Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ସ୍ୱାମୀ ବିବେକାନନ୍ଦ ଶିଶୁ ମନ୍ଦିର ବାର୍ଷିକୋତ୍ସବ
ବ୍ରହ୍ମପୁର,: ସ୍ଥାନୀୟ ରେଡ୍ଡୀ ଗ୍ୟାରେଜ ଛକ ତୁଳସୀ ନଗର ଷଷ୍ଠ ସରଣୀସ୍ଥ ସ୍ୱାମୀ ବିବେକାନନ୍ଦ ଶିଶୁ ମନ୍ଦିରର ତ୍ରୟୋବିଂଶତିତମ ବାର୍ଷିକୋତ୍ସବ ସ୍ୱାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏ ଏବଂ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ପବିତ୍ର ଜୟନ୍ତି ଅବସରରେ ଅନୁଷ୍ଠିତ ହୋଇଯାଇଛି । ଶିଶୁ ମନ୍ଦିର…
୨ବର୍ଷ ତଳେ ମିଳିଥିବା ଅନୁଦାନରେ ନିର୍ମାଣ ହୋଇ ପାରୁନି ମି
ଭଦ୍ରକ, : ଭଦ୍ରକ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ସପ୍ତମ ଜିଲ୍ଲାପରିଷଦ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଥିଲା । ବୈଠକ ଆରମ୍ଭରୁ ଧାନ କିଣାକୁ ନେଇ ଉତ୍ତେଜନା ଦେଖିବାକୁ ମିଳିଥିଲା । କଟନିଛଟନିକୁ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଯୋଗାଣ ବିଭାଗ ସହ ବିଧାୟକମାନଙ୍କ କଥା କଟାକଟି ହୋଇଥିଲା । ଧାନର…
ରାଜଭବନରେ ଜାତୀୟ ମତଦାତା ଦିବସ ଶପଥ ପାଠ
ଭୁବନେଶ୍ୱର,: ରାଜଭବନରେ ଜାତୀୟ ମତଦାତା ଦିବସ ସଂପର୍କିତ ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଶୁକ୍ରବାର ଅଭିଷେକ ହଲ୍ଠାରେ ରାଜ୍ୟପାଳଙ୍କ ପ୍ରମୁଖ ଶାସନ ସଚିବ ଏନ୍ବିଏସ୍ ରାଜପୁତ ରାଜଭବନର ଅଧିକାରୀ/ କର୍ମଚାରୀମାନଙ୍କୁ ଶପଥ ପାଠ କରାଇଥିଲେ ସୂଚନାଯୋଗ୍ୟଯେ ପ୍ରତିବର୍ଷ ଜାନୁଆରୀ…
ବିବିଧତାରେ ଏକତା ଭାରତର ବିଶେଷତ୍ୱ: ରାଜ୍ୟପାଳ
ଭୁବନେଶ୍ୱର,: ରାଜଭବନଠାରେ ୭ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଂଚଳର ସ୍ଥାପନା ଦିବସ ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍ପାଟିଙ୍କ ଉପସ୍ଥିତିରେ ଏକ ଉତ୍ସବ ମୁଖରିତ ପରିବେଶ ମଧ୍ୟରେ ପାଳିତ ହୋଇଯାଇଛି । ରାଜ୍ୟଗୁଡ଼ିକ ହେଲେ ଆସାମ, ମଣିପୁର, ମେଘାଳୟ, ନାଗାଲାଣ୍ଡ, ତ୍ରିପୁରା, ଉତ୍ତର ପ୍ରଦେଶ ଏବଂ…
ଅକ୍ଷୟ ଶକ୍ତି ବ୍ୟବହାରକୁ ସର୍ବାଧିକ ଗୁରୁତ
