Browsing Category

ରାଜ୍ୟ

ପୁରୀ ଶ୍ରୀମନ୍ଦିରରେ ନୂଆ ଏସଓପି ଲାଗୁ

ପୁରୀ : ଆଜିଠାରୁ ପୁରୀ ଶ୍ରୀମନ୍ଦିରରେ ନୂଆ ଏସଓପି ଲାଗୁ ହୋଇଛି । କରୋନା ସଂକ୍ରମଣକୁ ଏଡାଇବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ନୂତନ ଗାଇଡ୍ ଲାଇନ୍ ଜାରୀ କରାଯାଇଛି । ତଦନୁଯାୟୀ, ଆଜି ଠାରୁ ରାଜ୍ୟ ବାହାରୁ ଆସୁଥିବା ଶ୍ରଦ୍ଧାଳୁ ମାନଙ୍କ ନିମନ୍ତେ କୋଭିଡ଼୍ ନେଗେଟିଭ୍ ରିପୋର୍ଟ…

କ୍ରସର ନିକଟରେ ବିସ୍ଫୋରଣ : ଦୁଇ ମୃତ, ୩ ଗୁରୁତର

ଗଞ୍ଜାମ : ଗଞ୍ଜାମ ଜିଲ୍ଲା ସଦର ଥାନା ଅନ୍ତର୍ଗତ କୁକୁଡ଼ାଖଣ୍ଡି ଗ୍ରାମର ଏକ ଘରେ ବିସ୍ଫୋରଣ ଘଟି ଦୁଇ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଏଥିରେ ଅନ୍ୟ ୩ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି । ଆହତ ମାନଙ୍କୁ ଚିକିତ୍ସା ନିମନ୍ତେ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତି କରାଯାଇଛି । ଆଜି ପୂର୍ବାହ୍ନରେ…

ଅଦ୍ୟାବଧି ଶ୍ରୀମନ୍ଦିର ସହିତ ଜଡ଼ିତ ୫୦ ଜଣ କରୋନା ପଜିଟିଭ୍ ଚିହ୍ନଟ

ପୁରୀ : ପୁରୀ ଶ୍ରୀମନ୍ଦିର ସହିତ ଜଡ଼ିତ ଥିବା ସେବାୟତ, ସେମାନଙ୍କ ପରିବାର ସଦସ୍ୟ ଓ ଶ୍ରୀମନ୍ଦିର କର୍ମଚାରୀଙ୍କ ମଧ୍ୟରୁ ବର୍ତମାନ ସୁଦ୍ଧା ୫୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏ ସମ୍ପର୍କରେ ଆଜି ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଅଜୟ କୁମାର ଜେନା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।…

ରାଜ୍ୟରେ ଗୋଟିଏ ଦିନରେ ୪୪୪୫ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୭୨୭୦୩

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୪୪୪୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୭୨୭୦୩ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୩୪୬୧୩୪ ରୋଗୀ ସୁସ୍ଥ ହୋଇ…

କରୋନା ସ୍ଥିତି ସଙ୍ଗୀନ : ଦିନକରେ ଅଢ଼େଇ ଲକ୍ଷ ପାର୍,୧୫୦୧ ମୃତ

ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମଣ ହୁହୁ ହୋଇ ବଢିଚାଲିଛି । ଦୈନିକ ଆକ୍ରାନ୍ତ ସଂଖ୍ୟା ବଢିବାରେ ଲାଗିଛି । ମହାରାଷ୍ଟ୍ର, ଗୁଜରାଟ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରେ ଲକ୍ଡାଉନ୍, ନାଇଟ୍ କର୍ଫ୍ୟୁ ଆଦି ଲାଗିଥିଲେ ମଧ୍ୟ ସଂକ୍ରମଣ ଥମୁନାହିଁ । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨…

ଦାଦନ ଶ୍ରମିକଙ୍କୁ ଠିକାଦାରଙ୍କ ଅମାନୁଷିକ ମାଡ଼, ଫଟୋ ଭାଇରାଲ୍ ଘଟଣା : ଅଭିଯୁକ୍ତ ମାନଙ୍କୁ ଏଯାଏଁ ଗିରଫ କରିନି ପୋଲିସ

ଗଞ୍ଜାମ : ଗଞ୍ଜାମ ଜିଲ୍ଲା କୋଦଳା ଥାନା ଅନ୍ତର୍ଗତ କୁମ୍ଭାରୀ ଗ୍ରାମରେ ଜଣେ ଦାଦନ ଶ୍ରମିକଙ୍କୁ ଠିକାଦାର ଅମାନୁଷିକ ଭାବେ ମାଡ଼ ମାରିବାର ଫଟୋ ଓ ଭିଡ଼ିଓ ବିଭିନ୍ନ ସାମାଜିକ ଗଣମାଧ୍ୟମରେ ଭାଇରାଲ୍ ହେବା ପରେ ସାଧାରଣରେ ଏହା ଚର୍ଚ୍ଚାର ବିଷୟ ପାଲଟିଛି । ଠିକାଦାର ଜଣକ ସମ୍ପୃକ୍ତ ଯୁବକଙ୍କୁ…

