟ କାର୍ଯ୍ୟାଳୟ ଶଙ୍ଖ ଭବନ ସମେତ ରାଜ୍ୟର ବିଭିନ୍ନ ସ୍ଥାନ ରେ ପାଳନ କରାଯାଉଛି. ଏହି ଅବସରରେ ଶଙ୍ଖ ଭବନ ରେ ଆୟୋଜିତ ରାଜ୍ୟ ସ୍ତରୀୟ କାର୍ଯ୍ୟକ୍ରମ ରେ ଯୋଗ ଦେଇ ବିଜୁ…

ଶରତ ପୀଡିକାକା ଙ୍କ ପୁତ୍ର ହାତ ଧରିଲେ

ରାୟଗଡା :- ମୁନିଗୁଡା ବ୍ଲକ ର ଚାରି ଗୋଟି ସମିତି ସଭ୍ୟ/ସଭ୍ୟା ବିଜୁ ଜନତା ଦଳ ପରିତ୍ୟାଗ କରି କୋରାପୁଟ ସାଂସଦ ଏବଂ ବିଷମକଟକ ବିଧାୟକ ଙ୍କ କାର୍ଯ୍ୟସଳି ଓ ଜାତୀୟ କଂଗ୍ରେସ ଦଳର ନୀତି ଆଦର୍ଶ ରେ ଅନୁପ୍ରାଣିତ ହୋଇ ବିଧିବଦ୍ଧ ଭାବେ ଶ୍ରୀମତୀ ଭାଗ୍ୟଲକ୍ଷ୍ମୀ ଗେମ୍ବେଲି (ମୁନିଖୋଲ GP), କୁନି…

ସମୀକ୍ଷା ବୈଠକରେ ବିଧାୟକ, ମେୟର, ତିନି ଜିଲ୍ଲାପାଳ ଓ ବରିଷ୍ଠ ଅଧିକାରୀ ଉପସ୍ଥିତ

ଭୁବନେଶ୍ୱର,25/12/24- ଏଠା ରେ ଅନୁଷ୍ଠିତ ହେବାକୁ ଯାଉଛି ପ୍ରବାସୀ ଭାରତୀୟ ଦିବସ। ୧୮ ତମ ପ୍ରବାସୀ ଭାରତୀୟ ଦିବସ ପାଇଁ ରାଜ୍ୟ ସରକାର ଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଆଜି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡା କୃଷ୍ଣ ଚନ୍ଦ୍ର ମହାପାତ୍ର ଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି…

ଆଲୋକ ପାଣିଗ୍ରାହୀ ବିଜୁ ଜନତା ଦଳ ରାଜ୍ୟ ସଂପାଦକ ମନୋନୀତ

ପାଟଣାଗଡ,୧୭/୨- ବିଜୁ ଜନତା ଦଳ ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବିଜୁ ଜନତା ଦଳର ସଂଗଠନ ସଂପାଦକ ପ୍ରଣବ ପ୍ରକାଶ ଦାସଙ୍କ ଦସ୍ତଖତ ସମ୍ବଳିତ ପ୍ରେସ ବିଜ୍ଞପ୍ତି ଜରିଆରେ ଆଲୋକ କୁମାର ପାଣିଗ୍ରାହୀ (ରିଙ୍କୁ) ଙ୍କୁ ବିଜୁ ଜନତା ଦଳର ରାଜ୍ୟ ସଂପାଦକ ଭାବେ…

ଇଣ୍ଡିଆ ମେଣ୍ଟକୁ ବଡ଼ ଝଟ୍‌କା ପଶ୍ଚିମବଙ୍ଗରେ ଏକାକୀ ଲଢ଼ିବ ଟିଏମ୍‌ସି

ନୂଆଦିଲ୍ଲୀ,ଲୋକସଭା ନିର୍ବାଚନ ପୂର୍ବରୁ ବିରୋଧୀଙ୍କ ଇଣ୍ଡିଆ ମେଣ୍ଟକୁ ଶକ୍ତ ଝଟକା। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକାକୀ ଲୋକସଭା ନିର୍ବାଚନ ଲଢିବାକୁ ଘୋଷଣା କରିଛନ୍ତି। ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ ଏକା ନିର୍ବାଚନ ଲଢିବ। ମମତାଙ୍କ ଏହି ଘୋଷଣା ସହିତ ଇଣ୍ଡିଆ ମେଣ୍ଟର…