Browsing Category

ରାଜ୍ୟ

ଓଡିଶା ପାଇଁ ୫୦୦ କୋଟି ଟଙ୍କାର ବାତ୍ୟା ସହାୟତା ଘୋଷଣା କଲେ ମୋଦି

ଭୁବନେଶ୍ୱର : ଓଡିଶା ପାଇଁ ୫୦୦ କୋଟି ଟଙ୍କାର ବାତ୍ୟା ସହାୟତା ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏଥିସହ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଏବଂ ଗୁରୁତର ଆହତଙ୍କୁ ୫୦ ହଜାର ଟଙ୍କା ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ…

କରୋନାରେ ଦେଶରେ ଗତ ୨୪ ଘଂଟାରେ ୧,୮୬,୩୬୪ ନୂଆ ମାମଲା

ନୂଆଦିଲ୍ଲୀ : ଦେଶରେ ଗତ ୨୪ଘଂଟା ମଧ୍ୟରେ ୧,୮୬,୩୬୪ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୩,୬୬୦ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୭୫,୫୫,୪୫୭ ପହଂଚିଛି । ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ…

ରାଜ୍ୟରେ ଗୋଟିଏ ଦିନରେ ୭୨୧୬ କରୋନା ଆକ୍ରାନ୍ତ ଚିହ୍ନଟ

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୩୯୯୫୫ ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୭୨୧୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୩୯୯୫୫ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ…

ସନ୍ଧ୍ୟା ସୁଦ୍ଧା ବାତ୍ୟା ସହାୟତା ରାଶି ଘୋଷଣା କରିବେ କେନ୍ଦ୍ର ସରକାର : ପ୍ରତାପ ଷଡଙ୍ଗୀ

ଭୁବନେଶ୍ୱର : କେନ୍ଦ୍ର ସରକାର ସନ୍ଧ୍ୟା ସୁଦ୍ଧା ବାତ୍ୟା ସହାୟତା ରାଶି ଘୋଷଣା କରିବେ ବୋଲି ସୂଚନା ଦେଇଛନ୍ତି କେନ୍ଦ୍ର ମନ୍ତ୍ରୀ ପ୍ରତାପ ଷଡଙ୍ଗୀ । ବାତ୍ୟା ସମ୍ପର୍କିତ ସମୀକ୍ଷା ବୈଠକ ପରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ କହିଛନ୍ତି, ବାତ୍ୟା କ୍ଷତିଗ୍ରସ୍ତ ଅଂଚଳ ବୁଲି ଦେଖିବା ପରେ…

ଓଡ଼ିଶାରେ ବାତ୍ୟା ୟାସର କ୍ଷତି ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଭୁବନେଶ୍ୱର: ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ ନେଇ ଶୁକ୍ରବାର ଓଡ଼ିଶାରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବାତ୍ୟା ୟାସର କ୍ଷୟକ୍ଷତି ଆକଳନ କରିବା ସହ ଆକାଶମାର୍ଗରୁ କରିବେ ସ୍ଥିତିର ଅନୁଧ୍ୟାନ । ବାତ୍ୟା ୟାସ’ କ୍ଷୟକ୍ଷତିର ଆକଳନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ…

ଏନଡିଏଚଏମ ଅନ୍ତର୍ଗତ ଆରମ୍ଭ କରାଯାଇଥିବା କାର୍ଯ୍ୟକ୍ରମଗୁଡ଼ିକୁ ତ୍ୱରାନ୍ୱିତ କରାଯାଉ : ପ୍ରଧାନମନ୍ତ୍ରୀ

-ଅଧିକ ସଂଖ୍ୟାରେ ସ୍ୱାସ୍ଥ୍ୟ ସେବା ପ୍ରଦାନ କରି ନାଗରିକମାନଙ୍କ ଜୀବନକୁ ସହଜ କରିବ ଏନଡିଏଚଏମ : ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ : ଜାତୀୟ ଡିଜିଟାଲ ସ୍ୱାସ୍ଥ୍ୟ ମିଶନ (ଏନଡିଏଚଏମ)ର ସମୀକ୍ଷା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ଆଜି ବାତ୍ୟା ୟାସର ପରିଦର୍ଶନ ପାଇଁ ଓଡିଶା ଓ ପଶ୍ଚିମ ବଙ୍ଗ ଗସ୍ତ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡ଼ିଶା ଓ ପଶ୍ଚିମବଙ୍ଗ ଗସ୍ତ କରିବେ । ସେ ୟାସ ଘୁର୍ଣ୍ଣିବାତ୍ୟା ଯୋଗୁ ଏହି ଦୁଇ ରାଜ୍ୟରେ ପଡ଼ିଥିବା ପ୍ରଭାବର ଆକଳନ କରିବେ । ପ୍ରଧାନମନ୍ତ୍ରୀ ମଧ୍ୟ ଆକାଶମାର୍ଗରୁ ଦୁଇ ରାଜ୍ୟର ବାତ୍ୟା ପ୍ରଭାବିତ ଅଞ୍ଚଳର ସ୍ଥିତି ଅନୁଧ୍ୟାନ କରିବାର…

ବାଦାମର ଉଚିତ ମୂଲ୍ୟ ପାଇବାରୁ ଚାଷୀ ବଞ୍ଚିତ

ମାଲକାନଗିରି : ଗତ ବର୍ଷଠାରୁ କୋଭିଡ୍ କଟକଣା ଲାଗୁ ହେବା ପରେ ହଜାର ହଜାର ଶ୍ରମିକ ନିଜ ଭିଟା ମାଟିକୁ ଫେରି ଏଠାରେ ରହି ନିଜର ଗୁଜୁରାଣ ମେଣ୍ଟାଇବାକ ଅନେକ ଲୋକ ଗାଁରେ ରହି କ୍ଷୁଦ୍ର ବ୍ୟବସାୟ ଓ ଚାଷବାସରେ ମନୋନିବେଶ କରିଥିଲେ । ଚଳିତ ବର୍ଷ ରବି ଋତୁରେ ପଡିଆ ବ୍ଳକର ବିଭିନ୍ନ ସ୍ଥାନରେ ଅନେକ…

ଆସନ୍ତାକାଲି ଓଡିଶା ଆସିବେ ପ୍ରଧାନମନ୍ତ୍ରୀ

-ବାତ୍ୟା କ୍ଷତିଗ୍ରସ୍ତ ଅଂଚଳ ପରିଦର୍ଶନ କରିବେ ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି (ଶୁକ୍ରବାର) ଓଡିଶା ଗସ୍ତରେ ଆସିବେ । ବାତ୍ୟା କ୍ଷୟକ୍ଷତିର ସମୀକ୍ଷା ପାଇଁ ପ୍ରଧାନମନ୍ତ୍ରୀ ଓଡିଶା ଆସି ଆକାଶ ମାର୍ଗରୁ କ୍ଷତିଗ୍ରସ୍ତ ଅଂଚଳ ବୁଲି ଦେଖିବାର କାର୍ଯ୍ୟକ୍ରମ…

ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଂଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଅପରାହ୍ନରେ ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଂଚଳ ପରିଦର୍ଶନ କରିଛନ୍ତି । ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡାରେ ବାତ୍ୟା ପ୍ରଭାବିତ ଅଂଚଳରେ ପ୍ରାୟ ୧ ଘଂଟା ଧରି ଅନୁଧ୍ୟାନ କରିଥିଲେ ମୁଖ୍ୟମନ୍ତ୍ରୀ । ବାତ୍ୟା କ୍ଷୟକ୍ଷତି ଆକଳନ ପରେ…