Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
କରୋନାରେ ଦେଶରେ ଗତ ୨୪ ଘଂଟାରେ ୭୨,୩୩୦ ନୂଆ ମାମଲା
ନୂଆଦିଲ୍ଲୀ: ଦେଶରେ ଗତ ୨୪ଘଂଟା ମଧ୍ୟରେ ୭୨,୩୩୦ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୪୫୯ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୨୨,୨୧,୬୬୫ ପହଂଚିଛି ।
ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ…
ଓଡିଶା ଦିବସରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡିଶା ଦିବସରେ ଶୁଭେଚ୍ଛା ଜଣାଇଛନ୍ତି ।
ସେ ଟ୍ବିଟ କରି କହିଛନ୍ତି ଯେ - ରାଜ୍ୟବାସୀଙ୍କୁ ଓଡ଼ିଶା ଦିବସର ଆନ୍ତରିକ ଶୁଭେଚ୍ଛା। ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ସହ ଆମ ଭାଷା, ସାହିତ୍ୟ ଓ ସଂସ୍କୃତିର ଗୌରବ ବୃଦ୍ଧି କରିଥିବା ମହାପୁରୁଷମାନଙ୍କ…
ରାଜ୍ୟରେ ଗୋଟିଏ ଦିନରେ ୩୯୪ କରୋନା ଆକ୍ରାନ୍ତ ଚିହ୍ନଟ
-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୧୩୧୧
ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ୩୯୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୧୩୧୧ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ…
ଓଡିଶା ସ୍ଥାପନା ଦିବସରେ ଶୁଭେଚ୍ଛା ଜଣାଇଲେ ଉପ ରାଷ୍ଚ୍ରପତି
ନୂଆଦିଲ୍ଲୀ: ଉପ ରାଷ୍ଟ୍ରପତି ଏମ. ଭେଙ୍କେୟା ନାୟଡୁ ଓଡିଶାର ପ୍ରତିଷ୍ଠା ଦିବସରେ ଶୁଭକାମନା ଜଣାଇଛନ୍ତି ।
ସେ ଟ୍ବିଟ କରି କହିଛନ୍ତି ଯେ ଓଡିଶାର ସ୍ଥାପନା ଦିବସ ଅବସରରେ ପ୍ରଦେଶବାସୀଙ୍କୁ ସୁସ୍ଥ. ଶିକ୍ଷିତ, ତଥା ସୁଖମୟ ଉଜ୍ବଳ ଭବିଷ୍ୟତର କାମନା କରୁଛି । ଓଡିଶା ସମୃଦ୍ଧ ଓ ଆଧ୍ୟାତ୍ମିକ…
ବିଜୁ ପକ୍କା ଘର ଲୋଗୋକୁ ନେଇ ମୁହାଁମୁହିଁ , ଓଡ଼ିଶାବାସୀଙ୍କ ଟଙ୍କା ଖର୍ଚ୍ଚ ହେଉଛି, ଲୋଗୋ ରହିଲେ ଅସୁବିଧା କେଉଁଠି:…
ଭୁବନେଶ୍ୱର: ବିଜୁ ପକ୍କାଘର ଲୋଗୋ ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କୁ ବିଜେଡି ଟାର୍ଗେଟ କରିଛି । ବିଜେଡି କହିଛି, ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ରାଜ୍ୟ ସରକାର ଅଂଶଧନ ଅଛି । ବିଜୁ ପକ୍କା ଘର ଯୋଜନାରେ ଯେଉଁ ଅର୍ଥ ଖର୍ଚ୍ଚ ହେଉଥିଲା ସେହି ଅର୍ଥ ଏବେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଖର୍ଚ୍ଚ…
