Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ଜେଏସ୍ଡବ୍ଲ୍ୟୁ-ଶିବା ସିମେଣ୍ଟ ଆନୁକୂଲ୍ୟରେ ପ୍ରଧାନମନ୍ତ୍ରୀ ଯକ୍ଷ୍ମା ମୁକ୍ତ ଭାରତ ଅଭିଯାନ
ସୁନ୍ଦରଗଡ଼ ଜିଲ୍ଲା କୁତ୍ରା ବ୍ଲକ ତେଲିଘନା ଜେଏସ୍ ଡବ୍ଲ୍ୟୁଶିବା ସିମେଣ୍ଟ କରଖାନା ସିଏସ୍ଆର ବିଭାଗ ଆନୁକୂଲ୍ୟରେ କୁତ୍ରା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପରିସରରେ ପ୍ରଧାନମନ୍ତ୍ରୀ ଯକ୍ଷ୍ମାରୋଗ ମୁକ୍ତ ଭାରତ ଅଭିଯାନ ସମ୍ପର୍କିତ ଏକ ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ କମ୍ପାନୀର ଜମିଜମା…
ଗେଷ୍ଟ୍ ହାଉସ୍ରେ ଚାଲିଥିଲା ସେକ୍ସ ର଼୍ୟାକେଟ୍, ୩ ଗ୍ରାହକଙ୍କୁ ବାନ୍ଧିଲା ପୋଲିସ
ବଲାଙ୍ଗୀର ସହର ଭିତରେ ସେକ୍ସ ର଼୍ୟାକେଟ୍ ଠାବ ହୋଇଛି। ରାଜେନ୍ଦ୍ର ପାର୍କ ନିକଟରେ ଥିବା ତିରୁପତି ଗେଷ୍ଟ ହାଉସ୍ରେ ସେକ୍ସ ର଼୍ୟାକେଟ୍ ଚାଲିଥିବା ନେଇ ଖବର ପାଇଥିଲା ଟାଉନ ଥାନା ପୋଲିସ। ଏକ ସ୍ବତନ୍ତ୍ର ଟିମ୍ ଗେଷ୍ଟ୍ ହାଉସ୍ ଉପରେ ଚଢ଼ାଉ କରି ଏହି ସମୟରେ ତିନି ଜଣ ଗ୍ରାହକଙ୍କୁ ଗିରଫ…
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଅର୍ଜୁନ କପୁର ଓ ବୋନୀ କପୁର
ଭୁବନେଶ୍ୱର,: ଭୁବନେଶ୍ୱରରେ ବଲିଉଡ଼ ଅଭିନେତା ଅର୍ଜୁନ କପୁର ଓ ତାଙ୍କ ପିତା ତଥା ଚଳଚ୍ଚିତ୍ର ନିର୍ମାତା ବୋନୀ କପୁର ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରିଛନ୍ତି । ବିଧାନସଭା ପ୍ରକୋଷ୍ଠରେ ଉଭୟ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି । ଆସନ୍ତା ୧୬ ତାରିଖରେ କଟକ ବାରବାଟୀ…
ତୃଣମୂଳସ୍ତରରେ କ୍ରୀଡ଼ା ଭିତ୍ତିଭୂମି ଓ କ୍ରୀଡ଼ାପ୍ରତିଭା ବିକାଶ କରିବା ଆମ ଲକ୍ଷ୍ୟ : କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ…
ଭୁବନେଶ୍ୱର,: ଓଡ଼ିଶାର ସମସ୍ତ ବ୍ଲକରେ ଷ୍ଟାଡିୟମ ନିର୍ମାଣ କରିବା ପାଇଁ କ୍ୟାବିନେଟରେ ନିଷ୍ପତ୍ତି ହୋଇଛି । ଏହି ପରିପ୍ରେକ୍ଷୀରେ ବ୍ଲକ ଗୁଡ଼ିକରେ ହେବାକୁ ଥିବା ଷ୍ଟାଡିୟମ ନିମନ୍ତେ ଉପଯୁକ୍ତ ସ୍ଥାନ ନିରୂପଣ କରିବା ପାଇଁ ଆଜି କ୍ରୀଡ଼ା ଓ ଯୁବସେବା ବିଭାଗ ତରଫରୁ ଏକ ବୈଠକର ଆୟୋଜନ କରାଯାଇଥିଲା…
ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଆଦିବାସୀ ଅଞ୍ଚଳ ଉପଯୋଜନା କାର୍ଯ୍ୟକାରିତା ସଂପର୍କରେ ବୈଠକ
ଭୁବନେଶ୍ୱର,: ଆଦିବାସୀ ଅଞ୍ଚଳ ଉପଯୋଜନା (ଟିଏଏସପି) ସଂପର୍କିତ ବଜେଟ୍ ତଦାରଖ ବ୍ୟବସ୍ଥା ଏବଂ ଏହାର ପରିଚାଳନା ସଂପର୍କରେ ଏକ ବୈଠକ ଲୋକସେବା ଭବନରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛ । ଆମ ଦେଶରେ ପ୍ରାୟ ୭୦୦…
ନାଲକୋର ସର୍ବକାଳୀନ ଆୟ ରେକର୍ଡ
ଭୁବନେଶ୍ୱର,: ଭାରତ ସରକାରଙ୍କ ଖଣି ମନ୍ତ୍ରଣାଳୟ ଅଧିନସ୍ଥ ନବର˜ ଉଦ୍ୟୋଗ ନ୍ୟାସନାଲ ଆଲୁମିନିୟମ କମ୍ପାନୀ ଲିମିଟେଡ (ନାଲକୋ) ପକ୍ଷରୁ ଆର୍ଥିକ ବର୍ଷ ୨୦୨୪-୨୫ ର ତୃତୀୟ ତ୍ରୈମାସିକ ଫଳାଫଳ ଘୋଷିତ ହୋଇଛି । ଡିସେମ୍ବର ୨୦୨୪ରେ ଶେଷ ହୋଇଥିବା ତ୍ରୈମାସିକରେ କମ୍ପାନୀର ନିଟ ଲାଭ ୧,୫୮୩ କୋଟି…
ମହାପ୍ରଭୁଙ୍କ ଗଜଉଦ୍ଧାରଣ ବେଶ
ପୁରୀ,: ବୁଧବାର ପବିତ୍ର ମାଘ ପୂର୍ଣ୍ଣିମା ଅବସରରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହୋଇଛି ଶ୍ରୀବିଗ୍ରହମାନଙ୍କ ଗଜ ଉଦ୍ଧାରଣ ବେଶ । ମଧ୍ୟାହ୍ନ ଧୂପ ପରେ ଶ୍ରୀମନ୍ଦିର ରତ୍ନସିଂହାସନରେ ବିରାଜମାନ କରୁଥିବା ମହାପ୍ରଭୁଙ୍କ ଏହି ଦୁର୍ଲଭ ବେଶ ଦେଖିବାକୁ ଭକ୍ତମାନଙ୍କର ପ୍ରବଳ ସମାଗମ ହୋଇଥିଲା । ହଜର…
ଫାଇଲେରିଆ ନିରାକରଣ ଅଭିଯାନର ସାମୂହିକ ଔଷଧ ସେବନ କାର୍ଯ୍ୟକ୍ରମର ଶୁଭାରମ୍ଭ
ବଲାଙ୍ଗିର,: ବଲାଙ୍ଗିର ଜିଲ୍ଲାର ୧୧ ଗୋଟି ବ୍ଲକ ଓ ୫ ଗୋଟି ସହରାଞ୍ଚଳରେ ଫେବୃଆରୀ ୧୦ ତାରିଖଠାରୁ ୧୯ ତାରିଖ ପର୍ଯ୍ୟନ୍ତ ଫାଇଲେରିଆ ନିରାକରଣ ଅଭିଯାନ ମାଧ୍ୟମରେ ସାମୁହିକ ଔଷଧ ସେବନ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି । ଆଜି ପୂର୍ବାହ୍ନରେ ପୃଥୀରାଜ ଉଚ୍ଚ ବିଦ୍ୟାଳୟ ପରିସରରେ ଏହି…
ଶୋଷ ମେଣ୍ଟୁଛି ଫଟା ପାଇପର ଲିକେଜ୍ ପାଣି
ନବରଙ୍ଗପୁର,: ପାଇପ ଫାଟି ଲିକେଜ୍ ହୋଉଥିବା ପାଣିରୁ ଲୋକଙ୍କ ଶୋଷ ମେଣ୍ଟଛି । ନଳକୂପ ଅଛି କିନ୍ତୁ ଗୋଟିଏ ଅଚଳ ଆଉ ଗୋଟିଏରେ ଗୋଳିଆ ପାଣି ବାହାରୁଛି ଯାହାକି ଲୋକଙ୍କ ଦେହ ପ୍ରତି କ୍ଷତିକାରକ । ବସୁଧା ଜଳ ପିଇବା ପାଣି ଯୋଗାଇବାକୁ ସମସ୍ତ ପ୍ରକାର କାର୍ଯ୍ୟ ଶେଷ ଅଛି । କିନ୍ତୁ ସାହିରେ ପାଇପ…