Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ଦୁଗ୍ଧ ଉତ୍ପାଦନ ବୃଦ୍ଧି ପାଇଁ ଚାଷୀମାନଙ୍କୁ ପିଏମ୍ଏମ୍ୱାଇ ସହ ସଂଯୋଗ କରିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱ
ଭୁବନେଶ୍ୱର, : ଓଡ଼ିଶାରେ ଦୁଗ୍ଧ ଉତ୍ପାଦନ ବୃଦ୍ଧି ପାଇଁ ଦୁଗ୍ଧ ଚାଷୀମାନଙ୍କୁ ପିଏମ୍ଏମ୍ୱାଇ (ପ୍ରଧାନମନ୍ତ୍ରୀ ମୁଦ୍ରା ଯୋଜନା) ସହ ଅଧିକ ସଂଖ୍ୟାରେ ସଂଯୋଗ କରିବା ଉପରେ ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍ପାଟି ଗୁରୁତ୍ୱାରୋପ କରିଛନ୍ତି । ଚଳିତ ସେପ୍ଟେମ୍ବର ୨ ତାରିଖ ଦିନ କଟକ ଜିଲ୍ଲାର…
କ୍ରିସିଲ୍ ଆକଳନ: ଚିଙ୍ଗୁଡ଼ି ରପ୍ତାନି ୨୦% କମିବ
ନୂଆଦିଲ୍ଲୀ,: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ଉପରେ ଲଗାଇଥିବା ୫୦ ପ୍ରତିଶତ ଶୁଳ୍କ ପ୍ରଭାବରେ ଦେଶରୁ ଚିଙ୍ଗୁଡ଼ି ରପ୍ତାନି ଚଳିତ ବର୍ଷ ୧୫-୧୮ ପ୍ରତିଶତ କମ୍ ହେବ ବୋଲି ରେଟିଂ ଏଜେନ୍ସି କ୍ରିସିଲ୍ ରେଟିଂସ୍ ଆକଳନ କରିଛି । ଚଳିତ ମାସ ୨୭ରୁ ବର୍ଦ୍ଧିତ ଶୁଳ୍କ ଲାଗୁ ହୋଇଛି ।…
ଅଗଷ୍ଟରେ ୧.୮୬ ଲକ୍ଷ କୋଟିର ଜିଏସ୍ଟି ଆଦାୟ
ନୂଆଦିଲ୍ଲୀ,: ଚଳିତ ବର୍ଷ ଅଗଷ୍ଟରେ ସରକାର ସାମଗ୍ରୀ ଏବଂ ସେବା ଟିକସ (ଜିଏସ୍ଟି)ରୁ ୧.୮୬ ଲକ୍ଷ କୋଟି ଟଙ୍କା ଆଦାୟ କରିଛନ୍ତି । ଗତବର୍ଷ ଅଗଷ୍ଟ ତୁଳନାରେ ଏଥିରେ ୬.୫% ବୃଦ୍ଧି ଘଟିଛି । ସୋମବାର ଜାରି ହୋଇଥିବା ସରକାରୀ ତଥ୍ୟ ଅନୁସାରେ, ବର୍ଷେ ତଳେ ଅର୍ଥାତ ୨୦୨୪ ଅଗଷ୍ଟରେ ସରକାର ୧.୭୫…
ମୋର ମା\’ଙ୍କ ଅପମାନ, ଦେଶର ପ୍ରତି ମା\’ଙ୍କ ଅପମାନ
ନୂଆଦିଲ୍ଲୀ, : ବିହାର ନିର୍ବାଚନ ପାଖେ ଆସୁଥିବା ବେଳେ ବିରୋଧୀ କଂଗ୍ରେସ ଓ ଆରଜେଡି ମେଣ୍ଟକୁ ତୀବ୍ର ସମାଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବିରୋଧୀ ମେଣ୍ଟର ଗୋଟିଏ ପ୍ରଚାର ସଭାର ଷ୍ଟେଜରେ ତାଙ୍କ ମା\'କୁ ଗାଳି କରାଯାଇଥିଲା ଓ ଏଭଳି ଆଚରଣ ଦେଶର ସମସ୍ତ ମା\' ଓ ଭଉଣୀଙ୍କ…
ସର୍ବକାଳୀନ ଶ୍ରେଷ୍ଠ-୫ କ୍ରିକେଟର୍ ବାଛିଲେ ଏବି ଡିଭିଲିୟସ
ନୂଆଦିଲ୍ଲୀ, : ପ୍ରତ୍ୟେକ କ୍ରିକେଟ ପ୍ରେମୀ ଏବି ଡିଭିଲିୟର୍ସ ଏବଂ ବିରାଟ କୋହଲିଙ୍କ ବନ୍ଧୁତା ବିଷୟରେ ଜାଣନ୍ତି । ଉଭୟ ଖେଳାଳି ପରସ୍ପରକୁ ବହୁତ ସମ୍ମାନ କରନ୍ତି ଏବଂ ଅନେକ ସମୟରେ ପରସ୍ପରର ପ୍ରଶଂସା କରିଛନ୍ତି । ନିକଟରେ ପୂର୍ବତନ ଦକ୍ଷିଣ ଆଫ୍ରିକା କ୍ରିକେଟର ଡିଭିଲିୟର୍ସ ଶ୍ରେଷ୍ଠ-୫…
