Browsing Category

ରାଜ୍ୟ

ସହିଦ ଲକ୍ଷ୍ମୀଣ ନାୟକ ମେଡିକାଲ ଓ ହସ୍ପିଟାଲରେ ରୋଗୀସେବା ବିପର୍ଯ୍ୟସ୍ତ

କୋରାପୁଟ,: କୋରାପୁଟ ସହିଦ ଲକ୍ଷ୍ମୀଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ ମିଳୁନି ଉତ୍ତମ ଚିକିତ୍ସା, ରୋଗୀଙ୍କ ଖାଇବା ଖାଇ ଦେଉଛି ମୂଷା । ବାରମ୍ବାର ଅଭିଯୋଗ ପରେ ବି କାର୍ଯ୍ୟାନୁଷ୍ଠାନ ଶୂନ । ଭଗବାନଙ୍କ ଭାରଷାରେ ଚାଲିଛି ସହିଦ ଲକ୍ଷ୍ମୀଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲ । ଅଭିବକ୍ତ…

ସମ୍ବଲପୁର ରେଳଷ୍ଟେସନ ଠାରୁ ଅଯୋଧ୍ୟା-ବାରଣାସୀ ଅଭିମୁଖେ ବରିଷ୍ଠ ନାଗରିକ

ସମ୍ବଲପୁର,: ସମ୍ବଲପୁର ରେଳଷ୍ଟେସନ ଠାରୁ ଅଯୋଧ୍ୟା-ବାରଣାସୀ ଅଭିମୁଖେ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଟ୍ରେନ୍‌କୁ ଜିଲ୍ଲାପାଳ ସମ୍ବଲପୁର ସିଦ୍ଧେଶ୍ୱର ବଳିରାମ ବୋନ୍ଦର ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତିୟ । ଏହି ଶୁଭ ଅବସରରେ ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ରଙ୍କ ପ୍ରତିନିଧି ଶୁଭଶ୍ରୀ…

ସହରାଞ୍ଚଳ ଡାକ୍ତରଖାନାଠାରୁ ଦୂରଦୂରାନ୍ତ ଗାଁ ପର୍ଯ୍ୟନ୍ତ ଗୁଣାତ୍ମକ ସ୍ୱାସ୍ଥ୍ୟ ସେବା ପହଞ୍ଚୁ : ରାଜ୍ୟପାଳ

ଭୁବନେଶ୍ୱର,: ଅସମାନତା ଦୂର କରି ଏକ ଉଚିତ ସ୍ୱାସ୍ଥ୍ୟ ସେବା ବ୍ୟବସ୍ଥା ଉପରେ ଗୁରୁତ୍ୱ ଆରୋପ କରି ରାଜ୍ୟର ସହରାଞ୍ଚଳଠାରୁ ଦୂରଦୂରାନ୍ତ ଗାଁ ପର୍ଯ୍ୟନ୍ତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ପହଞ୍ଚାଇବା ପାଇଁ ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍‌ପାଟି ଆହ୍ୱାନ ଜଣାଇଛନ୍ତି । ଆଜି କସେବା ଭବନର ରାଜ୍ୟ…

ଖୁବ୍ ଶୀଘ୍ର ୯୬,୦୦୦ ଟଙ୍କା ଛୁଇଁବ ସୁନା

ନୂଆଦିଲ୍ଲୀ,: ନିରନ୍ତର ବୃଦ୍ଧି ପାଇବାରେ ଲାଗିଛି ସୁନା ମୂଲ୍ୟ । ଏପରି ପରିସ୍ଥିତିରେ ଭାରତୀୟ ଗ୍ରାହକ ଏବଂ ନିବେଶକଙ୍କ ଚିନ୍ତା ବଢ଼ିଛି । ଆଇସିଆଇସିଆଇ ବ୍ୟାଙ୍କ ଗ୍ଲୋବାଲ ମାର୍କେଟସର ଏକ ରିପୋର୍ଟ ଅନୁଯାୟୀ ବିଶ୍ୱ ଆର୍ଥିକ ଅନିଶ୍ଚିତତା ଏବଂ ଆମେରିକାର ଟାରିଫ ନୀତି ଯୋଗୁ ୨୦୨୫…

ଆଦିତ୍ୟ ଆଲୁମିନା ରିଫାଇନାରୀର ତରଫରୁ ‘ଜ୍ଞାନବୃଦ୍ଧି ପାଠଶାଳା\’ ଶୁଭାରମ୍ଭ

ରାୟଗଡ଼ା,: ଆଦିତ୍ୟ ଅଲୁମିନା ରିଫାଇନରୀ, ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ଼, ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଏକ ସହଯୋଗୀ କମ୍ପାନୀ, ଏହାର ପରିପାଶ୍ୱିର୍କ ଅଞ୍ଚଳରେ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ ନିମନ୍ତେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛି । ଶୈଶବକୁ ସଶକ୍ତ ସକାଶେ ଆଦିତ୍ୟ…