ଭୁବନେଶ୍ୱର,: ବର୍ତ୍ତମାନ ସମୟରେ ଓଡ଼ଶା ସରକାର ଅକ୍ଷୟ ଶକ୍ତିକୁ ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି । ଏପରିକି ୨୦୨୭ ସୁଦ୍ଧା ରାଜ୍ୟରେ ୩ ଲକ୍ଷ ରୁଫ୍ ଟପ୍ ସୋଲାର ପ୍ୟାନେଲ ସ୍ଥାପନ ପାଇଁ ଲକ୍ଷ୍ୟ ରଖାଯାଇଛି, ଯାହା ସବୁଜ ଶକ୍ତି ଆଡ଼କୁ ପରିବର୍ତ୍ତନରେ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ଦେବ । ସେହିଭଳି…
ବଜେଟ ୨୦୨୫ ପାଇଁ ବିଭିନ୍ନ ବର୍ଗର ବିଶେଷଜ୍ଞଙ୍କ ପରାମର୍ଶ ନେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, : ଗତ ବର୍ଷ ପରି ବଜେଟ୍ ପ୍ରସ୍ତୁତି ପ୍ରକ୍ରିୟାକୁ ଲୋକାଭିମୁଖୀ କରିବା ପାଇଁ ଆମ ସରକାର ପ୍ରେସ୍ ଇସ୍ତାହାର ମାଧ୍ୟମରେ ଜନସାଧାରଣଙ୍କଠାରୁ ବହୁମୂଲ୍ୟ ମତାମତ ଆହ୍ୱାନ କରିଛନ୍ତି । ବିଭିନ୍ନ ମାଧ୍ୟମରେ ଆସୁଥିବା ଏହି ପରାମର୍ଶ ଗୁଡିକୁ ଅନୁଧ୍ୟାନ ଓ ତର୍ଜମା କରି ଚଳିତ ବଜେଟ୍ରେ…
ଝାରସୁଗୁଡ଼ା ଜିଲ୍ଳା କ୍ରୀଡା ସଂଘର ସାଧାରଣ ବୈଠକ
ଝାରସୁଗୁଡା,: ଝାରସୁଗୁଡ଼ା ଜିଲ୍ଳା କ୍ରୀଡା ସଂଘର ସାଧାରଣ ପରିଷଦ ବୈଠକ ଜିଲ୍ଳାପାଳଙ୍କ ଅଫିସରେ ଥିବା ଡି.ଏମ୍.ଏଫ ସମ୍ମିଳନୀ କକ୍ଷରେ ଝାରସୁଗୁଡ଼ା ଜିଲ୍ଳା କ୍ରୀଡାସଂଘର ସଭାପତି ତଥା ଜିଲ୍ଲାପାଳ ଅବୋଲି ସୁନିଲ ନରୱଣେଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଝାରସୁଗୁଡା ଅତିରିକ୍ତ ଜିଲ୍ଳାପାଳ…
ଦର୍ଶନାର୍ଥିଙ୍କ ଲାଗି ଗ୍ରୀଷ୍ମ ପ୍ରବାହ ପ୍ରତିକାର ବ୍ୟବସ୍ଥାର ସମୀକ୍ଷା
ପୁରୀ,: ଆଗାମୀ ଗ୍ରୀଷ୍ମ ପ୍ରବାହ ପାଇଁ ଶ୍ରୀମନ୍ଦିରକୁ ଆସୁଥିବା ଶ୍ରଦ୍ଧାଳୁମାନଙ୍କୁ ସୁବିଧା ଯୋଗାଇ ଦେବାକୁ ବିଭିନ୍ନ ବ୍ୟବସ୍ଥା କରୁଛି ପ୍ରଶାସନ । ମଙ୍ଗଳବାର ଅପରାହ୍ନରେ ଶ୍ରୀମନ୍ଦିର କାର୍ଯ୍ୟାଳୟ ସଭାଗୃହ ପରିସରରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା । ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର…
ଜିଲ୍ଲାସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଉଦ୍ୟାପିତ
ଖୋର୍ଦ୍ଧା,: ହାବେଳୀ ପଡିଆ ଠାରେ ·ଲିଥିବା ଜିଲ୍ଲାସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଉଦ୍ୟାପିତ ହୋଇଯାଇଛି । ଉଦ୍ୟାପନୀ ଦିବସରେ ଅତିଥି ଭାବେ ଅଧିକ୍ଷଣଯନ୍ତ୍ରୀ (କୃଷି) ପତି ତପାବନ ଖଣ୍ଡଗିରି, ଖୋର୍ଦ୍ଧା ମୃତ୍ତିକା ସଂରକ୍ଷଣ ଉପ- ନିର୍ଦେଶକ ଦିଗମ୍ବରବିଶ୍ୱାଳ, କୃଷି ଜିଲ୍ଲା ଅଧିକାରୀ,…