Browsing Category

ରାଜନୀତି

ବିଜୟ ନାୟକଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅତିରିକ୍ତ ଗଣମାଧ୍ୟମ ସଚିବ ଭାବେ ନିଯୁକ୍ତି

ରାଷ୍ଟ୍ରପତି ଭବନରେ ଆଉ ଜଣେ ଓଡ଼ିଆ । ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ବିଜୟ ନାୟକଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅତିରିକ୍ତ ଗଣମାଧ୍ୟମ ସଚିବ ଭାବେ ନିଯୁକ୍ତି ମିଳିଛି । ପୂର୍ବରୁ ଦ୍ରୌପଦୀ ମୁର୍ମୁ ଓଡିଶାର ମନ୍ତ୍ରୀ ଥିଲେ । ସେହି ସମୟରେ ବିଜୟ ନାୟକ ତାଙ୍କର ବ୍ୟକ୍ତିଗତ ସଚିବ…

କଟକରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ

କେନ୍ଦ୍ର ଶିକ୍ଷାମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି କଟକ ଗସ୍ତ କରି ବିଭିନ୍ନ କାର୍ଯ୍ୟ କ୍ରମରେ ଯୋଗ ଦେଇଛନ୍ତି। କେନ୍ଦ୍ର ମନ୍ତ୍ରୀ ଶ୍ରୀ ପ୍ରଧାନ ମଟର ଯୋଗେ ଢେଙ୍କାନାଳ ରୁ କଟକ ଆସି ସର୍ବପ୍ରଥମେ ନେତାଜୀ ସୁବାସ ବୋଷ ଙ୍କ ଜନ୍ମ ସ୍ଥାନ ଓଡ଼ିଆ ବଜାର ସ୍ଥିତ ନେତାଜୀ ସଂଗ୍ରାହଳୟ କୁ…

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଅଭୁନନ୍ଦନ ଜଣାଇବା ପାଇଁ ଓଡିଶାରୁ ୨୬ ବିଧାୟକ ଦିଲ୍ଲୀ ଯିବେ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଅଭୁନନ୍ଦନ ଜଣାଇବା ପାଇଁ ଓଡିଶାରୁ ୨୬ ବିଧାୟକ ଆସନ୍ତା କାଲି ଦିଲ୍ଲୀ ଯିବେ । ବାଚଷ୍ପତି ବିକ୍ରମ କେଶରୀ ଆରୁଖଙ୍କ ନେତୃତ୍ୱରେ ରାଜଧାନୀ ଭୁବନେଶ୍ୱରରୁ ଦିଲ୍ଲୀ ଅଭିମୁକେ ଯାତ୍ରା କରିବେ ୨୬ ଜଣ ବିଧାୟକ । ଆସନ୍ତା ୩ ତାରିଖ ଦିନ ଓଡିଶା ବିଧାନସଭା ପକ୍ଷରୁ…

ବିଧାୟକଙ୍କ ଦରମା ଓ ଭତା ବୃଦ୍ଧି ଦାବି

ଭୁୁବନେଶ୍ୱର, ୩୦ ଜୁଲାଇ – ଦରଦାମ ବୃଦ୍ଧି ଘଟିଛି । ପେଟ୍ରୋଲ – ଡିଜେଲର ମୂଲ୍ୟ ମଧ୍ୟ ବଢିଲାଣି । ତେଣୁ ଯେତିକି ଅର୍ଥ ବିଧାୟକ ମାନଙ୍କୁ ଦରମା ଓ ଭତା ବାବଦରେ ପ୍ରଦାନ କରା ଯାଉଛି ତାହା ସେମାନଙ୍କୁ ଯଥେଷ୍ଟ ହେଉ ନାହିଁ । ଲୋକ ମାନଙ୍କର କାମ କରିବାକୁ ବିଭିନ୍ନ ସ୍ଥାନକୁ ଯିବା ବେଳେ ଗସ୍ତ…

ସସ୍ମିତ ରାଜ୍ୟସଭା ସଂସଦୀୟ ନେତା: ସୁଲତା ଚିଫ୍ ହୁଇପ୍‌

ଭୁବନେଶ୍ୱର : ରାଜ୍ୟସଭାରେ ବିଜେଡି ନେତା ନିଯୁକ୍ତ ହେଲେ ସସ୍ମିତ ପାତ୍ର । ରାଜ୍ୟସଭା ସଂସଦୀୟ ଦଳ ନେତା ଭାବେ ନିଯୁକ୍ତ ହୋଇଛନ୍ତି ସସ୍ମିତ ପାତ୍ର । ସେହିପରି ବିଜେଡି ଚିଫ୍ ହୁଇପ ଭାବେ ସୁଲତା ଦେଓଙ୍କୁ ନିଯୁକ୍ତ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରେସ୍ ବିବୃତ୍ତି ମାଧ୍ୟମରେ…