ଟ୍ରମ୍ପଙ୍କ ୨୫ପ୍ରତିଶତ ଶୁଳ୍କ ପ୍ରଭାବ : ଭାରତର ୩୧ ବିଲିଅନ୍ ଡଲାର ରପ୍ତାନି କମିବ

ନୂଆଦିଲ୍ଲୀ,: ଆମେରିକା ରାଷ୍ଟ୍ରପତି ଭାରତ ସମେତ ବିଶ୍ୱର ବିଭିନ୍ନ ଦେଶଉପରେ ୨୫ ପ୍ରତିଶତ ଆମଦାନୀ ଶୁଳ୍କ ଲଗାଇବା ନେଇ ପୂର୍ବରୁ ଘୋଷଣା କରିସାରିଛନ୍ତି । ଏପ୍ରିଲ ୨ ତାରିଖରୁ ଏହାକୁ କାର୍ଯ୍ୟକାରୀ କରାଯିବ । ଟ୍ରମ୍ପ ପାଲଟା ଶୁଳ୍କ ଘୋଷଣା କରିବା ପରଠାରୁ ବିଶ୍ୱ ବାଣିଜ୍ୟକୁ ନେଇ ଅନିଶ୍ଚିତତା…

କଳାହାଣ୍ଡିରେ ଅନ୍ତ୍ୟୋଦୟ ଗୃହ ଯୋଜନାର ରାଜ୍ୟସ୍ତରୀୟ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

କଳାହାଣ୍ଡି, : ୭୦ ଦଶକରୁ ଆଜି ପର୍ଯ୍ୟନ୍ତ ଘର ଖଣ୍ଡିଏ ପାଇବା ଗରିବ ଓ ସାଧାରଣ ଲୋକଙ୍କ ପାଇଁ ବଡ ସମସ୍ୟା ହୋଇ ରହିଛି । ଆଜି ମଧ୍ୟ ଅନେକଙ୍କ ମୁଣ୍ଡ ଗୁଞ୍ଜିବା ପାଇଁ ଘର ଖଣ୍ଡିଏ ବି ନାହିଁ । ଏ ସମସ୍ୟାର ସମାଧାନ ହେବ ଏବଂ ସମସ୍ତଙ୍କୁ ପକ୍କା ଘର ମିଳିବ । ଅନ୍ତ୍ୟୋଦୟ ଗୃହ ଯୋଜନାରେ ସବୁଠାରୁ…

ନିୟମିତ ଦରମା ଦାବି କରି ଆଶାକର୍ମୀଙ୍କ ଧାରଣା

ପାରଳାଖେମୁଣ୍ଡି, : ନିୟମିତ ଦରମା ନ ମିଳିବା ପ୍ରତିବାଦରେ ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ଶତାଧିକ ଆଶାକର୍ମୀ ଧାରଣା ଦେବା ସହ ସେମାନଙ୍କ ଦରମାକୁ ତୁରନ୍ତ ପ୍ରଦାନ ପାଇଁ ଦାବି କରିଛନ୍ତି । ନିଜର ପ୍ରାପ୍ୟ ମିଳୁନଥିବା ଯୋଗୁଁ ସେମାନେ ବହୁ ଅସୁବିଧାର ସମ୍ମୁଖୀନ…

ପ୍ରଦୀପ ଜେନାଙ୍କୁ ଓଇଆରସି ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର, : ରାଜ୍ୟ ସରକାରଙ୍କ ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ (ଓଇଆରସି) ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଛନ୍ତି । ପ୍ରଦୀପ ଜେନାଙ୍କୁ ରାଜ୍ୟ ସରକାର ନିଯୁକ୍ତ କରିଛନ୍ତି । ଆଇଏଏସ୍‌ ଅଧିକାରୀ ସୁରେଶ ମହାପାତ୍ରଙ୍କ ପରେ ଏହି ପଦ ଖାଲି ପଡ଼ିଥିଲା ।…

ସରକାର ଆଣିବେ ନୂଆ ଡାଟା ନୀତି

ଭୁବନେଶ୍ୱର, : ରାଜ୍ୟ ସରକାର ଏକ ନୂଆ ରାଜ୍ୟ ଡାଟା ନୀତି ଆଣିବା ଯୋଜନା ରଖିଛନ୍ତି । ଲୋକସେବା ଭବନରେ ଡାଟା ପଲିସି ଆଣ୍ଡ୍ ଇନୋଭେସନ୍‌ ସେଣ୍ଟର (ଡିପିଆଇସି) ଓ ରାଜ୍ୟ ଇଲେକ୍ଟ୍ରୋନିକ୍ସ ଓ ଆଇଟି ବିଭାଗ ସହଯୋଗିତାରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ଅତିଥି ଭାବେ ଯୋଗ ଦେଇ ମୁଖ୍ୟ ସଚିବ ମନୋଜ…