Sign in
Sign in
Recover your password.
A password will be e-mailed to you.
Browsing Category
ରାଜନୀତି
ସିପି ରାଧାକ୍ରିଷ୍ଣନ ହେଲେ ଦେଶର ଉପରାଷ୍ଟ୍ରପ
ନୂଆଦିଲ୍ଲୀ, : ଉପରାଷ୍ଟ୍ରପତି ନିର୍ବାଚନରେ ବାଜି ମାରିଛନ୍ତି ବିଜେପି ନେତୃତ୍ୱାଧୀନ ଏନଡିଏ ପ୍ରାର୍ଥୀ ସିପିରାଧାକ୍ରିଷ୍ଣନ । ମଙ୍ଗଳବାର ଅନୁଷ୍ଠିତ ଉପରାଷ୍ଟ୍ରପତି ନିର୍ବାଚନରେ ସେ ବିରୋଧୀ ମେଣ୍ଟ ଇଣ୍ଡିଆର ପ୍ରାର୍ଥୀ ତଥା ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ବି ସୁଦର୍ଶନ…
୧୫ରେ ଯୁଗ୍ମ କମାଣ୍ଡର ସମ୍ମିଳନୀ ପ୍ରଧାନମନ୍ତ୍ରୀ କରିବେ ଉଦ୍ଘାଟନ
ନୂଆଦିଲ୍ଲୀ, : ୧୫ ତାରିଖରୁ ୧୭ ତାରିଖ ପର୍ଯ୍ୟନ୍ତ ପଶ୍ଚିମବଙ୍ଗରେ ସଶସ୍ତ୍ର ବାହିନୀର ଯୁଗ୍ମ କମାଣ୍ଡର ସମ୍ମିଳନୀ (ସିସିସି) ଅନୁଷ୍ଠିତ ହେବ, ଯାହାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦଘାଟନ କରିବେ । ପ୍ରତିରକ୍ଷା ମନ୍ତ୍ରୀ, ଜାତୀୟ ସୁରକ୍ଷା ପରାମର୍ଶଦାତା, ପ୍ରତିରକ୍ଷା…
ଆଜି ଉପରାଷ୍ଟ୍ରପତି ନିର୍ବାଚନ
ନୂଆଦିଲ୍ଲୀ, : ମଙ୍ଗଳବାର ଦେଶରେ ହେବ ଉପ ରାଷ୍ଟ୍ରପତି ନିର୍ବାଚନ । ଏଥିପାଇଁ ସବୁ ପ୍ରକାରର ପ୍ରସ୍ତୁତି ଶେଷ ହୋଇଛି । ଉଭୟ ଶାସକ ଓ ବିରୋଧୀ ନିଜର ରଣନୀତି ପ୍ରସ୍ତୁତ କରି ସାରିଛନ୍ତି । ମଙ୍ଗଳବାର ହେବାକୁଥିବା ଉପ ରାଷ୍ଟ୍ରପତି ନିର୍ବାଚନରେ ବିଜେପି ନେତୃତ୍ୱାଧୀନ ଏନଡିଏ ପ୍ରାର୍ଥୀ ବିଜୟୀ…
ଦିଲ୍ଲୀ ଗସ୍ତରେ ନବୀନ-ମନମୋହନ: ରାଜ୍ୟ ରାଜନୀତିରେ ବଡ଼ ହଲଚଲ!
ଭୁବନେଶ୍ୱର, : ଓଡ଼ିଶାର ରାଜନୈତିକ ମହଲରେ ପୁଣି ଥରେ ଚର୍ଚ୍ଚା ଜୋର ଧରିଛି । କାରଣ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏକା ସାଥିରେ ଦିଲ୍ଲୀ ଗସ୍ତରେ ଅଛନ୍ତି । ଏହି ଗସ୍ତ ଉପରାଷ୍ଟ୍ରପତି ନିର୍ବାଚକୁ ନେଇ ସଙ୍କେତ ଦେଉଛି ବୋଲି ଅନୁମାନ କରାଯାଉଛି ।…
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ପାଇଁ “ସେବା ପକ୍ଷ” ଭାବେ ପାଳନ କରିବ ଗଞ୍ଜାମ ଜିଲ୍ଲା ବିଜେପି
ବ୍ରହ୍ମପୁର. ୭/୯ : ସେବା ହିଁ ପରମ ଧର୍ମକୁ ଚରିତାର୍ଥ କରିବାକୁ ଯାଇ ସମାଜର ଗରିବ, ଶୋଷିତ ବର୍ଗର ଉତ୍ଥାନ ନିମନ୍ତେ ବିଶ୍ୱର ସବୁଠୁ ଲୋକପ୍ରିୟ ନେତା ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅନେକ ଉଲ୍ଲେଖନୀୟ କାର୍ଯ୍ୟ କରିଛନ୍ତି । ନିରନ୍ତର ସେବା ଓ ଅକ୍ଲାନ୍ତ ପରିଶ୍ରମ ବଳରେ ଯଶସ୍ୱୀ…
