Browsing Category

ରାଜ୍ୟ

ଦଣ୍ଡପାଟ ଅଞ୍ଚଳକୁ ବ୍ଲକ ଦାବି ନେଇ ବିଧାୟକଙ୍କୁ ଦାବିପତ

ଧର୍ମଗଡ,: କଳାହାଣ୍ଡି ଜିଲ୍ଲା ଦଣ୍ଡପାଟ ଅଞ୍ଚଳକୁ ବ୍ଲକ ଦାବି ନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଧର୍ମଗଡ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ । ଦଣ୍ଡପାଟ ଅଞ୍ଚଳର ୧୧ଟି ଗ୍ରାମ  ପଞ୍ଚାୟତର ପଞ୍ଚାୟତ ପ୍ରତିନିଧି, ବୁଦ୍ଧିଜୀବି ଓ ସାଧାରଣ ଜନତା…

ଅବିଭକ୍ତ ଭାରତ\’ କାର୍ଯ୍ୟକ୍ରମ ପାଇଁ ପାକିସ୍ତାନ ଓ ବାଂଲାଦେଶକୁ ନିମନ୍ତ୍ରଣ

ନୂଆଦିଲ୍ଲୀ, : ଭାରତୀୟ ପାଣିପାଗ ବିଭାଗର ୧୫୦ତମ ପ୍ରତିଷ୍ଠା ଉପଲକ୍ଷେ ଆୟୋଜନ ହେବାକୁ ଯାଉଛି \"ଅବିଭକ୍‌ତ ଭାରତ\' ନାଁରେ ଗୋଟିଏ ସେମିନାରୟ ଏହି କାର୍ଯ୍ୟକ୍ରମରେ ଭାଗ ନେବାକୁ ଭାରତ ପକ୍ଷରୁ ପାକିସ୍ତାନ ଓ ବାଂଲାଦେଶ ସମେତ  ଅନ୍ୟ ପଡ଼ୋଶୀମାନଙ୍କୁ ନିମନ୍ତ୍ରଣ କରାଯାଇଛି । ପ୍ରଥମଥର ପାଇଁ  …

ସୁନା କ୍ରୟରେ ଭାରତ ଦ୍ୱିତୀୟ

ଭୁବନେଶ୍ୱର,: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ୨୦୨୪ ଜାନୁଆରୀରୁ ନଭେମ୍ବର ମଧ୍ୟରେ ୭୩ ଟନ୍ ସୁନା କିଣିଛି । କେବଳ ନଭେମ୍ବରରେ ଆର୍ବିଆଇ ୮ ଟନ ସୁନା କିଣିଥିବା ସୂଚନା ରହିଛି । ୨୦୨୪ ଶେଷ ସୁଦ୍ଧା ଆର୍ବିଆଇର ମୋଟ ସୁନା ପରିମାଣ ୮୭୬ ଟନ୍‌କୁ ବୃଦ୍ଧି ପାଇବ ବୋଲି ଆଶା କରାଯାଉଛି ।…

ଦୁଇ ଦିନ ପରେ କମିବ ଶୀତ: ଆଜି ୩ ଜିଲ୍ଲାରେ ଘନ କୁହୁଡି ନେଇ ଆଲର୍ଟ

ଭୁବନେଶ୍ୱର, : ଜି. ଉଦୟଗିରିରେ ପାରଦ ୬ ଡିଗ୍ରୀ ସେଲସିୟସ୍ ତଳକୁ ଖସିଛି । ଏଠାର  ରାତି ତାପମାତ୍ରା ୫.୨ ଡିଗ୍ରୀ ରେକର୍ଡ ହୋଇଛି । ୮ ସହରରେ ପାରଦ ୧୦ ଡିଗ୍ରୀ ତଳେ ରହିଛି । ତଥାପି ଦୁଇ ଦିନ ପରେ ଶୀତ କମିଯିବ । ରାତିର ତାପମାତ୍ରା ୨ରୁ ୪ ଡିଗ୍ରୀ ବଢିବ ବୋଲି ପାଣିପାଗ ବିଭାଗ କହିଛି ।…

୭୬ତମ ସାଧାରଣତନ୍ତ୍ର ଦିବସ ପ୍ରସ୍ତୁତ

ବ୍ରହ୍ମପୁର,(ଡିକେ ନୁ୍ୟଜ): ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ବ୍ରହ୍ମପୁର ଉପଖଣ୍ଡ ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ସଂପର୍କରେ ଏକ ପ୍ରସ୍ତୁତି ବୈଠକ ବ୍ରହ୍ମପୁର ଉପଜିଲ୍ଲାପାଳ ସୁଶ୍ରୀ ଦୀନା ଦସ୍ତଗୀର, ଭା.ପ୍ର.ସେ.ଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ…

