Browsing Category

ରାଜ୍ୟ

ନିମ୍ନମାନର ରାସ୍ତାକାମ ଅଭିଯୋଗ

ମାଲକାନଗିରି: ମାଲକାନଗିରି ଜିଲ୍ଲା ସ୍ଥିତ ପଡିଆ ବ୍ଳକ ଅନ୍ତର୍ଗତ ଏମ.ପି.ଭି ୫୬ ଗ୍ରାମରେ ରାସ୍ତା କାମକୁ ନେଇ ଦେଖିବାକୁ ମିଳିଛି ଲୋକଙ୍କ ମଧ୍ୟରେ ଜନ ଅସନ୍ତୋଷ। ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ ହେଉଥିବା ରାସ୍ତା କାମ ଅତି ନିମ୍ନ ମାନର ଓ ଖରାପ କାମ ହେଉଥିବାରୁ ଗ୍ରାମର ଲୋକମାନେ…

ମାଲିକକୁ ହତ୍ୟାକଲା କୁକୁଡ଼ା

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ତେଲେଗାନା ରାଜ୍ୟରେ ଏକ ଅଭାବନୀୟ ଘଟଣା ଘଟିଛି । କୁକୁଡ଼ା ଲଢେଇ ପାଇଁ ପ୍ରସ୍ତୁତ ହେଉଥିବା ଗୋଟିଏ ଗଞ୍ଜା କୁକୁଡ଼ା ନିଜ ମାଲିକକୁ ଛୁରୀ ଭୁସି ହତ୍ୟାକାରିଥିବା ଜଣାପଡିଛି । ଏହି ଘଟଣା ପରେ ପୋଲିସ ଏକ ମାମଲା ରୁଜୁ କରି ଗଞ୍ଜାକୁ ଅଟକ ରଖିଛି ।…

କେନ୍ଦ୍ରାପଡାରେ ଷ୍ଟିଲ୍ ପ୍ଲାଂଟ କରିବ ମିତଲ

-୧୨ ମିଲିୟନ୍ ଟନ୍ କ୍ଷମତା ବିଶିଷ୍ଟ କାରଖାନା ପାଇଁ ୫୦ ହଜାର କୋଟି ଟଙ୍କାର ପୁଂଜିନିବେଶ ଭୁବନେଶ୍ୱର: କେନ୍ଦ୍ରାପଡା ଜିଲ୍ଲାରେ ଷ୍ଟିଲ୍ ପ୍ଲାଂଟ ପ୍ରତିଷ୍ଠା କରିବ ଆର୍ସେଲର ମିତଲ । କେନ୍ଦ୍ରାପଡାରେ ୧୨ ମିଲିୟନ୍ ଟନ୍ କ୍ଷମତା ବିଶିଷ୍ଟ ଏହି ଇସ୍ପାତ କାରଖାନା ପ୍ରତିଷ୍ଠା ପାଇଁ ୫୦ ହଜାର…

କରୋନାରେ ଦେଶରେ ଗତ ୨୪ ଘଂଟାରେ ୧୭,୪୦୭ ନୂଆ ମାମଲା

ନୂଆଦିଲ୍ଲୀ: ଦେଶରେ ଗତ ୨୪ଘଂଟା ମଧ୍ୟରେ ୧୭,୪୦୭ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୮୯ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୧୧,୩୯,୫୧୬ ପହଂଚିଛି । ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା…

କୃଷି କ୍ଷେତ୍ରରେ ସହଯୋଗ ପାଇଁ ଫିଜି-ଭାରତ ବୁଝାମଣାପତ୍ରକୁ କ୍ୟାବିନେଟର ଅନୁମୋଦନ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଭାରତ-ଫିଜି କୃଷି ସହଯୋଗ ବୁଝାମଣାପତ୍ରକୁ ଅନୁମୋଦନ କରାଯାଇଛି । ଏହି ବୁଝାମଣାପତ୍ର ଅନୁସାରେ କୃଷି ଏବଂ ତତ୍‍ସଂକ୍ରାନ୍ତ କ୍ଷେତ୍ରରେ ଦୁଇଦେଶର କୃଷକଙ୍କ ମଧ୍ୟରେ ସହଯୋଗ ଏବଂ ସେମାନଙ୍କ କଲ୍ୟାଣ…