କଲେଜ ନିର୍ବାଚନ ବନ୍ଦ ପାଇଁ ଅଭିଭାବକ ମହାସଂଘର ଦାବି
ଭୁବନେଶ୍ୱର,: କଲେଜମାନଙ୍କରେ ବର୍ତ୍ତମାନ ଗଣ୍ଡଗୋଳିଆ ସ୍ଥିତି ଲାଗିରହିଛି । ଏହି ସମୟରେ ଆଗରୁ ବନ୍ଦ ହୋଇ ରହିଥିବା କଲେଜ ନିର୍ବାଚନ ପ୍ରକ୍ରିୟା ପୁନଃ·ଲୁ କରିବା ପାଇଁ ଉଚ୍ଚ ଶିକ୍ଷା ବିଭାଗ ତରଫରୁ ସୂଚନା ମିଳୁଛି । ହେଲେ ବର୍ତ୍ତମାନର ପରିସ୍ଥିତି ନିର୍ବାଚନ ପରି·ଳନା ପାଇଁ ଅନୁକୂଳ ନୁହେଁ ।…
ମନ୍ତ୍ରୀ ମଣ୍ଡଳ ଅଦଳବଦଳ କାଉଣ୍ଟ ଡାଉନ ଆରମ୍ଭ
ଭୁବନେଶ୍ୱର, : କେବେ ଓଡିଶା ମନ୍ତ୍ରୀମଣ୍ଡଳ ଅଦଳବଦଳ ହେବ ସେ ନେଇ ଚର୍ଚ୍ଚା ଲାଗି ରହିଛି । ବିଭିନ୍ନ ସମୟରେ ଏ ନେଇ ରାଜ୍ୟ ତଥା କେନ୍ଦ୍ରୀୟ ନେତାମାନେ ଆଲୋଚନା କରିଯାଉଛନ୍ତି । ହେଲେ ମନ୍ତ୍ରୀ ମଣ୍ଡଳ ଅଦଳବଦଳ ହୋଇପାରୁ ନାହିଁ । ତେବେ ବିଭିନ୍ନ ସମୟରେ ବିଜେପି ସରକାର ଏହାକୁ ନେଇ ସମାଲୋଚିତ…
ଶସ୍ତା ହେବ ଅତ୍ୟାବଶ୍ୟକ ସାମଗ୍ରୀ: କମିଲା ଜିଏସଟି ହାର
ନୂଆଦିଲ୍ଲୀ,: ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ ବୁଧବାର ୨୦୧୭ ପରେ ଜିଏସଟିର ସବୁଠାରୁ ବଡ଼ ସଂସ୍କାର \"ଜିଏସଟି ୨.୦\' ଘୋଷଣା କରିଛନ୍ତି । ଏହି ସରଳୀକୃତ ଦୁଇହାର ଗଠନ (୫% ଓ ୧୮%) ଅତ୍ୟାବଶ୍ୟକ ସାମଗ୍ରୀ, ଔଷଧ ଓ ଅଟୋମୋବାଇଲର ଦାମ୍ ହ୍ରାସ କରିବ, ଯେତେବେଳେ ସୌଖୀନ ଓ ତମାଖୁ ଜାତୀୟ ଦ୍ରବ୍ୟ…
ରୁଷ ରାଷ୍ଟ୍ରପତିଙ୍କୁ ସାକ୍ଷାତ କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ, : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଚୀନର ତିଆନଜିନ୍ ଠାରେ ସାଂଘାଇ ସହଯୋଗ ସଂଗଠନ ଶିଖର ସମ୍ମିଳନୀ ଅବସରରେ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ସାକ୍ଷାତ କରିଛନ୍ତି । ଦୁଇ ନେତା ଆର୍ଥିକ, ବିତ୍ତୀୟ ଏବଂ ଶକ୍ତି କ୍ଷେତ୍ର ସମେତ ଦ୍ୱିପାକ୍ଷିକ ସହଯୋଗର ବିଭିନ୍ନ…
ବିଜେପି ରାଜ୍ୟସଭାପତି ମନମୋହନ ସାମଲଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା
କେସିଙ୍ଗା,: ବିଜେପି ରାଜ୍ୟ ସଭାପତିଙ୍କ ନାମ ଘୋଷଣା ପରେ ପ୍ରଥମ ଥର କଳାହାଣ୍ଡି ଜିଲ୍ଲା ଗ୍ରସ୍ତରେ ମନମୋହନ ସାମଲ । କଳାହାଣ୍ଡିର ଦ୍ୱାର କୁହାଯାଉଥିବା କେସିଙ୍ଗା ଅମାଠ ଛକରୁ କେସିଙ୍ଗା ନଗର ଦେଇ କଳାହାଣ୍ଡି ଜିଲ୍ଲାରେ ପାଦ ଦେଇଛନ୍ତି ସଭାପତି । ସଭାପତି ଆସିବେ ବୋଲି ଚାରିଦିନ ଆଗରୁ…