ଇକୋ-ରିଟ୍ରିଟ୍ରେ ମିଳୁଛି ପୁଷ୍ଟିଶସ୍ୟ ଓ ସେଥିରୁ ପ୍ରସ୍ତୁତ ଖାଦ୍ୟ

ଭୁବନେଶ୍ୱର,: ଓଡ଼ିଶା ପର୍ଯ୍ୟଟନ ବିଭାଗ ପକ୍ଷରୁ ଗତ ଡିସେମ୍ବର ୧ରୁ ଆରମ୍ବ ହୋଇଥିବା ଇକୋ-ରିଟ୍ରିଟ୍ ଆସନ୍ତା ମାର୍ଚ୍ଚ ୧୫ ତାରିଖ ପର୍ଯ୍ୟନ୍ତ ·ଲିବ । ପର୍ଯ୍ୟଟକମାନେ ରାଜ୍ୟର ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୁର ପର୍ଯ୍ୟଟନ ସ୍ଥଳୀର ମଜା ନେବା ସହ ପର୍ଯ୍ୟଟନର ବିକାଶ ନିମନ୍ତେ ଏହି ପଦକ୍ଷେପ…

ମନ୍ତ୍ରୀ ଷ୍ଟୋନ୍ ଇଣ୍ଟରନ୍ୟାସନାଲରେ କାଜାରିଆ ସୋ\’ ରୁମ୍ ଉଦ୍‌ଘାଟିତ

ଭୁବନେଶ୍ୱର,: ମନ୍ତ୍ରୀ ଷ୍ଟୋନ୍ ଇଣ୍ଟର ନ୍ୟାସନାଲରେ କାଜାରିଆର ନୂତନ ସୋ'ରୁମ୍ ଡଃ ପ୍ରଫେସର ଅଚ୍ୟୁତ ସାମନ୍ତ କିଟ୍, କିସ୍ ଓ କିମ୍ସର ପ୍ରତିଷ୍ଠାତାଙ୍କ ଦ୍ୱାରା ଉଦ୍ଘାଟିତ ହୋଇଯାଇଛି । ମନ୍ତ୍ରୀ ଷ୍ଟୋନ୍ ଇଣ୍ଟର ନ୍ୟାସନାଲର ମାଲିକ ଶ୍ୟାମ ସୁନ୍ଦର ମନ୍ତ୍ରୀ କାଜାରିଆ ଟାଇଲ୍ସର ଗୁଣ ଗୁଣବତ୍ତା…

ଅର୍ବାନ ବ୍ୟାଙ୍କ ପଟ୍ଟାମୁଣ୍ଡାଇ ଶାଖାର ପ୍ରତିଷ୍ଠା ଦିବସ

କେନ୍ଦ୍ରାପଡ଼ା,: କେନ୍ଦ୍ରାପଡା ଅର୍ବାନ କୋ-ଅପରେଟିଭ୍‌ ବ୍ୟାଙ୍କ ପଟ୍ଟାମୁଣ୍ଡାଇ ଶାଖାର ୨୯ତମ ପ୍ରତିଷ୍ଠା ଦିବସ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ପଟ୍ଟାମୁଣ୍ଡାଇ ଶାଖା ପକ୍ଷରୁ ଗ୍ରାହକ ଓ ଜମାକାରୀଙ୍କ ସମାବେଶ ଅନୁଷ୍ଠିତ ହୋଇଥିଲା । ଶାଖା ପରିଚାଳକ ଅଜିତ କୁମାର ପତିଙ୍କ ସଭାପତିତ୍ୱରେ…

ଲାଞ୍ଜିଗଡ ଖଣି ପାଇଁ ଗ୍ରାମସଭା ଡାକିବାକୁ ଅଞ୍ଚଳବାସୀଙ୍କ ଦାବି

ଭୁବନେଶ୍ୱର,: କଳାହାଣ୍ଡିର ବିକାଶ ପାଇଁ ତୁରନ୍ତ ଲାଞ୍ଜିଗଡ଼ ବକ୍ସାଇଟ୍ ଖଣିର ଗ୍ରାମସଭା କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଅନୁରୋଧ କରିଛନ୍ତି କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବାସୀ । ଜିଲ୍ଲାପାଳ ଓ ବିଡିଓଙ୍କ ଜରିଆରେ ଦାଖଲ କରାଯାଇଥିବା ଏହି ନିବେଦନରେ ଲାଞ୍ଜିଗଡ଼ ବକ୍ସାଇଟ୍ ଖଣିର…

ନାଲ୍‌କୋର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ଭାବେ ବିଜେନ୍ଦ୍ର ପ୍ରତାପ ସିଂଙ୍କ ଦାୟିତ୍ୱ ଗ୍ରହଣ

ଭୁବନେଶ୍ୱର,: ଭାରତ  ସରକାରଙ୍କ ଖଣି ମନ୍ତ୍ରଣାଳୟ ଅଧିନସ୍ଥ ନବରତ୍ନ ଉଦ୍ୟୋଗ ନାଲକୋର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ଭାବେ ବିଜେନ୍ଦ୍ର ପ୍ରତାପ ସିଂ ଆଜି ଭୁବନେଶ୍ୱର ସ୍ଥିତ ନାଲକୋ ମୁଖ୍ୟ କାର୍ଯ୍ୟାଳୟରେ ଦାୟିତ୍ୱ ଗ୍ରହଣ କରିଛନ୍ତି । ନାଲକୋରେ ଯୋଗଦେବା ପୂର୍ବରୁ ଶ୍ରୀ ସିଂ ସେଲର…