ଗୋଟିଏ ଦିନରେ ରାଜ୍ୟରେ ୮୧ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୭୫୨୯

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ୮୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୭୫୨୯ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୩୩୪୭୬୭ ରୋଗୀ ସୁସ୍ଥ ହୋଇ…

ଶିକ୍ଷାକୁ କର୍ମସଂସ୍ଥାନ ଓ ଔଦ୍ୟୋଗିକ ସାମର୍ଥ୍ୟ ସହ ସଂଯୋଗ କରିବା ପାଇଁ ବଜେଟରେ ହୋଇଛି ଉଦ୍ୟମ: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଶିକ୍ଷା କ୍ଷେତ୍ରରେ ବଜେଟରେ ହୋଇଥିବା ବ୍ୟୟ ବ୍ୟବସ୍ଥାକୁ ପ୍ରଭାବୀ ଢ଼ଙ୍ଗରେ ତ୍ୱରାନ୍ୱିତ କରିବା ନେଇ ଆୟୋଜିତ ୱେବିନାରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାଙ୍କ ଅଭିଭାଷଣ ରଖିଛନ୍ତି । ୱେବିନାରକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଏକ ଆତ୍ମନିର୍ଭରଶୀଳ…

ବିଶ୍ୱ ବନ୍ୟପ୍ରାଣୀ ଦିବସରେ ପ୍ରଧାନମନ୍ତ୍ରୀଙ୍କ ଅଭିବାଦନ

ନୂଆଦିଲ୍ଲୀ: ବିଶ୍ୱ ବନ୍ୟପ୍ରାଣୀ ଦିବସ ଅବସରରେ ବନ୍ୟଜନ୍ତୁଙ୍କ ସୁରକ୍ଷା ଦିଗରେ କାର‌୍ୟ୍ୟ କରୁଥିବା ସମସ୍ତ ବ୍ୟକ୍ତିଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିବାଦନ ଜଣାଇଛନ୍ତି । ଏକ ଟ୍ୱିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ବିଶ୍ୱ ବନ୍ୟପ୍ରାଣୀ ଦିବସରେ ବନ୍ୟଜନ୍ତୁ ସୁରକ୍ଷା ଦିଗରେ…

ଗଞ୍ଜେଇ ସହ କାର ଜବତ, ଜଣେ ଗିରଫ

ବାଲିଗୁଡା: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ଥାନା ଡବେରି ଗ୍ରାମ ଠାରେ ଦାରିଙ୍ଗବାଡି ପୋଲିସ ପକ୍ଷରୁ ପାଟ୍ରୋଲିଂ କରୁଥିବା ସମୟରେ ୨୪ କେଜି ୬୦୦ ଗ୍ରାମ ଗଞ୍ଜେଇ ସହ ଜଣକୁ ଗିରଫ କରାଯାଇଥିବା ଦାରିଙ୍ଗବାଡି ଥାନା ଅଧିକାରୀ କୌଶିକ ମାଝୀ ସୂଚନା ପ୍ରଦାନ କରିଛନ୍ତି…

ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ସ୍ମୃତିପୀଠକୁ ସୁଡ଼ଙ୍ଗ : ଗୁପ୍ତଧନ ଆଶାରେ ଖୋଳିଥିବା ସନ୍ଦେହ, ଉଚ୍ଚସ୍ତରୀୟ…

ବାରିପଦା: ସ୍ଥାନୀୟ ମଧୁବନସ୍ଥିତ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ସମାଧୀପୀଠକୁ ସୁଡ଼ଙ୍ଗ କରାଯାଇଥିବା ଗତକାଲି ସନ୍ଧ୍ୟାବେଳେ ଦେଖିବାକୁ ମିଳିଛି । ଏହାକୁ ନେଇ ବାରିପଦାରେ ଅସନ୍ତୋଷ ଏବଂ ଚର୍ଚ୍ଚା ଦେଖାଦେଇଛି । ଉକ୍ତ ସମାଧୀପୀଠରେ ମହାରାଜା ଶ୍ରୀରାମଚନ୍ଦ୍ର, ମହାରାଣୀ ଲକ୍ଷ୍ମୀ…