ଗଞ୍ଜାମ ଜିଲ୍ଲାର ସରକାରୀ କର୍ମଚାରୀଙ୍କୁ ସଦର ମହକୁମା ଛାଡିବା ମନା

ଗଞ୍ଜାମ : ଗଞ୍ଜାମ ଜିଲ୍ଲାର ସରକାରୀ କର୍ମଚାରୀଙ୍କୁ ସଦର ମହକୁମା ଛାଡିବାକୁ ମନା କରାଯାଇଛି । ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ଏବଂ ଜିଲ୍ଲା ଜରୁରୀକାଳୀନ ବିଭାଗ ପକ୍ଷରୁ ଏହି ନିର୍ଦ୍ଦେଶନାମା ଜାରୀ କରାଯାଇଛି । ଜିଲ୍ଲାରେ କୋଭିଡ଼୍ ସଂକ୍ରମିତଙ୍କ ସଂଖ୍ୟା କ୍ରମଶଃ ବୃଦ୍ଧି…

ପେଟ୍ରୋଲ ପମ୍ପର କର୍ମଚାରୀଙ୍କ ଠାରୁ ୫ ଲକ୍ଷ ୫୦ ହଜାର ଲୁଟ୍ ଘଟଣାର ପର୍ଦାଫାଶ : ୩ ଗିରଫ

-ନଗଦ ଏକ ଲକ୍ଷ ଦଶ ହଜାର ଟଙ୍କା -ମାରଣାସ୍ତ୍ର ଓ ୩ଟି ମୋଟର ସାଇକେଲ ଜବତ ଟାଙ୍ଗି : ପାଇକରାୟ ପେଟ୍ରୋଲ ପମ୍ପର କର୍ମଚାରୀଙ୍କ ଠାରୁ ନଗଦ ୫ ଲକ୍ଷ ୫୦ ହଜାର ଲୁଟ୍ ଘଟଣାର ପର୍ଦାଫାଶ କରିଛି ଜଙ୍କିଆ ଥାନା ପୋଲିସ । ଆଜି ଖୋରଧା ଜିଲ୍ଲା ଜଙ୍କିଆ ଥାନାରେ ଏନେଇ ଅନୁଷ୍ଠିତ ଏକ ସାମ୍ବାଦିକ…

ଗ୍ୟାଙ୍ଗଷ୍ଟର ହାଇଦର ଫେରାର୍ ଓ ଗିରଫ ପ୍ରସଙ୍ଗ : କମିଶନରେଟ ପୋଲିସ ଘଟଣାର ତଦନ୍ତ କରୁଛି, କିଛି କହିବା ଠିକ୍ ହେବନି…

ସମ୍ବଲପୁର : ଏସସିବି ମେଡ଼ିକାଲରୁ ଗ୍ୟାଙ୍ଗଷ୍ଟର ହାଇଦର ଫେରାର୍ ହେବା ଓ ତେଲେଙ୍ଗାନାରୁ ପୋଲିସ ତାକୁ ଗିରଫ କରିବା ପ୍ରସଙ୍ଗରେ ନିଜର ପ୍ରତିକ୍ରିୟା ରଖି ସମ୍ବଲପୁର ଏସପି ବି. ଗଙ୍ଗାଧର କହିଛନ୍ତି ଯେ, କମିଶନରେଟ ପୋଲିସ ଘଟଣାର ତଦନ୍ତ କରୁଛି । ମାମଲା ତଦନ୍ତାଧିନ ରହିଥିବାରୁ ଏନେଇ କିଛି…

ଘୁଂଚିଲା ଜେଇଇ ମେନ୍ ପରୀକ୍ଷା

ଭୁବନେଶ୍ୱର: କରୋନା ମହାମାରୀର ଲଗାତାର ଭାବରେ ବଢୁଥିବାରୁ ଏହାକୁ ଦୃଷ୍ଟିରେ ରଖି ଜେଇଇ ମେନ୍ ପରୀକ୍ଷାକୁ ପରବର୍ତୀ ଘୋଷଣା ଯାଏ ସ୍ଥଗିତ ରଖାଯାଇଛି । ଏ ନେଇ ନ୍ୟାସନାଲ ଟେଷ୍ଟିଂ ଏଜେନ୍ସ (ଏନଟିଏ)ପକ୍ଷରୁ ସୂଚନା ଦିଆଯାଇଛି। ଏନଟିଓ ପକ୍ଷରୁ କୁହାଯାଇଛି ଯେ ଏହାକୁ ନେଇ ପୁଣି ଥରେ ତାରିଖ…