ଆକାଶରୁ ଅଗ୍ନିବର୍ଷା : ବିଶ୍ୱର ଉତ୍ତପ୍ତ ସହର ଭୁବନେଶ୍ୱର
ଭୁବନେଶ୍ୱର: ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି ଭୁବନେଶ୍ୱର । ଏଠାରେ ତାପମାତ୍ରା ୪୪.୨ ଡିଗ୍ରୀ ରେକର୍ଡ କରାଯାଇଛି । ଯାହାକି ମାର୍ଚ୍ଚ ମାସରେ ରାଜ୍ୟର ରେକର୍ଡକୁ ଭାଙ୍ଗିଛି । ୪୦ଡିଗ୍ରୀ ଉପରେ ରାଜ୍ୟର ୧୮ଟି ସହରର ତାପମାତ୍ରା ରହିଥିବା ବେଳେ ଗତ ୪ଦିନ ହେବ ରାଜ୍ୟର ତାପମାତ୍ରା ବୃଦ୍ଧି…
ଚିନ୍ତା ବଢ଼ାଇଲା ଦ୍ୱିତୀୟ ଲହର : ଦିନକରେ ୩୫୪ ସଂକ୍ରମିତଙ୍କ ମୃତ୍ୟୁ
ନୂଆଦିଲ୍ଲୀ: କରୋନା ଭୂତାଣୁର ୨ୟ ଲହର ପୂର୍ବାପେକ୍ଷା ଅଧିକ ଉଗ୍ର ହେଉଥିବା ଦେଖିବାକୁ ମିଳିଛି । ଗତବର୍ଷ ତୁଳନାରେ ନୂଆ ଷ୍ଟ୍ରେନ୍ ର ସଂକ୍ରମଣ ହାର ଦ୍ରୁତଗତିରେ ବଢ଼ୁଥିବାବେଳେ ମୃତ୍ୟୁ ସଂଖ୍ୟା ବି ଚିନ୍ତାରେ ପକାଇଛି । ଦେଶରେ କରୋନାଜନିତ ଦୈନିକ ମୃତ୍ୟୁସଂଖ୍ୟା ୩୦୦ ଟପିଲାଣି । ୨୪ ଘଣ୍ଟା…
କାଳିଆ ଯୋଜନାରେ ୬୬୯୦ କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି ରାଜ୍ୟ ସରକାର
ଭୁବନେଶ୍ୱର: ୨୦୧୮-୧୯ ଓ ୨୦୧୯-୨୦ ବର୍ଷରେ କାଳିଆ ଯୋଜନାରେ ୫୧.୦୫ ଲକ୍ଷ ଜଣ କ୍ଷୁଦ୍ର ନାମମାତ୍ର ଚାଷୀ ଓ ଭୂମିହୀନ କୃଷି ପରିବାରଙ୍କୁ ସହାୟତା ପ୍ରଦାନ କରାଯାଇଥିଲା ବୋଲି କୃଷି ମନ୍ତ୍ରୀ ଅରୁଣ ସାହୁ ବିଧାନସଭାରେ ପ୍ରକାଶ କରିଛନ୍ତି । କାଳିଆ ଯୋଜନାରେ ବ୍ୟୟ ସମ୍ପର୍କିତ ବିଜେପି ବିଧାୟକ…
ପିପିଲି ଉପନିର୍ବାଚନ ପାଇଁ ୧୫ ପ୍ରାର୍ଥୀଙ୍କ ନାମାଙ୍କନ ପତ୍ର ଦାଖଲ
ଭୁବନେଶ୍ୱର: ୧୧୦-ପିପିଲି ଉପନିର୍ବାଚନ ପାଇଁ ମୋଟ୧୫ ଜଣ ପ୍ରାର୍ଥୀ ସେମାନଙ୍କର ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ସେମାସନ ହେଲେ ଆଶ୍ରିତ ପଟ୍ଟନାୟକ, ସମ୍ବିତ୍ ପଟ୍ଟନାୟକ,ସନ୍ତୋଷ କୁମାର ମହାପାତ୍ର, ଅଶୋକ ପ୍ରଧାନ, ସନ୍ତୋଷ କୁମାର ଦାସ, ରୁଦ୍ର ପ୍ରତାପ ମହାରଥୀ ,ମହମ୍ମଦ ଇମାମ୍ ଉଦ୍ଦିନ୍,…
ଆହୁରି ବଢିବ ଖରା , ହିଟ୍ ୱେଭ୍ ନେଇ ୨୧ ଜିଲ୍ଲାକୁ ଅରେଂଜ ୱାର୍ଣ୍ଣିଂ
ଭୁବନେଶ୍ୱର: ରାଜ୍ୟରେ ଖରାର ପ୍ରକୋପ ଆହୁରି ବୃଦ୍ଧି ପାଇବ । ଆସନ୍ତା ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ଗ୍ରୀଷ୍ମ ଲହରୀ ଅନୁଭୂତ ହେବ । ଦିନର ତାପମାତ୍ରା ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବଢିପାରେ । ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ୨୧ଟି ଜିଲ୍ଲାକୁ…