Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ପୁଡୁଚେରୀରେ ରାଷ୍ଟ୍ରପତି ଶାସନ ଜାରି
-ବଦଳିଲା ରାଜନୈତିକ ଦୃଶ୍ୟପଟ୍ଟ
ପୁଡୁଚେରୀ: ଭି.ନାରାୟଣସ୍ୱାମୀଙ୍କ ନେତୃତ୍ୱାଧୀନ କଂଗ୍ରେସ ସରକାର ସଂଖ୍ୟାଗରିଷ୍ଠତା ହରାଇବାର ଦିନକ ପରେ ଗୁରୁବାର କେନ୍ଦ୍ରଶାସିତ ଅଞ୍ଚଳ ପୁଡୁଚେରୀରେ ରାଷ୍ଟ୍ରପତି ଶାସନ ଲାଗୁ କରାଯାଇଛି । ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ସ୍ୱାକ୍ଷରରେ ଜାରି…
ମହାରାଷ୍ଟ୍ରରେ ପୁଣି କରୋନା ଆତଙ୍କ: ୨୪ ଘଣ୍ଟାରେ ୯ ହଜାର ଆକ୍ରାନ୍ତ ଚିହ୍ନଟ
ମୁମ୍ବଇ: ମହାରାଷ୍ଟ୍ରରେ କରୋନାର ଦ୍ୱିତୀୟ ଲହର । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ପ୍ରାୟ ୪୦ ପ୍ରତିଶତ ଆକ୍ଟିଭ୍ କେସ୍ ରହିଛି । ଗତ ୨୪ ଘଣ୍ଟାରେ ମହାରାଷ୍ଟ୍ରରେ ପାଖାପାଖି ୯ ହଜାର କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୧୮ ରୋଗୀ ୱାସିମ ଜିଲ୍ଲାର ।…
ଆସନ୍ତା ୨୭ ତାରିଖ ପ୍ରଧାନମନ୍ତ୍ରୀ ଉଦ୍ଘାଟନ କରିବେ ଖେଳଣା ମେଳା
ନୂଆଦିଲ୍ଲୀ: ପ୍ରଧାମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୨୭ତାରିଖ ଦିନ ୧୧ଟାବେଳେ ଭିଡିଓ କନ୍ଫରେନ୍ସିଂ ଜରିଆରେ ଭାରତୀୟ ଖେଳଣା ମେଳା ଉଦ୍ଘାଟନ କରିବେ ।
ଶିଶୁର ମନର ବିକାଶରେ ଖେଳଣାର ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିବା ବେଳେ ତାହାର ମନସ୍ତାତ୍ୱିକ ଓ ବୋଧଶକ୍ତିର ବିକାଶ ମଧ୍ୟ କରିଥାଏ…
ପୁଡୁଚେରୀରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପୁଡୁଚେରୀଠାରେ NH45-Aର ଚାରିଲେନ ବିଶିଷ୍ଟ ରାସ୍ତାର ଶିଳାନ୍ୟାସ କରିଛନ୍ତି । ଏହା କରାଇକାଲ ଜିଲ୍ଲା ଏବଂ କରାଇକାଲଠାରେ ମେଡିକାଲ କଲେଜର ନୂତନ କ୍ୟାମ୍ପସ ତଥା କରାଇକାଲ ଜିପମର ପ୍ରଥମ ଖଣ୍ଡକୁ ସଂଯୋଗ କରିବ । ଏହାଛଡା ଶ୍ରୀ ମୋଦୀ…
ଭାରତ ବନ୍ଦ ଆଜି
ଭୁବନେଶ୍ୱର: ଆଜି (ଶୁକ୍ରବାର) ବ୍ୟବସାୟ ସଂଘ ପକ୍ଷରୁ ଦେଶବ୍ୟାପୀ ଭାରତ ବନ୍ଦ ଡାକରା ଦିଆଯାଇଛି । ଜିଏସଟି, ବର୍ଦ୍ଧିତ ତୈଳ ଦର ଓ ଇ-ୱେ ବିଲ୍ ଭଳି ଏକାଧିକ ପ୍ରସଙ୍ଗ ବିରୋଧରେ ଟ୍ରେଡ୍ ୟୁନିୟନ ପକ୍ଷରୁ ଭାରତ ବନ୍ଦର ଡାକରା ଦିଆଯାଇଛି । କନଫରଡେସନ୍ ଅଫ୍ ଅଲ୍ ଇଣ୍ଡିଆ ଟ୍ରେଡରସ୍ ପକ୍ଷରୁ…