କମ୍ ବଜେଟ୍ର ତିନି ଫିଲ୍ମର କଲେକ୍ସନ ହଜାରେ କୋଟି
ମୁମ୍ବାଇ, : ଗତ ୧ ମାସ ଧରି, ସୈୟାରା, ମହାବତାର ନରସିଂହ ଏବଂ କନ୍ନଡ ଫିଲ୍ମ ସୁ ଫ୍ରମ୍ ସୋକୁ ନେଇ ଦର୍ଶକଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ରହିଛି । ଏହି ତିନୋଟି ଫିଲ୍ମର ମୋଟ ବଜେଟ୍ ୧୦୦ କୋଟି ମଧ୍ୟ ନୁହେଁ, ଯେତେବେଳେ ସେମାନଙ୍କର ମୋଟ ରୋଜଗାର ୧୦୦୦ କୋଟି ପାଖାପାଖି ପହଞ୍ଚିଛି । ଆନିମେଟେଡ୍…
ପୁରୀ–ବାଙ୍ଗିରିପୋସି ଏକ୍ସପ୍ରେସରେ ନୂଆ ସୁବିଧା
ଭୁବନେଶ୍ୱର, : ପୂର୍ବତଟ ରେଳପଥ ଯାତ୍ରୀଙ୍କ ସୁବିଧା ବୃଦ୍ଧି ଏବଂ ବର୍ଦ୍ଧିତ ଚାହିଦାକୁ ଦୃଷ୍ଟିରେ ରଖି ଟ୍ରେନ ନଂ ୧୨୮୯୨/୧୨୮୯୧ ପୁରୀବାଙ୍ଗିରିପୋଷି-ପୁରୀ ଏକ୍ସପ୍ରେସରେ ଏକ ଅତିରିକ୍ତ ନନ୍-ଏସି ଚେୟାର କାର କୋଚ୍ ସ୍ଥାୟୀ ଭାବରେ ସଂଯୋଗ କରିବାକୁ ଘୋଷଣା କରିଛି । ସଂଶୋଧିତ ଟ୍ରେନ୍ କୋଚ୍…
ଭୁବନେଶ୍ୱରକୁ ବିଶ୍ୱସ୍ତରୀୟ ସହର କରିବା ଆମର ଲକ୍ଷ୍ୟ
ଭୁବନେଶ୍ୱର,: ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)ର ୪୩ତମ ପ୍ରତିଷ୍ଠା ଦିବସ ସୋମବାର ଜୟଦେବ ଭବନରେ ପାଳିତ ହୋଇଯାଇଛି । ପ୍ରତିଷ୍ଠା ଦିବସରେ ମୁଖ୍ୟଅତିଥି ଭାବେ ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ ଓ ସାଧାରଣ ଉଦ୍ୟୋଗ ବିଭାଗର ମନ୍ତ୍ରୀ ତଥା ବିଡିଏ ଅଧ୍ୟକ୍ଷ ଡ଼ା. କୃଷ୍ଣଚନ୍ଦ୍ର…
ବ୍ରିଟେନକୁ ବୟନ ସାମଗ୍ରୀ ଓ ପୋଷାକ ରପ୍ତାନି ବଢ଼ାଇବା ଲାଗି ରଣନୀତି
ନୂଆଦିଲ୍ଲୀ,: ଶୁଳ୍କ ଲଗାଇ ଆମେରିକା ସୃଷ୍ଟି କରିଥିବା କ୍ଷତକୁ ବ୍ରିଟେନ ଜରିଆରେ ଭରଣା କରିବା ଉପରେ ଭାରତ ସରକାର ବିଚାର କରୁଛନ୍ତି । ବ୍ରିଟେନକୁ ବୟନ ସାମଗ୍ରୀ ଓ ପୋଷାକ ରପ୍ତାନି ବଢ଼ାଇବା ଲାଗି ରଣନୀତି ପ୍ରସ୍ତୁତ କରାଯାଉଛି । ଭାରତ ଓ ବ୍ରିଟେନ ମଧ୍ୟରେ ସ୍ୱାକ୍ଷରିତ ମୁକ୍ତ ବାଣିଜ୍ୟ…
ରୁଷ ରାଷ୍ଟ୍ରପତିଙ୍କୁ ସାକ୍ଷାତ କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ, : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଚୀନର ତିଆନଜିନ୍ ଠାରେ ସାଂଘାଇ ସହଯୋଗ ସଂଗଠନ ଶିଖର ସମ୍ମିଳନୀ ଅବସରରେ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ସାକ୍ଷାତ କରିଛନ୍ତି । ଦୁଇ ନେତା ଆର୍ଥିକ, ବିତ୍ତୀୟ ଏବଂ ଶକ୍ତି କ୍ଷେତ୍ର ସମେତ ଦ୍ୱିପାକ୍ଷିକ ସହଯୋଗର ବିଭିନ୍ନ…