Browsing Category

ରାଜନୀତି

କନକ ବର୍ଦ୍ଧନ ସିଂହଦେଓଙ୍କ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାର କାର୍ଯ୍ୟାନ୍ୱୟନ ସମୀକ୍ଷା

ଭୁବନେଶ୍ୱର, ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ପ୍ରଧାନମନ୍ତ୍ରୀ ସୂର୍ଯ୍ୟ ଘର ଏବଂ ପ୍ରଧାନମନ୍ତ୍ରୀ-କୁସୁମ ଭଳି ଶକ୍ତି ବିଭାଗର ପ୍ରମୁଖ ଯୋଜନାଗୁଡ଼ିକର କାର୍ଯ୍ୟାନ୍ୱୟନ ସମୀକ୍ଷା କରିଛନ୍ତି । ଏହି ଦୁଇଟି ଗୁରୁତ୍ୱପୂର୍ଣ୍ଣ ଯୋଜନା…

ସାଂସଦଙ୍କ ପାଇଁ ନବନିର୍ମିତ ଫ୍ଲାଟଗୁଡିକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, : ପ୍ରଧାନମନ୍ତ୍ରୀ ବାବା ଖରକ ସିଂହ ମାର୍ଗରେ ସାଂସଦମାନଙ୍କ ପାଇଁ ନବନିର୍ମିତ ୧୮୪ଟି ଟାଇପ୍ - ୭ ବହୁତଳ ବିଶିଷ୍ଟ ଫ୍ଲାଟ୍‌ ଉଦଘାଟନ କରିଛନ୍ତି । ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ, ସେ କିଛି ଦିନ ତଳେ କର୍ତ୍ତବ୍ୟ ପଥଠାରେ…

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି: ୮୮ ପ୍ରତିଶତ ଅଭିଯୋଗର ସମାଧାନ

ଭୁବନେଶ୍ୱର, : ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ସୋମବାର ଥିଲା ୧୪ତମ ପାଳି । ସୋମବାର ଭୁବନେଶ୍ୱର ୟୁନିଟ-୨ ଠାରେ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ମନ୍ତ୍ରୀ ମଣ୍ଡଳର ବରିଷ୍ଠ ମନ୍ତ୍ରୀଗଣ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଛନ୍ତି ।…

ନୂଆଦିଲ୍ଲୀରେ ଗୃହମନ୍ତ୍ରୀ, ଜଳ ଶକ୍ତିମନ୍ତ୍ରୀ ଓ ଏଚ୍‌ଡି ସ୍ୱାମୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ/ ଭୁବନେଶ୍ୱର, : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ନୂଆଦିଲ୍ଲୀ ଠାରେ କେନ୍ଦ୍ରଗୃହ ମନ୍ତ୍ରୀ ଅମିତ ଶାହାଙ୍କୁ ସାକ୍ଷାତ କରିଛନ୍ତି । ଏକ୍ସରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ବୁଧବାର ନୂଆଦିଲ୍ଲୀରେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହାଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ…

କର୍ତ୍ତବ୍ୟ ଭବନକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପିତ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର କର୍ତ୍ତବ୍ୟ ଭବନକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପିତ କରିଛନ୍ତି । ସେ ଏହାକୁ ଜନସେବା ପ୍ରତି ଅତୁଟ ସଂକଳ୍ପ ଓ ନିରନ୍ତର ପ୍ରୟାସର ପ୍ରତୀକ ବୋଲି କହିଛନ୍ତି । ସେ କହିଛନ୍ତି, କର୍ତ୍ତବ୍ୟ ଭବନ କେବଳ ନୀତି ଏବଂ ଯୋଜନାକୁ ଲୋକମାନଙ୍କ…

ଓକିଲଙ୍କୁ ଦୁର୍ବୁତ୍ତ ଓ ମନ୍ତ୍ରୀଙ୍କୁ ଅପରାଧୀଙ୍କ ମୁଖ୍ୟ କହିବା ବିଜେଡ଼ି ନେତାଙ୍କ ଦେବାଳିଆ ସ୍ଥିତିକୁ ଜଣାଉଛି