ବଧୂହତ୍ୟା ମାମଲା : ଶାଶୁ, ଶ୍ୱଶୁର, ସ୍ୱାମୀ ସମେତ ୫ ଜଣଙ୍କୁ ଆଜୀବନ କାରାଦଣ୍ଡାଦେଶ
ବାଲେଶ୍ୱର: ନବବଧୂକୁ ହତ୍ୟା ମାମଲାରେ ୫ ଜଣଙ୍କୁ ଆଜୀବନ ଜେଲ୍ ଦଣ୍ଡାଦେଶ ପ୍ରଦାନ କରିଛନ୍ତି ବାଲେଶ୍ୱର ଅତିରିକ୍ତ ଜିଲ୍ଲା ଦୌରାଜଜ୍ । ଶାଶୁ, ଶ୍ୱଶୁର, ସ୍ୱାମୀ ସମେତ ୫ ଜଣଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି କୋର୍ଟ । ଏଥିସହ ୧ ଲକ୍ଷ ଟଙ୍କା ଲେଖାଏଁ ଜରିମାନାରେ ଦଣ୍ଡିତ କରିଛନ୍ତି ।…
କରୋନାରେ ଦେଶରେ ଗତ ୨୪ ଘଂଟାରେ ୧୬,୭୩୮ ନୂଆ ମାମଲା
ନୂଆଦିଲ୍ଲୀ: ଦେଶରେ ଗତ ୨୪ଘଂଟା ମଧ୍ୟରେ ୧୬,୭୩୮ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୧୩୮ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୧୦,୪୬,୯୧୪ ପହଂଚିଛି ।
ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ…
ଆରଏସପି ଠିକା ଶ୍ରମିକଙ୍କ ଶବ ୧୫ ଦିନ ଧରି ପଡିରହିଛି: ଆନ୍ଦୋଳନ ଲାଗି ବାହାରିଥିବା ଶ୍ରମିକ ସଂଗଠନକୁ ଅନୁମତି ଦେଲାନି…
ରାଉରକେଲା: ରାଉରକେଲା ଇସ୍ପାତ କାରଖାନାରେ କାମ କରୁଥିବା ଠିକା ଶ୍ରମିକ ରାଇସନ ମାରାଣ୍ଡି ଇସ୍ପାତ କାରଖାନା ଭିତରେ ଦୁର୍ଘଟଣା ଗ୍ରସ୍ତ ହୋଇ ଅକାଳ ବିୟୋଗର ଶୀକାର ହେବା ପରେ ତାଙ୍କୁ କୌଣସି ନ୍ୟାୟ ନମିଳିବାରୁ ତାଙ୍କ ପରିବାର ଲୋକେ ଶବ ନେଉନଥିବାକୁ ୧୫ ଦିନ ପୁରିଲା,ମର୍ଗ ହାଉସରେ ସେମିତି…
ରାଜ୍ୟରେ ଗୋଟିଏ ଦିନରେ ୮୯ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୬୯୨୪
ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ୮୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୬୯୨୪ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୩୩୪୩୩୩ ରୋଗୀ ସୁସ୍ଥ ହୋଇ…
ବିଶୃଙ୍ଖଳାକାରୀଙ୍କ ବିରୁଦ୍ଧରେ ହେବ କାର୍ଯାନୁଷ୍ଠାନ- ନିରଂଜନ ପଟ୍ଟନାୟକ
ଭୁବନେଶ୍ୱର: କଂଗ୍ରେସ ଭବନରେ ଦୁଇ ଗୋଷ୍ଠି ମଧ୍ୟରେ ହୋଇଥିବା ବିବାଦକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ପିସିସି ସଭାପତି ନିରଂଜନ ପଟ୍ଟନାୟକ । ଏହି ଘଟଣା ଉପରେ ପ୍ରତିକ୍ରିୟା ପ୍ରକାଶ କରି ସେ କହିଛନ୍ତି ଯେ ଦଳ ବିରୋଧୀ କାମ ଅଭିଯୋଗ ପ୍ରମାଣିତ ହେଲେ କାର୍ଯ୍ୟାନୁଷ୍ଠାନ ହେବ । ଯିଏ ବିଶୃଙ୍ଖଳା…