ରତ୍ନ ଭଣ୍ଡାରର ସୁରକ୍ଷାକୁ ନେଇ ଗୃହରେ ଉଦବେଗ

ଭୁବନେଶ୍ୱର, ୨୯ ଜୁଲାଇ - ପୁରୀ ଶ୍ରୀମନ୍ଦିର ରତ୍ନ ଭଣ୍ଡାରକୁ ନେଇ ଶୁକ୍ରବାର ଦିନ ବିଧାନସଭାରେ ଉଦବେଗ ପ୍ରକାଶ ପାଇଛି । କଂଗ୍ରେସ ବିଧାୟକ ସନ୍ତୋଷ ସିଂହ ସାଲୁଜା ଶୁକ୍ରବାର ଦିନ ଶୂନ୍ୟକାଳରେ ଏହି ପ୍ରସଙ୍ଗ ଉଠାଇ ରାଜ୍ୟ ସରକାରଙ୍କୁ କାଠଗଡାରେ ଠିଆ କରାଇଛନ୍ତି । ଶୂନ୍ୟକାଳରେ ଶ୍ରୀ ସାଲୁଜା…

ସାମୁଦ୍ରିକ ଉତ୍ପାଦ ରପ୍ତାନୀ ଉନ୍ନୟନ କର୍ତ୍ତୃପକ୍ଷର ସଦସ୍ୟ ହେଲେ ମାନସ ମଙ୍ଗରାଜ

ଭୁବନେଶ୍ୱର : ବିଜୁ ଜନତା ଦଳର ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜ ସାମୁଦ୍ରିକ ଉତ୍ପାଦ ରପ୍ତାନୀ ଉନ୍ନୟନ କର୍ତ୍ତୃପକ୍ଷ (ଏମ୍‌ପିଇଡ଼ିଏ)ର ସଦସ୍ୟ ଭାବେ ର୍ନିବାଚିତ ହୋଇଛନ୍ତି । ଏନେଇ ରାଜ୍ୟସଭା ଡେପୁଟି ସେକ୍ରେଟେରୀ ସତୀଶ ମେସରା ପତ୍ର ମାଧ୍ୟମରେ ଜଣାଇଛନ୍ତି । ସାମୁଦ୍ରିକ ଉତ୍ପାଦ ରପ୍ତାନୀ…

ନବି ମୁମ୍ବାଇ ମହାନଗର ନିଗମର ୬୧ ଲକ୍ଷ ଟଙ୍କା ଛାଡ

ଭୁବନେଶ୍ୱର, (ଡିକେ ନ୍ୟୁଜ): ନବି ମୁମ୍ବାଇ ମହାନଗର ନିଗମର ୬୧ ଲକ୍ଷ ଟଙ୍କା ଛାଡ଼ କଲେ ଓଡିଶା ସରକାର । ମୁମ୍ବାଇ ଓଡ଼ିଶା ଭବନରେ ଡାକ୍ତରଙ୍କ ରହଣି ବାବଦ ଦେୟକୁ ଛାଡ଼ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଭିଡ ରୋଗୀଙ୍କ ଚିକିତ୍ସା କରୁଥିବା ନବୀ ମୁମ୍ବାଇ ମହାନଗର ନିଗମର ଡାକ୍ତର ଓ…

ମହମ୍ମଦ ମୋକିମଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି

ଭୁବନେଶ୍ୱର, 22 ଜୁଲାଇ – ରାଷ୍ଟ୍ରପତି ନିର୍ବାଚନରେ ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ୍ ଦେଇଥିବା କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ପିସିସି ସଭାପତି କାରଣ ଦର୍ଶାଅ ନୋଟିସ୍ ଜାରି କରିଛନ୍ତି । ଆଗାମୀ ୨ ସପ୍ତାହ ଭିତରେ ଜବାବ ଦେବାକୁ ବାରବାଟୀ-କଟକ ବିଧାୟକ ମହମ୍ମଦ ମୋକିମଙ୍କୁ ନିର୍ଦ୍ଦେଶ…

ସାମ୍ବାଦିକଙ୍କୁ ପ୍ରେସ ଗ୍ୟାଲେରୀକୁ ଛ଼ଡା ଯିବା ଦାବିରେ ବିଧାନସଭାରେ ହଟ୍ଟଗୋଳ, ଚାଲି ପାରିଲା ନାହିଁ ପ୍ରଶ୍ନ କାଳ

ଭୁବନେଶ୍ୱର, ୨୨ ଜୁଲାଇ – ସାମ୍ବାଦିକ ମାନଙ୍କୁ ପ୍ରେସ ଗ୍ୟାଲେରୀକୁ ଛ଼ଡା ଯିବା ଦାବିରେ ଉଭୟ ବିରୋଧୀ ଦଳ ବିଜେପି ଓ କଂଗ୍ରେସ ବିଧାୟକ ମାନେ ହଟ୍ଟଗୋଳ କରିବା କାରଣରୁ ଆଜି ଗୃହରେ ପ୍ରଶ୍ନୋତର କାର୍ଯ୍ୟକ୍ରମ ଚାଲି ପାରି ନାହିଁ । ହଟ୍ଟଗୋଳ କାରଣରୁ ବାଚସ୍ପତି ବିଧାନସଭାକୁ ସ୍ଥଗିତ କରିବା ସହ…