ବ୍ରହ୍ମପୁର, : ଓଡ଼ିଶାକୁ ପ୍ରତାରଣା ଦେଇଥିବା ବିଜୁ ଜନତା ଦଳ ସରକାର ଲୋକଙ୍କ ଦ୍ୱାରା ଗାଦିଚ୍ୟୁତ ହେବାପରେ କିଭଳି ଭାବରେ ରାଜ୍ୟରେ ସାମ୍ପ୍ରତିକ ପରିସ୍ଥିତିରେ କୁତ୍ସିତ ରାଜନୀତି କରିବା ସହ ଔଷଧ ବିକଳରେ ତାଟିଆ କାମୁଡ଼ିବା ଭଳି ବ୍ୟବହାର କରୁଛି ତାହାକୁ ଲୋକଲୋଚନକୁ ଆଣିବା ପାଇଁ ଭାରତୀୟ…

ବିଧାନସଭା ପରିସରରେ ପଣ୍ଡିତ ନୀଳକଣ୍ଠ ଦାସଙ୍କ ଜୟନ୍ତୀ ପାଳିତ

ଭୁବନେଶ୍ୱର, : ପ୍ରଚଣ୍ଡ ପ୍ରତିଭାଦୀପ୍ତ ଜ୍ଞାନପିପାସୁ ପଣ୍ଡିତ ନୀଳକଣ୍ଠ ଦାସ ତାଙ୍କ ଛାତ୍ରଜୀବନରୁ ଜାତୀୟତାବାଦରେ ଉଦ୍‌ବୁଦ୍ଧ ହୋଇ ସ୍ୱାଧୀନତା ଆନ୍ଦୋଳନର ମୁଖ୍ୟସ୍ରୋତରେ ସାମିଲ ହୋଇଥିଲେ । ସେ ତତ୍‌କାଳୀନ ସମାଜରେ ପ୍ରଚଳିତ ଏକାଧିକ କୁସଂସ୍କାର ବିରୁଦ୍ଧରେ ସଂଗ୍ରାମ ଜାରି ରଖିଥିଲେ । ସେ…

ଫିଲିପାଇନ୍ସ ରାଷ୍ଟ୍ରପତିଙ୍କ ସହ ମିଳିତ ପ୍ରେସ ବିବୃତ୍ତିରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ନୂଆଦିଲ୍ଲୀ, : ସର୍ବପ୍ରଥମେ, ମୁଁ ରାଷ୍ଟ୍ରପତି ଏବଂ ତାଙ୍କ ପ୍ରତିନିଧିମଣ୍ଡଳକୁ ଭାରତକୁ ହାର୍ଦ୍ଦିକ ସ୍ୱାଗତ କରୁଛି । ଏହି ବର୍ଷ ଭାରତ ଏବଂ ଫିଲିପାଇନ୍ସ ସେମାନଙ୍କର କୂଟନୈତିକ ସମ୍ପର୍କର ୭୫ତମ ବାର୍ଷିକୀ ପାଳନ କରୁଛନ୍ତି ଏବଂ ଏହି ପରିପ୍ରେକ୍ଷୀରେ, ତାଙ୍କର ଗସ୍ତର ବିଶେଷ ଗୁରୁତ୍ୱ ରହିଛି…

ଶବ ଉପରେ ରାଜନୀତି କରୁଛନ୍ତି ବିରୋଧୀ: ବିଜେପ

ଭୁବନେଶ୍ୱର, : ବଳଙ୍ଗା ପୀଡିତାଙ୍କ ମୃତ୍ୟୁ ପରେ ବିରୋଧୀ ଦଳ ଦ୍ୱାରା ଅଭିଯୋଗକୁ ନେଇ ବିଜେପି ପ୍ରତିକ୍ରିୟା ଦେଇଛି । ବିଜେପିର ପ୍ରବକ୍ତା ମନୋଜ ମହାପାତ୍ର କହିଛନ୍ତି ଯେ ଶାଗୁଣା ଯେମିତି ଶବକୁ ଚାହିଁ ବସିଥାଏ । ସେମିତି ଶବ ଉପରେ ରାଜନୀତି କରୁଛନ୍ତି ବିରୋଧୀ । ଏହା ହୀନ ରାଜନୀତି ।…

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କେନ୍ଦୁଝର ଗସ୍ତ

ଭୁବନେଶ୍ୱର/କେନ୍ଦୁଝର, : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର କେନ୍ଦୁଝର ଜିଲ୍ଲା ଗସ୍ତ କରି ଦରବାର ହଲଠାରେ ଜିଲ୍ଲାର ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି । ବୈଠକରେ ମୁଖ୍ୟମନ୍ତ୍ରୀ, ଜଙ୍ଗଲ ସୁରକ୍ଷା, ପର୍ଯ୍ୟଟନ, ଗ୍ରାମ୍ୟ ଉନ୍ନୟନ, ସଡ଼କ, ପରିବହନ, ସ୍ୱାସ୍ଥ୍ୟ,…